କରୋନା ଭାଇରସ୍‌

ଡବ୍ଲ୍ୟୁଏଚ୍‌ଓର ସତର୍କ ସୂଚନା, ଭାରତକୁ କରୋନା ନେଇ ଚେତାବନୀ…

ଜେନେଭା/ନୂଆଦିଲ୍ଲୀ,୧୭।୩ : ଗତ ଦୁଇ ବର୍ଷ ଧରି କରୋନା ମହାମାରୀ ସମଗ୍ର ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଅବଶ୍ୟ, ଗତ କିଛି ସପ୍ତାହ ଧରି ଭାତରରେ କରୋନା ମାମଲା କ୍ରମାଗତ ଭାବେ ହ୍ରାସ ପାଉଛି। କିନ୍ତୁ ବର୍ତ୍ତମାନ ବିଶ୍ୱ ସୱାସ୍ଥ୍ୟ ସଂଗଠନ…

ପୁଣି କମିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୧୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ୫୩୯ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୬୦…

୧୫ରୁ ୧୭ ବର୍ଷ ବୟସ୍କ ପିଲାଙ୍କ ଟିକାକରଣ, ୧.୧୯ କୋଟି ଦ୍ୱିତୀୟ ଡୋଜ୍‌ ନେଇ ନାହାନ୍ତି…

ନୂଆଦିଲ୍ଲୀ,୧୭।୩ : କରୋନା ବିରୋଧୀ ଲଢ଼େଇରେ ଦେଶରେ ଇତିମଧ୍ୟରେ ୧୨ରୁ ୧୪ ବର୍ଷ ବୟସର ପିଲାମାନଙ୍କର ଟିକାକରଣ ଆରମ୍ଭ ହୋଇଛି। କିନ୍ତୁ ତୃତୀୟ ଲହର ପରେ ସଂକ୍ରମଣର ଗତି କମୁଥିବାରୁ ଟିକାକରଣ ବିଷୟରେ କୌଣସି ଗମ୍ଭୀରତା ଦେଖିବାକୁ ମିଳୁ ନାହିଁ। ଦେଶରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଚେତାବନୀ, ବିଦେଶରେ ବଢୁଛି କରୋନା ସଂକ୍ରମଣ…

ନୂଆଦିଲ୍ଲୀ,୧୭।୩ : ଚାଇନା, ଦକ୍ଷିଣ ପୂର୍ବ ଏସିଆ ଏବଂ ୟୁରୋପରେ ପୁଣି ଥରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ସ୍ବାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡବ୍ୟ ଅଧିକାରୀମାନଙ୍କୁ ସଜାଗ ରହିବାକୁ ଏବଂ ତଦାରଖ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୬ା୩(ବ୍ୟୁରୋ): ରାଜ୍ୟରୁ ବୁଧବାର ଆଉ ୧୧୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୭,୦୪୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଓମିକ୍ରନ୍‌ର ଷ୍ଟିଲ୍‌ଥ ଭାରିଆଣ୍ଟ୍‌, ଭାରତ ଉପରେ କେତେ ବିପଦ ?…

ନୂଆଦିଲ୍ଲୀ, ୧୬।୩ : ତିନିବର୍ଷ ପରେ ମଧ୍ୟ କରୋନାର ଭୟ ମନରୁ ଯାଇନି। ଏବେ ପୁଣିଥରେ କରୋନା ଆତଙ୍କ ବଢ଼ିବାରେ ଆରମ୍ଭ ହୋଇଛି। ଓମିକ୍ରନ୍‌ର ନୂଆ ଭାରିଆଣ୍ଟ୍‌ ଷ୍ଟିଲ୍‌ଥ ଓମିକ୍ରନ୍‌ର ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ବିଏ.୨ ଭାରିଆଣ୍ଟ…

କରୋନା ପୁଣି ଫେରିଲା, ୫ କୋଟି ଲୋକ ଘରେ ବନ୍ଦ…

ବେଜିଂ, ୧୬।୩ : କରୋନା ମହାମାରୀ ପୁଣି ଚାଇନାକୁ ଫେରିଛି। ଗତ ତିନି ଦିନ ଧରି ଚାଇନାରେ ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫,୨୮୦ ନୂତନ ମାମଲା ପଞ୍ଜିକୃତ ହୋଇଛି। ସେଥିମଧ୍ୟରୁ ୩,୫୦୭…

ରାଜ୍ୟରେ ଆଜି ବି ୧୦୦ ତଳେ ପଜିଟିଭ ସଂଖ୍ୟା

ଭୁବନେଶ୍ୱର,୧୬।୩ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୧୨ ଜଣ ପିଲା ଅଛନ୍ତି। ସେହିପରି ୪୫ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୫ ଜଣ ସ୍ଥାନୀୟ ସଂକ୍ରମିତ…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ତଳମୁହାଁ…

ନୂଆଦିଲ୍ଲୀ, ୧୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ୮୭୬ ରେ ପହଞ୍ଚିଛି। ସେହିପରି ମୃତ୍ୟୁ ସଂଖ୍ୟା ୯୮…

ପୁଣି ବଢ଼ିଲା ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା…

ନୂଆଦିଲ୍ଲୀ, ୧୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଦୈନିକ ସଂକ୍ରମଣ ୨ ହଜାର…

ବୁଧବାରଠାରୁ ୧୨ବର୍ଷରୁ ଊର୍ଦ୍ଧ୍ୱଙ୍କୁ ଟିକାକରଣ ପାଇଁ ପଞ୍ଜିକରଣ ଆରମ୍ଭ

ନୂଆଦିଲ୍ଲୀ,୧୫।୩: କରୋନା ବିରୋଧରେ ଲଢ଼େଇ ପାଇଁ ଦେଶରେ କେନ୍ଦ୍ର ସରକାର ଟିକାକରଣ ଅଭିଯାନକୁ ତ୍ୱରାନିତ କରିଛନ୍ତି। ଇତିମଧ୍ୟରେ କେନ୍ଦ୍ର ସରକାର ୧୨ବର୍ଷରୁ ୧୪ବର୍ଷର ବୟସ୍କ ପିଲାଙ୍କୁ କରୋନା ଭ୍ୟାକ୍ସିନ ଦେବା ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ମାର୍ଚ୍ଚ ୧୬ରୁ ଅର୍ଥାତ୍‌ ବୁଧବାରଠାରୁ…

ଚାଇନାରେ ହୁ ହୁ ହୋଇ ବଢ଼ୁଛି କରୋନା

ବେଜିଂ,୧୫।୩: କରୋନା ମହାମାରୀର ଏନ୍ତୁଡିଶାଳ କୁହାଯାଉଥିବା ଚାଇନାରେ ପୁଣି ଥରେ କରୋନା ପ୍ରକୋପ ଦେଖିବାକୁ ମିଳିଛି। ଚାଇନାରେ ଏବେ କରୋନା ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଉକ୍ତ ଦେଶରେ ୫ହଜାରରୁ ଊର୍ଦ୍ଧ୍ୱ ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri