Odisha Elections 2024

କରୋନା ଭାଇରସ୍‌

ଅମାନିଆଙ୍କ ଗାଡ଼ି ଚକାରୁ ପବନ କାଢ଼ିଦେଲା ପୋଲିସ

ବିଞ୍ଝାରପୁର,୯।୪(ଡି.ଏନ.ଏ.)- ଯାଜପୁର ଜିଲା ବିଞ୍ଝାରପୁର ଥାନା ଅଳକୁଣ୍ଡ ଫାଣ୍ଡି ଅନ୍ତର୍ଗତ ବିଭିନ୍ନ ଅଞ୍ଚଳରେ କେତେଜଣ ଅମାନିଆଙ୍କୁ ସାବାଡ କରିଛି ପୋଲିସ। ବିନା କାରଣରେ ବାଇକ ଧରି ବଜାରକୁ ଆସୁଥିବା ଯୁବକଙ୍କୁ ଗୁରୁବାର ପୋଲିସ ଯୋଗୁ ହଟହଟା ହେବାକୁ ପଡିଛି। ପ୍ରକାଶ...

କରୋନା ବଦଳାଇ ଦେଲା ବେଉସା: କବାଡ଼ି ବ୍ୟବସାୟୀ ବିକିଲେ ପରିବା

ରସୁଲପୁର,୯।୪(ଡିଏନଏ)- କରୋନା ପ୍ରଭାବରେ ସବୁକିଛି ଠପ୍‌ ହୋଇଯାଇଛି। ଛୋଟମୋଟ ବ୍ୟବସାୟରୁ ଆରମ୍ଭ କରି ବଡ଼ବଡ଼ ଶିଳ୍ପସଂସ୍ଥାରେ ତାଲା ଝୁଲୁଛି। ଏହାଦ୍ୱାରା ଅଧିକ ପ୍ରଭାବିତ ହୋଇଛନ୍ତି ଦିନ ମଜୁରିଆ ତଥା କ୍ଷୁଦ୍ର ବ୍ୟବସାୟୀମାନେ। ପରିବାର କେମିତି ଚଳିବ, ଅର୍ଥ କେଉଁଠୁ ଆସିବ...

ପୋଲିସ ହାବୁଡରେ ଅମାନିଆ ବାଇକ ଚାଳକ

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ନେଇ ଜିଲା ପ୍ରଶାସନ ଓ ପୋଲିସ ଗୁରୁବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି । ଅଇଁଠାପାଲି, ଶାସନ, ଟାଉନ ଥାନା, ଧନୁପାଲି ଥାନା, କ୍ଷେତରାଜପୁର ଥାନା, ସଦର ଥାନା...

ଡ୍ରୋନ ଦ୍ୱାରା ଷ୍ଟେଶନ ସୁରକ୍ଷା ତଦାରଖ

ସମ୍ବଲପୁର, ୯।୪ (ବ୍ୟୁରୋ)-ଡ୍ରୋନ କ୍ୟାମେରା ଦ୍ୱାରା ସମ୍ବଲପୁର ରେଳ ଷ୍ଟେଶନ ସୁରକ୍ଷା ତଦାରଖ କରାଯାଉଛି । ଲକ୍‌ ଡାଉନ ସମୟରେ ରେଳବାଇର ଟ୍ରେନ କୋଚ୍‌, ଯାତ୍ରୀ ସଂରକ୍ଷଣ କେନ୍ଦ୍ରଗୁଡିକ ବ୍ୟବହାର ନ ହୋଇ ବନ୍ଦ ରହିଛି । ଏଥିସହ ସିଗନାଲିଂ...

ସମ୍ବଲପୁରରେ ହେବ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର,୯ା୪(ବ୍ୟୁରୋ): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ କୋଭିଡ-୧୯ ମେଡିକାଲ ନିର୍ମାଣ କରିବାକୁ ପ୍ରଶାସନ ସ୍ଥିର କରିଛି। ବିଭିନ୍ନ ମହଲରେ କିନ୍ତୁ ଏହାକୁ ବିରୋଧ କରାଯାଉଛି। ବୁର୍ଲା ଭିମ୍‌ସାରରେ କୋଭିଡ ମେଡିକାଲ ନିମାଣ କରିବାକୁ ଦାବି କରାଯାଇଥିଲା। ଏଥିପାଇଁ ପ୍ରଶାସନିକ ଅଧିକାରୀ...

ନିର୍ଦ୍ଦେଶ ସତ୍ତ୍ୱେ ଖୋଲୁନି ଢାବା, ଗ୍ୟାରେଜ

କେନ୍ଦୁଝର, ୯ା୪ (ସ୍ବ.ପ୍ର.)-କରୋନା ପାଇଁ ଲକ୍‌ ଡାଉନ୍‌ ଘୋଷଣା ହୋଇଛି । ଏଣୁ ସମଗ୍ର ଦେଶରେ ଗାଡି ଚଳାଚଳ ବନ୍ଦ ରହିଛି । ସେହିପରି ଯାତ୍ରୀବାହୀ ବସ, ଟ୍ରେନ ଆଦି ବନ୍ଦ ରହିଛି। ତେବେ ଏହି କଟକଣାରୁ ବାଦ ପଡିଛି...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା

ବାଲେଶ୍ୱର ଅଫିସ, ୯।୪-ବାଲେଶ୍ୱରସ୍ଥିତ ବାଲିଆ ରାମେଶ୍ୱର ମନ୍ଦିର ସମ୍ମୁଖରେ ଥିବା ମେସି ଫର୍ଗୁସନ ଟ୍ରାକ୍ଟର କମ୍ପାନୀର ଜିଲା ଡିଲର ‘ମେସର୍ସ ଲକ୍ଷ୍ମୀରେଖା ଅଟୋମୋବାଇଲ୍ସ’ର ଦୁଇ ବିଜିନେସ୍‌ ପାର୍ଟନର ମନୋଜ କୁମାର ଜେନା ଏବଂ ଅମିତ ଅମିତାଭ ମହାକୁଡ଼ ଗୁରୁବାର ଓଡ଼ିଶା...

ହସ୍ପିଟାଲରୁ ୪ କରୋନା ପୀଡ଼ିତ ଭୁଲରେ ଡିସ୍‌ଚାର୍ଜ: ଖୋଜୁଛି ପୋଲିସ

ଚେନ୍ନାଇ: ତାମିଲନାଡୁର ଭିଲୁପୁରମ ଜିଲାର ୪ କରୋନା ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ମଙ୍ଗଳବାର ଭୁଲ୍‌ରେ ଡିସ୍‌ଚାର୍ଜ କରି ଦିଆଯାଇଛି। ଏହି ରୋଗୀମାନଙ୍କୁ ଖୋଜିବା ପାଇଁ ପୋଲିସ ନାକେଦମ୍‌ ହୋଇପଡ଼ିଥିଲା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଡୋବୋରା ଡାକ୍ତରଖାନାକୁ ପୁଣି ଅଣାଯାଇଥିବା...

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪

ନୂଆଦିଲ୍ଲୀ,୯।୪: କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍‌ ଅଗ୍ରଓ୍ବାଲଙ୍କ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୫୪୯ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୩୪ରେ ପହଞ୍ଚିଛି। ୨୪...

ଉହାନ ପାଲଟିଲା ବିହାରର ସିଓ୍ବାନ !

ପାଟନା,୯।୪: ଚାଇନାର ଉହାନ ସହରରେ ପ୍ରଥମେ ହାହାକାର ସୃଷ୍ଟି କରିଥିବା କରୋନା ଭାଇରସ ଏବେ ୨ଶହରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପି ସାରିଲାଣି। ଏବେ ବିହାରର ଜଣେ ମହିଳା ସେଠାକାର ସିଓ୍ବାନକୁ ଚାଇନାର ଉହାନ ସହର କରିଦେଇଥିବା ଆଲୋଚନା ହେଉଛି। ଗୁରୁବାର...

କରୋନା ଭୟ: ଛେଳିକୁ ମାସ୍କ ପିନ୍ଧାଇଲେ ମାଲିକ

ଅମରାବତୀ,୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଛି। କିଛିଦିନ ତଳେ ଦେଖିବାକୁ ମିଳିଥିଲା ଆମେରିକାର ଚିଡିଆଖାନାରେ ଏକ ବାଘ କରୋନାରେ ସଂକ୍ରମିତ ହୋଇଛି। ଏହାକୁ ଦେଖିବା ପରେ ଏବେ ଆନ୍ଧ୍ରପ୍ରଦେଶର କାଲୁର ମଣ୍ଡଳରେ ଜଣେ...

ଲକ୍‌ଡାଉନ୍‌: ଜୀବିକା ହରାଇଛନ୍ତି ଶତାଧିକ ମହୁଲଫୁଲ ସଂଗ୍ରହକାରୀ

କୋରୁକୋଣ୍ଡା,୯ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ଫଳରେ ସରକାରଙ୍କ ପକ୍ଷରୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ରାଜ୍ୟବାସୀଙ୍କ ଜୀବନଜୀବିକା ଉପରେ ପଡ଼ିଛି। ବିଶେଷକରି ଲକ୍‌ଡାଉନ୍‌ ହେତୁ ମାଲକାନିଗରି ଜିଲାର ମହୁଲ ଫୁଲ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri