କରୋନା ସହାୟତା: ସତ୍ୟବାଦୀ ବ୍ଲକର ୨୬ ହଜାର ୭ଶହ ହିତାଧିକାରୀଙ୍କୁ ୧ ହଜାର ଲେଖାଏ ପ୍ରଦାନ
ସାକ୍ଷୀଗୋପାଳ, ୮।୪(ଡି.ଏନ୍.ଏ): ପୁରୀ ଜିଲା ସତ୍ୟବାଦୀ ବ୍ଲକର ମୋଟ ୨୪ଟି ପଞ୍ଚାୟତରେ କରୋନା ସହାୟତା ରାଶି ୧ ହଜାର ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନା, ରାଜ୍ୟ ସରକାରଙ୍କ ଖାଉଟି କଲ୍ୟାଣ ଯୋଜନା ସହିତ ଅନ୍ତଦ୍ବୟ...
ମୃତ୍ୟୁ ସଂଖ୍ୟା ୮୨ ହଜାର ଟପିଲା: ୨୪ ଘଣ୍ଟାରେ ଫ୍ରାନ୍ସ୍ରେ ୧,୪୧୭ ଜଣଙ୍କ ଜୀବନ ଗଲା
ଓ୍ବାଶିଂଟନ/ରୋମ୍/ବେଜିଂ,୮।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ୮୨ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୪ ଲକ୍ଷ ସଂକ୍ରମିତ ହୋଇଛନ୍ତି। ସେହିପରି ୩ ଲକ୍ଷରୁ ଅଧିକ ଲୋକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଗତ...
ସତ୍ୟନଗରକୁ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କଲା ବିଏମ୍ସି
ଭୁବନେଶ୍ୱର, ୮।୪(ବ୍ୟୁରୋ): ଭୁବନେଶ୍ୱର ସତ୍ୟନଗରକୁ ବୁଧବାର ବିଏମ୍ସି କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛି । ଜଣେ କରୋନା ସଂକ୍ରମିତ ସେହି ଅଞ୍ଚଳରୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି। ତେବେ ଏହି ସଂକ୍ରମିତଙ୍କର କୌଣସି ଟ୍ରାଭେଲ...
ଦେଶଦ୍ରୋହ ମାମଲାରେ ବିଧାୟକ ଗିରଫ
ଗୁଆହାଟୀ,୮ା୪: କ୍ୱାରାଣ୍ଟାଇନ ସେଣ୍ଟରକୁ ନେଇ ସାମ୍ପ୍ରଦାୟିକ ମନ୍ତବ୍ୟ ଦେଇଥିବା ଆସାମର ବିଧାୟକ ଅମିନୁଲ ଇସ୍ଲାମଙ୍କୁ ମଙ୍ଗଳବାର ଗିରଫ କରାଯିବା ସହ ତାଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି। ଆସାମରେ କ୍ୱାରାଣ୍ଟାଇନ ସେଣ୍ଟରଗୁଡ଼ିକ ବିପଜ୍ଜନକ ଓ ଏହାର ଅବସ୍ଥା ଅଟକ...
ତଦନ୍ତ ପାଇଁ ମୌଲାନା ପ୍ରସ୍ତୁତ
ନୂଆଦିଲ୍ଲୀ,୮ା୪: ସାରା ଦେଶରେ କରୋନା ଭୂତାଣୁର ବିଷମଞ୍ଜି ବୁଣିଥିବା ତବଲିଘି ଜମାତ୍ ମରକଜ୍ ମୁଖ୍ୟ ମହମ୍ମଦ ସାଦ୍ କାନ୍ଧଲଭିଙ୍କ ବିରୋଧରେ ମାମଲା ଦାଏର ହେବା ପରଠୁ ସେ ଫେରାର ଅଛନ୍ତି। ସେ କ୍ୱାରାଣ୍ଟାଇନ୍ରେ ଅଛନ୍ତି ଏବଂ ଆସନ୍ତା ୮-୯ ଦିନରେ...
ହଟିଲା ହାଇଡ୍ରୋକ୍ସିକ୍ଲୋରୋକୁଇନ ରପ୍ତାନି କଟକଣା
ନୂଆଦିଲ୍ଲୀ,୮ା୪: ଆମେରିକା ସମେତ କରୋନା ଭୂତାଣୁ ଦ୍ୱାରା ସର୍ବାଧିକ କ୍ଷତିଗ୍ରସ୍ତ ରାଷ୍ଟ୍ରଗୁଡ଼ିକୁ ଭାରତ ଔଷଧ ଯୋଗାଇଦେବ। ଏବେ ମ୍ୟାଲେରିଆ ନିରାକରଣ ଔଷଧ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଏବଂ ପାରାସିଟାମଲ ଉପରୁ କଟକଣା ଆଂଶିକ ଉଠାଇଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଏହି ଔଷଧ ଯୋଗାଇଦେବା...
ବିଏମ୍ସି ସେବାକୁ ନେଇ ଲୋକଙ୍କ ଅସନ୍ତୋଷ
ଭୁବନେଶ୍ୱର, ୮ା୪ (ବ୍ୟୁରୋ): ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସହରବାସୀଙ୍କ ନିଦ ହଜିଛି। ସହରର ଅଧିକାଂଶ ଅଞ୍ଚଳକୁ କଣ୍ଟେନ୍ମେଣ୍ଟ ଜୋନ୍ ଘୋଷଣା କରାଯିବା ସହ ସିଲ୍ କରିଦିଆଯାଇଛି। ଏଭଳି ସ୍ଥଳେ ଘରେ ଘରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବାକୁ...
କଳାବଜାରକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ
ନୂଆଦିଲ୍ଲୀ,୮।୪: ଭାରତରେ ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଅତ୍ୟାବଶ୍ୟକ ସାମଗ୍ରୀର ଦର ବଢ଼ିବାରେ ଲାଗିଛି। କେତେକ ସ୍ଥାନରେ ଜିନିଷ ମିଳୁ ନ ଥିବା ନଜରକୁ ଆସିଛି। ଏଭଳି ସ୍ଥିତିରେ ବ୍ୟବସାୟୀମାନେ ଜିନିଷ ହୋର୍ଡିଂକରି ରଖୁଥିବା ବେଳେ କେତେକେ...
୯ରେ ଜାତିସଂଘରେ ଆଲୋଚନା
ଜାତିସଂଘ,୮ା୪: ସାରା ବିଶ୍ୱ ଏବେ ମାରାତ୍ମକ କରୋନା ମହାମାରୀ କବଳିତ ହୋଇଥିବାବେଳେ ସ୍ଥିତି ସମ୍ପର୍କରେ ଆଲୋଚନା ଲାଗି ଗୁରୁବାର ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ର ଏକ ବୈଠକ ବସୁଛି। ବିଶ୍ୱବ୍ୟାପୀ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩ ଲକ୍ଷ ୬୩ ହଜାରରେ...
ଚାଇନା-ରୁଷିଆ ସୀମା ସିଲ୍
ବେଜିଂ,୮ା୪: ଚାଇନା ଓ ରୁଷିଆ ମଧ୍ୟରେ ଥିବା ସ୍ଥଳ ସୀମାକୁ ମଙ୍ଗଳବାର ସିଲ୍ କରିଦିଆଯାଇଛି। ଚାଇନାର ୫୯ ନାଗରିକଙ୍କଠାରେ କରୋନା ଭାଇରସ୍ ଚିହ୍ନଟ ହେବା ପର ଭ୍ଲାଡିଭୋଷ୍ଟକ୍ ସୀମାନ୍ତ ସ୍ଥଳ ଓ ନଦୀ ବନ୍ଦର ସୀମାକୁ ଉଭୟ ପଟୁ ବନ୍ଦ...
ଚିନ୍ତା ବଢ଼ାଇଛି ପରିବା ଦର
ଭୁବନେଶ୍ୱର, ୮ା୪(ବ୍ୟୁରୋ): ଅତ୍ୟାବଶ୍ୟକ ସାମଗ୍ରୀ ମଧ୍ୟରେ ପନିପରିବା ରହିଛି। ଶଟ୍ଡାଉନ୍ ପରଠାରୁ ଏବେ ବଜାରରେ ସବୁଜ ପନିପରିବା ଦର ହୁ ହୁ ହୋଇ ବଢ଼ି ଚାଲିଛି। ବେପାରୀମାନେ ମନଇଚ୍ଛା ଦର ନେଉଥିଲେ ମଧ୍ୟ ସେମାନଙ୍କ ଉପରେ ଅଙ୍କୁଶ ରହୁନି। ଏପରି...
ଦିନକରେ ଗଲା ୫ ହଜାର ଜୀବନ
ଓ୍ବାଶିଂଟନ/ରୋମ୍/ଲଣ୍ଡନ,୮।୪: ସ୍ଥିତି କ୍ରମଶଃ ଜଟିଳରୁ ଜଟିଳତର ହେବାରେ ଲାଗିଛି। ବିଶ୍ୱର ୨୦୯ ଦେଶରେ କରୋନା ଭୂତାଣୁ କାୟାବିସ୍ତାର କରିବା ସହ ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି। ବିଶ୍ୱବ୍ୟାପୀ ମୃତ୍ୟୁସଂଖ୍ୟା ଏବେ ୭୯,୫୧୩୩ରେ ପହଞ୍ଚି ଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ...
Archives


