ଆଗନ୍ତୁକଙ୍କ ଉପରେ କଡ଼ା ନଜର
କୋମାକ୍ଷାନଗର, ୬।୪(ଡି.ଏନ୍.ଏ.)-କରୋନା ସଂକ୍ରମଣ ରୋକିବାକୁ ସତର୍କ ହୋଇଉଠିଛି କାମାକ୍ଷାନଗର ଉପଖଣ୍ଡ ପ୍ରଶାସନ। ସହରାଞ୍ଚଳକୁ ଆସୁଥିବା ଆଗନ୍ତୁକଙ୍କ ଉପରେ କଡ଼ା ନଜର ରଖାଯିବା ସହ ସାମାଜିକ ଦୂରତା ଅବଲମ୍ବନ କରିବାକୁ ଗୁରୁତ୍ୱ ଦିଆଯାଉଛି। ଏ ନେଇ କାମାକ୍ଷାନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ସୋମବାର...
୨୦୦ରୁ ଊର୍ଦ୍ଧ୍ୱ ଶ୍ରମିକଙ୍କ ସ୍ବାସ୍ଥ୍ୟ ପରୀକ୍ଷା
କାମାକ୍ଷାନଗର, ୬।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରୁ ଉଦ୍ଧାର କରାଯାଇଥିବା ୨୦୦ରୁ ଊର୍ଦ୍ଧ୍ୱ ଛତିଶଗଡ଼ ଶ୍ରମିକଙ୍କ ସୋମବାର ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଛି। ଉପଖଣ୍ଡ ସ୍ବାସ୍ଥ୍ୟକେନ୍ଦ୍ରର ଏକ ଡାକ୍ତରୀ ଦଳ ସେମାନଙ୍କ ସ୍ବାସ୍ଥ୍ୟବସ୍ଥା ଯାଞ୍ଚ କରିଛନ୍ତି। ଏଥିସହ ସେମାନଙ୍କୁ ସାବୁନ ବଣ୍ଟନ...
ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ: ରାଜ୍ୟରେ ପଜିଟିଭ ସଂଖ୍ୟା ହେଲା ୪୦
ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୨ବର୍ଷୀୟ ଏହି ଆକ୍ରାନ୍ତ ଯୁବକ କେନ୍ଦ୍ରାପଡ଼ାର ବୋଲି ସୂଚନା ମିଳିଛି। ସେ ଗତ ୨୪ ତାରିଖରେ ଦୁବାଇରୁ ଫେରିଥିଲେ। ସୋମବାର ତାଙ୍କର କରୋନା ପଜିଟିଭ ରିପୋର୍ଟ ଆସିଥିବା...
୪୦ତମ ପ୍ରତିଷ୍ଠା ଦିବସରେ କାର୍ଯ୍ୟକର୍ତ୍ତାଙ୍କୁ ନୂଆ ଦାୟିତ୍ୱ
ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ବ୍ୟାପୁଥିବାରୁ ସମସ୍ତ କାର୍ଯ୍ୟକର୍ତ୍ତା ସାମାଜିକ ଦୂରତା ବଜାୟ ରଖି ନିଜ ଘରେ ଦଳୀୟ ପତାକା ଉତ୍ତୋଳନ କରିବାକୁ ସୋମବାର ଭାଜପାର ୪୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଭାଜପା ରାଜ୍ୟ ସଭାପତି ସମୀର...
ରାଜ୍ୟର ୭ ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ
ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ୧୫୪୭ ଶଯ୍ୟା ବିଶିଷ୍ଟ ୭ଟି ସ୍ବତନ୍ତ୍ର କୋଭିଡ୍ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇସାରିଛି । କଟକରେ ଅଶ୍ବିନୀ ହସ୍ପିଟାଲ, ଯାଜପୁର ଡୁବୁରୀଠାରେ ଟାଟା ହସ୍ପିଟାଲ, କେନ୍ଦୁଝର ଜିଲାର ଯୋଡ଼ାଠାରେ ଟାଟା ହସ୍ପିଟାଲ, ଖୋର୍ଦ୍ଧା ଜିଲା ଭୁବନେଶ୍ବରସ୍ଥିତ...
ମାନିଲେନି ସାମାଜିକ ଦୂରତ୍ୱ ନିୟମ: ୨୯ ଦୋକାନୀ, ନିୟମ ଉଲ୍ଲଙ୍ଘନକାରୀ ଗିରଫ
ଭଦ୍ରକ ଅଫିସ, ୬ା୪: ସାମାଜିକ ଦୂରତ୍ୱ କଟକଣା ନିୟମକୁ ନ ମାନିବାରୁ ଭଦ୍ରକ ସହରର ବିଭିନ୍ନ ଦୋକାନକୁ ଭଦ୍ରକ ଟାଉନ ପୋଲିସ ସିଲ୍ କରିଛି। ଭଦ୍ରକ ସହରରେ ଶଟ୍ ଡାଉନ କଟକଣା ନିୟମ ରବିବାର ରାତି ୮ଟାରେ ଉଠିଥିଲା। ପୂର୍ବପରି...
ସାମାଜିକ ଦୁରତ୍ୱ ପାଳନ ନ କଲେ ଦୋକାନ ହେବ ସିଲ୍
ବାରିପଦା ଅଫିସ,୬ା୪: ମୟୂରଭଞ୍ଜ ଜିଲାରେ ଥିବା ସମସ୍ତ ମାର୍କେଟ ଓ ଦୋକାନଗୁଡ଼ିକ ସାମଜିକ ଦୂରତ୍ୱ ପାଳନ କରିବା ପାଇଁ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଯଦି କେହି ଏହାକୁ ପାଳନ ନ କରନ୍ତି ତାହେଲେ ପୋଲିସ ଦୋକାନୀଙ୍କ...
ବିନା ମାସ୍କରେ ବୁଲୁଥିବା ୭ ଜଣଙ୍କଠାରୁ ଜରିମାନା ଆଦାୟ
ବ୍ରହ୍ମପୁର ଅଫିସ,୬ା୪-କୋଭିଡ୍-କରୋନା ଭାଇରସ୍ ମୁକାବିଲା ପାଇଁ ଅଧିକ କଠୋର ହୋଇଛି ଗଞ୍ଜାମ ଜିଲା ପ୍ରଶାସନ। ଜିଲାରେ ଆଂଶିକ ଶଟ୍ଡାଉନ୍ ଲାଗୁ କରାଯିବା ସହ ବିନା ମାସ୍କରେ ବାହାରେ ବୁଲୁଥିବା ଲୋକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ନେଇ ଜିଲା ପ୍ରଶାସନ...
ଛାଡ଼ ପାଇବେ ୩୨ ବିଚାରାଧୀନ କଏଦୀ
କେନ୍ଦୁଝର, ୬।୪ (ସ୍ବ.ପ୍ର.): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସରକାର ୭ ବର୍ଷରୁ କମ ଦଣ୍ଡ ଭୋଗୁଥିବା କଏଦୀମାନଙ୍କୁ ଜାମିନ ଦେବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏଭଳି ପରିପ୍ରେକ୍ଷୀରେ କେନ୍ଦୁଝର ଜେଲରେ ଥିବା ୩୨ ଜଣ ବିଚାରାଧୀନ କଏଦୀଙ୍କୁ ଅନ୍ତରୀଣ...
୨ ଲକ୍ଷ ଦେଲେ କେନ୍ଦୁଝର ଏମ୍ପି
କେନ୍ଦୁଝର, ୬ା୪(ଡି.ଏନ.ଏ.): କେନ୍ଦୁଝର ଏମ୍ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ(ସିଏମଆରଏଫ)କୁ ନିଜ ଦରମାରୁ ଅନ୍ଲାଇନ ଜରିଆରେ ୨ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନା ମୁକାବିଲା ପାଇଁ ସେ ଏହି ଆର୍ଥତ୍କ ସହାୟତା ପ୍ରଦାନ କରିଛନ୍ତି। କରୋନା ସମୟରେ ଜିଲାର...
ଅସହାୟ ପରିବାରକୁ ରୋଷେଇ ସାମଗ୍ରୀ ବଣ୍ଟନ
ଜି.ଉଦୟଗିରି,୬ା୪(ଡି.ଏନ.ଏ.)-ଜି.ଉଦୟଗିରି ସହରରେ ଏନ୍ଏସି ତରଫରୁ ୧୩ ୱାର୍ଡରେ କରୋନା ନେଇ ସଚେତନ କରାଯିବା ସହିତ ସହରର କେତେକ ସ୍ଥାନରେ ଥିବା ନିରାଶ୍ରୟ ପରିବାରକୁ ଘରେ ରୋଷେଇ କରି ଖାଇବା ନିମନ୍ତେ ଚାଉଳ, ଡାଲି, ତେଲ, ଆଳୁ, ପିଆଜ ଆଦି ରୋଷେଇ...
ସଚେତନ କଲା ଓଷ୍ଟା ଶିକ୍ଷକ ସଂଘ
ସିମୁଳିଆ, ୬।୪(ଡି.ଏନ.ଏ.): କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ବିଭିନ୍ନ ସଚେତନତା କାର୍ଯ୍ୟକ୍ରମ ଚାଲୁରହିଛି । ସୋମବାର ଓଡିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ(ଓଷ୍ଟା) ସିମୁଳିଆ ମଣ୍ଡଳ ଦ୍ବାରା ମାର୍କୋଣା ପଞ୍ଚାୟତର ମହିଷିପେଟ ଆଦିବାସୀ ସାହି ଓ...
Archives


