କରୋନା ଭାଇରସ୍‌

ଭୁବନେଶ୍ୱରରେ ପହଞ୍ଚିଲା ମେଡିକାଲ ସାମଗ୍ରୀ

ଭୁବନେଶ୍ୱର,୮।୪(ବ୍ୟୁରୋ): କରୋନା ବିଶ୍ୱ ମହାମାରୀ ରୂପ ନେଇସାରିଲାଣି। ରାଜ୍ୟ, ଦେଶ ତଥା ସମଗ୍ର ମାନବ ସମାଜ ଏହାର ମୁକାବିଲା କରିବା ପାଇଁ ଉଦ୍ୟମ ଅବ୍ୟାହତ ରଖିଛି। ପଞ୍ଚାୟତସ୍ତରରୁ ଆରମ୍ଭକରି ରାଜ୍ୟ ଏବଂ ରାଜ୍ୟରୁ ଜାତୀୟସ୍ତର ପର୍ଯ୍ୟନ୍ତ କରୋନା ଭୂତାଣୁ ସମ୍ପର୍କିତ ପରୀକ୍ଷାକୁ…

ରିଲିଫ୍‌ କେନ୍ଦ୍ର ସମ୍ପର୍କରେ ସୂଚନା ଦେବ ଗୁଗଲ୍‌ ମ୍ୟାପ୍‌

ନୂଆଦିଲ୍ଲୀ, ୮।୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଛି। ଲକ୍‌ଡାଉନ୍‌ ଯୋଗୁ ଘରକୁ ଫେରି ନ ପାରି ରାଜ୍ୟର ବିଭିନ୍ନ ସ୍ଥାନରେ ଦାଦନ ଶ୍ରମିକମାନେ ଅଟକି ରହିଛନ୍ତି। ଗାଡ଼ିମୋଟର ଚଳାଚଳ ବନ୍ଦ ସାଙ୍ଗକୁ ସମସ୍ତ ବଜାର…

ଗୋଇନ୍ଦା ବ୍ୟୁରୋ କାର୍ଯ୍ୟାଳୟ, ସତ୍ୟନଗର ପ୍ଲଟ୍‌ ନଂ.୧୧/ଏ ସିଲ୍‌

ଭୁବନେଶ୍ୱର, ୮ା୪(ବ୍ୟୁରୋ): ଭୁବନେଶ୍ବର ବିଦ୍ୟୁତ୍‌ ମାର୍ଗରେ ଅବସ୍ଥିତ କେନ୍ଦ୍ର ସରକାରଙ୍କ ଗୋଇନ୍ଦା ବ୍ୟୁରୋ (ଆଇବି) କାର୍ଯ୍ୟାଳୟ, ଷ୍ଟାଫ୍‌ କଲୋନୀ ଓ ଜନପଥ ପାର୍ଶ୍ୱ ତଥା ସତ୍ୟନଗରସ୍ଥିତ ଏକ ବିଲ୍ଡିଂ (ପ୍ଲଟ୍‌ ନଂ.୧୧/ଏ)କୁ ମଙ୍ଗଳବାର ସିଲ୍‌ କରିଦିଆଯାଇଛି। ଆଇବି କାର୍ଯ୍ୟାଳୟର ଜଣେ କର୍ମଚାରୀ…

କରୋନା ଜନିତ ମୃତ୍ୟୁ: ସରକାରଙ୍କ ତତ୍ତ୍ୱାବଧାନରେ ହେବ ମୃତଦେହ ସତ୍କାର

ଭୁବନେଶ୍ୱର, ୮।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି ମୃତ୍ୟୁ ହୁଏ ତେବେ ତାଙ୍କ ମୃତଦେହ ସତ୍କାର ସରକାର କରିବେ। ଜନସାଧାରଣଙ୍କ ନିରାପତ୍ତା ଦୃଷ୍ଟିରୁ…

ସାଳନ୍ଦୀ ହସ୍‌ପିଟାଲରେ ହେବ କରୋନା ରୋଗୀଙ୍କ ଚିକିତ୍ସା,୧୨୦ ବେଡ ପ୍ରସ୍ତୁତ, କାର୍ଯ୍ୟରେ ଅବହେଳା ଲାଗି ଜୁନିଅର ରେଭିନ୍ୟୁ ଆସିଷ୍ଟାଣ୍ଟ ନିଲମ୍ବିତ

ଭଦ୍ରକଅଫିସ, ୮।୪- କରୋନା ମହାମାରୀର ମୁକାବିଲା କରିବା ଲାଗି ଜାରି ରହିଥିବା ଲକ୍ ଡାଉନ ପରିସ୍ଥିତିରେ ଭଦ୍ରକ ସହର ସକାଳ ୬ଟା ଠାରୁ ଦିନ ୧ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲା ଯାଇଥିଲା । ଲକ୍ ଡାଉନ ସହିତ ଏରେଇଁ ପଞ୍ଚାୟତ,…

୨୪ ଘଣ୍ଟାରେ ୧୧୭ ବାଇକ ଜବତ

ଛତ୍ରପୁର,୭ା୪(ଡି.ଏନ.ଏ.)-କରୋନା ସଂକ୍ରମଣ ପ୍ରତିହତ ଉଦ୍ଦେଶ୍ୟରେ ଗଞ୍ଜାମ ଜିଲାରେ ବାଇକ୍‌ ଚଳାଚଳକୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ତଥାପି କେତେଜଣ ବାଇକ୍‌ ଧରି ବୁଲୁଥିବାରୁ ପୋଲିସ ଜବତ କରୁଛି। ଗତ ୨୪ ଘଣ୍ଟାରେ ବିଭିନ୍ନ ଥାନା ପକ୍ଷରୁ ୧୧୭ଟି ବାଇକ ଜବତ ହୋଇଛି। ଏଥିସହ…

କରୋନା ମୁକାବିଲା: ବୁଧବାରଠୁ ନୂଆ ହେଳ୍ପଲାଇନ ନମ୍ବର-୧୪୪୧୦, ଡାକ୍ତରଙ୍କଠାରୁ ପରାମର୍ଶ ନେବେ ରାଜ୍ୟବାସୀ

ଭୁବନେଶ୍ୱର, ୭।୪(ବ୍ୟୁରୋ)- ରାଜ୍ୟ ସରକାର କୋଭିଡ୍‌-୧୯ର ଦୃଢ଼ ମୁକାବିଲା କରିବା ନିମନ୍ତେ ଅନେକ ସକ୍ରିୟ ପଦକ୍ଷେପ ଗ୍ରହଣ କରିଛନ୍ତି। ଏହି ମହାମାରୀର ମୁକାବିଲା ଦିଗରେ ଡାକ୍ତରମାନଙ୍କର ଭୂମିକା ସର୍ବଗରିଷ୍ଠ। ସେଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ସରକାର ସମ୍ଭାବ୍ୟ କୋଭିଡ୍‌…

ବାରିପଦାରେ କରୋନା ନିର୍ଦ୍ଦେଶକୁ ଅଣଦେଖା: ଏଟିଏମ୍‌ କାଉଣ୍ଟରରେ ନାହିଁ ସାନିଟାଇଜର ବ୍ୟବସ୍ଥା, ବାଲ୍‌ଟିରେ ରଖାଯାଉଛି ପାଣି

ବାରିପଦା ଅଫିସ, ୭ା୪- ବର୍ତ୍ତମାନ ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହି ସଂକ୍ରମଣକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପମାନ ନିଆଯାଉଛି। ଏହି ପରିପ୍ରେକ୍ଷୀରେ ପ୍ରତି ଏଟିଏମ୍‌ କାଉଣ୍ଟରକୁ ସାନିଟାଇଜ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ମାତ୍ର ଜିଲାରେ ଥିବା…

ଦୋକାନୀଙ୍କୁ ତାଗିଦ୍‌, ସାମାଜିକ ଦୂରତ୍ୱ ନ ରଖିଲେ କାର୍ଯ୍ୟାନୁଷ୍ଠାନ: ବାଲେଶ୍ୱର ଜିଲାପାଳ

ବାଲେଶ୍ୱର ଅଫିସ, ୭।୪-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ଓ ଜନସାଧାରଣଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ସାମାଜିକ ଦୂରତ୍ୱ କଟକଣାକୁ କଡ଼ାକଡ଼ି କରାଯାଇଛି। ଅନେକ ସମୟରେ ଏଥିରେ ବ୍ୟତିକ୍ରମ ସହ ଏହାର ଖୋଲାଖୋଲି ଉଲ୍ଲଂଘନ ହେଉଥିବା ଲକ୍ଷ୍ୟ କରାଯାଉଛି। ଏହାକୁ…

ଲକ୍‌ଡାଉନ୍‌ ସମୟରେ ବଢ଼ୁଛି କଳାବଜାରୀ: ନିର୍ଦ୍ଧାରିତ ଦରଠାରୁ ଅଧିକା ନେଲେ କାର୍ଯ୍ୟାନୁଷ୍ଠାନ, ଅଭିଯୋଗ କରିପାରିବେ ଖାଉଟୀ

ଖୋର୍ଦ୍ଧା ଅଫିସ,୭ା୪ : ଲକ୍‌ଡାଉନ୍‌ ସମୟରେ କେତେ ଜଣ କଳାବଜାରୀ ଖୁଚୁରା ବଜାରରେ ଅତ୍ୟାବଶ୍ୟକୀୟ ସାମଗ୍ରୀ କଳାବଜାର କରୁଥିବା ନେଇ ବିଭିନ୍ନ ଗଣମାଧ୍ୟମ ଖବର ପରିବେଷଣ ପରେ ଖୋର୍ଦ୍ଧା ଜିଲା ପ୍ରଶାସନର ଚେତା ପଶିଛି। ଖୁଚୁରା ବଜାରରେ ଦର ସୁବ୍ୟବସ୍ଥିତ କରିବା…

ଜନ୍ମଦିନ ପାଳିଲେନି, ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ ୧୫ ହଜାର ଦେଲେ ଛାତ୍ରୀ

ଭଞ୍ଜନଗର,୭।୪(ଡି.ଏନ.ଏ)-ଭଞ୍ଜନଗର ବିଡିଓ ଅନିଲ କୁମାର ସେଠୀଙ୍କ ଝିଅ ଆଦ୍ୟାଶା ଗତ ୪ ତାରିଖରେ ନିଜ ଜନ୍ମଦିନ ପାଳନ ନ କରି ମୁଖ୍ୟମନ୍ତ୍ରୀଙ୍କ ପାଣ୍ଠିକୁ (କୋଭିଡ୍‌ ଫଣ୍ଡ)କୁ ୧୫ ହଜାର ଟଙ୍କା ଦାନ କରିଛନ୍ତି । ମଙ୍ଗଳବାର ଅନଲାଇନ୍‌ ମାଧ୍ୟମରେ ସେ ଏହି…

କରୋନା ପ୍ରତିହତ ବ୍ୟବସ୍ଥା ଅନୁଧ୍ୟାନ କଲେ ଡିଆଇଜି

ଛତ୍ରପୁର,୭ା୪(ଡିଏନଏ )-ଦକ୍ଷିଣାଞ୍ଚଳ ଡିଆଇଜି ସତ୍ୟବ୍ରତ ଭୋଇ ମଙ୍ଗଳବାର ଛତ୍ରପୁର ଆସି ପୋଲିସ ବାରାକ, ରିଜର୍ଭ ଅଫିସ ପରିଦର୍ଶନ କରିଛନ୍ତି। କରୋନା ପ୍ରତିହତ ପାଇଁ କି ପଦକ୍ଷେପ ନିଆଯାଇଛି ତାହା ଅନୁଧ୍ୟାନ କରିଥିଲେ। ପରିମଳ ବ୍ୟବସ୍ଥା ସୁଦୃଢ କରିବା, ହାତ ଧୋଇବା, ସାନିଟାଇଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri