କରୋନା ଭାଇରସ୍‌

କୋଭାକ୍ସିନ୍‌-କୋଭିଶିଲ୍ଡର ମିଶ୍ରିତ ଡୋଜ୍‌ ୬ ଗୁଣା ଅଧିକ ଆଣ୍ଟିବଡ଼ି ସୃଷ୍ଟି କରିବାକୁ ସକ୍ଷମ…

ନୂଆଦିଲ୍ଲୀ, ୧୯।୩ : ପୃଥିବୀର ବହୁ ଦେଶରେ ପୁଣି କରୋନା ମହାମାରୀ ସଂକ୍ରମଣ ଆରମ୍ଭ ହୋଇଛି। ବୈଜ୍ଞାନିକଙ୍କ ଅନୁଯାୟୀ, ଟିକାକରଣ ହୋଇଥିବା ଲୋକଙ୍କୁ କରୋନା ସଂକ୍ରମଣରୁ ଦୂରେଇ ରଖିବା ସମ୍ଭବ ହୋଇ ପାରିବ। କେତେକ ଅଧ୍ୟୟନରେ ବୁଷ୍ଟର୍‌ ଡୋଜ୍‌ ନେବାର ଲାଭ…

କରୋନାର ପଞ୍ଚମ ଲହର, ମୃତଦେହ ରଖିବାକୁ ସ୍ଥାନର ଅଭାବ…

ସିଟି ଅଫ୍‌ ଭିକ୍ଟୋରିଆ, ୧୯।୩ : ହଂକଂରେ କରୋନା ମହାମାରୀ ସଂକ୍ରମଣ ବଢ଼ିବାରେ ଲାଗିଛି। ଦୈନିକ ସଂକ୍ରମଣ ଲଗାତାର ବଢ଼ିବା ସହିତ ମୃତ୍ୟ ସଂଖ୍ୟା ମଧ୍ୟ ଅଣାୟତ୍ତ ହେବାରେ ଲାଗିଛି। ପରିସ୍ଥିତି ଏପରି ହୋଇଛି ମୃତଦେହ ରଖିବାକୁ ସ୍ଥାନର ଅଭାବ ପରିଲକ୍ଷିତ…

ପୁଣି କରୋନା ସଂକ୍ରମଣ ବୃଦ୍ଧିର ୩ କାରଣ…

ଜେନେଭା, ୧୯।୩ : ପୃଥିବୀରେ ବିଭିନ୍ନ ଦେଶରେୀ ପୁଣି କରୋନା ମହାମାରୀ ସଂକ୍ରମଣ ବଢ଼ିିବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ବୃଦ୍ଧି ପାଇବା ଲାଗି ୩ ଟି କାରଣ ଦାୟୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ପ୍ରଥମ କାରଣ ହେଉଛି. କରୋନାର…

ଚାଇନା-ଆମେରିକା-ୟୁରୋପରେ କରୋନା ଆତଙ୍କ…

ବେଜିଂ/ଓ୍ବାଶିଂଟନ,୧୯।୩ : ଚାଇନା, ଆମେରିକା, ଦକ୍ଷିଣ ପୂର୍ବ ଏସିଆ ଏବଂ ୟୁରୋପରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ସତର୍କତା ଅବଲମ୍ବନ କରିବାକୁ ଲୋକଙ୍କୁ ନିବେଦନ କରାଯାଇଛି। ଚାଇନାରେ କରୋନାରୁ ଦୁଇ ଆକ୍ରାନ୍ତଙ୍କ ମୃତ୍ୟୁ ମଧ୍ୟ ଘଟିଛି। ନ୍ୟୁଜ…

ସକ୍ରିୟ ମାମଲା ୩୦ ହଜାର ତଳେ…

ନୂଆଦିଲ୍ଲୀ, ୧୯।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ୭୫ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୭୧…

୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୧୯।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୨ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୧୫ ଜଣ ପିଲା ଅଛନ୍ତି। ସେହିପରି ୪୨ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୦ଜଣ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ…

ପୁଣି ଦେଶରେ ବଢ଼ିଲା ମୃତ୍ୟୁସଂଖ୍ୟା: ଗତ ୨୪ଘଣ୍ଟାରେ ୧୪୯ଲୋକଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ,୧୮।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ଲଗାତର କମିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଦୈନିକ ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ଦେଶରେ ୨,୫୩୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ…

ଦକ୍ଷିଣ କୋରିଆରେ ଦ୍ରୁତ ଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ

ସିଓଲ,୧୮ା୩: ମହାମାରୀ କରୋନା ଟିକେ କମିଥିବା ବେଳେ ଏବେ କିଛି ଦେଶରେ ପୁଣି କାୟା ବିସ୍ତାର କଲାଣି। ଚାଇନାରେ କରୋନା ହଇଚଇ ସୃଷ୍ଟି କରିଥିବାବେଳେ ଏବେ ଦକ୍ଷିଣ କୋରିଆ ଏହାର ସମ୍ମୁଖୀନ ହୋଇଛି। ଗୁରୁବାର ମଧ୍ୟରାତ୍ରି ସୁଦ୍ଧା ଦେଶରେ ୪,୦୭,୦୧୭ ନୂଆ…

ଖସୁଛି କରୋନା ଗ୍ରାଫ୍‌, ଆଜି ୭୯ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୭,୦୩୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୬ ଜଣ ଚିହ୍ନଟ ହୋଇଥିବା…

ଇସ୍ରାଏଲ୍‌ରେ ଚିହ୍ନଟ ହେଲା କରୋନାର ନୂଆ ଭାରିଆଣ୍ଟ

ଜେରୁଜେଲମ,୧୭।୩: ସାରା ବିଶ୍ୱରେ ପୁଣି ଥରେ କରୋନା ପ୍ରକୋପ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛି ଦିନରୁ ଚାଇନାରେ ଲଗାତାର ୩ହଜାର ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଗୋଟିଏ ପଟେ ଚାଇନାରେ କରୋନା ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୧୫୩ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶର,୧୭।୩(ବ୍ୟୁରୋ) : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟାରେ ଲାଗୁନି ବ୍ରେକ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଇଛି କରୋନା । ତେବେ ମୃତକ ଜଣଙ୍କ କଟକ ଜିଲାର ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?