କରୋନା ଭାଇରସ୍‌

ସଙ୍କଟ ସମୟରେ ହନୁମାନଙ୍କ ଭଳି ମୋଦି ଆଣିଦେଲେ ସଞ୍ଜିବନୀ ବୁଟି: ବ୍ରାଜିଲ୍‌ ରାଷ୍ଟ୍ରପତି

ବ୍ରାସିଲିଆ,୮।୪: କରୋନା ସଂକ୍ରମଣ ଯୋଗୁ ବ୍ରାଜିଲ୍‌ରେ ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବ୍ରାଜିଲ ରାଷ୍ଟ୍ରପତି ଜେୟର ଏମ୍‌. ବୋଲସାନାରୋ ଭାରତର ପ୍ରଧାମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ହାଇଡ୍ରୋକ୍ସିକ୍ଲୋରୋକ୍ୟୁଇନ୍‌ ଔଷଧ ଯୋଗାଇଦେବାକୁ ଅନୁରୋଧ କରିଥିଲେ। ମୋଦି ଏହାକୁ ଯୋଗାଇ ଦେବାରୁ ବୋଲସାନାରୋ ପ୍ରଶଂସା…

ଭୁବନେଶ୍ୱର ଫେରନ୍ତାଙ୍କୁ ନେଇ ଦିଗପହଣ୍ଡିରେ ବଢୁଛି ଅସନ୍ତୋଷ: ସ୍ଥିତି ଅନୁଧ୍ୟାନ କଲା ପ୍ରଶାସନ

ଦିଗପହଣ୍ଡି,୮ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମୋକେଇ ପଞ୍ଚାୟତ କୁମରଡ଼ା ଗାଁକୁ ଭୁବନେଶ୍ୱର ଫେରନ୍ତା ଶ୍ରମିକଙ୍କୁ ନେଇ ଚାପା ଉତ୍ତେଜନା ଲାଗି ରହିଛି। ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ସନ୍ଧ୍ୟାରେ ଦିଗପହଣ୍ଡି ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ ତଥା…

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ନ ଦେଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ବରଗଡ଼ ଜିଲାପାଳ

ବରଗଡ଼ ଅଫିସ୍‌,୮।୪: କରୋନା(କୋଭିଡ୍‌-୧୯) ସଂକ୍ରମଣ ପ୍ରତିହତ ପାଇଁ ଦେଶବ୍ୟାପୀ ଲକ୍‌ଡାଉନ୍‌ କଟକଣା ଲାଗୁ ହୋଇଛି। ପ୍ରଶାସନ ପକ୍ଷରୁ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦିଆଯାଉଛି । ଅତ୍ୟାବଶୀୟ ସାମଗ୍ରୀ ଔଷଧ, ଗ୍ରୋସରୀ, ମାଛ, ମାଂସ, ଅଣ୍ଡା, କ୍ଷୀର, ଫଳ ଦୋକାନ ଆଦି ଖୋଲା…

୪୨୦ କୋଟି ଲୋକ ଘରେ ବନ୍ଦ ଥିବାବେଳେ କରୋନାର ଏନ୍ତୁଡ଼ିଶାଳ ଉହାନ ସହର ଉତ୍ସବ ମୁଖର !

ବେଜିଂ,୮।୪: ଚାଇନାର ହୁବେଇ ପ୍ରଦେଶର ଉହାନ ସହରର ମାଂସ ବଜାରରୁ କରୋନା ଭୂତାଣୁ ସଂକ୍ରମଣ ଆରମ୍ଭ ହୋଇଥିଲା। ପରେ ସୁରକ୍ଷା ଦୃଷ୍ଟିରୁ ସହରକୁ ଲକ୍‌ଡାଉନ୍‌ କରାଯାଇଥିଲା। ଏବେ ପୃଥିବୀର ୯୦ରୁ ଅଧିକ ଦେଶରେ ଲୋକ ଲକ୍‌ଡାଉନ୍‌ ଯୋଗୁ ୪୨୦ କୋଟିରୁ ଅଧିକ…

ପିଡିଏସ୍‌ ଚାଉଳ ବଣ୍ଟନ ବେଳେ ସାମାଜିକ ଦୂରତ୍ୱକୁ ଉଲ୍ଲଂଘନ

ବଲାଙ୍ଗୀର ଅଫିସ, ୮।୪: କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନକୁ କଡ଼ାକଡ଼ି କରିବା ସହ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଉଛି।…

ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କଲେ ଭଦ୍ରକ ବିଧାୟକ

ଭଦ୍ରକ ଅଫିସ,୮ା୪: ଭଦ୍ରକ ପୌରାଞ୍ଚଳରେ ବୁଧବାର ସକାଳୁ ଭଦ୍ରକ ବିଧାୟକ ସଂଜୀବ ମଲିକ ଲକ୍‌ଡାଉନ୍‌ ସ୍ଥିତି ଅନୁଧ୍ୟାନ କରିଛନ୍ତି। ନିଜ ନିର୍ବାଚନ ମଣ୍ଡଳୀର ସହର ଓ ଗ୍ରାମାଞ୍ଚଳରେ ଖୋଲା ହେଉଥିବା ମାର୍କେଟ ଗସ୍ତ କରି ସାମାଜିକ ଦୂରତ୍ୱ ଉପରେ ତନଖି କରିବା…

ସାଳନ୍ଦୀ ହସ୍ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା, ୧୨୦ ଶଯ୍ୟା ପ୍ରସ୍ତୁତ

ଭଦ୍ରକ ଅଫିସ,୮ା୪: କରୋନା ମହାମାରୀର ମୁକାବିଲା ଲାଗି ଜାରି ରହିଥିବା ଲକ୍‌ଡାଉନ୍‌ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟାରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲାଯାଉଛି। ଲକ୍‌ଡାଉନ୍‌ ସହିତ ଏରେଇଁ ପଞ୍ଚାୟତ, ଚରମ୍ପା ଷ୍ଟେଶନ ଅଞ୍ଚଳ ଏବଂ ପୁରୁଣାବଜାର ଅଞ୍ଚଳରେ…

କରୋନା ଟୀକା ପ୍ରସ୍ତୁତି ଲାଗି ୨୦ ବିକଶିତ ଦେଶ ଦିଅନ୍ତୁ ୮ ଶହ କୋଟି ଡଲାର: ୧୬୫ ଜଣ ବିଶିଷ୍ଟ ବ୍ୟକ୍ତି ଲେଖିଲେ ଚିଠି

ଓ୍ବାଶିଂଟନ,୮।୪: ସାରା ପୃଥିବୀରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ପ୍ରସ୍ତୁତି ଜାରି ରହିଛି। ଏପରିସ୍ଥଳେ କରୋନା ଟୀକା ପ୍ରସ୍ତୁତି ଲାଗି ୨୦ ବିକଶିତ ଦେଶକୁ ୧୬୫ ଜଣ ବିଶିଷ୍ଟ ବ୍ୟକ୍ତି ଚିଠି ଲେଖିଛନ୍ତି। ସେମାନଙ୍କ ମଧ୍ୟରେ ଜାତିସଙ୍ଘ ପୂର୍ବ ମହାସଚିବ…

କରୋନା ସଂକ୍ରମଣ ରୋକିବାକୁ ସକ୍ଷମ ହେବ ମର୍ସ ପ୍ରତିଷେଧକ ଟୀକା: ମୂଷାଠାରେ ସଫଳତାର ସହ ପରୀକ୍ଷଣ !

ଓ୍ବାଶିଂଟନ,୮।୪: ସାରା ପୃଥିବୀରେ କରୋନା ସଂକ୍ରମଣ ଦେଇ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। କରୋନା ଭୂତାଣୁ ସଂକ୍ରମଣକୁ କିପରି ରୋକାଯିବ ସେନେଇ ବହୁ ପରୀକ୍ଷା ନିରୀକ୍ଷା ଜାରି ରହିଛି। ତେବେ ମର୍ସ (ମିଡିଲ୍‌ ଇଷ୍ଟ୍‌ ରେସୋପାରେଟୋରୀ ସିଣ୍ଡ୍ରମ୍‌)ପ୍ରତିଷେଧକ ଟୀକା କରୋନା…

ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ କଲେ ବିଡିଓ

ଶେରଗଡ଼,୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ଅଲାରିଗଡ଼ ପଞ୍ଚାୟତର ନିର୍ମାଣ ଶ୍ରମିକଙ୍କୁ ବିଡିଓ ସୁରଞ୍ଜନ କୁମାର ସାହୁ ବୁଧବାର ସହାୟତା ରାଶି ପ୍ରଦାନ ଆରମ୍ଭ କରିଛନ୍ତି। ପର୍ଯ୍ୟାୟ କ୍ରମେ ସମସ୍ତ ପଞ୍ଚାୟତରେ ଏହି ରାଶି ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।…

ଘରଘର ବୁଲି ପିଡିଏସ୍‌ ହିତାଧିକାରୀଙ୍କୁ ଆର୍ଥିକ ସହାୟତା ରାଶି ପ୍ରଦାନ

ବନ୍ତ,୮ା୪(ନି.ପ୍ର.): କରୋନା ଲକ୍‌ଡାଉନ୍‌ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ପିଡିଏସ୍‌ ହିତାଧିକାରୀଙ୍କୁ ୧ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ଯୋଗାଇ ଦେବାର ବ୍ୟବସ୍ଥା କରିଛନ୍ତି। ବୁଧବାର ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକ ପଞ୍ଚାୟତ ଅଧୀନ ୧୧ଟି ୱାର୍ଡର…

ଗଞ୍ଜାମ ମାଛ ମାର୍କେଟରେ ସାମାଜିକ ଦୂରତ୍ୱକୁ ମାନୁନାହାନ୍ତି ଲୋକେ: କାର୍ଯ୍ୟାନୁଷ୍ଠାନ ନିଆଯିବ କହିଲେ ବିଡିଓ

ଗଞ୍ଜାମ,୮।୪(ଡି.ଏନ୍‌.ଏ.): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି l ଏଥିପାଇଁ ସରକାର ଓ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପ୍ରଥମେ ଲକ୍‌ଡାଉନ ତା’ ପରେ ଗଞ୍ଜାମ ଜିଲାପାଳ ୧୯ ଘଣ୍ଟିଆ ସଟ୍‌ଡାଉନ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?