କରୋନା ଭାଇରସ୍‌

ଝାରସୁଗୁଡା : ହୋମ କ୍ୱାରେଣ୍ଟାଇନରେ ଅଛନ୍ତି ୧୮୪୦ଜଣ

ଝାରସୁଗୁଡା ଅଫିସ,୫ା୪- କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ପାଇଁ ଝାରସୁଗୁଡା ଜିଲା ପ୍ରଶାସନ ବିଭିନ୍ନ ପଦକ୍ଷେପ ମାନ ନେଉଛି । ଜିଲା ପ୍ରଶାସନ ସହିତ ଜିଲା ସ୍ୱାସ୍ଥ୍ୟ ବିଭାଗ ଏଥିପାଇଁ ସଜାଗ ରହିଛି ବୋଲି ଜିଲାପାଳ ସରୋଜ କୁମାର ସାମଲ...

ଜଗତସିଂହପୁର ଜିଲାର ସମସ୍ତ ନମୁନା ନେଗେଟିଭ୍

ଜଗତ୍ସିଂହପୁର ଅଫିସ, ୫।୪: କରୋନା ଭୂତାଣୁ (କୋଭିଡ୍-୧୯ ) ସଂକ୍ରମଣକୁ ନେଇ ଜିଲାବାସୀଙ୍କ ମଧ୍ୟରେ ଦେଖା ଦେଇଥିବା ଭୟ ଆପାତତଃ ଦୂର ହୋଇଛି। କାରଣ ଖବର ଲେଖାହେବା ଭିତରେଜଗତସିଂହପୁର ଜିଲାରୁ ଯାଇଥିବା ସମସ୍ତ 38ଟି ଯାକ ନମୁନା ରିପୋର୍ଟ ନେଗେଟିଭ୍...

ଲକଡାଉନ୍ ଯୋଗୁ ହୋଇପାରିଲାନି ଚିକିତ୍ସା: ଅନ୍ତିମ ସଂସ୍କାର ପାଇଁ ପିତାଙ୍କ ମୃତଦେହକୁ କାନ୍ଧ ଦେଲେ ୫ କନ୍ୟା

ଲକ୍ଷ୍ନୌ,୫ ।୪: ଭାରତରେ ଦେଖାଦେଇଥିବା କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୧ ଦିନିଆ ଲକଡାଉନ୍ ଘୋଷଣା କରିଛନ୍ତି । ଉତ୍ତରପ୍ରଦେଶ ଆଲିଗଡ଼ରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି । ବନଦେବୀ ଥାନା ଅନ୍ତର୍ଗତ ନୁମାଇସ୍...

ଘରେ କ୍ୱାରାଣ୍ଟାଇନରେ ଥିବା ଲୋକଙ୍କ ଉପରେ ନଜର ରଖିବାକୁ ଆପ୍ ଲଞ୍ଚ କଲେ ଗୋଆ ସରକାର

ପଣଜୀ,୫ ।୪: କରୋନା ସଂକ୍ରମଣ କାରଣରୁ ଯେଉଁମାନେ ଘରେ କ୍ୱାରାଣ୍ଟାଇନରେ ରହିଛନ୍ତି ସେମାନଙ୍କ ଉପରେ ନଜର ରଖିବାକୁ ଗୋଆ ସରକାର ଜିପିଏସ୍ ବେସ୍‌ଡ ଲୋକେଶନ ଟ୍ରାକର “କୋଭିଡ ଲୋକେଟର” ଆପ୍ ଲଞ୍ଚ କରିଛନ୍ତି । ଫଳରେ କ୍ୱାରାଣ୍ଟାଇନରେ ଥିବା ଲୋକେ...

ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର, ୫।୪(ବ୍ୟୁରୋ): ରାଜ୍ୟରେ ଆଉ ଦୁଇଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣେ ଭୁବନେଶ୍ୱର କପିଳ ପ୍ରସାଦ ହାଉସିଂ ବୋର୍ଡ଼ କଲୋନୀ ଫେଜ-୨ର ୭୦ ବର୍ଷୀୟ ବୃଦ୍ଧ ଅଟନ୍ତି। ସେ ଗତ ୨୨ରେ ଅଷ୍ଟ୍ରେଲିଆରୁ ଫେରିଥିଲେ। ସେଠାରୁ...

ଲକ୍‌ଡାଉନ୍‌: ସରକାରଙ୍କ ସାହାଯ୍ୟ ଲୋଡିଲେ ରୂପଜୀବୀ

ନାସିକ,୫ ।୪: କରୋନା ଭାଇରସ କାରଣରୁ ସାରା ଦେଶରେ ଲକ୍‌ଡାଉନ୍ ଘୋଷଣା କରାଯାଇଛି । ଫଳରେ ଅନେକ ଲୋକଙ୍କ ଜୀନଜୀବିକା ଉପରେ ଏହାର ପ୍ରଭାବ ପଢିଛି । ଏହି ସମୟରେ ସରକାରଙ୍କ ପକ୍ଷରୁ ବିପଏଲ୍ ପରିବାରକୁ ଚାଉଳ, ଗହମ ଆଦି...

କୋଭିଡ-୧୯: ପୂର୍ବତନ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ମୋଦି

ନୂଆଦିଲ୍ଲୀ,୫ ।୪: ଦେଶରେ ବଢି ଚାଲିଛି କରୋନା ସଂକ୍ରମିତ ଓ ମୃତକଙ୍କ ସଂଖ୍ୟା । ଏବେ ଏହାର ମୁକାବିଲା କରିବା ସରକାରଙ୍କ ପାଇଁ ଯେମିତି ଏକ ଚ୍ୟାଲେଞ୍ଜ ହୋଇଯାଇଛି । ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୂର୍ବତନ ରାଷ୍ଟ୍ରପତି...

ଡାକ୍ତରଙ୍କ ପରେ ଭାଇରାଲ ହେଉଛି ଏହି କରୋନା ଯୋଦ୍ଧାଙ୍କ ଫଟୋ

ଇନ୍ଦୋର,୫ ।୪: ଦେଶରେ ବଢି ଚାଲିଥିବା କରୋନା ସଂକ୍ରମଣ ସମସ୍ତଙ୍କୁ ଚିନ୍ତାରେ ପକାଇଥିବା ବେଳେ କିଛି ଭଲ ଖବର ମଧ୍ୟ ସାମ୍ନାକୁ ଆସୁଛି । ଡାକ୍ତର ଓ ନର୍ସଙ୍କ ବ୍ୟତୀତ ଏହି କରୋନା ଯୁଦ୍ଧରେ ପୋଲିସ କର୍ମଚାରୀଙ୍କର କିଛି କମ୍...

ମାସ୍କ୍ ବିକ୍ରି ପାଇଁ ଘରୁ ଗୋଡ଼କାଢ଼ିଲା ଶିଶୁ: ଟଙ୍କା ନ ଥିଲେ ବି ମାଗଣାରେ ନେଇଯିବାକୁ କହିଲା

ଇସଲାମାବାଦ୍‌,୫ ।୪: କୁହାଯାଏ ବିପଦ ସମୟରେ ଲୋକଙ୍କ ମଧ୍ୟରେ ଏକଜୁଟ ହେବାର ସ୍ୱଭାବ ଦେଖାଦେଇଥାଏ । ଲୋକେ ଭେଦଭାବ ଭୁଲି ବିପଦ ବିରୋଧରେ ଲଢ଼େଇ କରିବା ଲାଗି ପ୍ରସ୍ତୁତ ହୋଇଥାନ୍ତି । ଏହାର ସଦ୍ୟତମ ଉଦାହରଣ ପାକିସ୍ତାନର ଏକ ଛୋଟ...

ଲକ୍‌ଡାଉନ୍‌ ସମୟରେ ମା’ କରୀନାଙ୍କୁ ସୁନ୍ଦର ଉପହାର ଦେଲେ ତୈମୁର

ମୁମ୍ବାଇ: ଲକ୍‌ଡାଉନ୍‌ ପାାଇଁ ବଲିଉଡ୍‌ କଳାକାରମାନେ ଏବେ ଘରେ ସମୟ ବିତାଉଛନ୍ତି। ଏହି ଅବସରରେ କଳାକାରମାନେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଥିବା ଦେଖିବାକୁ ମିଳୁଛି। ସେମାନେ ନିଜର ଭିଡିଓ ଓ ଫଟୋ ପ୍ରଶଂସକଙ୍କ ପାଇଁ ଶେୟାର କରୁଛନ୍ତି। ସେହିପରି...

କରୋନା ସଂକ୍ରମିତଙ୍କ ଚିକିତ୍ସା କରିଥିବା ୬୩ ପ୍ରତିଶତ ଡାକ୍ତର-ନର୍ସ ହୋଇଛନ୍ତି ମାନସିକ ରୋଗଗ୍ରସ୍ତ !

ବେଜିଂ,୫ ।୪: ଚାଇନାରୁ ଆରମ୍ଭ ହୋଇଥିବା କରୋନା ସଂକ୍ରମଣ ଏବେ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି । ତେବେ ଉହାନରେ ସଂକ୍ରମିତଙ୍କ ଚିକିତ୍ସା କରିଥିବା ୬୩ ପ୍ରତିଶତ ଡାକ୍ତର ଏବଂ ନର୍ସ ମାନସିକ ରୋଗଗ୍ରସ୍ତ ହୋଇଥିବା କୁହାଯାଉଛି ।...

ଦେଶରେ ପ୍ରସ୍ତୁତ ହେଲାଣି ୩୨ ଲକ୍ଷ ମାସ୍କ୍‌: କାମରେ ଲାଗିଛନ୍ତି ୬୫ ହଜାରରୁ ଅଧିକ ଲୋକ

ନୂଆଦିଲ୍ଲୀ,୫ ।୪: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । କରୋନାରୁ ଦୂରେଇ ରହିବା ଲାଗି ମାସ୍କ୍ ପିନ୍ଧିବା ଜରୁରୀ ବୋଲି ସରକାରଙ୍କ ପକ୍ଷରୁ ମାର୍ଗଦର୍ଶିକା ଜାରି ହୋଇଛି । ଏହାକୁ ଦୃଷ୍ଟିରେ ରଖି ଇତିମଧ୍ୟରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri