କରୋନା ଭାଇରସ୍‌

ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କର

ନୂଆଦିଲ୍ଲୀ, ୬ା୪: କୋଭିଡ୍‌-୧୯ ବିରୋଧୀ ଲଢ଼େଇରେ ନିୟୋଜିତ ସ୍ବାସ୍ଥ୍ୟକର୍ମୀଙ୍କୁ ସହଯୋଗ କରିବା ପାଇଁ ମୁସଲମାନମାନଙ୍କୁ ଏହି ସମ୍ପ୍ରଦାୟର ପ୍ରାୟ ୬୦ ଜଣ ବରିଷ୍ଠ ଆଇଏଏସ୍‌ ଏବଂ ଆଇପିଏସ୍‌ ଅଧିକାରୀ ଖୋଲାଚିଠି ଲେଖିଛନ୍ତି। ସ୍ବାସ୍ଥ୍ୟକର୍ମୀମାନଙ୍କ ବିରୋଧରେ ହିଂସା ନେଇ ରିପୋର୍ଟ ପ୍ରକାଶ ପାଇବା…

ଖୋର୍ଦ୍ଧା ଜିଲାରେ ୧୬୪ଜଣଙ୍କ ନମୁନା ନେଗେଟିଭ

ଖୋର୍ଦ୍ଧା ଅଫିସ,୬ା୪: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ କୋଭିଡ-୧୯ ଭୂତାଣୁ ସଂକ୍ରମଣ ନିୟନ୍ତ୍ରଣ ଲାଗି ପ୍ରଚେଷ୍ଟା ଜାରି ରହିଛି। ଶନିବାର ସୁଦ୍ଧା ଖୋର୍ଦ୍ଧା, ଟାଙ୍ଗୀ, ବୋଲଗଡ଼ ଏବଂ ବାଳକାଟୀ ସ୍ବାସ୍ଥ୍ୟ ପରୀକ୍ଷା କେନ୍ଦ୍ରରୁ ୧୬୪ଜଣଙ୍କ ସ୍ବାବ ପରୀକ୍ଷା ଲାଗି ପଠାଯାଇଥିଲା। ସମସ୍ତଙ୍କ…

ଗୋଷ୍ଠୀ ସଂକ୍ରମଣ ରୋକିବାକୁ ଯୋଜନା ପ୍ରସ୍ତୁତ କର

ନୂଆଦିଲ୍ଲୀ, ୬ା୪(ପି.ଟି.): କରୋନା ଭୂତାଣୁର ଗୋଷ୍ଠୀ ସଂକ୍ରମଣ ରୋକିବା ଦିଗରେ ଯୋଜନା ପ୍ରସ୍ତୁତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବା ରବିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକୁ ପରାମର୍ଶ ଦେଇଛନ୍ତି। ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଗୌବା ମୁଖ୍ୟ ଶାସନ…

ଭାରତରେ ଗଡ଼ିଲାଣି ୧୧୭ ମୁଣ୍ଡ: ତଥ୍ୟରେ ରହୁନି ତାଳମେଳ

ନୂଆଦିଲ୍ଲୀ,୬ା୪: ଭାରତରେ କରୋନା ଭୂତାଣୁ କାୟା ବିସ୍ତାର କରିବା ସହ ଏପର୍ଯ୍ୟନ୍ତ ୪,୨୮୮ ବ୍ୟକ୍ତିଙ୍କୁ ସଂକ୍ରମିତ କଲାଣି। ରବିବାର ରାତି ୧୨ ସୁଦ୍ଧା ମୋଟ ୧୧୭ ଜୀବନ ଯାଇଥିବା https://www.covid19india.orgର ତଥ୍ୟରୁ ଜଣାପଡ଼ିଛି। ରବିବାର କେବଳ ୬୦୪ଜଣ ସଂକ୍ରମିତ ହୋଇଥିବା ବେଳେ…

ଖୋର୍ଦ୍ଧାରୋଡ୍‌ ରେଲୱେ ପକ୍ଷରୁ ହାଓଡ଼ାକୁ ଅଣ୍ଡା ପରିବହନ

ଜଟଣୀ,୬ା୪(ଡି.ଏନ୍‌.ଏ.): ଦେଶସାରା ଲକ୍‌ଡାଉନ୍‌ ଘୋଷଣା ଯୋଗୁ ରେଲୱେର ଯାତ୍ରୀବାହୀ ଟ୍ରେନ ଚଳାଚଳ ବନ୍ଦ ରହିଛି। ହେଲେ ରେଲୱେ ପକ୍ଷରୁ ଅତ୍ୟାବଶ୍ୟକ ସାମଗ୍ରୀ ପରିବାହନ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଯଶବନ୍ତପୁର-ହାୱଡ଼ା ସମୟ ସାରଣୀ ସ୍ବତନ୍ତ୍ର ପାର୍ସଲ କାରଗୋ ଟ୍ରେନ୍‌ରେ ଅତ୍ୟାବଶ୍ୟକ ସାମଗ୍ରୀ…

ଖାଇବାକୁ ପାଉନାହାନ୍ତି ସ୍ଥାନାନ୍ତରିତ ବସ୍ତିବାସିନ୍ଦା

ଭୁବନେଶ୍ୱର,୬ା୪(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବସ୍ତି ଉଚ୍ଛେଦ ଓ ବସ୍ତିବାସିନ୍ଦାଙ୍କଙ୍କୁ ଗୋଟିଏ ଜୋନରୁ ଉଠାଇ ଅନ୍ୟ ଏକ ଜୋନକୁ ସ୍ଥାନାନ୍ତର କରୁଛନ୍ତି। କିନ୍ତୁ ବିଏମ୍‌ସି ବସ୍ତିବାସିନ୍ଦାଙ୍କ ଆଧାର ଓ ରାଶନ କାର୍ଡର ସଂଶୋଧନରେ ତତ୍ପରତା ନ ଥିବାରୁ ସେମାନେ ନାନା…

ଦାନଗହୀର ଶଟ୍‌ଡାଉନ: ଘର ଦୁଆରେ ପହଞ୍ଚୁଛି ଅତ୍ୟାବଶ୍ୟକ ସାମଗ୍ରୀ

ପୁରୀ ଅଫିସ/ପିପିଲି,(ଡି.ଏନ.ଏ.)୬ା୪: ପୁରୀ ଜିଲା ପିପିଲି ବ୍ଲକ ଦାନଗହୀର ଗାଁରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଜିଲା ପ୍ରଶାସନ ଅଧିକ ତତ୍ପର ହୋଇପଡିଛି। ଜିଲାର ଅନ୍ୟ ଅଞ୍ଚଳକୁ କିପରି ଏହା ସଂକ୍ରମିତ ନ ହେବ ସେଥିଲାଗି ବିଭିନ୍ନ ପଦକ୍ଷେପ…

ମାସ୍କ ଯୋଗାଇବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୬ା୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସମସ୍ତେ ମାସ୍କ ପିନ୍ଧିବା ପାଇଁ ରବିବାର କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପରାମର୍ଶ ଦେଇଛନ୍ତି। ଫଳରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତତ୍ପର ହୋଇପଡ଼ିଛି। ବିଭାଗର ସଚିବ ନିକୁଞ୍ଜ ଧଳଙ୍କ…

କରୋନା ଛୁଟିକୁ ନେଇ ଚିନ୍ତାରେ ଶିକ୍ଷା ବିଭାଗ: ଦଶମ ପିଲାଙ୍କୁ ମିଳିପାରେ ଅନ୍‌ଲାଇନ ଶିକ୍ଷା

ଭୁବନେଶ୍ୱର,୬ା୪(ବ୍ୟୁରୋ): ବିଶ୍ୱବ୍ୟାପୀ ମହାମାରୀର ରୂପ ନେଇଥିବା କରୋନା ବର୍ତ୍ତମାନ ସବୁକିଛି ଓଲଟପାଲଟ କରିଦେଇଛି। ସାଧାରଣ ଅବସ୍ଥା ଦେଇ କିଛି ଗତି କରୁନାହିଁ। ଏହାକୁ ରୋକିବା ଲାଗି ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଦେଶକୁ ଲକ୍‌ ଡାଉନ ଘୋଷଣା କରିଦିଆଯାଇଛି। ଆଗକୁ…

ଥଣ୍ଡା, କାଶ ପାଇଁ ଘରେ ବସି ନେବେ ଡାକ୍ତରଙ୍କ ପରାମର୍ଶ

ପୁରୀ ଅଫିସ,୬ା୪: କରୋନାର ମୁକାବିଲା ପାଇଁ ଦିନକୁ ଦିନ ବିଭିନ୍ନ ପ୍ରକାର ପଦକ୍ଷେପ ଗ୍ରହଣ କରାଯାଉଛି। କିପରି ଏହି ପ୍ରାଣଘାତୀ ଭୂତାଣୁ ନ ବ୍ୟାପିବ ସେଥିଲାଗି ସରକାରଙ୍କଠାରୁ ଆରମ୍ଭ କରି ଜିଲା ପ୍ରଶାସନ ପର୍ଯ୍ୟନ୍ତ ସମସ୍ତେ ଉଦ୍ୟମ ଚଳାଇଛନ୍ତି। ପୁରୀ ଜିଲା…

ସରକାରୀ ଅଧିକାରୀ,କର୍ମଚାରୀଙ୍କୁ ଜିଲାପାଳଙ୍କ ଚେତାବନୀ: ଅନୁପସ୍ଥିତ ରହିଲେ ନିଲମ୍ବନ

ପୁରୀ ଅଫିସ,୬ା୪: ବିଶ୍ୱ ମହାମାରୀ କରୋନା ସହିତ ଲଢୁଛି ବିଶ୍ୱ। କିପରି ଏହାକୁ ମୁକାବିଲା କରାଯାଇପାରିବ ତାହାକୁ ନେଇ ସମସ୍ତେ ଚିନ୍ତିତ। ଦିନକୁ ଦିନ ଅଧିକ ଉଗ୍ର ହେଉଛି କରୋନା। ରାଜ୍ୟରେ କରୋନା ଅକ୍ରାନ୍ତଙ୍କ ସଂଖ୍ୟା ୩୯ରେ ପହଞ୍ଚତ୍ଲାଣି। ଏଭଳି ଘଡ଼ିସନ୍ଦି…

ବମିଖାଲରେ ତ୍ୱରାନ୍ବିତ ହେବ ବିଶୋଧନ, ସ୍ବାସ୍ଥ୍ୟ ପରୀକ୍ଷା

ଭୁବନେଶ୍ୱର,୬ା୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ କରେନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଏହି ଅଞ୍ଚଳରେ ୩ ଜଣଙ୍କଠାରେ କରୋନା ପଜେଟିିଭ ଚିହ୍ନଟ ହୋଇଥିବାବେଳେ ରବିବାର ଗୋଟିଏ ଦିନରେ ୧୫ ଜଣ ଚିହ୍ନଟ ହୋଇଛନ୍ତି। ଯାହାକି ଭୁବନେଶ୍ୱର ମହାନଗର ନିଗମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?