କରୋନା ଭାଇରସ୍‌

ପୁଣି ୨ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ମୋଟ ପଜିଟିଭ୍‌ ସଂଖ୍ୟା ୪୪କୁ ବୃଦ୍ଧି

ଭୁବନେଶ୍ୱର,୯।୪(ବ୍ୟୁରୋ): ରାଜ୍ୟରେ ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଗୁରୁବାର ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଢେଙ୍କାନାଳର ଜଣେ ୫୧ ବର୍ଷୀୟ ମହିଳା କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଦ୍ୱିତୀୟ ଆକ୍ରାନ୍ତ…

ଇନ୍ଦୋରରେ ଜଣେ କରୋନା ଯୋଦ୍ଧାଙ୍କ ମୃତ୍ୟୁ

ଇନ୍ଦୋର,୯।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇରେ କରୋନା ଯୋଦ୍ଧା ମଧ୍ୟ ସଂକ୍ରମିତ ହେଉଛନ୍ତି। ବିଭିନ୍ନ ରାଜ୍ୟରେ କେତେକ ଡାକ୍ତର, ନର୍ସ ଓ ପୋଲିସ କର୍ମୀ ସଂକ୍ରମିତ ହେଉଥିବା ନଜିର…

ମୋଦିଙ୍କୁ ‘ଟେରିଫିକ୍‌’ ବୋଲି କହିଲେ ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି

ଓ୍ବାଶିଂଟନ,୯।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ‘ଟେରିଫିକ୍‌’ ବୋଲି କହିଛନ୍ତି। ଭାରତ ପକ୍ଷରୁ ଆମେରିକାକୁ ଆଣ୍ଟି ମ୍ୟାଲେରିଆ ଡ୍ରଗ ହାଇଡ୍ରୋକ୍ସିକ୍ଲୋରୋକୁଇନ୍‌ ଯୋଗାଇ ଦିଆଯାଇଥିବାରୁ ଟ୍ରମ୍ପ ମୋଦିଙ୍କର ଏହି ସାହାଯ୍ୟକୁ ନେଇ ତାଙ୍କୁ ଟେରିଫିକ୍‌ ବୋଲି କହିଛନ୍ତି।…

ରାଜ୍ୟ କ୍ୟାବିନେଟ୍‌ରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏପ୍ରିଲ ୩୦ ଯାଏ ଲକ୍‌ ଡାଉନ୍‌ ସମୟସୀମା ବୃଦ୍ଧି ନେଇ କେନ୍ଦ୍ରକୁ ସୁପାରିଶ

ଭୁବନେଶ୍ୱର,୯।୪(ବ୍ୟୁରୋ): ଆସନ୍ତା ଏପ୍ରିଲ ୩୦ ଯାଏ ଲକ୍‌ଡାଉନ୍‌ ଅବଧୀକୁ ବୃଦ୍ଧି କରାଯିବ। ଏହାକୁ ନେଇ ଗୁରୁବାର ବସିଥିବା ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ଭିଡିଓ ବାର୍ତ୍ତା ଜାରି କରି ଏହି ସୂଚନା ଦେଇଛନ୍ତି। ତେବେ…

କରୋନା ଯୋଦ୍ଧା ଏବେ ସଙ୍କଟରେ

ଭୋପାଳ,୯।୪: ମଧ୍ୟପ୍ରଦେଶର ଭୋପାଳରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୩ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୫୦ ଜଣ ସ୍ବାସ୍ଥ୍ୟ କର୍ମଚାରୀ ଥିବା ବେଳେ ୧୨ ପୋଲିସ ଥିବା ସୂଚନା ମିଳିଛି। ଏହି କରୋନା ଯୋଦ୍ଧାମାନେ ଏବେ ଏଭଳି ମହାମାରୀ କବଳରୁ ମୁକ୍ତ…

କରୋନା ଆତଙ୍କ: ଫଲ୍ସ୍‌ ନେଗେଟିଭ୍‌ ବ୍ୟକ୍ତିଙ୍କ ଯୋଗୁ ସଂକ୍ରମଣ ହେଉଛି ଅଧିକ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୯।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। କରୋନା ଲକ୍ଷଣ ଦେଖାଦେଉଥିବା ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି…

ପାରସ୍‌-ମାହିରା ଗରିବଙ୍କୁ ବାଣ୍ଟିଲେ ଖାଦ୍ୟ

ମୁମ୍ବାଇ: ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଅନେକ ଲୋକ କାମଧନ୍ଦା ହରାଇ ଘରେ ବସି ରହିଛନ୍ତି। ବହୁତ ଲୋକ ଖାଇବାକୁ ମଧ୍ୟ ପାଉନାହାନ୍ତି। ସେମାନଙ୍କୁ ସାହାଯ୍ୟ ପାଇଁ ବଲିଉଡ୍‌ ଅଭିନେତ୍ରୀ ଅଭିନେତାମାନେ ଆଗକୁ ବାହାରିଛନ୍ତି।…

ଡିଜିଟାଲ ପ୍ଲାଟ୍‌ଫର୍ମରେ ‘ଅଂଗ୍ରେଜୀ ମିଡିୟମ’

ମୁମ୍ବାଇ: ଇର୍‌ଫାନ ଖାନ୍‌ଙ୍କ ଫିଲ୍ମ ‘ଅଂଗ୍ରେଜୀ ମିଡିୟମ୍‌’ ରିଲିଜ ପୂର୍ବରୁ ଏହାକୁ ନେଇ ପ୍ରଶଂସକଙ୍କ ମଧ୍ୟରେ ଏକ ଜବରଦସ୍ତ କ୍ରେଜ୍‌ ଦେଖିବାକୁ ମିଳିଥିଲା। ଏହି ଫିଲ୍ମ ଜରିଆରେ ଦୀର୍ଘ ସମୟ ପରେ ଇର୍‌ଫାନ୍‌ ବଡ଼ ପରଦାକୁ କମ୍‌ ବ୍ୟାକ୍‌ କରିଥିଲେ। ହେଲେ…

ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଛୁଇଁଲା ୧୨୯୭

ମୁମ୍ବାଇ,୯।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୫ ହଜାର ଅତିକ୍ରମ କରି ସାରିଥିବା ବେଳେ ମହାରାଷ୍ଟ୍ରରେ ସର୍ବାଧିକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଗୋଟିଏ ଦିନରେ ୧୬୨ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ…

ରଣବୀରଙ୍କୁ ବିଗାଡ଼ିଦେଲେ ଦୀପିକା

ମୁମ୍ବାଇ: କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଭାରତରେ ୨୧ଦିନ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏଭଳି ପରିସ୍ଥିତିରେ ସମସ୍ତଙ୍କ ଭଳି ବଲିଉଡ୍‌ ତାରକାମାନେ ମଧ୍ୟ ସରକାରଙ୍କ ନିୟମକୁ ମାନି ଘରେ ରହୁଛନ୍ତି। ହେଲେ ଏହାରି ଭିତରେ ଦୀପିକା ପାଦୁକୋନଙ୍କ ଉପରେ ଅଭିଯୋଗ ଲଗାଇଛନ୍ତି…

କରୋନାର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ପ୍ରତିଷେଧକ ଟୀକା କରିବ ବିକ୍ରି !

ବେଜିଂ,୯।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ହଜାର ହଜାର ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୪ ଲକ୍ଷରୁ ଅଧିକ ସଂକ୍ରମିତ ହୋଇଛନ୍ତି। କରୋନା ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ସ୍ଥିତି ଏବେ ସ୍ବାଭାବିକ ହେବାରେ ଲାଗିଛି। ଚାଇନା…

ବକେଟ୍‌ ଟ୍ରକ୍‌ରେ ଗଲେ ମା’ ପାଖକୁ

ଓହିଓ: ମା’ର ମମତାରେ ଏତେ ଆକର୍ଷଣ ଅଛି ଯେ, ବେଳେବେଳେ ଅସମ୍ଭବ ମନେ ହେଉଥିବା କାମ ବି ସହଜରେ ହୋଇଯାଏ। ଏହାର ଏକ ନିଛକ ଉଦାହରଣ ଦେଖିବାକୁ ମିଳିଛି ଆମେରିକାର ଓହିଓଠାରେ। ଏଠାରେ ୟଙ୍ଗ୍‌ସଟାଉନରେ ଥିବା ଚାର୍ଲି ଆଡାମ୍‌ସ ତାଙ୍କ ମା’…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri