କରୋନା ଭାଇରସ୍‌

କୋଭିଡ-୧୯ ପାଇଁ କଳାକାରଙ୍କୁ ମିଳିବ ୪ ମାସର ଆଗୁଆ ଭତ୍ତା

ଭୁବନେଶ୍ୱର,୮।୪(ବ୍ୟୁରୋ): କଳାକାରଙ୍କୁ ମିଳିବ ଆଗୁଆ ୪ ମାସର ଭତ୍ତା। ଚଳିତ ମାସ ୧୫ ତାରିଖ ମଧ୍ୟରେ ୩୪୬୫୩ ଜଣ କଳାକାରଙ୍କୁ ମିଳିବ ଏହା ପ୍ରଦାନ କରାଯିବ। ମାର୍ଚ୍ଚରୁ ଜୁନ ପର୍ଯ୍ୟନ୍ତ ୪ ମାସର ଭତ୍ତା ଦେବାକୁ ରାଜ୍ୟ ସରକାର ବୁଧବାର ନିର୍ଦ୍ଦେଶ…

ରାସ୍ତାରେ ରବୀନାଙ୍କ ଡ୍ୟାନ୍ସ ଦେଖି ଲାଜେଇଗଲେ ଝିଅ

ମୁମ୍ବାଇ: କରୋନା ଯୋଗୁ ଏବେ ବଲିଉଡ୍‌ କଳାକାରମାନେ ଘରେ ସମୟ ବିତାଉଛନ୍ତି। ଏହି ସମୟରେ ପ୍ରତ୍ୟେକ କାର୍ଯ୍ୟକଳାପକୁ ସୋସିଆଲ ମିଡିଆରେ ଶେୟାର କରୁଛନ୍ତି। ଆଜିକାଲି ରବୀନା ଟଣ୍ଡନ ମଧ୍ୟ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ସେ ଅଧିକାଂଶ ସମୟ ପରିବାର…

କରୋନା ସଂକ୍ରମଣରେ ମୂଳ ଭାରତୀୟ ଗଣମାଧ୍ୟମ ପ୍ରତିନିଧିଙ୍କ ମୃତ୍ୟୁ: ମୋଦି କଲେ ଶୋକ ପ୍ରକାଶ

ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୪: ଆମେରିକାରେ ବାସ କରୁଥିବା ମୂଳ ଭାରତୀୟ ଗଣମାଧ୍ୟମ ପ୍ରତିନିଧି ବ୍ରହ୍ମା କାଞ୍ଚିବୋଟଲାଙ୍କର କରୋନା ସଂକ୍ରମଣରେ ମୃତ୍ୟୁ ଘଟିଛି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରି ଶୋକ ପ୍ରକାଶ କରିଛନ୍ତି। ଭାରତ ଏବଂ ଆମେରିକାକୁ ନିକଟତର କରିବାରେ କାଞ୍ଚିବୋଟଲାଙ୍କର କାର୍ଯ୍ୟ…

ଯାଜପୁର ବ୍ରହ୍ମବରଦାରେ ଏପ୍ରିଲ ୧୨ ରାତି ୮ଟା ଯାଏ ବଢ଼ିଲା କଣ୍ଟେନ୍‌ମେଣ୍ଟ ଅବଧି

ଯାଜପୁର,୮।୪(ଡି.ଏନ୍‌.ଏ.): ଯାଜପୁର ଜିଲା ବ୍ରହ୍ମବରଦାରେ କଣ୍ଟେନମେଣ୍ଟ ଅବଧିକୁ ବୃଦ୍ଧି କରାଯାଇଛି। ଏପ୍ରିଲ ୧୨ ରାତି ୮ଟା ଯାଏ କଣ୍ଟେନ୍‌ମେଣ୍ଟ ଅବଧିକୁ ଜିଲା ପ୍ରଶାସନ ବଢ଼ାଇଛି। ବ୍ରହ୍ମବରଦା ଅଞ୍ଚଳରେ ଜଣେ ନିଜାମୁଦ୍ଦିନ ଫେରନ୍ତା କରୋନାରେ ଆକ୍ରାନ୍ତ ହେବା ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ…

ଲକ୍‌ଡାଉନ୍‌ରେ ମିଳିଲାନି ସିଗାରେଟ୍‌: ସ୍ପେନ୍‌ରୁ ଇଟାଲୀ ଚାଲି ପଳେଇଲେ ଯୁବକ, ଗଣିଲେ ଜରିମାନା

ପ୍ୟାରିସ୍‌,୮ା୪: ସାରା ବିଶ୍ୱରେ ବର୍ତ୍ତମାନ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଏଥିପାଇଁ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଲୋକେ ଘରୁ ନ ବାହାରିବା ପାଇଁ କଟକଣା ଲାଗୁ କରାଯାଇଛି। କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ କିଣିବା ପାଇଁ…

ସାନିଟାଇଜର୍‌ ସ୍ପ୍ରେ ଯୋଗୁ ପରିବେଶ ସନ୍ତୁଳନ ବିଗିଡ଼ିଯିବାର ଆଶଙ୍କା !

ନୈନିତାଲ,୮।୪: କରୋନା ସଂକ୍ରମଣକୁ ରୋକିବା ପାଇଁ କେତେକ ସଚେତନତା ପଦକ୍ଷେପ ଗ୍ରହଣ କରାଯାଉଛି। କରୋନା ଭୂତାଣୁକୁ ନଷ୍ଟ କରିବା ଲାଗି ରାସ୍ତାଘାଟରେ ସାନିଟାଇଜର୍‌ ସ୍ପ୍ରେ କରାଯାଉଛି। ତେବେ ଏହାଦ୍ୱାରା ଆଗାମୀ ଦିନରେ ପରିବେଶ ସନ୍ତୁଳନ ବିଗିଡ଼ିଯିବାର ଆଶଙ୍କା ଦେଖାଦେଇଥିବା ଏକ ରିପୋର୍ଟରେ…

୪-୬ ମାସ ମଧ୍ୟରେ ମିଳିପାରେ ଖୁସି ଖବର: କରୋନା ପ୍ରତିଷେଧକ ଟୀକାର ପ୍ରୟୋଗ ପ୍ରାଣୀଙ୍କଠାରେ ଆରମ୍ଭ !

ନୂଆଦିଲ୍ଲୀ,୮।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ପ୍ରତିଷେଧକ ଟୀକା ପ୍ରସ୍ତୁତି ଉପରେ ଭାରତରେ ଉଦ୍ୟମ ଜାରି ରହିଛି। ଜାୟଡସ୍‌ କୈଡିଲା ଔଷଧ କମ୍ପାନୀ ପକ୍ଷରୁ କରୋନା ପ୍ରତିଷେଧକ ଟୀକାର…

କରୋନା ହରାଇବା ପାଇଁ ଅଣ୍ଟାଭିଡ଼ା: ପ୍ରତିଦିନ ତିଆରି ହେଉଛି ୫୦ ଲକ୍ଷ କ୍ଲୋରୋକ୍ୱିନ୍‌ ଟ୍ୟାବଲେଟ୍‌

ଡେରାଡୁନ୍‌,୮।୪: ସାରା ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଏପରିସ୍ଥଳେ ଆମେରିକା, ବ୍ରାଜିଲ୍‌ ସମେତ ଅନ୍ୟ ୩୦ରୁ ଅଧିକ ଦେଶରେ କ୍ଲୋରୋକ୍ୱିନ୍‌ ଟ୍ୟାବଲେଟ୍‌ର ଚାହିଦା ବୃଦ୍ଧି ପାଇଛି। ଭାରତରୁ କ୍ଲୋରୋକ୍ୱିନ୍‌ ଟ୍ୟାବଲେଟ୍‌ ନେବା ପାଇଁ ବିଭିନ୍ନ ଦେଶ ଅନୁରୋଧ କରିଛନ୍ତି। ଏହାକୁ…

ଆନ୍ଧ୍ରରୁ ଆସିଥିବା ମା’-ପୁଅଙ୍କ କରାଗଲା ସ୍ବାସ୍ଥ୍ୟ ପରୀକ୍ଷା: ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ପ୍ରଶାସନର ନିର୍ଦ୍ଦେଶ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ରାଜ୍ୟ ପୋଲିସ ପ୍ରଶାସନ ପକ୍ଷରୁ ଆନ୍ଧ୍ର -ଓଡ଼ିଶା ସୀମାନ୍ତକୁ ସିଲ୍‌ କରାଯାଇଥିବା ବେଳେ ଗଳା ବାଟ ଦେଇ ପୂର୍ବରୁ ସେଠାରେ ରହୁଥିବା ଜଣେ ମହିଳା ଓ ତାଙ୍କ ପୁଅ କୌଶଳ କ୍ରମେ ଦିଗପହଣ୍ଡି ବ୍ଲକ ବି.ତୁରୁବୁଢ଼ି ପଞ୍ଚାୟତ ଅଧୀନ…

କରୋନା ଭୂତାଣୁ ଡିପ୍‌ ଫ୍ରିଜରରେ ବି ବଞ୍ଚିରୁହେ ୨୮ ଦିନ !

ନୂଆଦିଲ୍ଲୀ/ଓ୍ବାଶିଂଟନ,୮।୪: କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖାଦେଇଛି। ଖାଦ୍ୟ ସାମଗ୍ରୀ, ପନିପରିବା ଆଦିକୁ ସତେଜ ରଖିବା ପାଇଁ ଘରେ ସଭିଏଁ ଫ୍ରିଜର ବ୍ୟବହାର କରିଥାନ୍ତି। ସେହିପରି ବିଭିନ୍ନ ମଲ୍‌ ଏବଂ ଖାଦ୍ୟ ସାମଗ୍ରୀ ଷ୍ଟୋରରେ ମଧ୍ୟ ଫିଜରର ବ୍ୟବହାର…

ଲକ୍‌ଡାଉନ୍‌ କଟକଣାକୁ ଫୁ: ବ୍ୟାଙ୍କ ସମ୍ମୁଖରେ ଗ୍ରାହକଙ୍କ ପ୍ରବଳ ଭିଡ଼

ନିରାକାରପୁର,୮ା୪(ଡି.ଏନ୍‌.ଏ.): ରାଜ୍ୟରେ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଫଳରେ ସଂକ୍ରମଣ ରୋକିବା ପାଇଁ ପ୍ରଶାସନ ପକ୍ଷରୁ କଟକଣା ସହିତ ସତର୍କତା ଅବଲମ୍ବନ କରାଯାଉଛି। ହେଲେ ଗାଁ ଗହଳିରେ ଅନେକ ଶିକ୍ଷିତ ଅମାନିଆ ସରକାରଙ୍କ ଲକ୍‌ଡାଉନ୍‌ କଟକଣାକୁ ଫୁ କରି ଗୋଟିଏ…

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଦିନକର ଦରମା ଦେଲେ ସମବାୟ ବ୍ୟାଙ୍କ କର୍ମଚାରୀ

ବରଗଡ଼ ଅଫିସ୍‌,୮।୪: କରୋନା ମୁକାବିଲା ଲାଗି ସହାୟତାର ହାତ ବଢ଼ାଇଛନ୍ତି ସମ୍ବଲପୁର ଜିଲା ସମବାୟ କେନ୍ଦ୍ର ବ୍ୟାଙ୍କର କର୍ମଚାରୀବୃନ୍ଦ। ସେମାନେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ଦିନକର ଦରମା ପ୍ରଦାନ କରିଛନ୍ତି । ଏ ନେଇ ୨ଲକ୍ଷ ୬୮ହଜାର ୯୨୫ ଟଙ୍କାର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?