କରୋନା ଭାଇରସ୍‌

ଗରିବଙ୍କୁ ଶୁଖିଲା ଖାଦ୍ୟ ବଣ୍ଟନ

ଲାଠୋର, ୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ମାରୱାଡି ଯୁବାମଞ୍ଚ ସଭାପତି ଶିତଲ ଅଗ୍ରୱାଲଙ୍କ ନେତୃତ୍ୱରେ ଲାଠୋର ଗ୍ରାମର ଗରିବ ପରିବାରଙ୍କୁ ରାଶନ ସାମଗ୍ରୀ ପ୍ରଦାନ କରାଯାଇଛି। ଲକଡାଉନ ଯୋଗୁଁ ଗରିବ ଲୋକେ ରୋଜଗାର ହରାଇ ସମସ୍ୟାରେ ରହିଛନ୍ତି।...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬ମାସର ଦରମା ଦେଲେ ସରପଞ୍ଚ

ଲାଠୋର, ୬ା୪(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଳକ ଲାଠୋର ସରପଞ୍ଚ ପ୍ରବୀଣ ଅଗ୍ରୱାଲ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ୬ ମାସର ଦରମା ଚେକ ଆକାରରେ ଖପ୍ରାଖୋଲ ତହସିଲଦାର ନିରଞ୍ଜନ ନାଏକଙ୍କ ଜରିଆରେ ପ୍ରଦାନ କରିଛନ୍ତି। ସେହିପରି ତୁରେକେଲା ବ୍ଳକ ହଲନଭଟା...

ଦୁର୍ଦ୍ଦିନରେ ନିର୍ମାଣ ଶ୍ରମିକ, କ୍ଷୁଦ୍ର ବ୍ୟବସାୟୀ: ସହାୟତାକୁ ଚାହିଁ ରହିଛନ୍ତି ୧.୩୭ ଲକ୍ଷ ନିର୍ମାଣ ଶ୍ରମିକ

ଯାଜପୁର ଅଫିସ, ୬ା୪: ରାଜ୍ୟରେ କରୋନା ଭୂତାଣୁ ସଂକ୍ରମଣ ବଢ଼ି ଚାଲିଥିବାବେଳେ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ କଟକଣା ଯୋଗୁ ଅନେକଙ୍କୁ ଖାଦ୍ୟ ଚିନ୍ତା ଘାରିଛି। ବହୁ ଲୋକ ରୋଜଗାର ହରାଇଛନ୍ତି। ବିଶେଷକରି ନିର୍ମାଣ ଶ୍ରମିକ ଓ କ୍ଷୁଦ୍ର ବ୍ୟବସାୟୀମାନେ ବହୁଳ...

କନିକାଙ୍କ ପରେ ବଲିଉଡ୍‌ର ଆଉ ଜଣେ କରୋନା ପଜିଟିଭ୍‌

ମୁମ୍ବାଇ,୬।୪: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ତୀବ୍ରଗତିରେ ବ୍ୟାପିବାରେ ଲାଗିଛି। ଦିନକୁ ଦିନ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ବଲିଉଡ୍‌ ଗାୟିକା କନିକା କପୁର ସୁସ୍ଥ ହୋଇ ଘରକୁ ଫେରିବା ପରେ ବଲିଉଡ୍‌ ଇଣ୍ଡଷ୍ଟ୍ରିର...

ଗଞ୍ଜାମ ଜିଲା ପ୍ରଶାସନ ନଜରରେ ଭୁବନେଶ୍ବର ଫେରନ୍ତା

ଛତ୍ରପୁର,୬ା୪(ଡି.ଏନ୍‌.ଏ.)-ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ ସେଠାରୁ ଗଞ୍ଜାମ ଜିଲାକୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖାଯିବ। ଭୁବନେଶ୍ୱର ଫେରନ୍ତାଙ୍କ ଚିହ୍ନଟ କରି ତୁରନ୍ତ କ୍ୱାରାଣ୍ଟାଇନ୍‌ରେ ରଖିବା ପାଇଁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଜିଲାର ସମସ୍ତ ବ୍ଲକ ଉନ୍ନୟନ...

ପିଏମ୍ କେୟାର୍ସ ଫଣ୍ଡକୁ ୧୧ ଲକ୍ଷ ଟଙ୍କା ଦେଲା ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ

ଅଯୋଧ୍ୟା,୬ ।୪: କରୋନା ଭାଇସର ସହ ଲଢିବାକୁ ସମସ୍ତେ ଯେମିତି ପ୍ରସ୍ତୁତ ହେଉଛନ୍ତି । ଏ କ୍ଷେତ୍ରରେ ଏବେ ସହାୟତାର ହାତ ବଢାଇଛି ଶ୍ରୀ ରାମ ଜନ୍ମଭୂମୀ ତୀର୍ଥ କ୍ଷେତ୍ର ଟ୍ରଷ୍ଟ । କରୋନା ମୁକାବିଲା ପାଇଁ ଏହି ଟ୍ରଷ୍ଟ...

୧୪ମାସର ଶିଶୁ କରୋନା ପଜିଟିଭ୍‌

ଅହମଦାବାଦ,୬।୪: ଗୁଜରାଟ ଜାମନଗର ଜିଲାର ଦରେଡ ଗଁାରେ ଜଣେ ୧୪ମାସର ଶିଶୁ କରୋନା ପଜିଟିଭ୍‌ ହୋଇଥିବା ସୂଚନା ମିଳିଛି। ଜାମନଗରରେ କରୋନା ଭାଇରସ୍‌ ସଂକ୍ରମଣର ଏହା ପ୍ରଥମ ମାମଲା। ସୂଚନାଯୋଗ୍ୟ, ଦରେଡ ଗାଁରେ ରହୁଥିବା ଜଣେ ଶ୍ରମିକ ଦମ୍ପତିଙ୍କ ୧୪...

ଡରିଗଲେ ସଲମାନ !

ମୁମ୍ବାଇ: କରୋନା ଭାଇରସ ଏବେ ସମସ୍ତଙ୍କୁ ଏକ ପ୍ରକାର ଡରାଇ ଦେଇଛି । କରୋନା ଭାଇରସକୁ ନେଇ ସାରା ଦେଶକୁ ୨୧ ଦିନ ପାଇଁ ଲକ୍ ଡାଉନ୍ କରାଯାଇଥିବା ବେଳେ ଏବେ ଯିଏ ଯେଉଁଠି ଅଛନ୍ତି ସେହିଠାରେ ହିଁ ରହିଯାଇଛନ୍ତି...

ସାମାଜିକ ଦୂରତ୍ୱକୁ ଗୁରୁତ୍ୱ, ଉଲ୍ଲଂଘନ କଲେ ଦୋକାନ ସିଲ୍‌

ଯାଜପୁର ଅଫିସ,୬ା୪: ଘାତକ କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଯାଜପୁର ଜିଲାରେ ଲାଗୁ ହୋଇଥିବା ୪୮ ଘଣ୍ଟିଆ ଶଟ୍‌ଡାଉନ୍‌ ସଫଳ ହୋଇଛି। ଲୋକମାନେ ଏହାକୁ ସମର୍ଥନ କରି ଘରେ ରହିଥିବାରୁ ଜିଲାପାଳ ରଞ୍ଜନ କୁମାର ଦାସ ଜିଲାବାସୀଙ୍କ ଧନ୍ୟବାଦ ଜଣାଇଛନ୍ତି।...

ଦେଶରେ ୪,୦୬୭ କରୋନା ସଂକ୍ରମିତଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ରହିଛି ତବଲିଘ୍ ଜମାତ୍ ସହ ସମ୍ପର୍କ

ନୂଆଦିଲ୍ଲୀ,୬ ।୪: ସୋମବାର ସୁଦ୍ଧା ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୪,୦୬୭ରେ । ତେବେ ଏମାନଙ୍କ ମଧ୍ୟରୁ ୧,୪୪୫ ଜଣଙ୍କର ତବଲିଘ ଜମାତ୍ ସହ ସମ୍ପର୍କ ରହିଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ଯୁଗ୍ମ...

ଲକ୍‌ଡାଉନ୍ ପରେ ବି ସୋସିଆଲ ଡିଷ୍ଟାନସିଂକୁ ଗୁରୁତ୍ୱ ଦିଆଯିବ

ନୂଆଦିଲ୍ଲୀ,୬ ।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ଭିଡିଓ କନଫରେନସିଂ ଜରିଆରେ କରୋନା ମହାମାରୀକୁ ନେଇ କଥା ହୋଇଛନ୍ତି । ଏହି ସମୟରେ ସେ ମନ୍ତ୍ରୀମାନଙ୍କର ଲିଡରଶିପକୁ ପ୍ରଶଂସା କରିଛନ୍ତି । ଏପଟେ ଲକ୍‌ଡାଉନ ପୂରଣ...

ଲିବିୟାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ କରୋନା ସଂକ୍ରମଣରେ ପରଲୋକ

ତ୍ରିପୋଲି,୬ ।୪: କରୋନା ସଂକ୍ରମଣ ଏବେ ବିଶ୍ୱର ପ୍ରାୟ ୨ଶହ ଦେଶକୁ କାୟା ବିସ୍ତାର କରି ସାରିଥିବା ବେଳେ ଛୋଟବଡ କେହିବି ଏଥିରୁ ବାଦ୍ ପଡୁ ନାହାନ୍ତି । ଲିବିୟାର ପୂର୍ବତନ ପ୍ରଧାନମନ୍ତ୍ରୀ ମହମ୍ମୁଦ ଜେବ୍ରିଲଙ୍କର କରୋନା ସଂକ୍ରମଣରେ ମୃତ୍ୟୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri