କରୋନା ଭାଇରସ୍‌

କରୋନା ମୃତ୍ୟୁ ସଂଖ୍ୟା ଖୁବ୍‌ ଶୀଘ୍ର ୫୦ ହଜାର ଟପିବାର ରହିଛି ଆଶଙ୍କା: ଡବ୍ଲ୍ୟୁଏଚ୍‌ଓ

ଜେନେଭା,୨।୪: ଦିନକୁ ଦିନ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଇତିମଧ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୩୫ ହଜାରରୁ ଅଧିକ ଥିବାବେଳେ ମୃତକଙ୍କ ସଂଖ୍ୟା ୪୭ ହଜାର ୨୦୫ ଛୁଇଁଛି। ୧ ଲକ୍ଷ ୯୪ ହଜାରରୁ...

କରୋନା ପ୍ରଭାବ: ଖୋଲା ଅଛି ଏଟିଏମ୍‌, ଟଙ୍କା ନାହିଁ

ଶେରଗଡ଼,୨ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼ ବ୍ଲକରେ ସମସ୍ତ ଏଟିଏମ୍‌ ଖୋଲା ରହିଥିଲେ ମଧ୍ୟ ଏଥିରେ ଟଙ୍କା ନ ଥିବାରୁ ଲୋକେ ଜରୁରୀ ସମୟରେ ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।କରୋନା ପ୍ରଭାବ ଯୋଗୁ ଏପରିି ଅବସ୍ଥା ଦୁଇଦିନ ଧରି ଲାଗି...

ଘର ପାଖରେ ପହଞ୍ଚିବ ପନିପରିବା: କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଭ୍ରାମ୍ୟମାଣ ପରିବା ଦୋକାନର ଶୁଭାରମ୍ଭ

କେନ୍ଦୁଝର,୨।୪(ସ୍ବ.ପ୍ର.): କରୋନା ମୁକାବିଲାକୁ ନେଇ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି। ଏହି ସମୟରେ ଖାଉଟି ସାମଗ୍ରୀ, ପନିପରିବା, ମାଛମାଂସ, ଔଷଧ ଆଦି ଦୋକାନ ଖୋଲା ରହିବ ବୋଲି ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ହେଲେ ଏହି ସମୟରେ ଲୋକମାନଙ୍କ...

ଇଟାଲୀରେ ୧୩ ହଜାର ଅତିକ୍ରମ କଲା କରୋନା ମୃତ୍ୟୁ ସଂଖ୍ୟା

ରୋମ,୨।୪: ନ୍ୟାଶନାଲ ସିଭିଲ ପ୍ରୋଟେକସନ୍‌ ଡିପାର୍ଟମେଣ୍ଟର ମୁଖ୍ୟ ଆଞ୍ଜେଲୋ ବୋରେଲିଙ୍କ ସୂଚନା ଅନୁଯାୟୀ, ବୁଧବାର ସୁଦ୍ଧା ଇଟାଲୀରେ କରୋନା ଭାଇରସ ମୃତ୍ୟୁ ସଂଖ୍ୟା ୧୩,୧୫୫ରେ ପହଞ୍ଚିଛି। ୨୪ ଘଣ୍ଟା ମଧ୍ୟରେ ୭୨୭ ଜଣଙ୍କ ମୃତ୍ୟୁ ହେବା ସହ ୨,୯୩୭ ନୂଆ...

ଭାରତରୁ କରୋନାକୁ ମୂଳପୋଛ କରିବା ଲାଗି ସେନା ଭିଡ଼ିଲା ଅଣ୍ଟା: ୧୩୩ ହସ୍ପିଟାଲରେ ୮ ହଜାର ଡାକ୍ତର ପ୍ରସ୍ତୁତ

ନୂଆଦିଲ୍ଲୀ,୨।୪: ଭାରତରେ ଦେଖାଦେଇଥିବା କରୋନା ସଙ୍କଟର ମୁକାବିଲା ଲାଗି ସେନା ଅଣ୍ଟା ଭିଡ଼ିଛି। ଏନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂ ଏକ ଭିଡ଼ିଓ କନଫରେନ୍ସିଂ କରିଛନ୍ତି। ଏଥିରେ ଯୋଗଦେଇଥିବା ଚିଫ୍‌ ଅଫ୍‌ ଡିଫେନ୍ସ୍‌ ଷ୍ଟାଫ୍‌(ସିଡିଏସ୍‌) ବିପିନ ରାଓ୍ବତ ସେନା ପକ୍ଷରୁ କରୋନା...

ଶେରଗଡ଼କୁ ଆସିଲା ୨ କରୋନା ଆମ୍ବୁଲାନ୍ସ

ଶେରଗଡ଼,୨ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଶେରଗଡ଼କୁ କରୋନା ରୋଗୀଙ୍କ ପାଇଁ ଦୁଇଟା ଆମ୍ବୁଲାନ୍ସ ଆସି ପହଞ୍ଚିଛି। ଶେରଗଡ଼ ବିଡିଓଙ୍କ ତତ୍ତ୍ୱାବଧାନରେ ଏହି ଦୁଇଟି ଆମ୍ବୁଲାନ୍ସ ରହିଛି। ଅଦ୍ୟାବଧି ବ୍ଲକର ବିଭିନ୍ନ ଅଞ୍ଚଳରେ ୧୧୧୪ ଶ୍ରମିକ ବାହାରୁ ଆସି ପହଞ୍ଚି ଥିବାବେଳେ...

କୋଭିଡ-୧୯ ସହ ଲଢିବାକୁ ପିଏମ୍‌ କେୟାର୍ସ ଫଣ୍ଡ ‘ଅନାବଶ୍ୟକ’: ସିପିଆଇ(ଏମ୍‌)

ନୂଆଦିଲ୍ଲୀ,୨।୪: କୋଭିଡ-୧୯ ସହ ଲଢିବାକୁ ପୃଥକ ଭାବେ ‘ପିଏମ୍‌ କେୟାର୍ସ’ ପଣ୍ଡ ଗଠନ କରିବା ଅନାବଶ୍ୟକ ବୋଲି କହିଛି କମ୍ୟୁନିଷ୍ଟି ପାର୍ଟି ଅଫ୍‌ ଇଣ୍ଡିଆ(ମାର୍କସିଷ୍ଟ)। ସେ କହିଛି ପ୍ରାଇ ମିନିଷ୍ଟର୍ସ ନ୍ୟାଶନାଲ ରିଲିଫ୍‌ ଫଣ୍ଡ(ପିଏମ୍‌ଏନ୍‌ଆର୍‌ଏଫ୍‌) କୋଭିଡ-୧୯ ପାଇଁ ସଂଗୃହିତ ଦାନ...

୯୦ ଦିନର ଫୁଡ୍‌ ଚ୍ୟାଲେଞ୍ଜ

କୋଲକାତା: ସାରା ଦେଶରେ ଏବେ ଲକ୍‌ଡାଉନ୍‌ ପାଇଁ ଦେଶର ଆର୍ଥିକ ଅବସ୍ଥା ପ୍ରଭାବିତ ହୋଇଛି। ଆଗକୁ ହୁଏତ ଖାଦ୍ୟ ସଙ୍କଟ ଦେଖା ଦେଇପାରେ। ତେଣୁ ଏବେଠାରୁ ସମସ୍ତେ ସତର୍କ ରହିବା ଏବଂ କେହି ହେଲେ ଖାଦ୍ୟ ନଷ୍ଟ କରିବା ନାହିଁ।...

ଜ୍ୱର ରୋଗୀଙ୍କୁୁ ଛୁଇଁବାକୁ ଡର

ରାଞ୍ଚି: କରୋନା ଏବେ ଲୋକଙ୍କ ମନରେ ଏଭଳି ଭୟ ପୂରାଇ ଦେଇଛି ଯେ, ସାଧାରଣ ଜ୍ୱର ରୋଗୀଙ୍କୁ ବି ଦେଖିଲେ ଭୟରେ ଛୁଇଁବାକୁ ଇଚ୍ଛା କରୁନାହାନ୍ତି ଲୋକେ। ଏମିତି ଏକ ଦୁଃଖଦାୟକ ଘଟଣା ଦେଖିବାକୁ ମିଳିଛି ଝାଡ଼ଖଣ୍ଡର ରାଞ୍ଚିରେ। ଏହି...

କରୋନା ଭୂତାଣୁ ମୁକାବିଲା ପାଇଁ ବିଶୋଧକ ସ୍ପ୍ରେ

ଗଞ୍ଜାମ,୨ା୪(ଡି.ଏନ୍‌.ଏ.): କରୋନା ଭୂତାଣୁର ମୁକାବିଲା ପାଇଁ ସ୍ଥାନୀୟ ଏକ କମ୍ପାନୀ ପକ୍ଷରୁ ଗଞ୍ଜାମ ଜିଲା ଛତ୍ରପୁର ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ବିଶୋଧକ (ସୋଡିୟମ ହାଇପୋ କ୍ଲୋରିଡ୍‌) ବିଭିନ୍ନ ଅଫିସ ଓ ଜନ ବସତି ଅଞ୍ଚଳରେ ସ୍ପ୍ରେ କରାଯାଇଛି। ଏହି...

କ୍ୱାରାଣ୍ଟାଇନ୍‌ରେ ସହଯୋଗ ନ କଲେ ଗୁଳି କରିବାକୁ ନିର୍ଦ୍ଦେଶ ଦେଲେ ଫିଲିପାଇନ୍ସ୍‌ ସରକାର !

ମାନିଲା,୨।୪: କରୋନା ସଂକ୍ରମଣ ପୃଥିବୀର ବିଭିନ୍ନ ରାଷ୍ଟ୍ରରେ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସେହିପରି ସଂକ୍ରମିତଙ୍କ ସଂଖ୍ୟା ମଧ୍ୟ ପ୍ରତିିଦିନ ବୃଦ୍ଧି ପାଉଛି। ସଂକ୍ରମିତଙ୍କୁ କ୍ୱାରାଣ୍ଟାଇନ୍‌ରେ ମଧ୍ୟ ରଖାଯାଉଛି। କରୋନା ସଂକ୍ରମଣ ରୋକିବା ପାଇଁ ଫିଲିପାଇନ୍ସ୍‌ ସରକାର...

ପୁଅର ନାମ ଲକ୍‌ଡାଉନ୍‌

ଲକ୍ଷ୍ନୌ: ସମଗ୍ର ବିଶ୍ୱରେ କରୋନା ଭୟାବହ ପରିସ୍ଥିତି ସୃଷ୍ଟି କରିଛି। ସାରା ଦେଶରୁ କରୋନା କବଳରୁ ଲୋକଙ୍କୁ ରକ୍ଷା କରିବାକୁ ସରକାର ସବୁଆଡେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିରେ ସମସ୍ତଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହି କରୋନା ଯୁଦ୍ଧବେଳେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri