କରୋନା ଭାଇରସ୍‌

ଆହୁରି ୩ ସଂସ୍ଥାରେ ପରୀକ୍ଷା ପାଇଁ ଅନୁମତି ମାଗିଲା ରାଜ୍ୟ: ୫୦,୦୦୦ ନମୁନା ପରୀକ୍ଷା ପାଇଁ ପ୍ରସ୍ତୁତି

ଭୁବନେଶ୍ୱର,୩।୪(ବ୍ୟୁରୋ): ବ୍ୟାପକ ପରିମାଣରେ ବ୍ୟକ୍ତିବିଶେଷଙ୍କ ନମୁନା ପରୀକ୍ଷା ଦ୍ୱାରା ରାଜ୍ୟରେ କରୋନା ସମ୍ପର୍କିତ ସ୍ପଷ୍ଟ ଚିତ୍ର ମିଳିପାରିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସମସ୍ତ ପଦକ୍ଷେପ ନେଉଛି। ବର୍ତ୍ତମାନ ଭୁବନେଶ୍ୱରସ୍ଥିତ ଏମ୍ସ, ଆର୍‌ଏମ୍‌ଆର୍‌ସି…

ଏଣିକି ଗୋଟିଏ ସମୟ ଖୋଲିବ ହାଟ

ଖୋର୍ଦ୍ଧା ଅଫିସ,୩।୪: ମହାମାରୀ କରୋନା ମୁକାବିଲା ଲାଗି ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ତିନି ସପ୍ତାହ ଲାଗି ଦେଶରେ ଲକ୍‌ଡାଉନ ଘୋଷଣା ହୋଇଛି। କିନ୍ତୁ ଖୋର୍ଦ୍ଧାରେ କେତେକ ଲୋକ ଏହାକୁ ବେଖାତିର କରି ବାହାରେ ବୁଲିବା ସହ ଅଯଥାରେ ହାଟଗୁଡ଼ିକରେ…

ଭୁବନେଶ୍ୱର କୋର୍ଟକୁ ସମ୍ପୂର୍ଣ୍ଣ ସାନିଟାଇଜ୍‌ କରିବାକୁ ଦାବି: ଆଇନଜୀବୀ ଆତଙ୍କିତ

ଭୁବନେଶ୍ୱର,୩।୪(ବ୍ୟୁରୋ): ପଞ୍ଚମ କରୋନା ସଂକ୍ରମିତ ସୂର୍ଯ୍ୟନଗରରେ ରହୁଥିବା ପ୍ରଦୀପ୍ତ ଦଳବେହେରାଙ୍କ ନାମକୁ ସାର୍ବଜନୀନ କରାଯିବା ପରେ ଏବେ ଭୁବନେଶ୍ୱର ବାର୍‌ର ଆଇନଜୀବୀମାନେ ଆତଙ୍କିତ ଅବସ୍ଥାରେ ଅଛନ୍ତି। କାରଣ ସଂକ୍ରମିତଙ୍କ ଭାଇ ଭୁବନେଶ୍ୱର କୋର୍ଟରେ ନୋଟାରି ଭାବେ କାର୍ଯ୍ୟ କରୁଛନ୍ତି। ସେ ତାଙ୍କ…

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ ଅଧିକାରୀଙ୍କୁ ଆଇସୋଲେଶନ ସେଣ୍ଟରରେ ରଖାଯାଇଛି। ସେ ରହୁଥିବା ଆପାର୍ଟମେଣ୍ଟକୁ ସିଲ କରାଯାଇଛି। ଆପାର୍ଟମେଣ୍ଟର ସମସ୍ତ…

୫ମ ସଂକ୍ରମିତଙ୍କ ସ୍ବାସ୍ଥ୍ୟ ଯାଞ୍ଚ ରିପୋର୍ଟ ଦେଲା ସ୍ବାସ୍ଥ୍ୟ ବିଭାଗ

ଭୁବନେଶ୍ୱର,୨।୪(ବ୍ୟୁରୋ): ୫ମ କରୋନା ଆକ୍ରାନ୍ତ ପ୍ରଦୀପ୍ତ ଦଳବେହେରାଙ୍କ ଚିକିତ୍ସା ଏବଂ ଯାତାୟତ ବିବରଣୀ ରାଜ୍ୟ ସ୍ବାସ୍ଥ୍ୟବିଭାଗ ଗୁରୁବାର ପ୍ରକାଶ କରିଛି। ପ୍ରଦୀପ୍ତ କେବେ କେଉଁ ମେଡିକାଲକୁ ସ୍ବାସ୍ଥ୍ୟ ପରୀକ୍ଷା କରିବାକୁ ଯାଇଥିଲେ, କେତେ ଦିନତଳେ ପରୀକ୍ଷା କରିଥିଲେ ତାହାର ବିବରଣୀ ପ୍ରଦାନ…

କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା ମୁକାବିଲା ପାଇଁ ଗ୍ରହଣ କରାଯାଇଥିବା ପଦକ୍ଷେପ ବିଷୟରେ ସମୀକ୍ଷା କରିଥିଲେ। ମାର୍କେଟ ଅଞ୍ଚଳକୁ ସାନିଟାଇଜ୍‌…

ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟରେ ହୋଇଥିବା ଆଇସୋଲେଶନ ସେଣ୍ଟରରେ ରଖାଯାଇଛି। ସମସ୍ତେ ବାହାର ରାଜ୍ୟର ବୋଲି…

ବିଶୁଦ୍ଧିକରଣ ହେଲା ମୁଖ୍ୟରାସ୍ତା

ଫୁଲବାଣୀ ଅଫିସ, ୨ା୪- କନ୍ଧମାଳ ଜିଲା ଫୁଲବାଣୀ ସହରର ମୁଖ୍ୟ ରାସ୍ତାଗୁଡ଼ିକୁ ବିଶୋଧନ କରାଯାଇଛି। ପୌର ପରିଷଦ ଓ ଅଗ୍ନିଶମ ବିଭାଗର କର୍ମଚାରୀ ହାଇପୋ କ୍ଲୋରାଇଡ଼ ଓ ବ୍ଲିଚିଂ ପକାଇ ବିଶୋଧିତ କରିଥିଲେ। ସହରର ବସଷ୍ଟାଣ୍ଡ, ସର୍କିଟ ହାଉସ, ପୌର ପରିଷଦ,…

ସାନିଟାଇଜ୍‌ ହେଲା ସୂର୍ଯ୍ୟନଗର ଅଞ୍ଚଳ

ଭୁବନେଶ୍ୱର, ୨ା୪ (ବ୍ୟୁରୋ) – ମଙ୍ଗଳବାରଠାରୁ ଭୁବନେଶ୍ୱର ମହାନଗର ନିଗମ ସହାୟତାରେ ଅଗ୍ନିଶମ ବିଭାଗ ପକ୍ଷରୁ ସହରକୁ ସାନିଟାଇଜ୍‌ କାର୍ଯ୍ୟ ଜାରି ରହିଛି। ବୁଧବାର ୟୁନିଟ୍‌-୭ ଅନ୍ତର୍ଗତ ସୂର୍ଯ୍ୟନଗର ଅଞ୍ଚଳରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ଗୁରୁବାର ସେହି ଅଞ୍ଚଳକୁ…

କରୋନା ମୁକାବିଲା: ପ୍ରସ୍ତୁତ ହେଲା ୬୫୦ ଶଯ୍ୟା ବିଶିଷ୍ଟ ୨ ହସ୍ପିଟାଲ

ଭୁବନେଶ୍ୱର,୨।୪(ବ୍ୟୁରୋ)- ରାଜ୍ୟରେ କରୋନା ସଂକ୍ରମିତଙ୍କ ସ୍ବତନ୍ତ୍ର ଚିକିତ୍ସା ପାଇଁ ୬୫୦ ଶଯ୍ୟା ବିଶିଷ୍ଟ ୨ଟି ହସ୍ପିଟାଲ ପ୍ରସ୍ତୁତ ହୋଇଛି। ଏହା ମଧ୍ୟରେ ରାଜଧାନୀ ଭୁବନେଶ୍ୱରର କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ(କିମ୍ସ) ପରିସରରେ ୫୦୦ ଶଯ୍ୟା ରହିଛି। ଏହା ବ୍ୟତୀତ କଟକସ୍ଥିତ…

କରୋନା ଯୋଗୁ ଫିକା ପଡିଲା ବୌଦ୍ଧର ପ୍ରସିଦ୍ଧ ରାମଲୀଳା

ବୌଦ୍ଧ, ୨ା୪(ସ୍ବ.ପ୍ର):  ବୌଦ୍ଧ ଜିଲାର ଗଣପର୍ବ ରାମଲୀଳା କରୋନା ଯୋଗୁ ଫିକା ପଡିଛି। ରାମଲୀଳା ଯାତ୍ରା ଆୟୋଜନ ସମ୍ଭବ ନ ଥିବାରୁ ନାଟକ ପ୍ରଦର୍ଶନକୁ ବନ୍ଦ କରାଯିବା ସହିତ ନିରାଡମ୍ବର ଭାବରେ କେବଳ ପ୍ରଭୁଙ୍କ ରୀତିନୀତି ପାଳନ କରାଯିବାକୁ ଯାତ୍ରା କମିଟି…

କରୋନା ବେଳେ ସାହାସ ଦେଖାଇଲେ, ରକ୍ତଦାନ କଲେ

ବଲାଙ୍ଗୀର ଅଫିସ, ୨ା୪: କରୋନା ମହାମାରୀ ଏବେ ସମଗ୍ର ବିଶ୍ୱକୁ ଆତଙ୍କିତ କରି ରଖିଛି। ଏହାକୁ ନେଇ ସମଗ୍ର ଦେଶରେ ୨୧ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଅତ୍ୟାବଶ୍ୟକ କାମ ନଥିଲେ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ଏଭଳି ସନ୍ଦିକ୍ଷଣରେ ବହୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri