କରୋନା ଭାଇରସ୍‌

ଏପ୍ରିଲ ଶେଷ ବେଳକୁ କମିଯିବ କରୋନା ପ୍ରକୋପ!

ବେଜିଂ,୩।୪: ସାଉଥ୍‌ ଚାଇନା ମର୍ଣ୍ଣିଂ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ଚାଇନାର ଜଣେ ବିଶେଷଜ୍ଞ ଡାକ୍ତର ଝୋଙ୍ଗ ନେନସନଙ୍କ ମତରେ ଏପ୍ରିଲ ଶେଷ ବେଳକୁ କରୋନାର ପ୍ରକୋପ କମିଯାଇପାରେ ବୋଲି କୁହାଯାଇଛି। ଏହା ସେ ଦାବି କରି ନ ଥିବା ବେଳେ…

ଆନ୍ଧ୍ର ପ୍ରଦେଶରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ

ହାଇଦ୍ରାବାଦ,୩।୪: ଆନ୍ଧ୍ରପ୍ରଦେଶରେ ପ୍ରଥମ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ମାର୍ଚ୍ଚ ୩୦ରେ ଜଣେ ୫ ବର୍ଷୀୟ ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥିବା ବେଳେ ସେ କରୋନାରେ ପୀଡ଼ିତ ଥିବା କୁହାଯାଉଛି। ଏହାସହ ଉକ୍ତ ବ୍ୟକ୍ତି ଜଣକ ଡାଇବେଟିସ୍‌ ଓ ହୃଦରୋଗରେ ମଧ୍ୟ…

କୋଭିଡ-୧୯: ଗୋଟିଏ ମାସ ପାଇଁ ସିଙ୍ଗାପୁର ଲକ୍‌ଡାଉନ୍‌

ସିଙ୍ଗାପୁର,୩।୪: କରୋନା ଭାଇରସ ଏବେ ସାରା ବିଶ୍ୱକୁ ତା’ କବଳକୁ ନେବାକୁ ଲାଗି ପଡିଛି। କରୋନା ଭୟରେ ଏବେ ବିଶ୍ୱ ଯେମିତି ଏକ ପ୍ରକାର ଠପ୍‌ ହୋଇଯାଇଛି କହିଲେ ଚଳେ। ଏହାକୁ ଦୃଷ୍ଟିରେ ରଖି ଏବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିଏନ…

ସଟ୍‌ଡାଉନ୍‌ ପାଇଁ ସମସ୍ତ ଲକ୍‌ଡାଉନ୍‌ ପାସ୍‌ ରଦ୍ଦ, ବାହାରେ ବୁଲିଲେ ଉଠାଇ ନେବ ପୋଲିସ: ଅଭୟ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାକୁ ଦୃଷ୍ଟିରେ ରଖି ଶୁକ୍ରବାର ରାଜ୍ୟ ସରକାରଙ୍କ ପକ୍ଷରୁ ବଡ଼ ଘୋଷଣା କରାଯାଉଛି। ରାଜଧାନୀ ସହ ଭଦ୍ରକ ଏବଂ କଟକ ସହର ସଟ୍‌ ଡାଉନ୍‌ ରହିବ। ପୂର୍ବରୁ ଲକ୍‌ଡାଉନ୍‌ ପାଇଁ ଜାରି ହୋଇଥିବା ସମସ୍ତ…

ଶନିବାର ଜାତୀୟ ଶୋକ ପାଳନ କରିବ ଚାଇନା

ବେଜିଂ,୩।୪: ଚାଇନାରେ ପ୍ରଥମ କରି କରୋନା ଭାଇରସ ଦେଖାଦେଇଥିବା ବେଳେ ସେଠାରେ ତାଣ୍ଡବ ରଚିଥିଲା। ଏହି କରୋନା ଭାଇରସ ସଂକ୍ରମଣରେ ଚାଇନାରେ ୩ ମାସ ମଧ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ପାଖାପାଖି ୮୦ ହଜାର ଲୋକ ଏଥିରେ…

ଗାଁରେ ପ୍ରବେଶ ପାଇଁ ବାରଣ କରାଯିବାରୁ ନୌକାରେ କ୍ୱାରାଣ୍ଟାଇନ୍‌ରେ ରହିଲେ ବୃଦ୍ଧ

ମାଲଦା,୩।୪: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଜାରି ରହିଛି। ଭାରତରେ ଦିନକୁ ଦିନ କରୋନା ଜନିତ ମୃତ୍ୟୁ ସଂଖ୍ୟା ଓ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି କରାଯାଇଛି।…

୬ଷ୍ଠ ଆକ୍ରାନ୍ତ ଚିହ୍ନଟ ପରେ ସରକାରଙ୍କ ନିଷ୍ପତ୍ତି: କଟକ ସହର ୪୮ ଘଣ୍ଟା ସଟ୍‌ ଡାଉନ୍‌

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ରାଜଧାନୀ ଏବଂ ଭଦ୍ରକ ପରେ ଏବେ କଟକ ସହରକୁ ମଧ୍ୟ ୪୮ ଘଣ୍ଟିଆ ସଟ୍‌ ଡାଉନ୍‌ ଘୋଷଣା କରାଯାଇଛି। ଶୁକ୍ରବାର କଟକରେ ୬ଷ୍ଠ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ…

କରୋନାରେ ବ୍ରିଟିଶ୍‌ ହାସ୍ୟାଭିନେତା ଏଡିଙ୍କ ମୃତ୍ୟୁ

ଲଣ୍ଡନ,୩ା୪: କରୋନା ସଂକ୍ରମଣରେ ବ୍ରିଟେନର ବର୍ଷୀୟାନ ହାସ୍ୟାଭିନେତା ଏଡି ଲାର୍ଜଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ହୋଇଥିଲା। ହସ୍ପିଟାଲରେ ତାଙ୍କର ହୃଦ୍‌ରୋଗ ଚିକିତ୍ସା ଚାଲିଥିବାବେଳେ କରୋନା ଭୂତାଣୁ ଦ୍ୱାରା ସଂକ୍ରମିତ ହୋଇଥିଲେ ବୋଲି ତାଙ୍କ ପୁଅ ର଼୍ୟାନ…

ବିକାନେରରେ କର୍ଫ୍ୟୁ

ବିକାନେର,୩ା୪: ରାଜସ୍ଥାନରେ ଶୁକ୍ରବାର ୨୧ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣ ଦିଲ୍ଲୀ ନିଜାମୁଦ୍ଦିନ ଧର୍ମସଭାରେ ଯୋଗଦେଇଥିଲେ। ଏହି ରିପୋର୍ଟ ଆସିବା ପରେ ସରକାରଙ୍କ ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ବିକାନେରରୁ ଯାଇ ନିଜାମୁଦ୍ଦିନ ଧର୍ମସଭାରେ…

ନିଲମ୍ବନର ସାତ ଦିନ ପରେ କାର୍ଯ୍ୟରେ ଯୋଗ ଦେଲେ ବିଧାନସଭା ଡିସ୍‌ପେନ୍ସନାରୀ ମେଡିକାଲ ଅଫିସର

ଭୁବନେଶ୍ୱର,୩।୪(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ଭୂତାଣୁ(କୋଭିଡ-୧୯) ରୋଗୀ ଚିହ୍ନଟ ହେବା ପରେ ନିଲମ୍ବିତ ହୋଇଥିବା ସ୍ବାସ୍ଥ୍ୟ ବିଭାଗ ବିଧାନସଭା ଜୋନାଲ ଡିସପେନ୍ସନାରୀ ମେଡିକାଲ ଅଫିସର ଲଳିତ ବେହେରା ଶୁକ୍ରବାର ପୁଣିଥରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ପ୍ରକାଶ ଯେ, ଗତ ମାର୍ଚ୍ଚ ୧୬ରେ…

ବୈଜ୍ଞାନିକଙ୍କ ସତର୍କ ସୂଚନା: କରୋନା ଚିକିତ୍ସାରେ ମ୍ୟାଲେରିଆ ଔଷଧ ହୃତ୍‌ପିଣ୍ଡରେ ସମସ୍ୟା ସୃଷ୍ଟି କରିପାରେ

ନୂଆଦିଲ୍ଲୀ,୩ା୪(ପି.ଟି.): କରୋନା ଭୂତାଣୁ ବା କୋଭିଡ୍‌-୧୯ ଚିକିତ୍ସା ଲାଗି ମ୍ୟାଲେରିଆ ଔଷଧ ହାଇଡ୍ରୋକ୍ସକ୍ଲୋରୋକୁଇନ୍‌ ଏବଂ ଆଣ୍ଟିବାୟୋଟିକ୍‌ ଆଜିଥ୍ରୋମାଇସିନ୍‌ ବ୍ୟବହାର କରାଯାଉଛି। ତେବେ ଏଭଳି ଔଷଧ ସେବନ ହୃତ୍‌ପିଣ୍ଡ ସମସ୍ୟା ସୃଷ୍ଟି କରିପାରେ ବୋଲି ଆମେରିକାର ହୃଦ୍‌ବିଶେଷଜ୍ଞ ସତର୍କ କରାଇଦେଇଛନ୍ତି। ଯେଉଁ କୋଭିଡ୍‌-୧୯…

ଦମ୍ପତି ଯାଆଁଳା ପିଲାଙ୍କ ନାଁ ରଖିଲେ କରୋନା, କୋଭିଡ୍‌

ରାୟପୁର,୩ା୪: ଏକ ଦମ୍ପତି ସେମାନଙ୍କ ଯାଆଁଳା ପିଲାଙ୍କ ନାମ ରଖିଛନ୍ତି କରୋନା ଏବଂ କୋଭିଡ୍‌। କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ଏହି ଘଡ଼ିସନ୍ଧି ମୁହୂର୍ତ୍ତରେ ଯଦି କେହି ଏପରି ନାମକରଣ କରନ୍ତି ତେବେ ନିଶ୍ଚିତ ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?