କରୋନା ଭାଇରସ୍‌

ପୁଣି ଚିନ୍ତା ବଢ଼ାଇଲା କରୋନା: ମୁମ୍ବାଇ ହସ୍ପିଟାଲରେ ଖୋଲିଲା କୋଭିଡ୍‌ ଓ୍ବାର୍ଡ

ମୁମ୍ବାଇ, ୨୭ା୩: ମହାରାଷ୍ଟ୍ରରେ କୋଭିଡ୍‌ ସଂକ୍ରମଣ ବଢ଼ୁଥିବାରୁ ମୁମ୍ବାଇର କେତେକ ଘରୋଇ ହସ୍ପିଟାଲରେ ସ୍ବତନ୍ତ୍ର କୋଭିଡ୍‌ ଓ୍ବାର୍ଡ ଖୋଲିଛି। କେତେକ ହସ୍ପିଟାଲରେ ମାସ୍କ ବ୍ୟବହାର ଏବଂ କୋଭିଡ୍‌ ପରୀକ୍ଷା ବଢ଼ାଇ ଦିଆଯାଇଛି। ଗତ ଶନିବାର ମହାରାଷ୍ଟ୍ରରେ ୪୩୭ ସଂକ୍ରମିତ ଚିହ୍ନଟ ହୋଇଥିବା…

୨ ହଜାର ମୁହାଁ ଦୈନିକ ସଂକ୍ରମଣ: ୨୪ ଘଣ୍ଟାରେ ୧,୮୮୭ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ, ୨୬।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ…

କରୋନା ନେଇ କେନ୍ଦ୍ରର ଆଡଭାଇଜରୀ: ଏପ୍ରିଲ୍‌ ୧୦-୧୧ରେ ମକ ଡ୍ରିଲ୍‌ …

ନୂଆଦିଲ୍ଲୀ,୨୫।୩ : ଦେଶରେ କରୋନାଭାଇରସ ଏବଂ ଫ୍ଲୁ ସଂକ୍ରମଣ  ବୃଦ୍ଧି ମଧ୍ୟରେ କେନ୍ଦ୍ର ଦ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏକ ଆଡଭାଇଜରୀ ଜାରି କରିଉନ୍ତି। ଏଥିରେ କରୋନା ପାଇଁ ସ୍ଥିର ହୋଇଥିବା ସୁରକ୍ଷା ପ୍ରୋଟୋକଲକୁ ଅନୁସରଣ କରିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି । ଜନଗହଳି…

କରୋନା ସମୟରେ ଦେଶରେ ଗରିବ ବୃଦ୍ଧି ଦାବି ମିଛ, ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ରଖିଲେ ତଥ୍ୟ

ନୂଆଦିଲ୍ଲୀ,୨୧ ।୩: କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ ପ୍ରଫେସର ତଥା ନୀତି ଆୟୋଗର ପୂର୍ବତନ ଉପାଧ୍ୟକ୍ଷ ଅରବିନ୍ଦ ପନଗରିଆ କହିଛନ୍ତି କୋଭିଡ-୧୯ ମହାମାରୀ ସମୟରେ ଦେଶରେ ଗରିବ ଓ ଅସମାନତା ବୃଦ୍ଧି ଦାବି କରାଯାଇଥିବା ବେଳେ ଏହା ସମ୍ପୂର୍ଣ୍ଣ ଭୁଲ ବୋଲି ସେ କହିଛନ୍ତି…

ଚିନ୍ତା ବଢ଼ାଇଲା କରୋନା: ମଧ୍ୟପ୍ରଦେଶର ୫ଟି ଜିଲାରେ ପଜିଟିଭ୍‌ ଚିହ୍ନଟ

ଭୋପାଳ,୨୦।୩: କିଛି ମାସର ବ୍ୟବଧାନ ପରେ ପୁଣି ଥରେ କରୋନା ନିଜର କାୟା ମେଲାଇଲାଣି। ଦେଶର କେତେକ ରାଜ୍ୟରେ କରୋନା ପୁଣି ଚିନ୍ତା ବଢ଼ାଇଛି। ଇତିମଧ୍ୟରେ ମଧ୍ୟପ୍ରଦେଶର ୫ଟି ଜିଲାରେ କରୋନା କାୟା ବିସ୍ତାର କରିଛି। ଫଳରେ ଲଗାତର ଭାବେ କରୋନା…

ହଜାରେ ଟପିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ୧,୦୭୦ ଆକ୍ରାନ୍ତ…

ନୂଆଦିଲ୍ଲୀ, ୧୯।୩: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ପୁଣି ଦୈନିକ କରୋନା ସଂକ୍ରମଣ ମାମଲା ବଢ଼ିଛି। ଏହା ଅଣାୟତ୍ତ…

କରୋନା ଉତ୍ପତ୍ତି ତଥ୍ୟ ଇଣ୍ଟରନେଟରେ ଜାରି କରି ହଟାଇବା ମାମଲା: ଚାଇନାକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଜବାବ ତଲବ…

ବେଜିଂ,୧୮।୩ : ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ କରୋନାଭାଇରସର ଉତ୍ପତ୍ତି ବିଷୟରେ ବୈଜ୍ଞାନିକ ଅନୁସନ୍ଧାନକୁ ଅବରୋଧ କରିଥିବାରୁ ଚାଇନା କର୍ତ୍ତୃପକ୍ଷଙ୍କୁ ତାଗିଦ କରିଛି। ଚାଇନା କର୍ତ୍ତୃପକ୍ଷଙ୍କୁ ମଧ୍ୟ ତିନି ବର୍ଷ ପୂର୍ବେ ତଥ୍ୟ ପ୍ରକାଶ ନ କରିବାର କାରଣ ଏବଂ ଜାନୁଆରୀରେ ଏହା…

ଭାରତରେ ଦ୍ରୁତ ଗତିରେ ବ୍ୟାପୁଛି କରୋନାର ନୂଆ ଭାରିଆଣ୍ଟ: ଆଗାମୀ ଲହରର ଆଶଙ୍କା କହିଲେ ଏକ୍ସପର୍ଟ

ନୂଆଦିଲ୍ଲ,୧୭।୩: ଭାରତରେ ଗତ କିଛି ଦିନରୁ କୋଭିଡ-୧୯ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଭାରତରେ ପ୍ରାୟ ଚାରିମାସ ପରେ ଗୁରୁବାର ୭୦୦ରୁ ଊର୍ଦ୍ଧ୍ୱ କରୋନା ମାମଲା ଚିହ୍ନଟ ହୋଇଛି। ଏହାକୁ ମିଶାଇ ବତ୍ତର୍ମାନ ଭାରତରେ ସକ୍ରିୟ ମାମଲା ସଂଖ୍ୟା ୪,୬୨୩କୁ…

ମୁମ୍ବାଇରେ ପୁଣି ବଢ଼ୁଛି କରୋନା ମାମଲା: ମହାରାଷ୍ଟ୍ରକୁ ଚିଠି ଲେଖିଲା କେନ୍ଦ୍ର

ମୁମ୍ବାଇ,୧୬।୩: ସମଗ୍ର ଦେଶରେ ଏଚ୍‌୨ଏନ୍‌୩ ଇନ୍‌ଫ୍ଲୁଏଞ୍ଜା ଫ୍ଲୁ ବୃଦ୍ଧି ମଧ୍ୟରେ କରୋନା ଭାଇରସ୍‌ ମାମଲା ବୃଦ୍ଧି ପାଇବାରେ ଲାଗିଛି। ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇରେ ପୁଣି ଥରେ ଲୋକଙ୍କୁ କରୋନା ଭୟ ଘାରିଲାଣି। ମଙ୍ଗଳବାର ଏଠାରେ କୋଭିଡର ୩୬ଟି ମାମଲା ସାମ୍ନାକୁ…

କରୋନା ମହାମାରୀ ପାଇଁ ଦାୟୀ କିଏ ? ଆମେରିକା ନା ଚାଇନା, ଗବେଷଣା ପାଇଁ ଟଙ୍କା ଦେଇଥିବା ଅବା ଲିକ୍‌ କରିଥିବା ଦେଶ ଦୋଷୀ !…

ଓ୍ବାଶିଂଟନ/ବେଜିଂ,୧୩।୩: କରୋନା ଭୂତାଣୁର ଲିକ୍‌ ନେଇ ଆରୋପ ପ୍ରତ୍ୟାରୋପ ଜାରି ରହିଛି। ଏନେଇ ଚାଇନାକୁ ଦୋଷୀ ବୋଲି ସଭତଏଁ କହୁଛନ୍ତି। ତେବେ ଏଥିପାଇଁ ଆମେରିକା ଏବଂ ଚାଇନା ଉପରେ ଅଙ୍ଗୁଳି ଉଠିବା ଆରମ୍ଭ ହୋଇଛି। ଚାଇନାର ଉହାନ ଲ୍ୟାବରୁ ଏହା ଲିକ୍‌…

କିଏ ସେ ରହସ୍ୟମୟୀ ମହିଳା ? ଦାବି କରିିଥିଲେ ଉହାନ ଲ୍ୟାବରୁ ହୋଇଛି କରୋନ ଭୂତାଣୁ ଲିକ୍‌…

ଓ୍ବାଶିଂଟନ,୧୩।୩:  କରୋନା ଭୂତାଣୁର ଲିକ୍‌ ନେଇ ନାନା ଚର୍ଚ୍ଚା ଜାରି ରହିଛି। ବିଶ୍ୱସ୍ବାସ୍ଥ୍ୟ ସଂଗଠନଠାରୁ ଆରମ୍ଭ କରି ଅନ୍ୟ ରାଷ୍ଟ୍ର ଏହାର ଉତ୍ପତ୍ତି ସାର୍ବଜନୀନ କରିବାକୁ ଦାବି କରୁଛନ୍ତି। ଏପରିସ୍ଥଳେ ଆମେରିକା ଗୁପ୍ତଚର ଏଜେନ୍ସି ଦ୍ୱାରା ରାଷ୍ଟ୍ରପତି ଜୋ ବାଇଡେନଙ୍କ ପାଖକୁ…

କରୋନା ଭୂତାଣୁ ଲିକ୍‌ ସମ୍ପର୍କିତ ତଥ୍ୟ ସାର୍ବଜନୀନ କରିବ ଆମେରିକା: ବାଇଡେନଙ୍କ ମଞ୍ଜୁରୀକୁ ଅପେକ୍ଷା…

ଓ୍ବାଶିଂଟନ,୧୩।୩ : କରୋନା ମହାମାରୀର ଉତ୍ପତ୍ତି ସହ ଜଡିତ ସମସ୍ତ ସୂଚନା ପ୍ରସ୍ତୁତ କରିବାକୁ ଆମେରିକା ସଂସଦ ସର୍ବସମ୍ମତି କ୍ରମେ ଏକ ବିଲ ଅନୁମୋଦନ କରିଛି। ଏହାର ଲିକ୍‌ ବିଷୟରେ ସର୍ବସାଧାରଣ ସୂଚନା ଦେବାକୁ ବିଲ ନ୍ୟାଶନାଲ ଇଣ୍ଟେଲିଜେନ୍ସ ନିର୍ଦ୍ଦେଶକଙ୍କୁ କହିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri