ମହାରାଷ୍ଟ୍ରରୁ ଆସିଲା ଖୁସି ଖବର: ସୁସ୍ଥ ହେଲେ ୫୦ କରୋନା ସଂକ୍ରମିତ
ମୁମ୍ବାଇ,୪।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢି ବଢି ଚାଲିଥିବା ବେଳେ ଏବେ ସେଠାରେ ୫୦ ଜଣ କରୋନା ପଜିଟିଭ ସୁସ୍ଥ ହୋଇଥିବା ସୂଚନା ମିଳିଛି। ମହାରାଷ୍ଟ୍ରର ସ୍ୱାସ୍ଥମନ୍ତ୍ରୀ ରାଜେଶ ଟୋପେ ଶନିବାର ଏହି ସୂଚନା ଦେଇଛନ୍ତି। ତେବେ ଶନିବାର ଅପରାହ୍ନ…
କ୍ୱାରାଣ୍ଟାଇନ ପାଇଁ ନିଜ ଅଫିସ ଯୋଗାଇଦେଲେ ଗୌରୀ- ଶାହାରୁଖ
ମୁମ୍ବାଇ: କରୋନା ଭାଇରସର ସଂକ୍ରମଣକୁ ରୋକିବାକୁ ରାଜନେତା ଠାରୁ ନେଇ ସେଲିବ୍ରିଟି ପର୍ଯ୍ୟନ୍ତ ଟେଲି କଳାକାରଠାରୁ ସାଧାରଣ ଜନତାଙ୍କ ପର୍ଯ୍ୟନ୍ତ ସମସ୍ତେ ଆଗେଇ ଆସିଛନ୍ତି। ଏବେ ଏହି କ୍ରମରେ ବଲିଉଡ ବାଦଶାହା ଶାହାରୁଖ ଖାଁ ଓ ତାଙ୍କ ଧର୍ମପତ୍ନୀ ଗୌରୀ ଖାଁ…
ଚାଇନାରୁ ଆସିଲା ଭଲ ଖବର: ସଫଳତାର ସହ ପରୀକ୍ଷା ହେଲା କରୋନା ଟୀକା!
ବେଜିଂ,୪।୪: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୨ଶହ ଦେଶକୁ ବ୍ୟାପି ସାରିଲାଣି। ହେଲେ ଚାଇନା ଏବେ କରୋନା ଭାଇରସ ପାଇଁ ବାହାର କରିଥିବା ଟୀକା ସଫଳତାର ସହ ପରୀକ୍ଷା କରିଥିବା କହିଛି। ମାର୍ଚ୍ଚ ୧୭ ରେ…
ଭିମସାରରେ ୪ ନମୂନା ନେଗେଟିଭ୍
ସମ୍ବଲପୁର,୪।୪(ବ୍ୟୁରୋ): ବୁର୍ଲା ଭିମସାରେ ଭର୍ତ୍ତି ହୋଇଥିବା ୪ସନ୍ଦିଗ୍ଧଙ୍କ ରକ୍ତ ନମୂନା ପରୀକ୍ଷା ରିପୋର୍ଟ ଶନିବାର ଆସିଛି। ସମସ୍ତ ରିପୋର୍ଟ ନେଗେଟିଭ୍ ଆସିଥିବା ଜଣାପଡ଼ିଛି। ୪ସନ୍ଦିଗ୍ଧଙ୍କ ମଧ୍ୟରୁ ୨ଜଣ ହୀରାକୁଦ ଓ ୨ଜଣ ବୁର୍ଲା ଅଞ୍ଚଳର ବୋଲି ସୂଚନା ରହିଛି। ଦିଲ୍ଲୀ ନିଜାମୁଦ୍ଦିନରୁ…
ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳରୁ ଖସି ଆସିଥିବା ୬ ଜଣଙ୍କୁ ଧରିଲା ପୋଲିସ
ଦିଗପହଣ୍ଡି,୪|୪(ଡିଏନଏ):ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳକୁ ପୋଲିସ ପ୍ରଶାସନ ସଂପୂର୍ଣ୍ଣ ସିଲ କରିଥିବା ବେଳେ ପୂର୍ବରୁ ସେଠାରେ ରହୁଥିବା ୬ଜଣ ବ୍ୟକ୍ତି ଏକ ଡାଲା ଅଟୋରେ ତାରପୋଲିନ ଢାଙ୍କି କୌଶଳ କ୍ରମେ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳକୁ ଚାଲି ଆସିଥିବା ଥାନା ଅଧିକାରୀ ବସନ୍ତ…
କରୋନାର ଭୟଙ୍କର ଦୃଶ୍ୟ: ଆମେରିକା-ଇଟାଲି-ସ୍ପେନ୍ରେ ପଡ଼ି ରହିଛି ଶହ ଶହ ମୃତଦେହ
ୱାଶିଂଟନ, ୪ ।୪: ପୃଥିବୀରେ କରୋନ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି । ଇତିମଧ୍ୟରେ କରୋନା ସଂକ୍ରମଣ ଯୋଗୁ ଆମେରିକା, ଇଟାଲି ଏବଂ ସ୍ପେନ୍ରେ ସଙ୍କଟ ଦେଖାଦେଇଛି । ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ପ୍ରତିଦିନ ଏତେ ସଂଖ୍ୟକ…
ବାଜପେୟୀଙ୍କ କବିତା ମାଧ୍ୟମରେ ଦୀପ ଜଳାଇବାକୁ ଆହ୍ୱାନ ଦେଲେ ମୋଦି
ନୂଆଦିଲ୍ଲୀ,୪।୪: କରୋନା ଭାଇରସ ସହ ଲଢ଼ିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ୱାନ ଦେଇଛନ୍ତି।ରବିବାର ରାତି ୯ଟା ୯ ମିନିଟରେ ସମସ୍ତେ ବିଜୁଳି ବତୀ ଲିଭାଇ ଦୀପ ଅବା ମହମବତୀ ଜାଳିବାକୁ ମୋଦି କହିଛନ୍ତି। ଶନିବାର ମୋଦି ଟୁଇଟ କରି ପୁଣିଥରେ ଦେଶବାସୀଙ୍କୁ…
କରୋନା ସଂକ୍ରମିତଙ୍କ ମୃତ୍ୟୁରେ ରାଷ୍ଟ୍ରୀୟ ଶୋକ ପାଳନ କଲା ଚାଇନା
ବେଜିଂ,୪।୪: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଚାଇନାରୁ ଆରମ୍ଭ ହୋଇଥିବା କରୋନାରେ ଏବେ ପ୍ରାୟ ୬୦ ହଜାର ଲୋକଙ୍କ ଜୀବନ ଗଲାଣି। ତେବେ ଚାଇନାରେ କରୋନା ସହ ଲଢ଼ି ପ୍ରାୟ ୩,୩୦୦ ଲୋକଙ୍କ ଜୀବନ ଯାଇଥିବା…
୯ ମିନିଟ୍ର ଲାଇଟ୍ ଅଫ୍: ପାୱାର ଗ୍ରୀଡ୍ ବ୍ଲାକ୍ଆଉଟ୍ ହେବା ଆଶଙ୍କା !
ନୂଆଦିଲ୍ଲୀ, ୪ ।୪: କରୋନା ସଂକ୍ରମଣ ବିରୋଧରେ ଏକଜୁଟ ହେବା ପାଇଁ ରବିବାର ରାତ୍ର ୯ଟାଠାରୁ ୯ ମିନିଟ୍ ପାଇଁ ଲାଇଟ୍ ଅଫ୍ କରି ଦୀପ, ମହମବତୀ ଅବା ଟର୍ଚ୍ଚ ଲାଇଟ୍ ଜଳାଇବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ଅନୁରୋଧ…
ସାନିଟାଇଜ୍ ହେଲା ବମିଖାଲ ଅଞ୍ଚଳ
କଟକ ରୋଡ,୪।୪(ଡି.ଏନ୍.ଏ): ରାଜଧାନୀର ବମିଖାଲ ଅଞ୍ଚଳରୁ ଶକୁବ୍ରାର ୩ଟି କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ସେଠାରେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ୩୧ ଓ ୩୩ ନମ୍ବର ଓ୍ବାର୍ଡରେ ସାନିଟାଇଜ୍ ଆରମ୍ଭ କରାଯାଇଛି। ପୂର୍ବାହ୍ନରେ ସକାଳ ୯ଟାରେ ଅଗ୍ନିଶମ ବିଭାଗ…
ଡାକ୍ତର, ନର୍ସଙ୍କ ସମେତ କ୍ୱାରାଣ୍ଟାଇନକୁ ଗଲେ ୧୦୮ ଜଣ
ନୂଆଦିଲ୍ଲୀ,୪।୪, ଡ଼ରାଇଲାଣି କରୋନା। ଏବେ ଏହା ଧୀରେ ଧୀରେ ବଢ଼ିବାରେ ଲାଗିଛି। ଶନିବାର ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲ କର୍ତ୍ତୃପକ୍ଷ ଡାକ୍ତର, ନର୍ସ ଓ ହସ୍ପିଟାଲର ଅନ୍ୟ କର୍ମଚାରୀଙ୍କ ସମେତ ୧୦୮ ଜଣଙ୍କୁ କ୍ୱାରାଣ୍ଟାଇନକୁ ପଠାଇ ଦେଇଥିବା ଜଣାପଡିଛି। କୁହାଯାଉଛି ହସ୍ପିଟାଲକୁ ଅନ୍ୟ…
କରୋନା ନେଲା ୩୬ ବର୍ଷ ବୟସ୍କ ଯୁବକଙ୍କ ଜୀବନ
ଭୋପାଳ, ୪ ।୪: ଭାରତରେ ପ୍ରତି ଦିନ କରୋନା ସଂକ୍ରମିତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଶନିବାର ୬ ଜଣଙ୍କ ମୃତ୍ୟୁ ଘଟିଛି । ସେଥିମଧ୍ୟରୁ ମଧ୍ୟପ୍ରଦେଶରେ ୩ ଜଣ ଏବଂ ରାଜସ୍ଥାନ-କର୍ନାଟକରେ ଜଣେ ଜଣେ ଲୋକଙ୍କ୍ ମୃତ୍ୟୁ ଘଟିଛି…
Archives


