କରୋନା ଭାଇରସ୍‌

୨୫ରୁ ଊର୍ଦ୍ଧ୍ୱ ସନ୍ଦିଗ୍ଧଙ୍କ ନମୁନା ସଂଗ୍ରହ

ରସୁଲପୁର,୮।୪(ଡିଏନଏ): ରସୁଲପୁର ବ୍ଲକ ବ୍ରହ୍ମବରଦାକୁ କଣ୍ଟେନମେଣ୍ଟ ଜୋନଭାବେ ଘୋଷଣା କରାଯାଇଛି। ଏହି ଅଞ୍ଚଳରେ ଏପ୍ରିଲ ୧୨ ପର୍ଯ୍ୟନ୍ତ ଶଟଡାଉନ ଅବଧିକୁ ବୃଦ୍ଧି କରାଯାଇଛି। ଏହି ଅବଧି ମଧ୍ୟରେ ବ୍ରହ୍ମବରଦା ଅଞ୍ଚଳକୁ ଯାତାୟାତ ସମ୍ପୂର୍ଣ୍ଣ ନିଷିଦ୍ଧ କରାଯାଇଛି। ଏହି ଅଞ୍ଚଳକୁ ସିଲ କରାଯାଇ…

କୁଷ୍ଠାଶ୍ରମ ଅନ୍ତେବାସୀଙ୍କୁ ରନ୍ଧାଖାଦ୍ୟ ବଣ୍ଟନ

ଟିଟିଲାଗଡ଼, ୮।୪(ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡସ୍ଥିତ ରାଏମନ ଫାଉଣ୍ଡେସନ ପକ୍ଷରୁ ଟିଟିଲାଗଡ ବ୍ଲକ ଶଗଡଘାଟ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଶାନ୍ତିନଗର କୁଷ୍ଠାଶ୍ରମର ୧୩୦ ଜଣ ଅନ୍ତେବାସୀଙ୍କୁ ବୁଧବାର ରନ୍ଧା ଖାଦ୍ୟ ପ୍ରଦାନ କରାଯାଇଛି। ବିଦେଶୀ ସଂସ୍ଥା ଦ୍ୱାରା ପରିଚାଳିତ ଏହି କୁଷ୍ଠାଶ୍ରମ…

ଗାଁରେ ବୁଲିଲା ଭ୍ରାମ୍ୟମାଣ ପରିବା ଗାଡି

ଟିଟିଲାଗଡ଼, ୮।୪ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ବ୍ଲକ ଡୁଙ୍ଗରୁିଗୁଡା ଅନ୍ତର୍ଗତ ସମ୍ବଳ ଶକ୍ତି କୃଷକ ଉପତ୍ାଦକ କମ୍ପାନୀ ଆନୁକୂଲ୍ୟ ତଥା ଆଶା ଅନୁଷ୍ଠାନ କୁରସୁଡଙ୍କ ସହଯୋଗରେ କରୋନା କଟକଣା ସମୟରେ ଲୋକଙ୍କ ପାଇଁ ଭ୍ରାମ୍ୟମାଣ ପନିପରିବା ବିକ୍ରୟ ଆରମ୍ଭ ହୋଇଛି।…

ବଢ଼ିପାରେ ଲକ୍‌ଡାଉନ୍‌ ଅବଧି: ମୋଦି ଦେଲେ ସଙ୍କେତ

ନୂଆଦିଲ୍ଲୀ,୮।୪: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ କେନ୍ଦ୍ର ସରକାର ୨୧ ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହାର ଅବଧି ଏପ୍ରିଲ ୧୪କୁ ଶେଷ ହେଉଥିବା…

କାର୍‌ରେ ଜୀବନ ବିତାଉଛନ୍ତି ଏହି ଡାକ୍ତର

ଭୋପାଳ,୮।୪: ସାରା ଦେଶରେ କରୋନା ବିରୋଧରେ ଲଢ଼େଇ ଜାରି ରହିଛି। ଏଭଳି ସ୍ଥିତିରେ ସ୍ବାସ୍ଥ୍ୟ କର୍ମୀ, ପୋଲିସ କର୍ମଚାରୀ ଓ ସଫେଇ କର୍ମୀଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ବର୍ତ୍ତମାନ ସମୟରେ ଏମାନଙ୍କୁ ବଡ଼ ବଡ଼ ଚ୍ୟାଲେଞ୍ଜର ସାମ୍ନା କରିବାକୁ ପଡ଼ୁଛି। କାରଣ…

ଉତ୍ତରପ୍ରଦେଶରେ ୧୫ଟି ଜିଲାର ହଟ୍‌ସ୍ପଟ୍‌ ହେବ ସିଲ୍‌

ଲକ୍ଷ୍ନୌ,୮।୪: ମହାମାରୀ କରୋନା ସାରା ଦେଶରେ ସଙ୍କଟ ସୃଷ୍ଟି କରିଛି। ଦେଶର ବିଭିନ୍ନ ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦେଶରେ ଏପର୍ଯ୍ୟନ୍ତ କରୋନା ଭାଇରସ୍‌ରେ ୫୧୯୪ଜଣ ସଂକ୍ରମିତ ହୋଇଥିବା ବେଳେ ଏଥିରେ ୧୪୯ଜଣଙ୍କର ମୃତ୍ୟୁ…

କରୋନା ମୁକାବିଲା ଚିନ୍ତା: ତାଲିମ ନେବେ ୧୬୨୦ ଆୟୁଷ ଡାକ୍ତର

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ମୁକାବିଲା ଲାଗି ଏମ୍‌ବିବିଏସ୍‌ ଛାତ୍ରୀଛାତ୍ରଙ୍କୁ ତାଲିମ ଦେଇ ନିୟୋଜିତ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି କ୍ରମରେ ହୋମିଓପାଥିକ, ଆୟୁର୍ବେଦିକ, ଏଏନ୍‌ଏମ୍‌ଙ୍କୁ ସରକାର ତାଲିମ ଦେବେ। ଏ ନେଇ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ସମସ୍ତ ଜିଲା…

୨ ଝିଅଙ୍କ ପରେ ପ୍ରଯୋଜକ କରୀମ କରୋନାରେ ଆକ୍ରାନ୍ତ

ମୁମ୍ବାଇ,୮।୪: ମହାମାରୀ କରୋନା ଭାଇରସ୍‌ ସାରା ଦେଶରେ ଆତଙ୍କ ଖେଳାଇଛି। କରୋନା କବଳରୁ ସାଧାରଣଙ୍କଠାରୁ ଆରମ୍ଭ କରି ବଲିଉଡ୍‌ ସେଲିବ୍ରିଟି ପର୍ଯ୍ୟନ୍ତ କେହି ଏଥିରୁ ବର୍ତ୍ତି ପାରୁନାହାନ୍ତି। ପୂର୍ବରୁ ବଲିଉଡ୍‌ ଗାୟିକା କନିକା କପୁର କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଏବେ…

ଅଭିନେତ୍ରୀ ଶେଫାଳୀଙ୍କ ଫେସ୍‌ବୁକ୍‌ ଆକାଉଣ୍ଟ୍‌ ହ୍ୟାକ୍‌ : କରୋନାରେ ଆକ୍ରାନ୍ତ ଥିବା ଏଥିରେ ସୂଚନା

ମୁମ୍ବାଇ : ହଲିଉଡ୍‌ ପରେ ଏବେ ବଲିଉଡ୍‌ରେ କରୋନା ଭାଇରସ୍‌ ନିଜର କାୟା ବିସ୍ତାର କରିଚାଲିଛି। ପୂର୍ବରୁ ଅଭିନେତ୍ରୀ କନିକା କପୁର ଏବଂ ପ୍ରଯୋଜକ କରୀମ ମୋରାନୀଙ୍କ ଝିଅ କରୋନାରେ ଆକ୍ରାନ୍ତ ହୋଇସାରିଛନ୍ତି। ବର୍ତ୍ତମାନ ଅଭିନେତ୍ରୀ ଶେଫାଳୀ ଶାହଙ୍କ ସୋସିଆଲ ଆକାଉଣ୍ଟରେ…

ଆସନ୍ତା ସପ୍ତାହରୁ ଆଇଏଲ୍‌ଏସ୍‌ରେ ହେବ କରୋନା ଟେଷ୍ଟ

ଭୁବନେଶ୍ୱର,୮।୪(ବ୍ୟୁରୋ): ଭୁବନେଶ୍ୱର ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଲାଇଫ୍‌ ସାଇନ୍ସ(ଆଇଏଲ୍‌ଏସ୍‌)ରେ କରୋନା ଟେଷ୍ଟ କରାଯିବ। ଏନେଇ ଅନୁମତି ମିଳିଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ସଚିବଙ୍କୁ ଆଇଏଲ୍‌ଏସ୍‌ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଆସନ୍ତା ସପ୍ତାହରୁ କରୋନା ଟେଷ୍ଟ କରାଯିବା ନେଇ ସେ ସ୍ପଷ୍ଟ କରିଛନ୍ତି। ରାଜ୍ୟ…

ଟ୍ରମ୍ପ୍‌ଙ୍କୁ ପଚାରିଲେ ଥରୁର୍‌: ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍‌ ତ ନେଲ; ପ୍ରତିଷେଧକ ଟୀକା ପ୍ରଥମେ ଆମକୁ ଦେବ ତ !

ନୂଆଦିଲ୍ଲୀ,୮।୪: କରୋନା ମୁକାବିଲା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ଅନୁରୋଧ ରକ୍ଷାକରି ଭାରତ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍‌ ଟ୍ୟାବଲେଟ୍‌ ପଠାଇଛି। ଏନେଇ କଂଗ୍ରେସ ପକ୍ଷରୁ ଶଶି ଥରୁର୍‌ ଟ୍ରମ୍ପ୍‌ଙ୍କୁ ଏକ ପ୍ରଶ୍ନ ପଚାରିଛନ୍ତି। ଶଶି ଟୁଇଟ୍‌ କରି କହିଛନ୍ତି ଯେ, ଆମଠାରୁ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍‌…

ସ୍ବାମୀଙ୍କୁ ମୁଖାଗ୍ନି ଦେଲେ ସ୍ତ୍ରୀ: ଲକ୍‌ଡାଉନ୍‌ ଯୋଗୁ ପହଞ୍ଚି ପାରିଲେନି ପୁଅ !

ଚନ୍ଦୌଲି,୮।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଉତ୍ତରପ୍ରଦେଶର ଚନ୍ଦୌଲିର ବବୁରୀ ଅଞ୍ଚଳରେ ବାସ କରୁଥିବା ସନ୍ତୋଷ ଜୟସ୍ବାଲ୍‌ଙ୍କର ଜିଲା ହସ୍ପିଟାଲରେ ହୃଦ୍‌ଘାତରେ ମୃତ୍ୟୁ ଘଟିଥିଲା। ଲକ୍‌ ଡାଉନ୍‌ ଯୋଗୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?