Odisha Elections 2024

କରୋନା ଭାଇରସ୍‌

ପ୍ରବେଶ ପଥ ଜଗିଛନ୍ତି ଗ୍ରାମବାସୀ

ଛେଣ୍ଡିପଦା,୫। ୪(ସ୍ବ.ପ୍ର.)- କରୋନା ସଂକ୍ରମଣରୁ ଗଁ।କୁ ସୁରକ୍ଷା ଦେବାକୁ ଛେଣ୍ଡିପଦା ବ୍ଲକ କଣଲୋଇ ଗ୍ରାମବାସୀ ପ୍ରବେଶ ପଥରେ ଜଗିବସିବା ସହ ସ୍ବଚ୍ଛତା ଓ ସାମାଜିକ ଦୂରତା ରକ୍ଷା ପାଇଁ ଲୋକଙ୍କୁ ସଚେତନ କରୁଛନ୍ତି। ଏପରି କି ଅତି ଜରୁରୀ କାମରେ...

୧୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ବମିଖାଲ ଅଞ୍ଚଳର ୧୫ ଚିହ୍ନଟ

ଭୁବନେଶ୍ୱର,୫।୪(ବ୍ୟୁରୋ): ଭୁବନେଶ୍ୱର ବମିଖାଲ ଅଞ୍ଚଳରେ ରବିବାର ୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସକାଳେ ଜଣେ ଚିହ୍ନଟ ହୋଇଥିବା ବେଳେ ରାତିରେ ଆଉ ୧୫ଜଣଙ୍କ ରିପୋର୍ଟ ପଜିଟିଭ ଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ୍‌ କରିଛି। ରାତିରେ...

ଗୋରୁଙ୍କ ସାହାରା ସାଜିଛନ୍ତି ରୁକେଶ

ଅନୁଗୋଳ ଅଫିସ, ୫।୪- ଅନୁଗୋଳ ସହରରେ ଥିବା ବୁଲା ଗୋରୁମାନେ ଖାଇବାକୁ ପାଉ ନ ଥିବା ବେଳେ ସେମାନଙ୍କ ସାହାରା ସାଜିଛନ୍ତି ସ୍ଥାନୀୟ ଯୁବକ ରୁକେଶ ରୋଷନ। ଗତ ୪ ଦିନ ହେବ ସେ ସହରରେ ବୁଲୁଥିବା ଷଣ୍ଢ, ଗୋରୁଙ୍କୁ...

ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସମ୍ପର୍କରେ ଗ୍ରାମାଞ୍ଚଳ ବାସିନ୍ଦାଙ୍କୁ ସଚେତନ କରାଇବା ନିମନ୍ତେ ଏକ ବୈଠକ ରବିବାର କିଶୋରନଗର ବ୍ଲକ ନୁନୁକାପଶି ପଞ୍ଚାୟତ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ସରପଞ୍ଚ ଜଳଧର ସାହୁଙ୍କ ସଭାପତିତ୍ୱରେ ଏହି ବୈଠକରେ ସ୍ବସ୍ଥ୍ୟକର୍ମୀ ସସ୍ମିତା ସାହୁ,...

ଅନୁଗୋଳରେ ନାହିଁ ପର୍ଯ୍ୟାପ୍ତ ପିପିଇ

ଅନୁଗୋଳ ଅଫିସ, ୫।୪- କରୋନା ଆକ୍ରାନ୍ତଙ୍କ ଚିକିତ୍ସା ବେଳେ ଡାକ୍ତର, ନର୍ସ ଓ ଅନ୍ୟ ସହଯୋଗୀମାନେ ପର୍ସନାଲ ପ୍ରୋଟେକ୍‌ଶନ୍‌ ଇକ୍ୟୁପମେଣ୍ଟ(ପିପିଇ) ପିନ୍ଧିବା ଜରୁରୀ। ନଚେତ ସେମାନେ ମଧ୍ୟ ଏହି ମାରାତ୍ମକ ଭୂତାଣୁ ଦ୍ୱାରା ସଂକ୍ରମିତ ହେବାର ଭୟ ରହିଛି। କିନ୍ତୁ...

ବ୍ଲିଚିଂ ପାଣିରେ ହେଲା ବିଶୋଧନ

ପରଜଙ୍ଗ/ଭୁବନ, ୫।୩(ଡି.ଏନ.ଏ.)-ରାଜ୍ୟରେ ବୃଦ୍ଧି ପାଉଥିବା କରୋନା ରୋଗୀ ସଂଖ୍ୟା ରାଜ୍ୟ ସରକାରଙ୍କୁ ଚିନ୍ତାରେ ପକାଇଛି। ଏହା ପରେ ପ୍ରତିଷେଧକମୂଳକ ବ୍ୟବସ୍ଥା ସ୍ବରୂପ ଜନଗହଳିପୂର୍ଣ୍ଣ ସ୍ଥାନକୁ ରାସାୟନିକ ସିଞ୍ଚନ କରି ବିଶୋଧନ କରାଯାଉଛି। ଏହିକ୍ରମରେ ପରଜଙ୍ଗ ଅଗ୍ନିଶମ ବାହିନୀ ପକ୍ଷରୁ ରବିବାର...

ଲକ୍‌ଡାଉନ ଉଲ୍ଲଂଘନ, ୧୭ ଗିରଫ

ଭୁବନ, ୫।୪(ଡି.ଏନ.ଏ.)-ଲକ୍‌ଡାଉନ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନ ପୋଲିସ ଶନିବାର ୧୭ଜଣଙ୍କୁ ଗିରଫ କରିଛି। କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ପ୍ରଶାସନ ପକ୍ଷରୁ ବ୍ୟାପକ ସଚେତନତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ଏହାସତ୍ତ୍ୱେ କେତେଜଣ ଅମାନିଆ ଯୁବକ ଏହାକୁ...

ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ: ଗୋଟିଏ ଦିନରେ ୧୮ ପଜିଟିଭ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ପୁଣି ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନେ ସମସ୍ତେ ଭୁବନେଶ୍ୱରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେମାନଙ୍କ ଟ୍ରାଭେଲ ହିଷ୍ଟ୍ରି ଅଛି କି ନାହିଁ, ସେ ସମ୍ପର୍କରେ ଏ...

ସଙ୍କଟ ଟାଳିବ ସଚେତନତା: ଜିଲାପାଳ

ଢେଙ୍କାନାଳ ଅଫିସ, ୫।୪-ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ସମସ୍ତଙ୍କ ପାଇଁ ସତର୍କ ଘଣ୍ଟି ବଜାଇଛି। ସତର୍କତା, ସଚେତନତା, ସାମାଜିକ ଦୂରତ୍ୱ ହିଁ ଏହି ମହାମାରୀ କବଳରୁ ରକ୍ଷା କରିପାରିବ। ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ସଚେତନତା ସୃଷ୍ଟି କରିବା...

ପ୍ରକୃତ ରୂପକୁ ଫେରୁଛି ପ୍ରକୃତି

ନୂଆଦିଲ୍ଲୀ: କୋଭିଡ୍‌-୧୯କୁ ନେଇ ସୃଷ୍ଟି ହୋଇଛି ହାହାକାର ପରିସ୍ଥିତି। ଏହାକୁ ନେଇ ଅବ୍ୟବସ୍ଥିତ ହୋଇପଡ଼ିଛି ସାରା ବିଶ୍ୱ। ସଂକ୍ରମଣ ରୋକିବାକୁ ଭାରତ ଏବେ ୨୧ଦିନିଆ ଲକ୍‌ଡାଉନ୍‌ରେ। ଇତିହାସରେ ପ୍ରଥମ ଥର ପାଇଁ ଏପରି କଟକଣା ଲାଗୁ କରାଯାଇଛି। ଫଳରେ ଏବେ...

କରୋନା ବିରୋଧରେ ଲଢ଼େଇ: ଏକଜୁଟ ହୋଇ ଦୀପ ଜାଳିଲେ ଦେଶବାସୀ

ନୂଆଦିଲ୍ଲୀ,୫ ।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଥିବାବେଳେ ଏହାକୁ ରୋକିବା ଲାଗି ଦେଶବାସୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅନୁରୋଧ କ୍ରମେ ରବିବାର ରାତ୍ର ୯ଠାରୁ ୯ ମିନିଟ୍ ପାଇଁ ଦୀପ ଜାଳିଛନ୍ତି । ପ୍ରଧାନମନ୍ତ୍ରୀଙ୍କ କ୍ୟାବିନେଟର ବହୁ...

ଆସନ୍ତାକାଲିଠାରୁ ଭୋପାଳରେ ଲକ୍‌ଡାଉନ୍‌ କଡ଼ାକଡ଼ି: ଖୋଲାରହିବ କ୍ଷୀର, ଔଷଧ ଦୋକାନ

ଭୋପାଳ,୫।୪: ମଧ୍ୟପ୍ରଦେଶରେ କରୋନା ଭାଇରସ୍‌ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ସେଠାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୧୮୨ ହୋଇଥିବା ବେଳେ ସେଥିରୁ ୧୩ ଜଣଙ୍କର ମୃତ୍ୟୁ ଘଟିସାରିଛି। ତୀବ୍ରଗତିରେ ବୃଦ୍ଧି ପାଉଥିବା କରୋନାକୁ ରୋକିବା ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri