କରୋନା ଭାଇରସ୍‌

୧୦୦ କୋଟି ଦାନ କରିବେ ଲକ୍ଷ୍ମୀ ମିତ୍ତଲ

ଲଣ୍ଡନ,୨ା୪(ପି.ଟି.): ପ୍ରବାସୀ ଭାରତୀୟ କୋଟିପତି ଲକ୍ଷ୍ମୀ ଏନ୍‌. ମିତ୍ତଲ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଗଠିତ ପିଏମ୍‌-କେୟାର୍ସ ପାଣ୍ଠିକୁ ୧୦୦ କୋଟି ଟଙ୍କା ଦାନ କରିବେ ବୋଲି ଘୋଷଣା କରିଛନ୍ତି। କୋଭିଡ-୧୯ ସଂକ୍ରମଣର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଗଠିତ ପାଣ୍ଠିକୁ…

ସ୍ଥିତି ଅଣାୟତ୍ତ

ନ୍ୟୁୟର୍କ/ଲଣ୍ଡନ,୨ା୪ : ବିଶ୍ୱବ୍ୟାପୀ କରୋନା ଭାଇରସ୍‌ ଆତଙ୍କ ସୃଷ୍ଟି କରିଥିବା ବେଳେ ମୃତ୍ୟୁସଂଖ୍ୟା ବଢ଼ି ୪୪, ୨୨୭ରେ ପହଞ୍ଚିଛି। ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ବୁଧବାର ସୁଦ୍ଧା ଏହା ୮୮୬, ୧୦୮କୁ ବୃଦ୍ଧି ପାଇଛି। ଏହି ଭୂତାଣୁ ଗୋଟିକ…

୯/୧୧କୁ ବଳିଗଲା କରୋନା ଦୁଃଖ

ନ୍ୟୁୟର୍କ,୨ା୪ : ଆମେରିକାରେ ଭୟଙ୍କର ସ୍ଥିତି ସୃଷ୍ଟିକରିଛି କରୋନା ଭାଇରସ୍‌। ଗୋଟାଏ ପରେ ଗୋଟାଏ ମୁଣ୍ଡ ଗଡ଼ିଚାଲିଛି। ବୁଧବାର ସୁଦ୍ଧା ୪,୦୫୫ ଜୀବନ ନେଲାଣି ଏହି ପ୍ରାଣଘାତୀ ଭୂତାଣୁ। ଏଥିସହ ସଂକ୍ରମିତଙ୍କ ସଂଖ୍ୟା ବଢ଼ି ୧,୮୮,୫୭୮ରେ ପହଞ୍ଚିଛି। ଆଗକୁ କେତେଯେ ମୁଣ୍ଡ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ

ଭୁବନେଶ୍ୱର, ୨।୪(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ଦୁଗ୍ଧଚାଷୀମାନେ ମଧ୍ୟ ବ୍ୟାପକ କ୍ଷତି ସହିବାରେ ଲାଗିଛନ୍ତି। ସେମାନେ ଆଉ ପୂର୍ବଭଳି କୌଣସି ସଂସ୍ଥାକୁ କ୍ଷୀର ଯୋଗାଇପାରୁ ନ ଥିବାବେଳେ ଦୋକାନ, ବଜାର ବନ୍ଦ କାରଣରୁ ପ୍ରଚୁର ପରିମାଣର କ୍ଷତି ସହୁଛନ୍ତି। ସେହିପରି ଓମ୍‌ଫେଡ୍‌ ମଧ୍ୟ…

ନିଃଶ୍ୱାସରେ ୮ ମିଟର ଯାଇପାରେ ଭୂତାଣୁ

ନୂଆଦିଲ୍ଲୀ,୨ା୪: କରୋନା ସଂକ୍ରମଣ ରୋକିବା ପାଇଁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ଏବଂ ଆମେରିକା ସେଣ୍ଟର ଫର୍‌ ଡିଜିଜ୍‌ କଣ୍ଟ୍ରୋଲ ଆଣ୍ଡ ପ୍ରିଭେନ୍‌ଶନ (ସିଡିସି) ପକ୍ଷରୁ ଯେତିକି ସାମାଜିକ ଦୂରତ୍ୱ ରଖିବା ଲାଗି ପରାମର୍ଶ ଦିଆଯାଇଛି, ତାହା ଯଥେଷ୍ଟ ହୋଇ ନ…

କରୋନା ଆଣିବ ଭୟଙ୍କର ଖାଦ୍ୟ ସଙ୍କଟ

ପ୍ୟାରିସ୍‌,୨ା୪ : କରୋନା ଭାଇରସ୍‌ ସ୍ଥିତି ବିଗାଡ଼ିବାରେ ଲାଗିଛି। ବିଶ୍ୱର ପ୍ରାୟ ସବୁଲୋକ ଏବେ ଲକ୍‌ଡାଉନ୍‌ରେ ରହିଥିବା ବେଳେ ଖାଦ୍ୟଶସ୍ୟ ଉତ୍ପାଦନଠାରୁ ଆରମ୍ଭ କରି ଖାଦ୍ୟ ଯୋଗାଣ, ଅନ୍ତର୍ଜାତୀୟ ବାଣିଜ୍ୟ ବ୍ୟବସାୟ ସବୁକିଛି ଠପ୍‌ ହୋଇପଡ଼ିଛି। ଲୋକମାନେ ମଧ୍ୟ ଭୟଭୀତ ହୋଇ…

୩ଦିନରୁ ଭୋକିଲା ପେଟରେ ଶ୍ରମିକ

କେନ୍ଦୁଝର,୨।୪(ସ୍ବ.ପ୍ର.): ପଶ୍ଚିମବଙ୍ଗ ଓ ବିହାରରୁ ପାଖାପାଖି ୩୦ଜଣ ନିର୍ମାଣ ମିସ୍ତ୍ରୀ, ତୁଳା କାମ ଓ କାଠ କାମ ମିସ୍ତ୍ରୀ କାର୍ଯ୍ୟ ସକାଶେ କେନ୍ଦୁଝରକୁ ଆସିଥିଲେ। ଲକ୍‌ଡାଉନ୍‌ ଯୋଗୁ କେହି ନିଜ ରାଜ୍ୟକୁ ଫେରିପାରି ନ ଥିବା ବେଳେ ସମସ୍ତଙ୍କୁ ରନ୍ଧା ଖାଦ୍ୟ…

ବ୍ୟାପିଗଲା ମୃତ୍ୟୁର ଭୂତାଣୁ

ନୂଆଦିଲ୍ଲୀ,୨ା୪(ପି.ଟି.): ମହାମାରୀ କରୋନା ଭୂତାଣୁ ଭାରତ ସମେତ ସାରା ବିଶ୍ୱରେ ମୁଣ୍ଡ ଗଡ଼ାଇ ଚାଲିଥିବାବେଳେ ଏହାକୁ ନିୟନ୍ତ୍ରଣକୁ ଆଣିବା ପାଇଁ ସବୁ ରାଷ୍ଟ୍ର ନିଜ ନିଜ ସ୍ତରରେ ଉଦ୍ୟମ ଚଳାଇଛନ୍ତି। ଏଭଳି ସମୟରେ ଦିଲ୍ଲୀର ନିଜାମୁଦ୍ଦିନ ମରକଜ୍‌ (ସେଣ୍ଟର)ରେ ଆୟୋଜିତ ତବ୍‌ଲିଘି…

ଜମନକିରାକୁ ଚାଲି ଚାଲି ଯାଉଥିବା ଶ୍ରମିକ ଥଇଥାନ

କେନ୍ଦୁଝର,୨।୪(ସ୍ବ.ପ୍ର.): ମୟୁରଭଞ୍ଜ ଜିଲା କରଞ୍ଜିଆ ଗାଁରୁ ସମ୍ବଲପୁର ଜିଲା ଜମନକିରା ଗାଁକୁ ଚାଲି ଚାଲି ଯାଉଥିବା ୩୦ଜଣ ଶ୍ରମିକଙ୍କୁ ସଦର ବ୍ଲକ ନେଲୁଙ୍ଗ ଗାଁର ଗ୍ରାମବାସୀମାନେ ଆଶ୍ରୟ ଦେଇଥିବା ଜଣାପଡ଼ିଛି। ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିରରେ ସେମାନଙ୍କ ରହିବା ବ୍ୟବସ୍ଥା କରାଯିବା…

କରୋନା ପାଇଁ ପ୍ରଶାସନର କଠୋର ପଦକ୍ଷେପ: ଗଞ୍ଜାମ ସହରକୁ ସଂଯୋଗ କରୁଥିବା ସମସ୍ତ ରାସ୍ତା ସିଲ୍‌

ଗଞ୍ଜାମ,୨।୪(ଡି.ଏନ୍‌.ଏ.): ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବ୍ୟାପିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଥିବା ବେଳେ ବିଭିନ୍ନ ରାଜ୍ୟରେ ପୋଲିସ ପ୍ରଶାସନ ପକ୍ଷରୁ କେତେକ କଟକଣା ଜାରି କରାଯାଇଛି। ତଥାପି ଲୋକେ ଏହାକୁ…

ଇସ୍ପାତ କ୍ଷେତ୍ରରୁ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ୫୦୦କୋଟି

ଭୁବନେଶ୍ୱର, ୨।୪(ବ୍ୟୁରୋ): ବିଶ୍ୱ ମହାମାରୀ କରୋନାର ମୁକାବିଲା ପାଇଁ ତୈଳ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଓ କର୍ମଚାରୀମାନେ ପ୍ରଧାନମନ୍ତ୍ରୀ କେୟାର୍ସ ଫଣ୍ଡକୁ ଏକକାଳୀନ ସର୍ବାଧିକ ଟଙ୍କା ଦାନ କରିଥିଲେ। ସେହିପରି ଇସ୍ପାତ କ୍ଷେତ୍ର ପିଏସ୍‌ୟୁ ଏବଂ ବେସରକାରୀ କ୍ଷେତ୍ର ମିଳିତଭାବେ ପ୍ରଧାନମନ୍ତ୍ରୀଙ୍କ କେୟାର୍ସ…

ଆଇନଜୀବୀଙ୍କୁ ମିଳିବ ଆର୍ଥିକ ସହାୟତା

କଟକ ଅଫିସ୍‌,୨।୪: କରୋନା ଯୋଗୁ ସାରା ରାଜ୍ୟରେ କୋର୍ଟଗୁଡ଼ିକ ବନ୍ଦ ରହିଛି। ଫଳରେ ବହୁ ଆଇନ୍‌ଜୀବୀ ସାମୟିକ ଭାବେ ଜୀବିକା ହରାଇଛନ୍ତି। ବିଶେଷକରି କନିଷ୍ଠ ଆଇନ୍‌ଜୀବୀମାନେ ପ୍ରଭାବିତ ହୋଇଛନ୍ତି। ଏଣୁ କ୍ଷତି ସହୁଥିବା ଆଇନ୍‌ଜୀବୀଙ୍କୁ ଆର୍ଥିକ ସହାୟତା ପ୍ରଦାନ ପାଇଁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?