କରୋନା ଭାଇରସ୍‌

ଏଠାରେ ଆଉ ପିନ୍ଧା ଯିବନି ମାସ୍କ୍‌…

ସିଙ୍ଗାପୁର,୨୪।୩ : ସିଙ୍ଗାପୁରରୁ ଏବେ କରୋନା କଟକଣା ହଟିବାକୁ ଯାଉଛି। ଟିକାକରଣ ପରେ ସିଙ୍ଗାପୁର ପ୍ରଶାସନ ନିଷ୍ପତ୍ତି ନେଇଛି ଯେ ଲୋକଙ୍କ ଗତିବିଧି ଉପରେ ଆଉ ପ୍ରତିବନ୍ଧକ ଲଗାଯିବ ନାହିଁ। ଏହା ବ୍ୟତୀତ, ଯଦି କେହି ଟିକାର ସମସ୍ତ ଡୋଜ୍‌ ନେଇଛନ୍ତି,…

କମୁଛି ସକ୍ରିୟ ମାମଲା…

ନୂଆଦିଲ୍ଲୀ, ୨୪।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୯୩୮ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା କମି…

କରୋନା ମାମଲା ହ୍ରାସ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୩।୩: ଦେଶରେ ଗତ ୨ବର୍ଷ ହେଲା କରୋନା ତାଣ୍ଡବ ରଚୁଛି। କରୋନାକୁ ହରାଇବା ପାଇଁ କେନ୍ଦ୍ର ସରକାରକ ବିଭିନ୍ନ ପ୍ରତିବନ୍ଧ ଲାଗୁ କରିଛନ୍ତି। ସମୟକ୍ରମେ କେତେକ କଟକଣାକୁ କୋହଳ କରାଯାଇଥିବା ବେଳେ ଆଉ କେତେକ ଉପରେ ଶକ୍ତ କଟକଣା ଜାରି ରହିଛି।…

ଖସୁଛି ସଂକ୍ରମଣ: ଆଜି ୬୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୩।୩(ବ୍ୟୁରୋ): ରାଜ୍ୟରେ ରବିବାର ୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୪ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଭାରତରେ ଚତୁର୍ଥ ଲହର ହେବନି ଗୁରୁତର, ବିଶେଷଜ୍ଞଙ୍କ ସୂଚନା…

ନୂଆଦିଲ୍ଲୀ,୨୧।୩ : ଚାଇନାରେ ଓମିକ୍ରନ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ ପରି ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି । ଅନ୍ୟ କେତେକ ଦେଶରେ ମଧ୍ୟ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ୟୁରୋପରେ…

୪୦ ତଳେ ଦୈନିକ ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୨୧।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୫୪୯ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା କମି…

ଆଜି ୫୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧ା୩(ବ୍ୟୁରୋ): ରାଜ୍ୟରୁ ସୋମବାର ୪୦ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୧୯୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୪ ଜଣ ଚିହ୍ନଟ ହୋଇଥିବା…

ଚାଇନାରେ ଓମିକ୍ରନ୍‌ ଅଣାୟତ୍ତ, ଆର୍ଥିକ ସ୍ଥିତି ସଙ୍କଟରେ…

ବେଜିଂ,୨୧।୩ : ଚାଇନାରେ ଓମିକ୍ରନ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସଂକ୍ରମଣକୁ ରୋକିବା ପାଇଁ ସମଗ୍ର ଦେଶରେ ଲକଡାଉନ ପରି ପରିସ୍ଥିତି ସୃଷ୍ଟି ହେବାକୁ ଯାଉଛି । ଏହା ଦ୍ୱାରା ଆର୍ଥିକ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଦେଶର…

କୋଭିଶିଲ୍ଡ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ

ନୂଆଦିଲ୍ଲୀ,୨୧।୩ : ଭାରତର ଜାତୀୟ କୋଭିଡ୍‌ ଟିକାକରଣ କାର୍ଯ୍ୟକ୍ରମରେ ସାମିଲ ହୋଇଥିବା କୋଭିଶିଲ୍ଡର ଦୁଇ ଡୋଜ୍‌ ମଧ୍ୟରେ ବ୍ୟବଧାନ ହ୍ରାସ କରିବା ଲାଗି ଏନ୍‌ଟିଏଜିଆଇ (ନ୍ୟାଶନାଲ ଟେକ୍‌ନିକାଲ ଆଡଭାଇଜରୀ ଗ୍ରୁପ୍‌ ଅନ୍‌ ଇମ୍ୟୁନାଇଜେଶନ) ସୁପାରିସ୍‌ କରିଛି। ପ୍ରଥମ ଡୋଜ୍‌ କୋଭିଶିଲ୍ଡ ଟିକା…

ଡ୍ରେନ୍‌ ପାଣିରୁ ଚିହ୍ନଟ ହେବ କରୋନା ଭୂତାଣୁ, ୨୫ ସହରରେ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୦।୩ : ବର୍ତ୍ତମାନ ସୁଦ୍ଧା ଦେଶରେ କେବଳ କରୋନା ଭୂତାଣୁ କେବଳ ମାନବ ନମୁନା ସଂଗ୍ରହ ଦ୍ୱାରା ଚିହ୍ନଟ ହେଉଥିଲ। କିନ୍ତୁ ଆସନ୍ତା ସପ୍ତାହରୁ ଦେଶରେ କରୋନା ଭୂତାଣୁ ଚିହ୍ନଟ କରିବା ପାଇଁ ଡ୍ରେନ୍‌ ଏବଂ ନାଳ ନର୍ଦ୍ଦମା ପାଣିର ବ୍ୟବହାର…

ଖସୁଛି ସଂକ୍ରମଣ: ଆଜି ୪୫ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦।୩(ବ୍ୟୁରୋ): ରାଜ୍ୟରେ ରବିବାର ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୨୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୮ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୧ ହଜାର ୭୬୧ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ପୁଣି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri