କରୋନା ଭାଇରସ୍‌

ଲକ୍‌ଡାଉନ୍‌ ବଢାଇବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ

ନୂଆଦିଲ୍ଲୀ,୭।୪: ଦେଶରେ କରୋନା ସଂକ୍ରମଣକୁ ଦେଖି କେନ୍ଦ୍ର ସରକାର ୨୧ ଦିନଆ ଲକ୍‌ଡାଉନ୍‌ ଘୋଷଣା କରିଥିଲେ। ଏହି ଲକ୍‌ଡାଉନ ପୂରଣ ହେବାକୁ ଆଉ ମାତ୍ର ୭ ଦିନ ଥିବା ବେଳେ ପୁଣି ଥରେ ଏହାକୁ ବୃଦ୍ଧି କରିବାକୁ ବହୁ ରାଜ୍ୟ ସରକାର…

ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୪୨: ୨ ସୁସ୍ଥ, ୧ ମୃତ

ଭୁବନେଶ୍ୱର, ୭।୪( ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ମଙ୍ଗଳବାର ସୁଦ୍ଧା ୪୨ରେ ପହଞ୍ଚିଛି। ସେଥିମଧ୍ୟରୁ ୨ଜଣ ସୁସ୍ଥ ହୋଇ ହସ୍ପିଟାଲରୁ ଘରକୁ ଫେରିଥିବା ବେଳେ ମଙ୍ଗଳବାର ଭୁବନେଶ୍ୱର ଝାରପଡ଼ା ଅଞ୍ଚଳର ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ୩୯ କରୋନା…

ଲକ୍‌ଡାଉନ୍‌: ପରିବାର ସହ ଗେମ୍‌ ଖେଳୁଛନ୍ତି ବିରୁଷ୍କା

ମୁମ୍ବାଇ,୭।୪: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। କରୋନା ସହ ମୁକାବିଲା ପାଇଁ ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଜାରି କରାଯାଇଛି। ଲକ୍‌ଡାଉନ୍‌ ଯୋଗୁ ଫିଲ୍ମ ଇଣ୍ଡଷ୍ଟ୍ରି ଓ ଟେଲି ଜଗତର ସମସ୍ତ ଶୁଟିଂ ବନ୍ଦ ରହିଥିବାରୁ ସେଲିବ୍ରିଟିମାନେ ଏବେ…

ତବଲିଘ୍‌ ଜମାତର ୨୦ ହଜାର ଲୋକଙ୍କୁ କ୍ୱାରାଣ୍ଟାଇନ୍‌ କଲା ପାକିସ୍ତାନ

ଇସଲାମାବାଦ୍‌,୭।୪: ପାକିସ୍ତାନରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଦେଶରେ ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ୫୫ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୯୧୮ରେ ପହଞ୍ଚିଛି। ଏଠାରେ ଇସଲାମିକ୍‌ ମିଶନାରୀ ଆନ୍ଦୋଳନ ପକ୍ଷରୁ ଆୟୋଜିତ ହୋଇଥିବା ତବଲିଘ୍‌…

କରୋନା ମୃତ୍ୟୁ ସଂଖ୍ୟା ୭୪ ହଜାର ଟପିଲା: ସଂକ୍ରମିତଙ୍କ ସଂଖ୍ୟା ୧୩ ଲକ୍ଷ ୪୮ ହଜାର

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୪: ଚାଇନାର ଉହାନରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଇତିମଧ୍ୟରେ ୭୪ ହଜାର ୭୯୫ ଲୋକଙ୍କ ମୃତ୍ୟୁ ଘଟିଛି। ସେହିପରି ଏଥିରେ ୧୩ ଲକ୍ଷ ୪୮ ହଜାର ୪୩୦ଜଣ ସଂକ୍ରମିତ ହୋଇଛନ୍ତି। ସେହିପରି ୨ ଲକ୍ଷ ୮୬…

ରାଜ୍ୟରେ ପ୍ରଥମ କରୋନା ମୃତ୍ୟୁ

ଭୁବନେଶ୍ୱର, ୭।୪(ବ୍ୟୁରୋ): ରାଜ୍ୟରେ ପ୍ରଥମ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେ ଭୁବନେଶ୍ୱର ଝାରପଡା ଅଞ୍ଚଳର ୭୨ବର୍ଷୀୟ ବୃଦ୍ଧ ଅଟନ୍ତି। ଗତ ୪ତାରିଖରୁ ଅସୁସ୍ଥତା ଯୋଗୁ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିଲେ। ତାଙ୍କର ସୋମବାର ମୃତ୍ୟୁ ହୋଇଥିଲା। ନମୂନା ପରୀକ୍ଷଣ ପରେ…

ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ: ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୧

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୫ ବର୍ଷୀୟ ଏହି ଆକ୍ରାନ୍ତ ବ୍ୟକ୍ତି ଭୁବନେଶ୍ୱରର ମଧୁସୂଦନ ନଗରର ବୋଲି ସୂଚନା ମିଳିଛି। ଏ ନେଇ ମଙ୍ଗଳବାର ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚିତ କରାଯାଇଛି। ଏହାକୁ ମିଶାଇ…

ଆକ୍ସନ ମୁଡ୍‌ରେ ପୁରୀ ପୋଲିସ: ୪୦ ଗାଡ଼ି ଜବତ

ପୁରୀ ଅଫିସ, ୭।୪: କରୋନା ମୁକାବିଲା ପାଇଁ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କୌଣସି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବା ଲାଗି ଜନସାଧାରଣଙ୍କୁ ନିବେଦନ କରାଯାଉଛି। ଏହାସତ୍ତ୍ୱେ ଅନେକ ଲୋକ ଏହାକୁ ମାନୁ ନାହାନ୍ତି। କୌଣସି କାମ…

ଏସ୍‌ସିବି, ସିଟି ହସ୍ପିିଟାଲରେ କେହି କରୋନା ଆକ୍ରାନ୍ତ ନାହାନ୍ତି

ଭୁବନେଶ୍ୱର, ୭।୪( ବ୍ୟୁରୋ): ଏସ୍‌ସିବି ମେଡିକାଲ କଲେଜ, ସିଟି ହସ୍ପିଟାଲ ଏବଂ ଅନ୍ୟାନ୍ୟ ଜିଲା ମୁଖ୍ୟ ଚିକିତ୍ସାଳୟଗୁଡ଼ିକରେ କୌଣସି କରୋନା(କୋଭିଡ୍‌-୧୯) ଆକ୍ରାନ୍ତଙ୍କୁ ଚିକିତ୍ସା କରାଯାଉ ନାହିଁ। ସେହି ହସ୍ପିଟାଲଗୁଡିକୁ ଅନ୍ୟାନ୍ୟ ରୋଗୀମାନେ ଚିକିତ୍ସା ପାଇଁ ଯାଇପାରିବେ। ଯଦି କୌଣସି ବ୍ୟକ୍ତିଙ୍କୁ ଜ୍ୱର,…

ମୁମ୍ବାଇରେ ଡାକ୍ତର, ନର୍ସ କରୋନା ସଂକ୍ରମିତ: ୨ ଘରୋଇ ହସ୍ପିଟାଲ ସିଲ୍‌

ମୁମ୍ବାଇ,୭।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଏବେ ଏହା ଡାକ୍ତର ଓ ନର୍ସଙ୍କ ମଧ୍ୟରେ ଦେଖାଯିବାରୁ ଚିନ୍ତାର କାରଣ ପାଲଟିଯାଇଛି। ଏଠାରେ ଥିବା ଏକ ଘରୋଇ ହସ୍ପିଟାଲରେ ପାଖାପାଖି ୫୨ ଜଣ ଡାକ୍ତର ଓ ନର୍ସ କରୋନା…

ସବୁ କରୋନା ଆକ୍ରାନ୍ତ ସୁସ୍ଥ ହେବେ: ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ୱର, ୭।୪( ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ପାଇଁ ରାଜ୍ୟ ସରକାର ରାଜ୍ୟରେ ୭ଟି ସ୍ବତନ୍ତ୍ର କୋଭିଡ୍‌ ହସ୍ପିିଟାଲ ପ୍ରସ୍ତୁତ କରିଛନ୍ତି। ଏହି ହସ୍ପିଟାଲଗଡ଼ିକରେ କେବଳ କରୋନା ରୋଗୀଙ୍କୁ ଚିକିତ୍ସା କରାଯିବ। ସେମାନଙ୍କ ପାଇଁ ଚିକିତ୍ସା ଓ ଖାଦ୍ୟପେୟର ସମସ୍ତ ବନ୍ଦୋବ୍ୟସ୍ତ ମାଗଣା…

ଘରୋଇ ହସ୍ପିଟାଲର ସ୍ବତନ୍ତ୍ର ଓ୍ବାର୍ଡରେ ଚିକିତ୍ସିତ ହେବେ ଥଣ୍ଡା, ଜ୍ୱର ରୋଗୀ; କରୋନା ଲକ୍ଷଣ ଦେଖାଦେଲେ ୧୦୪କୁ ଜଣାଇବେ ଡାକ୍ତରଖାନା କର୍ତ୍ତୃପକ୍ଷ

ଭୁବନେଶ୍ୱର, ୭।୪( ବ୍ୟୁରୋ): ଥଣ୍ଡା, ଜ୍ୱର କିମ୍ବା ଫ୍ଲୁ ଲକ୍ଷଣ ଦେଖାଦେଲେ ଘରୋଇ ହସ୍ପିଟାଲଗୁଡ଼ିକ ଉକ୍ତ ରୋଗୀମାନଙ୍କୁ ସ୍ବତନ୍ତ୍ର ଓ୍ବାର୍ଡରେ ଚିକିତ୍ସା କରାଇବେ। ଯଦି ସେମାନଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ଦେଖାଯାଏ ତେବେ ଡାକ୍ତରଖାନା କର୍ତ୍ତୃପକ୍ଷ ତୁରନ୍ତ ୧୦୪କୁ ଜଣାଇବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?