କରୋନା ଭାଇରସ୍‌

ଚିତ୍ରରେ କରୋନା ସଚେତନତା ବାର୍ତ୍ତା

ଶେରଗଡ଼,୩ା୪(ଡି.ଏନ୍‌.ଏ.): କରୋନା ସଚେତନତା ଲାଗି ସମଗ୍ର ଦେଶବାସୀ ଯେମିତି ଅଣ୍ଟା ଭିଡ଼ିଛନ୍ତି। ସମସ୍ତଙ୍କୁ ସରକାର ଘରେ ରହିବାକୁ ପରାମର୍ଶ ଦେଇଛନ୍ତି। ଏହି ଲକ୍‌ଡାଉନ୍‌ ଯୋଗୁ ଲୋକଙ୍କ ଜୀବନ ଜୀବିକାରେ ବାଧା ସୃଷ୍ଟି ହୋଇଛି। ଏଥିରୁ ଚିତ୍ରକରମାନେ ମଧ୍ୟ ବାଦ୍‌ ପଡ଼ିନାହାନ୍ତି। କରୋନା…

ଦାଦନଙ୍କ ସମସ୍ୟା ସମାଧାନ କର

ନୂଆଦିଲ୍ଲୀ,୩ା୪(ଆଇଏଏନ୍‌ଏସ୍‌): ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଦାଦନ ଶ୍ରମିକମାନଙ୍କର ଆପତ୍ତି ଅଭିଯୋଗର ସମାଧାନ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳକୁ ନିର୍ଦ୍ଦେଶ ଦିଆଯାଇଛି। କେନ୍ଦ୍ର ସ୍ବାସ୍ଥ୍ୟ ସଚିବ ପ୍ରୀତି…

ମୋଦିଙ୍କ କାର୍ଯ୍ୟକୁ ଡବ୍ଲ୍ୟୁଏଚ୍‌ଓ ମୁଖ୍ୟଙ୍କ ପ୍ରଶଂସା

ନୂଆଦିଲ୍ଲୀ, ୩ା୪: ବିଶ୍ୱବ୍ୟାପୀ କରୋନା ଆତଙ୍କ ଜାରି ରାହିଛି। ମୁଣ୍ଡ ପରେ ମୁଣ୍ଡ ଗଡ଼ିଚାଲିଛି। ଅଦ୍ୟାବଧି ବିଶ୍ୱରେ କରୋନା ଭାଇରସ୍‌ ଜନିତ ମୃତ୍ୟୁସଂଖ୍ୟା ୪୯ ହଜାର ଟପିଥିବା ବେଳେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ପାଖାପାଖି ପହଞ୍ଚିଲାଣି। ଭାରତରେ ସ୍ଥିତି କ୍ରମଶଃ…

ଚାଇନାକୁ ପ୍ରଶଂସା କଲେ ଟ୍ରମ୍ପ

ଓ୍ବାଶିଂଟନ, ୩ା୪: କରୋନା ଭାଇରସ୍‌ ସ୍ଥିତି ବିଶ୍ୱରେ ଉଦ୍‌ବେଗଜନକ ରହିଥିବା ବେଳେ ଚାଇନାରେ ଏହା କେତେକାଂଶରେ ନିୟନ୍ତ୍ରଣାଧୀନ ରହିଛି। ପୂର୍ବାପେକ୍ଷା ଆକ୍ରାନ୍ତଙ୍କ ସଂଖ୍ୟା ସେଭଳି ଆଉ ନାହିଁ। ଫଳରେ ଚାଇନା ଅନ୍ୟ କରୋନା ଭାଇରସ୍‌ ସଂକ୍ରମିତ ଦେଶଗୁଡ଼ିକୁ ସହଯୋଗ କରିବା ଲାଗି…

ମୃତ୍ୟୁସଂଖ୍ୟା ୫୦ ହଜାର ଟପିଲା

ଓ୍ବାଶିଂଟନ/ଲଣ୍ଡନ/ପ୍ୟାରିସ୍‌, ୩ା୪: ମହାମାରୀ କରୋନା ଭାଇରସ୍‌ ବିଶ୍ୱବ୍ୟାପୀ କାୟାବିସ୍ତାର କରିବାରେ ଲାଗିଛି। ପରିସ୍ଥିତି କ୍ରମଶଃ ଭୟଙ୍କର ହୋଇପଡ଼ିଛି। ବିଶ୍ୱର ୨୦୩ ଦେଶକୁ ସଂକ୍ରମିତ ହୋଇଥିବା ଏହି ଭୂତାଣ ଯୋଗୁ ଅଦ୍ୟାବଧି ୫୦,୬୯୧ ଜୀବନ ଗଲାଣି। ୯ ଲକ୍ଷ ୯୧ ହଜାର ଲୋକ…

ତେଜିଲା ଲକ୍‌ଡାଉନ୍‌ ରାଜନୀତି

ନୂଆଦିଲ୍ଲୀ,୩ା୪(ପି.ଟି.): ମହାମାରୀ କରୋନା ସଂକ୍ରମଣର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ଲକ୍‌ଡାଉନ୍‌ ଗୁରୁବାର ନବମ ଦିନରେ ପହଞ୍ଚତ୍ଥିବାବେଳେ ଏହାକୁ ନେଇ ଜୋର୍‌ ଧରିଛି ରାଜନୀତି। ବିନା କୌଣସି ପ୍ରସ୍ତୁତିରେ ଲକ୍‌ଡାଉନ୍‌…

ତହସିଲଦାର, ଅତିରିକ୍ତ ତହସିଲଦାରଙ୍କ ରାତିଅଧିଆ ଚଢ଼ାଉ

ଶେରଗଡ଼,୩ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲଦାର ଡ଼. ଦୟାସିନ୍ଧୁ ପରିଡ଼ା ଓ ଅତିରିକ୍ତ ତହସିଲଦାର ଅକ୍ଷୟ କୁମାର ମଲ୍ଲିକ ସଦଳବଳ ଗୁରୁବାର ରାତିରେ ଚଢ଼ାଉ କରିଥିଲେ। ବର୍ତ୍ତମାନ କରୋନାର ତୃତୀୟ ସପ୍ତାହ ଚାଲିଥିବା ବେଳେ ରାତିରେ କିଛି ଟ୍ରକ ଚଳାଚଳ…

ହସ୍ପିଟାଲରୁ ଡିସ୍‌ଚାର୍ଜ ହେଲେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୪(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ଏକ ଭଲ ଖବର ଆସିଛି। କ୍ୟାପିଟାଲ ହସ୍ପିଟାଲରୁ ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଡିସ୍‌ଚାର୍ଜ ହୋଇଛନ୍ତି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। ସଂପୃକ୍ତ ଯୁବକ…

ଏପ୍ରିଲ ୫ ରାତି ୯ଟାରେ ୯ ମିିନିଟ୍‌ ପାଇଁ ଘରର ଲାଇଟ୍‌ ବନ୍ଦ କରିବାକୁ ନିବେଦନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩ା୪ : କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଆତଙ୍କ ଖେଳାଇ ଚାଲିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା ଉପରେ କଡ଼ା ନଜର ରଖିଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ପୂର୍ବାହ୍ନ ୯ଟାରେ କରୋନା ସହ ଲଢୁଥିବା ଦେଶର ଲୋକଙ୍କୁ ଏକ ଭିଡିଓ ବାର୍ତ୍ତା…

୫ ପ୍ରତିଶତ ଲୋକ ଲକ୍‌ଡାଉନ୍‌ ନିୟମ ମାନୁନାହାନ୍ତି

ଭୁବନେଶ୍ୱର,୩।୪(ବ୍ୟୁରୋ): ଶୃଙ୍ଖଳିତ ଓ ବ୍ୟବସ୍ଥିତ ରହି ଲକ୍‌ଡାଉନ୍‌ର ଅବଶିଷ୍ଟ ସମୟକୁ ସଫଳ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଲକ୍‌ଡାଉନ୍‌ର ପ୍ରଥମ ସପ୍ତାହରେ ହୋଇଥିବା ଭୁଲ୍‌ର ପୁନରାବୃତ୍ତି ନ କରି ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ଘରେ ରହି…

ପୂର୍ବତଟ ରେଳପଥର ୨୬୧ କୋଚ୍‌ ହେବ ଆଇସୋଲେଶନ ସେଣ୍ଟର

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଭାଇରସ୍‌ କୋଭିଡ୍‌-୧୯ ବିରୋଧରେ ଲଢେଇ ପାଇଁ ଭାରତୀୟ ରେଳପଥ ଯୁଦ୍ଧକାଳୀନ ଭିତ୍ତିରେ ପଦକ୍ଷେପ ଗ୍ରହଣ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ପରିବହନଠାରୁ ଆରମ୍ଭ କରି ଅସହାୟଙ୍କୁ ଖାଦ୍ୟ ଯୋଗାଇବା ସହ ମାସ୍କ ଓ ସାନିଟାଇଜର ଯୋଗାଣ ଉପରେ ଗୁରୁତ୍ୱ ଦେଇଛି।…

ଓଡ଼ିଆଙ୍କ ସମସ୍ୟା ବୁଝିବାକୁ କର୍ନାଟକ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ଲକ୍‌ ଡାଉନ କାରଣରୁ କର୍ନାଟକ ଓ ମହାରାଷ୍ଟ୍ରରେ ଓଡିଆ ଲୋକମାନେ ଅଟକି ରହିଥିବାବେଳେ ସେମାନଙ୍କ ଉପଯୁକ୍ତ ଯତ୍ନ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅନୁରୋଧ କରିଛନ୍ତି। ଧର୍ମେନ୍ଦ୍ର କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରୁପ୍ପା ଏବଂ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri