କରୋନା ଭାଇରସ୍‌

ପଞ୍ଚମ କରୋନା ଆକ୍ରାନ୍ତଙ୍କ ପରିଚୟ ପ୍ରକାଶ କଲା ବିଏମ୍‌ସି, ନିଷିଦ୍ଧାଞ୍ଚଳ ହେଲା ସୂର୍ଯ୍ୟନଗର

ଭୁବନେଶ୍ୱର, ୨ା୪(ବ୍ୟୁରୋ): ଭୁବନେଶ୍ୱରରୁ ବୁଧବାର ଚିହ୍ନଟ ହୋଇଥିବା ଓଡ଼ିଶାର ୫ମ କରୋନା ଆକ୍ରାନ୍ତଙ୍କ ପରିଚୟ ଲୋକଲୋଚନକୁ ଆଣିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ସେ ହେଲେ ପ୍ରଦୀପ୍ତ ଦଳବେହେରା। ୟୁନିଟ୍‌-୭ ଅନ୍ତର୍ଗତ ଓ୍ବାର୍ଡ ନଂ. ୪୬ସ୍ଥିତ ସୂର୍ଯ୍ୟନଗରର ପ୍ଲଟ୍‌ ନଂ.୩୭ରେ ରୁହନ୍ତି।…

କରୋନା ଲଢ଼େଇରେ ଯୋଦ୍ଧା ସାଜିଛନ୍ତି ଏସଏଚ୍‌ଜି ମହିଳା

ଜୟପୁର,୨ା୪(ନି.ପ୍ର.): ଓଡ଼ିଶାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାର ମୁକାବିଲା କରିବାକୁ ହେଲେ ଘରୁ ବାହାରକୁ ନ ବାହାରିବା, ସାମାଜିକ ଦୂରତା ରଖିବାକୁ ସଚେତନ କରାଯାଉଛି। ହେଲେ ଏଭଳି ପରିସ୍ଥିତିରେ ଯୋଦ୍ଧା ସାଜିଛନ୍ତି କୋରାପୁଟ ଜିଲାର ଏସ୍‌ଏଚ୍‌ଜି ମହିଳା। ମହା…

ସତ ହେଲା ଟ୍ବିଙ୍କିଲଙ୍କ ଭବିଷ୍ୟବାଣୀ!

ମୁମ୍ବାଇ: କରୋନା ଭାଇରସକୁ ନେଇ ସାରା ବିଶ୍ୱ ଭୟଭୀତ ଅବସ୍ଥାରେ ଥିବା ବେଳେ ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ସମୟରେ ଘରେ ରହି କରୋନା ସହ ଲଢିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ମହାମାରୀ ସହ ଲଢିବାକୁ…

୧୪ ଦିନ ମଧ୍ୟରେ ବିଦେଶରୁ କିମ୍ବା ଓଡ଼ିଶା ବାହାରୁ ଫେରିଥିଲେ ଘରେ ରହିବାକୁ ପରାମର୍ଶ, ସ୍ବାସ୍ଥ୍ୟ ସମସ୍ୟା ହେଲେ ୧୦୪ନଂ ଫୋନ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨।୪(ବ୍ୟୁରୋ): ଯେଉଁମାନେ ବିଦେଶରୁ କିମ୍ବା ଓଡ଼ିଶା ବାହାର ରାଜ୍ୟରୁ ଗସ୍ତ ସାରି ଗତ ୧୪ ଦିନ ମଧ୍ୟରେ ଫେରିଛନ୍ତି, ସେମାନଙ୍କୁ ଘରେ ରହିବାକୁ ପରାମର୍ଶ। ଅଲଗା ଘରେ ରୁହନ୍ତୁ। ନିଜ ପରିବାର ସଦସ୍ୟଙ୍କ ସହ ୧ ମିଟର ଦୂରରେ ରହି କଥାବାର୍ତ୍ତା…

କରୋନାକୁ ନେଇ କବିତା ଲେଖିଲେ ଟ୍ରାଜେଡି କିଙ୍ଗ

ମୁମ୍ବାଇ: ବଲିଉଡ୍‌ ମହାନାୟକ ଅମିତାଭ ବଚ୍ଚନ ଓ ନିର୍ଦ୍ଦେଶକ ମହେଶ ଭଟ୍ଟଙ୍କ ପରେ ଏବେ ବଲିଉଡ୍‌ ଟ୍ରାଜେଡି କିଙ୍ଗ ଦିଲ୍ଲିପ କୁମାର ମଧ୍ୟ କରୋନାକୁ ନେଇ ଦୁଇଧାଡି କବିତା ଲେଖିଛନ୍ତି। ବୁଧବାର ସେ ତାଙ୍କ ଟୁଇଟର ହ୍ୟାଣ୍ଡେଲରେ ଲେଖିଥିବା ୪ ଧାଡିର…

କରୋନା ଭାଇରସ୍‌ ସହ ଲଢୁଥିବା ମହିଳାଙ୍କୁ ଆର୍ଥିକ ସହାୟତା ପ୍ରଦାନ କଲେ ପ୍ରିୟଙ୍କା

ମୁମ୍ବାଇ: ମହାମାରୀ କରୋନା ଭାଇରସ୍‌ ସହ ଲଢ଼ିବା ପାଇଁ ଅନେକ ବଲିଉଡ୍‌ କଳାକାର ଆଗେଇ ଆସି ପ୍ରଧାନମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଆର୍ଥିକ ସହାୟତା ପ୍ରଦାନ କରିଚାଲିଛନ୍ତି। ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ମଧ୍ୟ ଏଥିରେ ସାମିଲ ହୋଇଛନ୍ତି। ଖାଲି ପ୍ରଧାନମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି…

କରୋନା ସଂକ୍ରମଣରେ ମୂଳ ଭାରତୀୟ ବୈଜ୍ଞାନିକ ମୃତ: ଏଚ୍‌ଆଇଭି ଉପରେ କରିଥିଲେ ଗବେଷଣା

ନୂଆଦିଲ୍ଲୀ/ଡରବାନ୍‌,୨।୪: କରୋନା ସଂକ୍ରମଣରେ ମୂଳ ଭାରତୀୟ ଦକ୍ଷିଣ ଆଫ୍ରିକା ବୈଜ୍ଞାନିକ ପ୍ରଫେସର ଗୀତା ରାମ୍‌ଜେଙ୍କ ମୃତ୍ୟୁ ଘଟିଛି। ଡରବାନ୍‌ର ଏକ ହସ୍ପିଟାଲରେ ତାଙ୍କର ମଙ୍ଗଳବାର ମୃତ୍ୟୁ ହୋଇଛି। ଏନେଇ ଦକ୍ଷିଣ ଆଫ୍ରିକା ଉପରାଷ୍ଟ୍ରପତି ଡେଭିଡ୍‌ ମାବୁଜା ବୁଧବାର ସୂଚନା ଦେଇଥିଲେ। ଏଚ୍‌ଆଇଭି…

କରୋନା ଆକ୍ରାନ୍ତଙ୍କ ଫୋନ୍‌ ଛୁଇଁବା ନର୍ସଙ୍କୁ ପଡ଼ିଲା ମହଙ୍ଗା, ଆଇସୋଲେଶନ୍‌ରେ ଭର୍ତ୍ତି

ନୂଆଦିଲ୍ଲୀ: କରୋନା ଭାଇରସ୍‌ କେତେ ପ୍ରଭାବଶାଳୀ ତାହା ରୋଗୀଙ୍କ ବର୍ଦ୍ଧିତ ସଂଖ୍ୟା ଦେଖି ସହଜରେ ଅନୁମାନ କରିହେଉଛି। କିନ୍ତୁ ଏହି ଭାଇରସ୍‌ ଖାଲି ସଂକ୍ରମିତଙ୍କ ସଂସ୍ପର୍ଶରେ ଆସିଲେ ହୁଏ ନାହିଁ, ରୋଗୀଙ୍କ ବ୍ୟବହାର ଜିନିଷ ଛୁଇଁଲେ ମଧ୍ୟ କରୋନା ସଂକ୍ରମିତ ହୋଇଥାଏ।…

କରୋନାରେ ପଦ୍ମଶ୍ରୀ ନିର୍ମଳ ସିଂଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨।୪: ସ୍ବର୍ଣ୍ଣ ମନ୍ଦିରରର ପୂର୍ବତନ ହଜୁରି ରାଗି ଜିଆନି ନିର୍ମଳ ସିଂଙ୍କର କରୋନା ଭାଇରସ ସଂକ୍ରମଣରେ ଗୁରୁବାର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ନିକିଟରେ ସେ ବିଦେଶରୁ ଫେରିଥିବା ବେଳେ ମାର୍ଚ୍ଚ ୩୦ରେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ…

ଭୟରେ ମୁମ୍ବାଇବାସୀ: କରୋନାରେ ସଂକ୍ରମିତ ସଫେଇ କର୍ମଚାରୀ

ମୁମ୍ବାଇ,୨।୪: ବ୍ରିହାନମୁମ୍ବାଇ ମ୍ୟୁନିସିପାଲ କର୍ପୋରେଶନ(ବିଏମ୍‌ସି)ର ଜଣେ ସଫେଇ କର୍ମଚାରୀ ଓ୍ବର୍ଲିରେ କାମ କରୁଥିବା ବେଳେ କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଜଣାପଡିଛି। ସୋମବାର ଉକ୍ତ ୫୨ ବର୍ଷୀୟ ବ୍ୟକ୍ତିଙ୍କ ନିକଟରେ କରୋନାର ଲକ୍ଷଣ ଦେଖାଯିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।…

ଏବେ ବି ଉତ୍ତର କୋରିଆରେ ପହଞ୍ଚିନି କରୋନା ମହାମାରୀ !

ସିଓଲ,୨।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ଏହା ୨୦୫ଟି ଦେଶରେ ମହାମାରୀ ରୂପ ନେଇଛି। ତେବେ ଉତ୍ତରକୋରିଆ ଏବେ ବି କରୋନା ପହଞ୍ଚି ନାହିଁ। ଏସମ୍ପର୍କରେ ଉତ୍ତର କୋରିଆ ପକ୍ଷରୁ କୁହାଯାଇଛି। ଚାଇନା ସୀମାକୁ…

ଫୁଟବଲ ମ୍ୟାଚ୍‌ ବ୍ୟାନ୍‌କୁ ମେ’ ୩୧କୁ ଘୁଞ୍ଚାଇଲା ରୁଷିଆ

ମସ୍କୋ,୨।୪(ଏଏଫ୍‌ପି): କୋଭିଡ- ୧୯ ମହାମାରୀର ରୂପ ନେଇଥିବା ବେଳେ ରୁଷିଆନ ଫୁଟବଲ ଆସୋସିଏଶନ (ଆର୍‌ଏଫ୍‌ଏସ୍‌) ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ସବୁ ଫୁଟବଲ ମ୍ୟାଚ୍‌କୁ ବ୍ୟାନ୍‌ କରାଯାଇଥିବା ବେଳେ ଏବେ ଏହାକୁ ମେ’ ୩୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ ଦିଆଯାଇଛ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?