କରୋନା ଭାଇରସ୍‌

ଉହାନ ପାଲଟିଲା ବିହାରର ସିଓ୍ବାନ !

ପାଟନା,୯।୪: ଚାଇନାର ଉହାନ ସହରରେ ପ୍ରଥମେ ହାହାକାର ସୃଷ୍ଟି କରିଥିବା କରୋନା ଭାଇରସ ଏବେ ୨ଶହରୁ ଊର୍ଦ୍ଧ୍ୱ ଦେଶକୁ ବ୍ୟାପି ସାରିଲାଣି। ଏବେ ବିହାରର ଜଣେ ମହିଳା ସେଠାକାର ସିଓ୍ବାନକୁ ଚାଇନାର ଉହାନ ସହର କରିଦେଇଥିବା ଆଲୋଚନା ହେଉଛି। ଗୁରୁବାର ସକାଳ…

କରୋନା ଭୟ: ଛେଳିକୁ ମାସ୍କ ପିନ୍ଧାଇଲେ ମାଲିକ

ଅମରାବତୀ,୯।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିଛି। କିଛିଦିନ ତଳେ ଦେଖିବାକୁ ମିଳିଥିଲା ଆମେରିକାର ଚିଡିଆଖାନାରେ ଏକ ବାଘ କରୋନାରେ ସଂକ୍ରମିତ ହୋଇଛି। ଏହାକୁ ଦେଖିବା ପରେ ଏବେ ଆନ୍ଧ୍ରପ୍ରଦେଶର କାଲୁର ମଣ୍ଡଳରେ ଜଣେ ବ୍ୟକ୍ତି…

ଲକ୍‌ଡାଉନ୍‌: ଜୀବିକା ହରାଇଛନ୍ତି ଶତାଧିକ ମହୁଲଫୁଲ ସଂଗ୍ରହକାରୀ

କୋରୁକୋଣ୍ଡା,୯ା୪(ଡି.ଏନ୍‌.ଏ.) : କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଛି। ଫଳରେ ସରକାରଙ୍କ ପକ୍ଷରୁ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ରାଜ୍ୟବାସୀଙ୍କ ଜୀବନଜୀବିକା ଉପରେ ପଡ଼ିଛି। ବିଶେଷକରି ଲକ୍‌ଡାଉନ୍‌ ହେତୁ ମାଲକାନିଗରି ଜିଲାର ମହୁଲ ଫୁଲ ସଂଗ୍ରହକାରୀ…

ହୃଦୟରୁ ଧନ୍ୟବାଦ ହେଲେ ଅକ୍ଷୟ

ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ଦେଶ ଲଢୁଥିବା ବେଳେ ବଲିଉଡ୍‌ ମଧ୍ୟ ଏ ଦିଗରେ ସହଯୋଗର ହାତ ବଢାଇଛି। ଦେଶ ଲକ୍‌ଡାଉନ୍‌ ଥିବା ସମୟରେ ଯେଉଁମାନେ ଜରୁରୀ କାଳୀନ ସେବା ଯୋଗାଉଛନ୍ତି ସେମାନଙ୍କୁ ଅକ୍ଷୟ ହୃଦୟରୁ ଧନ୍ୟବାଦ ଜଣାଇଥିବା ଦେଖାଯାଇଛି।…

ନେଚରସ୍‌ କ୍ଲବ, ସେଭ୍‌ ଦ ଚିଲଡ୍ରେନ୍‌ ପକ୍ଷରୁ କରୋନା ସଚେତନତା: ଅନ୍ତେବାସୀଙ୍କୁ ସାବୁନ୍‌, ମାସ୍କ ପ୍ରଦାନ

କେନ୍ଦ୍ରାପଡ଼ା ଅଫିସ,୯ା୪: କେନ୍ଦ୍ରାପଡ଼ା ଜିଲା ଶିଶୁଯତ୍ନ ଗୃହ, ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରଗୁଡ଼ିକରେ ନେଚରସ୍‌ କ୍ଲବ ଏବଂ ସେଭ୍‌ ଦ ଚିଲ୍‌ଡ୍ରେନ୍‌ ପକ୍ଷରୁ ମହାମାରୀ କରୋନା ପରିସ୍ଥିତିରେ ପରିଷ୍କାର ପରିଚ୍ଛନ୍ନତା ନେଇ ସଚେତନତା ସୃଷ୍ଟି କରାଯାଇଛି। ଅନ୍ତେବାସୀମାନଙ୍କୁ କରୋନାରୁ ରକ୍ଷା ପାଇବା…

ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ: ୯ ଗିରଫ, ୫ ବାଇକ୍‌ ଜବତ

ଦିଗପହଣ୍ଡି,୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ସହରରେ ଲକ୍‌ଡାଉନ୍‌ ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ ମନୋଜ ବେହେରା, ହିମାଂଶୁ ପାଣିଗ୍ରାହୀ, ଚନ୍ଦ୍ର ଶେଖର ଦୋରା, କୁନା ସାହୁ, ଆଲୋକ ନାଥ ମହାରଣା, ରମେଶ ମହାରଣା, ସମୀର ବାଡ଼ତ୍ୟା, ସଜ୍ଞନ୍ତ୍ର କୁମାର ଦାସ…

ପୁଣିଥରେ ସିଂଘମ ହେବାକୁ ଚାହୁଁଛନ୍ତି ଅଜୟ

ମୁମ୍ବାଇ: କରୋନା ଭାଇରସ ସହ ଲଢିବାକୁ ଏବେ ଯୋଦ୍ଧା ହୋଇ ଆଗଧାଡିରେ ଅଛନ୍ତି ଡାକ୍ତର, ନର୍ସ ଓ ପୋଲିସ। ଏହି ଯୁଦ୍ଧରେ ଜିତିବାକୁ ସମସ୍ତେ ଚେଷ୍ଟା ଚଳାଇଥିବା ବେଳେ ବଲିଉଡ୍‌ ମଧ୍ୟ ଏଥିପାଇଁ ସବୁବେଳେ ସହଯୋଗର ହାତ ବଢାଇଛି। ଏ କ୍ଷେତ୍ରରେ…

ପୋଲିସ ଅଧିକାରୀଙ୍କ ଅଭିନବ ପ୍ରୟାସ: ସାହିସାହିରେ ଗୀତ ଗାଇ ଦେଉଛନ୍ତି କରୋନା ସଚେତନତା ବାର୍ତ୍ତା

ବାଲିଗୁଡ଼ା,୯ା୪(ଡି.ଏନ୍‌.ଏ.): କନ୍ଧମାଳରେ କରୋନା ସଚେତନତା ପାଇଁ ବାଲିଗୁଡ଼ା ଉପଖଣ୍ଡ ଆରକ୍ଷୀ ଅଧିକାରୀ ମାନସ ରଞ୍ଜନ ବାରିକ ଏକ ଗୀତ ଲେଖିଥିଲେ। ବାଲିଗୁଡ଼ା ଥାନା ଭାରପ୍ରାପ୍ତ ଅଧିକାରୀଙ୍କ କଣ୍ଠରେ ଏହି ଗୀତ ମୁକ୍ତିଲାଭ କରିଥିଲା। ଉକ୍ତ ଗୀତକୁ ନେଇ ବାଲିଗୁଡ଼ା ଥାନା ଭାରପ୍ରାପ୍ତ…

୧୧ ଦିନ ଲକ୍‌ଡାଉନ୍‌ରେ ଘଟିଛି ୯୨,୧୦୫ ଶିଶୁ ନିର୍ଯାତନା ମାମଲା !

ନୂଆଦିଲ୍ଲୀ,୯।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ତେବେ ଲକ୍‌ଡାଉନ୍‌ ସମୟରେ ଶିଶୁ ନିର୍ଯାତନା ମାମଲାରେ ବୃଦ୍ଧି ଘଟିଥିବା ଚାଇଲ୍ଡ୍‌…

ଇଟାଲୀ ଭଳି ଭାରତରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା !

ନୂଆଦିଲ୍ଲୀ,୯।୪: ଲକ୍‌ଡାଉନ୍‌ ପରେ ବି ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା କମିବା ଦେଖାଯାଉନାହିଁ। ଏବେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ୧୫୦ ଅତିକ୍ରମ କରି ଗଲାଣି। ବିଶେଷଜ୍ଞଙ୍କ କହିବା କଥା…

ପାଟପୁରରେ ସଟ୍‌ଡାଉନ୍‌ ସ୍ଥିତି ପରଖିଲେ ଗଞ୍ଜାମ ଏସ୍‌ପି

ଦିଗପହଣ୍ଡି/ପାଟପୁର,୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଏସ୍‌ପି ବ୍ରିଜେଶ ରୟ ଗୁରୁବାର ମଧ୍ୟାହ୍ନରେ ପାଟପୁର ଅଞ୍ଚଳ ପରିଦର୍ଶନ କରି ସଟ୍‌ଡାଉନ୍‌ ସ୍ଥିତି ପରଖିଛନ୍ତି। ପାଟପୁର ଗାନ୍ଧୀ ଛକରେ ପହଞ୍ଚି ସେଠାରେ ଉପସ୍ଥିତ ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନ,ପାଟପୁର ଥାନା ଆଇଆଇସି ଅଜୟ କୁମାର ବାରିକଙ୍କ…

ବାହାର ରାଜ୍ୟର ଲୋକଙ୍କ ପାଇଁ ଗଞ୍ଜାମରେ ଅତିଥି ଟ୍ରାନ୍‌ଜିଟ୍‌ କ୍ୟାମ୍ପ୍‌

ଛତ୍ରପୁର,୯ା୪(ଡି.ଏନ୍‌.ଏ.): ବାହାର ରାଜ୍ୟର ଶ୍ରମିକ ଓ ତାଙ୍କ ପରିବାର ସଦସ୍ୟଙ୍କୁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଅତିଥିଙ୍କ ମର୍ଯ୍ୟାଦା ଦିଆଯାଇଛି। ଏମାନଙ୍କ ରହିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଅତିଥି ଟ୍ରାନ୍‌ଜିଟ୍‌ କ୍ୟାମ୍ପ ଖୋଲାଯାଇଛି। କରୋନା ଭୂତାଣୁ ସଂକ୍ରମଣରୁ ରକ୍ଷା ନିମନ୍ତେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?