କରୋନା ଭାଇରସ୍‌

କରୋନା ମୃତ୍ୟୁ କ୍ଷତିପୂରଣ ମିଥ୍ୟା ଦାବି ନେଇ ଚିନ୍ତା ପ୍ରକଟ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୩ : କରୋନା ମୃତ୍ୟୁ କ୍ଷତିପୂରଣ କ୍ଷେତ୍ରରେ ନକଲି ମେଡ଼ିକାଲ ପ୍ରମାଣ ପତ୍ର ଦାଖଲକୁ ନେଇ ସୋମବାର ସୁପ୍ରିମ୍‌କୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଏଭଳି ପ୍ରମାଣପତ୍ର ଦ୍ୱାରା ଅଯୋଗ୍ୟ ଲୋକେ ଅନୁକମ୍ପାମୂଳକ କ୍ଷତିପୂରଣ ନେଉଛନ୍ତି। ଏହା ଅତ୍ୟନ୍ତ…

ଆଉ ୪ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୧୧୫କୁ ବୃଦ୍ଧି

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ସୋମବାର ୧୦୦ ତଳେ ଥିବା ବେଳେ ଆଜି ଆଉ ୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା…

ବାରାକ ଓବାମା କରୋନା ପଜିଟିଭ୍‌, ନେଇଥିଲେ ବୁଷ୍ଟର ଡୋଜ୍‌…

ଓ୍ବାଶିଂଟନ,୧୪।୩ : ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା କରୋନା ପଜିଟିଭ୍‌ ହୋଇଛନ୍ତି। ସେ ବୁଷ୍ଟର ଡୋଜ୍‌ ମଧ୍ୟ ନେଇଥିଲେ। ନେଇ ଓବାମା ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଗତ ଦୁଇ ଦିନ ଧରି ତାଙ୍କ ଗଳାରେ ସଂକ୍ରମଣ ହେବା ସହିତ…

୨ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ୩୦ରୁ କମ୍‌…

ନୂଆଦିଲ୍ଲୀ, ୧୪।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୨ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୧ ହଜାର ୯୦୧…

ଆଜି ବି ୧୦୦ ତଳେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧୪ା୩(ବ୍ୟୁରୋ): ରାଜ୍ୟରେ ସୋମବାର ବି ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୬୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

ପୁଣି ବିପଦ ଘନେଇଲା, ଚାଇନାକୁ କରୋନା ଫେରିଲା, ଗୋଟିଏ ଦିନରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ…

ବେଜିଂ, ୧୩।୩ : ଚାଇନାରେ କରୋନା ମହାମାରୀ ପୁଣି ଥରେ ବ୍ୟାପିବା ଆରମ୍ଭ କରିଛି। ଫଳରେ ପୁଣି ବିପଦ ଘନେଇବାରେ ଲାଗିଛି। ଚାଇନାକୁ କରୋନା ଫେରିଛି। ବହୁ ସହରରେ କରୋନା ସଂକ୍ରମଣର ବୃଦ୍ଧି ପଞ୍ଜିକୃତ ହୋଇଛି। ରବିବାର ଦିନ, ଚାଇନାରେ ଗୋଟିଏ…

ହଟିପାରେ କରୋନା ଜରୁରୀକାଳୀନ ପରିସ୍ଥିତି, ଡବ୍ଲୁଏଚଓର ପ୍ରସ୍ତୁତି ଆରମ୍ଭ…

ଜେନେଭା, ୧୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। କରୋନା ମହାମାରୀର ଦୁଇ ବର୍ଷ ପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲୁଏଚଓ) ଏହି ସଙ୍କଟକୁ ସମାପ୍ତ କରିବାର ମାନଦଣ୍ଡ ଉପରେ ବିଚାର କରିବା ଆରମ୍ଭ କରିଛି। ୨୦୨୦ ଜାନୁୟାରୀ…

ସକ୍ରିୟ ମାମଲା ୪୦ ହଜାର ତଳେ…

ନୂଆଦିଲ୍ଲୀ, ୧୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୪ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୩ ହଜାର ୧୧୬…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୬୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨ା୩(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୬୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୫୬୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

୪ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଶହେରୁ କମ୍‌…

ନୂଆଦିଲ୍ଲୀ, ୧୨।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୪ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୩ ହଜାର ୬୧୪…

ରାଜ୍ୟରେ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧୨।୩(ବ୍ୟୁରୋ): ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୧୦୮କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ରାଜ୍ୟରେ ୧୦୦ ତଳକୁ ଖସିଲା କରୋନା

ଭୁବନେଶ୍ୱର,୧୨।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୩ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରୁ ୨୨ଜଣ ପିଲା ଅଛନ୍ତି। ସେହିପରି ୪୯ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୩୪ ଲୋକାଲ କେସ ରହିଛି। ଏନେଇ ରାଜ୍ୟ ସୂଚନା ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri