କୋଭିଡ-୧୯ ରେଗୁଲେସନ୍ ଉଲ୍ଲଂଘନ, ହରିହର ନର୍ସିଂହୋମ୍କୁ ସିଲ୍ କଲା ପ୍ରଶାସନ
ବଲାଙ୍ଗୀର ଅଫିସ, ୯ା୪: କୋଭିଡ-୧୯ ରେଗୁଲେସନ୍ ଉଲ୍ଲଂଘନ ଯୋଗୁଁ ବଲାଙ୍ଗୀର ସହରର ସୁଦପଡାଠାରେ ଥିବା ହରିହର ଡାଇଗ୍ନୋଷ୍ଟିକ୍ ଏବଂ ନର୍ସିଂହୋମକୁ ଜିଲା ପ୍ରଶାସନ ପକ୍ଷରୁ ଗୁରୁବାର ସିଲ୍ କରାଯାଇଛି । ଜିଲାପାଳ ଅରିନ୍ଦମ ଡାକୁଆଙ୍କ ନିର୍ଦ୍ଦେଶକ୍ରମେ ଉପଜିଲାପାଳ ସଞ୍ଜୟ କୁମାର ମିଶ୍ର…
କଡ଼ାକଡ଼ି ହେବ ଯାଞ୍ଚ: ପ୍ରଥମ ଦିନରେ ମାସ୍କ ବାଣ୍ଟିଲା, ବୁଝାଇଲା ପୋଲିସ
ଭୁବନେଶ୍ୱର,୯ା୪(ବ୍ୟୁରୋ)- ବାୟୁ ଦ୍ୱାରା ମଧ୍ୟ ଘାତକ ଭୂତାଣୁ କୋଭିଡ୍-୧୯ ଅନ୍ୟକୁ ସଂକ୍ରମଣ ହେବାର ସମ୍ଭାବନା ରହିଛି। ତେଣୁ ଗୁରୁବାରଠାରୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛନ୍ତି ରାଜ୍ୟ ସରକାର। ଏହାକୁ କଡାକଡି ପାଳନ କରିବା ପାଇଁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ପ୍ରଥମ…
କଣ୍ଟାକ୍ଟ ଟ୍ରେସିଂ ପରେ ସିଲ୍ ହୋଇପାରେ ଝାରପଡ଼ା, ମଧୁସୂଦନ ନଗର
ଭୁବନେଶ୍ୱର, ୮ା୪(ବ୍ୟୁରୋ): ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁହୁ ହୋଇ ବଢ଼ି ଚାଲିଛି। ରାଜ୍ୟରେ ମୋଟ ୪୪ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କେବଳ ଭୁବନେଶ୍ୱରରେ ୩୫ଜଣ ରହିଛନ୍ତି। ତେଣୁ ସଂକ୍ରମଣ ରୋକିବାକୁ ଆକ୍ରାନ୍ତ ରହୁଥିବା ଅଞ୍ଚଳ ଓ ସଂସ୍ପର୍ଶରେ ଆସିଥିବା…
ଅମାନିଆଙ୍କ ଗାଡ଼ି ଚକାରୁ ପବନ କାଢ଼ିଦେଲା ପୋଲିସ
ବିଞ୍ଝାରପୁର,୯।୪(ଡି.ଏନ.ଏ.)- ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଳକୁଣ୍ଡ ଫାଣ୍ଡି ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ କେତେଜଣ ଅମାନିଆଙ୍କୁ ସାବାଡ କରିଛି ପୋଲିସ। ବିନା କାରଣରେ ବାଇକ ଧରି ବଜାରକୁ ଆସୁଥିବା ଯୁବକଙ୍କୁ ଗୁରୁବାର ପୋଲିସ ଯୋଗୁ ହଟହଟା ହେବାକୁ ପଡିଛି। ପ୍ରକାଶ ଯେ…
କରୋନା ବଦଳାଇ ଦେଲା ବେଉସା: କବାଡ଼ି ବ୍ୟବସାୟୀ ବିକିଲେ ପରିବା
ରସୁଲପୁର,୯।୪(ଡିଏନଏ)- କରୋନା ପ୍ରଭାବରେ ସବୁକିଛି ଠପ୍ ହୋଇଯାଇଛି। ଛୋଟମୋଟ ବ୍ୟବସାୟରୁ ଆରମ୍ଭ କରି ବଡ଼ବଡ଼ ଶିଳ୍ପସଂସ୍ଥାରେ ତାଲା ଝୁଲୁଛି। ଏହାଦ୍ୱାରା ଅଧିକ ପ୍ରଭାବିତ ହୋଇଛନ୍ତି ଦିନ ମଜୁରିଆ ତଥା କ୍ଷୁଦ୍ର ବ୍ୟବସାୟୀମାନେ। ପରିବାର କେମିତି ଚଳିବ, ଅର୍ଥ କେଉଁଠୁ ଆସିବ ସେହି…
ପୋଲିସ ହାବୁଡରେ ଅମାନିଆ ବାଇକ ଚାଳକ
ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ନେଇ ଜିଲା ପ୍ରଶାସନ ଓ ପୋଲିସ ଗୁରୁବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି । ଅଇଁଠାପାଲି, ଶାସନ, ଟାଉନ ଥାନା, ଧନୁପାଲି ଥାନା, କ୍ଷେତରାଜପୁର ଥାନା, ସଦର ଥାନା ପୋଲିସ…
ଡ୍ରୋନ ଦ୍ୱାରା ଷ୍ଟେଶନ ସୁରକ୍ଷା ତଦାରଖ
ସମ୍ବଲପୁର, ୯।୪ (ବ୍ୟୁରୋ)-ଡ୍ରୋନ କ୍ୟାମେରା ଦ୍ୱାରା ସମ୍ବଲପୁର ରେଳ ଷ୍ଟେଶନ ସୁରକ୍ଷା ତଦାରଖ କରାଯାଉଛି । ଲକ୍ ଡାଉନ ସମୟରେ ରେଳବାଇର ଟ୍ରେନ କୋଚ୍, ଯାତ୍ରୀ ସଂରକ୍ଷଣ କେନ୍ଦ୍ରଗୁଡିକ ବ୍ୟବହାର ନ ହୋଇ ବନ୍ଦ ରହିଛି । ଏଥିସହ ସିଗନାଲିଂ ଭିତ୍ତିଭୂମି,…
ସମ୍ବଲପୁରରେ ହେବ କୋଭିଡ୍ ହସ୍ପିଟାଲ
ସମ୍ବଲପୁର,୯ା୪(ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କରିବାକୁ ପ୍ରଶାସନ ସ୍ଥିର କରିଛି। ବିଭିନ୍ନ ମହଲରେ କିନ୍ତୁ ଏହାକୁ ବିରୋଧ କରାଯାଉଛି। ବୁର୍ଲା ଭିମ୍ସାରରେ କୋଭିଡ ମେଡିକାଲ ନିମାଣ କରିବାକୁ ଦାବି କରାଯାଇଥିଲା। ଏଥିପାଇଁ ପ୍ରଶାସନିକ ଅଧିକାରୀ ଭିମ୍ସାର,…
ନିର୍ଦ୍ଦେଶ ସତ୍ତ୍ୱେ ଖୋଲୁନି ଢାବା, ଗ୍ୟାରେଜ
କେନ୍ଦୁଝର, ୯ା୪ (ସ୍ବ.ପ୍ର.)-କରୋନା ପାଇଁ ଲକ୍ ଡାଉନ୍ ଘୋଷଣା ହୋଇଛି । ଏଣୁ ସମଗ୍ର ଦେଶରେ ଗାଡି ଚଳାଚଳ ବନ୍ଦ ରହିଛି । ସେହିପରି ଯାତ୍ରୀବାହୀ ବସ, ଟ୍ରେନ ଆଦି ବନ୍ଦ ରହିଛି। ତେବେ ଏହି କଟକଣାରୁ ବାଦ ପଡିଛି ଅତ୍ୟାବଶ୍ୟକୀୟ…
ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିକୁ ସହାୟତା
ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱରସ୍ଥିତ ବାଲିଆ ରାମେଶ୍ୱର ମନ୍ଦିର ସମ୍ମୁଖରେ ଥିବା ମେସି ଫର୍ଗୁସନ ଟ୍ରାକ୍ଟର କମ୍ପାନୀର ଜିଲା ଡିଲର ‘ମେସର୍ସ ଲକ୍ଷ୍ମୀରେଖା ଅଟୋମୋବାଇଲ୍ସ’ର ଦୁଇ ବିଜିନେସ୍ ପାର୍ଟନର ମନୋଜ କୁମାର ଜେନା ଏବଂ ଅମିତ ଅମିତାଭ ମହାକୁଡ଼ ଗୁରୁବାର ଓଡ଼ିଶା ମୁଖ୍ୟମନ୍ତ୍ରୀ…
ହସ୍ପିଟାଲରୁ ୪ କରୋନା ପୀଡ଼ିତ ଭୁଲରେ ଡିସ୍ଚାର୍ଜ: ଖୋଜୁଛି ପୋଲିସ
ଚେନ୍ନାଇ: ତାମିଲନାଡୁର ଭିଲୁପୁରମ ଜିଲାର ୪ କରୋନା ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ମଙ୍ଗଳବାର ଭୁଲ୍ରେ ଡିସ୍ଚାର୍ଜ କରି ଦିଆଯାଇଛି। ଏହି ରୋଗୀମାନଙ୍କୁ ଖୋଜିବା ପାଇଁ ପୋଲିସ ନାକେଦମ୍ ହୋଇପଡ଼ିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଡୋବୋରା ଡାକ୍ତରଖାନାକୁ ପୁଣି ଅଣାଯାଇଥିବା ବେଳେ…
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪
ନୂଆଦିଲ୍ଲୀ,୯।୪: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍ ଅଗ୍ରଓ୍ବାଲଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪ରେ ପହଞ୍ଚିଛି। ୨୪ ଘଣ୍ଟା…
Archives


