କରୋନା ଭାଇରସ୍‌

ଚାଇନାରେ ନୂଆ ଲହର, ବହୁ ସହରରେ ଲକ୍‌ଡାଉନ୍‌…

.ବେଜିଂ, ୨୮।୩ : ପୁଣିଥରେ ଚାଇନାରେ କରୋନା ସଂକ୍ରମଣର ଏକ ନୂଆ ଲହର ଆରମ୍ଭ ହୋଇଛି। ସୁରକ୍ଷା ଦୃଷ୍ଟିରୁ ସୋମବାରଠାରୁ ଶାଙ୍ଘାଇ ସମେତ ଦେଶର ବହୁ ବଡ ସହରରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କୁହାଯାଉଛି ଯେ ଏହି ନୂଆ ଲହର ଚାଇନାର…

୪୦ ତଳେ ଦୈନିକ ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ, ୨୮।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୨୭୦ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪୦ ତଳେ ରହିଛି। ଦୈନିକ ମୃତ୍ୟୁ ସଂଖ୍ୟା ୩୧ରେ ପହଞ୍ଚିଛି।…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୪୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୭ା୩(ବ୍ୟୁରୋ): ରାଜ୍ୟରୁ ରବିବାର ଆଉ ୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୭୯୧ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଖସୁଛି ସଂକ୍ରମଣ: ଆଜି ୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୭।୩(ବ୍ୟୁରୋ): ରାଜ୍ୟରେ ରବିବାର ୪୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୯ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୯ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ପୁଣି ବଢ଼ିଲା ମୃତ୍ୟୁସଂଖ୍ୟା…

ନୂଆଦିଲ୍ଲୀ, ୨୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୪୨୧ ରେ ପହଞ୍ଚିଛି। ସେହିପରି ଗତ ୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୧୪୯ ରହିଛି। ଅପରପକ୍ଷରେ ସକ୍ରିୟ ମାମଲା କମିବାରେ ଲାଗିଛି। ଏହି…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୬୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୬ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୮୭୯ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଟିକାକରଣ ପ୍ରମାଣପତ୍ରରେ ପୁଣି ରହିବ ପ୍ରଧାନମନ୍ତ୍ରୀଙ୍କ ଫଟୋ…

ନୂଆଦିଲ୍ଲୀ, ୨୬।୩ : ଉତ୍ତରପ୍ରଦେଶ ସମେତ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ସମାପ୍ତ ହେବା ସହିତ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ପୁଣି କରୋନା ଟିକାକରଣ ପ୍ରମାଣପତ୍ରରେ ରଖିବାକୁ ଯୋଜନା କରୁଛନ୍ତି। ନିର୍ବାଚନ ତାରିଖ ଘୋଷଣା ହେବା ପରେ…

୨୪ ଘଣ୍ଟାରେ ମୃତ୍ୟୁ ସଂଖ୍ୟା ୪,୧୦୦…

ନୂଆଦିଲ୍ଲୀ, ୨୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୬୬୦ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୪,୧୦୦ ରହିଛି। ମହାରାଷ୍ଟ୍ରରେ କରୋନା ମୃତ୍ୟୁ ସଂଖ୍ୟା ଅପଡେଟ୍‌ କରାଯାଇଥିବାରୁ ଏଭଳି ସ୍ଥିତି ସୃଷ୍ଟି…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୪୩ ପଜିଟିଭ୍‌

ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୩ ଜଣ ପିଲା ଅଛନ୍ତି। ସେହିପରି ୨୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋିଥିବା ବେଳେ ୧୭ ଜଣ ଲୋକାଲ୍‌ କେସ୍‌ ରହିଛି।…

ଖସିଲା କରୋନା ଗ୍ରାଫ୍‌, ଆଜି ୫୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୫ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୩୭୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୩୨ ଜଣ ଚିହ୍ନଟ ହୋଇଥିବା…

ରାଜ୍ୟରୁ ସୁସ୍ଥ ହେଲେ ୭୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨୪।୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୭,୭୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

କରୋନା ମୃତ୍ୟୁ କ୍ଷତିପୂରଣ ଆବେଦନ ପାଇଁ ୬୦ ଦିନର ସମୟ ସୀମା…

ନୂଆଦିଲ୍ଲୀ,୨୪।୩ : କରୋନା ମୃତ୍ୟୁ କ୍ଷତିପୂରଣ ପାଇବା ପାଇଁ ମିଥ୍ୟା ଦାବିର ଅଭିଯୋଗର ଯାଞ୍ଚ ପାଇଁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଅନୁମତି ଦେଇଛନ୍ତି। ଆନ୍ଧ୍ରପ୍ରଦେଶ, ଗୁଜୁରାଟ, ମହାରାଷ୍ଟ୍ର ଏବଂ କେରଳରେ ଦାଖଲ ହୋଇଥିବା ଆବେଦନଗୁଡିକର ୫ ପ୍ରତିଶତ ସମୀକ୍ଷା କରାଯିବ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?