କରୋନା ଭାଇରସ୍‌

ସାନିଟାଇଜ୍‌ ହେଲା ସଂକ୍ରାମକ ରୋଗ ଚିକିତ୍ସାଳୟ

ପୁରୀ ଅଫିସ,୨।୪: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ବୁଧବାର ସଂକ୍ରାମକ ରୋଗ ଚିକିତ୍ସାଳୟ (ଆଇଡିଏଚ୍‌)କୁ ସାନିଟାଇଜ୍‌ କରାଯାଇଛି। ଏହା ପରିସରରେ ଥିବା କରୋନା ୱାର୍ଡ, ଓପିଡି ଆଦି ବିଭିନ୍ନ ସ୍ଥାନ ସାନିଟାଇଜ କରାଯାଇଛି। ଅଗ୍ନିଶମ ବିଭାଗର ୨ଟି…

କନଷ୍ଟେବଳଙ୍କ ବଦାନ୍ୟତା

ମୁମ୍ବାଇ,୨।୪: ମହାରାଷ୍ଟ୍ରରେ କରୋନା ସଂକ୍ରମିତ ଓ ମୃତକଙ୍କ ସଂଖା ବଢି ଚାଲିଥିବା ବେଳେ ଏବେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ବି ସହାୟତାର ସୁଅ ଛୁଟିଛି। ଏହି କ୍ରମରେ ମହାରାଷ୍ଟ୍ରର ହେଡ କନଷ୍ଟେବଳ ବାପୁ ସାହେବ ଡାଙ୍ଗରେ ୧୦ ହଜାର ଟଙ୍କା ଦାନ…

କରୋନା ନା ନେଲେ ହେବ ଜେଲଦଣ୍ଡ !

ଆଶଗାବାଟ,୨।୪: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ତେବେ କରୋନା ନା ନେଲେ ଜେଲଦଣ୍ଡ ଘୋଷଣା କରାଯିବା କଥା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। କିନ୍ତୁ ଏହା ସତ। କେନ୍ଦ୍ରୀୟ ଏସିଆରେ କାସ୍ପିଆନ୍‌ ସାଗରକୂଳରେ ଥିବା…

ଭାବବିହ୍ବଳ କଲା କୁନିଝିଅଙ୍କ ନିବେଦନ

ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣ ବ୍ୟାପିବାକୁ ରୋକିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଥିବା ୨୧ ଦିନିଆ ଲକ୍‌ଡାଉନ୍‌କୁ ମାନି ନିଜ ନିଜ ଘରେ ସୁରକ୍ଷିତ ରହିବାକୁ ଅନୁରୋଧ କରିଛନ୍ତି ଅରୁଣାଚଳ ପ୍ରଦେଶର ଜଣେ ୯ ବର୍ଷର ଝିଅ। ହେଲେ ତାଙ୍କ ନିବେଦନ…

ବ୍ରହ୍ମବରଦାରେ ଆଉ ଜଣେ ନିଜାମୁଦ୍ଦିନ ଫେରନ୍ତା ଠାବ

ରସୁଲପୁର,୨।୪(ଡି.ଏନ୍‌.ଏ.): ନିଜାମୁଦ୍ଦିନରେ ଆୟୋଜିତ ମୁସଲମାନଙ୍କ ଧର୍ମସଭାରେ ଯୋଗଦେଇ ଫେରିଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଆଉ ଜଣଙ୍କୁ ବୁଧବାର ଯାଜପୁର ଜିଲା ରସୁଲପୁର ବ୍ଲକର ବ୍ରହ୍ମବରଦା ଅଞ୍ଚଳରେ ଠାବ କରିଛି ପ୍ରଶାସନ। ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ବୁଧବାର ସନ୍ଧ୍ୟାରେ ରସୁଲପୁର ତହସିଲଦାର ଜ୍ୟୋତିକାନ୍ତ ଭୁଜବଳଙ୍କ…

ଯାଜପୁର ଜିଲାର ସୀମା ନାକାବନ୍ଦୀ

ଯାଜପୁର ଅଫିସ,୨।୪: ପଡୋଶୀ ଜିଲା ଭଦ୍ରକରେ ଓଡ଼ିଶାର ୪ର୍ଥ କରୋନା ଭାଇରସ୍‌ ସଂକ୍ରମିତ ଚିହ୍ନଟ ହେବା ପରେ ଯାଜପୁର ଜିଲାର ସମସ୍ତ ସୀମାକୁ ନାକାବନ୍ଦୀ କରି ଦିଆଯାଇଛି। ଜିଲା ପୋଲିସ ସେଠାରେ ୨୪ ଘଣ୍ଟା ପହରା ଦେଉଛି। ଜିଲା ବାହାରୁ ଆସୁଥିବା…

ନିଜାମୁଦ୍ଦିନ୍‌ରୁ ଓଡ଼ିଶାକୁ ଫେରିଥିବା ୬ବିଦେଶୀଙ୍କ ସମେତ ୨୦ ଚିହ୍ନଟ: ୧୫ଜଣଙ୍କ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର,୨।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍‌ରେ ଅନୁଷ୍ଠିତ ଧର୍ମସଭାରୁ ଓଡ଼ିଶାକୁ ଆସିଥିବା ଲୋକଙ୍କ ମଧ୍ୟରୁ ୬ଜଣ ବିଦେଶୀଙ୍କ ସମେତ ୨୦ଜଣଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କ ସମସ୍ତଙ୍କ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିବାବେଳେ ୧୫ଜଣଙ୍କ ରିପୋର୍ଟ ନେଗେଟିଭ ଆସିଥିବାବେଳେ ୫ଜଣଙ୍କ ରିପୋର୍ଟ ହସ୍ତଗତ…

ଛାତ୍ର ଓମ୍‌ପ୍ରକାଶଙ୍କ ବଦାନ୍ୟତା

ଜଟଣୀ,୨।୪(ଡି.ଏନ.ଏ): ବର୍ତ୍ତମାନ କରୋନା କଟକଣା ଯୋଗୁ ସମସ୍ତେ ଘରର ଚାରିକାନ୍ଥ ମଧ୍ୟରେ ଆବଦ୍ଧ ହୋଇ ରହୁଛନ୍ତି। ମାତ୍ର ଏହି ସମୟରେ ସମାଜସେବା ଲାଗି ସାଇକେଲ ଧରି ବାହାରିପଡୁଛନ୍ତି ବାଛରାପାଟଣା ଅଞ୍ଚଳର ୮ମ ଶ୍ରେଣୀ ଛାତ୍ର ଓମ୍‌ପ୍ରକାଶ ନାୟକ। ଘରଲୋକେ ମନାକଲେ ବି…

ମାତ୍ର ୩ ସେକେଣ୍ଡ୍‌ରେ ଲୋକଙ୍କୁ ସାନିଟାଇଜ୍‌ କରୁଛି ସୁଡ଼ଙ୍ଗ

ଚେନ୍ନାଇ,୨।୪: ଭାରତରେ କରୋନା ସଂକ୍ରମଣ ନେଇ ସଙ୍କଟ ସୃଷ୍ଟି ହୋଇଛି। ଏଥିରୁ ଦୂରେଇ ରହିବା ପାଇଁ ସାନିଟାଇଜରର ବ୍ୟବହାର ଏବଂ ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଉଛି। ଲୋକଙ୍କ ସମଗ୍ର ଶରୀର ସାନିଟାଇଜ୍‌ କରିବା ପାଇଁ ତାମିଲନାଡୁର ତିରୁପୁର ଜିଲାରେ ଏକ…

ସାନିଟାଇଜର ପ୍ରସ୍ତୁତ କଲେ ୩ ଅଧ୍ୟାପକ

କଟକ ଅଫିସ,୨।୪: ଲକ୍‌ଡାଉନ୍‌ ବଳବତ୍ତର ଥିବାରୁ ରେଭେନ୍‌ଶା ବିଶ୍ୱବିଦ୍ୟାଳୟରେ ଶିକ୍ଷାଦାନ ବନ୍ଦ ରହିଛି। ତେବେ ୩ଜଣ ଅଧ୍ୟାପକ ଏହି ଫାଙ୍କା ସମୟର ସଦୁପଯୋଗ କରି ଏକ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି। କିଛି ଦିନର ପରିଶ୍ରମ ଭିତରେ ସେମାନେ ଏବେ ସୁଦ୍ଧା ୧୫…

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ସହାୟତା କଲେ ସୋମ୍ୟାଶ୍ରୀ

ନିଶ୍ଚିନ୍ତକୋଇଲି,୨।୪(ସ୍ବ.ପ୍ର.): କରୋନା ମୁକାବିଲା ପାଇଁ କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ପଞ୍ଚସରଙ୍ଗବଳରାମପୁର ଗ୍ରାମର ଆଶିଷ କୁମାର ବସନ୍ତରାୟଙ୍କ ୬ ବର୍ଷର ଝିଅ ସୋମ୍ୟାଶ୍ରୀ ନିଜ କୁମ୍ପିରେ ରଖିଥିବା ଟଙ୍କାକୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ଦାନ କରିଛନ୍ତି। ମା’ବାପା ଦେଇଥିବା ହାତଖର୍ଚ୍ଚକୁ…

ହିନ୍ଦୁଙ୍କୁ ଖାଦ୍ୟ ଯୋଗାଇବାକୁ ମନା କଲା ପାକିସ୍ତାନ

କରାଚୀ,୨ା୪: ମହାମାରୀ କିମ୍ବା ପ୍ରାକୃତିକ ବିପର୍ଯ୍ୟୟ ବେଳେ ଜାତି ଧର୍ମ ଭେଦଭାବ ଦେଖାଯାଇ ନ ଥାଏ। କରୋନା ମହାମାରୀ ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏହା ବିରୋଧରେ ଲଢ଼େଇ ପାଇଁ ସାରା ବିଶ୍ୱ ଏକାଠି ହୋଇଥିବାବେଳେ ପାକିସ୍ତାନ ସରକାର ଧର୍ମୀୟ ପାତରଅନ୍ତର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri