ନିରାଡ଼ମ୍ବରରେ ଜନ୍ମଦିନ ପାଳିବେ ପ୍ରଭୁ ଶ୍ରୀରାମ
ଭୁବନେଶ୍ୱର,୨।୪(ବ୍ୟୁରୋ): ଲକ୍ଡାଉନ୍ ଯୋଗୁ ବନ୍ଦ ରହିଛି ରାଜ୍ୟର ସମସ୍ତ ମଠ, ମନ୍ଦିର ଓ ମସ୍ଜିଦ। ଏଭଳିସ୍ଥଳେ ଗୁରୁବାର ହେଉଛି ପବିତ୍ର ରାମନବମୀ। ସର୍ବସାଧାରଣଙ୍କ ପାଇଁ ସମସ୍ତ ମନ୍ଦିର ଦ୍ୱାର ବନ୍ଦ ରହିଥିବାବେଳେ ଠାକୁରଙ୍କର କେବଳ ନୀତିକାନ୍ତି କରାଯାଉଛି। ତେଣୁ ପ୍ରତିବର୍ଷ ଧୂମ୍ଧାମ୍ରେ…
ସାନିଟାଇଜ ସହ ଭୂତାଣୁନାଶକ ଧୂଆଁ ସ୍ପ୍ରେ
ଭୁବନେଶ୍ୱର, ୨।୪ (ବ୍ୟୁରୋ)/ କଟକରୋଡ, (ଡି.ଏନ.ଏ.): କରୋନା ଭୂତାଣୁ ସଂକ୍ରମଣରୁ ଭୁବନେଶ୍ୱରକୁ ରକ୍ଷା କରିବା ପାଇଁ ଆରମ୍ଭ ହୋଇଛି ବିଶୋଧନ କାର୍ଯ୍ୟକ୍ରମ। ବୁଧବାର ଦ୍ୱିତୀୟ ଦିନରେ ହାଇପୋକ୍ଲୋରାଇଡ୍ ମିଶା ପାଣିରେ ରାସ୍ତାଘାଟ ବଜାର, କଲୋନୀ ଆଦିକୁ ସାନିଟାଇଜ୍ କରାଯାଇଥିବାବେଳେ ଭୂତାଣୁନାଶକ ଧୂଆଁ…
ଅଟୋ, ଟ୍ରକ୍ ଚାଳକଙ୍କ ପରିବାରରେ ଭାଳେଣି
ଭୁବନେଶ୍ୱର,୨।୪ (ବ୍ୟୁରୋ): କରୋନା ଭାଇରସ୍ ସଂକ୍ରମଣ ରୋକିବା ପାଇଁ ୨୧ ଦିନିଆ ଲକ୍ଡାଉନ୍ ବିଶେଷକରି ନିମ୍ନ ଓ ମଧ୍ୟବିତ୍ତଙ୍କ ପାଇଁ କାଳ ହୋଇଛି। ଗାଡିମୋଟର ଚଳାଚଳ ବନ୍ଦ ଯୋଗୁ ଅଟୋ ଚାଳକମାନେ ଘରେ ହାତବାନ୍ଧି ବସିଛନ୍ତି। ପ୍ରତିଦିନ ଅଟୋରୁ ହେଉଥିବା ରୋଜଗାରରେ…
ନିବେଶକଙ୍କ ୩.୨୦ ଲକ୍ଷ କୋଟି ଘାଟା
ନୂଆଦିଲ୍ଲୀ, ୨।୪: ୨୦୨୦-୨୧ ଆର୍ଥତ୍କ ବର୍ଷର ପ୍ରଥମ ଦିନରେ ଦେଶର ପୁଞ୍ଜି ବଜାର କାରବାର କ୍ଷତିଗ୍ରସ୍ତ ସ୍ଥିତିରେ ରହିଛି। ବୁଧବାର ବମ୍ବେ ଷ୍ଟକ ଏକ୍ସଚେଞ୍ଜରେ କାରବାର ନିମ୍ନରେ ରହିବା ଯୋଗୁ ନିବେଶକମାନେ ୩.୨୦ ଲକ୍ଷ କୋଟି ଟଙ୍କା କ୍ଷତି ସହିଛନ୍ତି। ଏହି…
ଆଇଆଇସିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି
ଭୁବନେଶ୍ୱର,୨।୪(ବ୍ୟୁରୋ): ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ସରକାରୀ ଏବଂ ଅନ୍ୟାନ୍ୟ ସଂସ୍ଥା ମିଳିତ ଉଦ୍ୟମ ଜାରି ରଖିଛନ୍ତି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାର୍ଯ୍ୟରତ ୧୭ ଗୋଷ୍ଠୀ ବେତାର କେନ୍ଦ୍ର ମଧ୍ୟ ସହଯୋଗର ହାତ ବଢାଇଛନ୍ତି। ହେଲେ ଭଦ୍ରକ ଜିଲା…
କରୋନା ପରୀକ୍ଷା ଲାଗି କିଟ୍ ଦିଅ
ଭୁବନେଶ୍ୱର, ୨।୪(ବ୍ୟୁରୋ): ସରକାର ରାଜ୍ୟରେ କୋଭିଡ୍-୧୯ ପ୍ରତିରୋଧ କ୍ଷେତ୍ରରେ ସମସ୍ତ ପ୍ରକାର ସମ୍ଭାବ୍ୟ ପଦକ୍ଷେପ ଗ୍ରହଣ କରିଛନ୍ତି। କେନ୍ଦ୍ର ସରକାର ମଧ୍ୟ ନିୟମିତ ବ୍ୟବଧାନରେ ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟ ସରକାରଙ୍କ ସହ ଯୋଗାଯୋଗରେ ଅଛନ୍ତି ଏବଂ ଆବଶ୍ୟକ ପରାମର୍ଶ ଦେଉଛନ୍ତି…
‘ଖାଉଟି ସାମଗ୍ରୀର ଅଭାବ ନାହିଁ’
ଭୁବନେଶ୍ୱର,୨।୪(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ଲାଗୁ କରାଯାଇଥିବା ଲକ୍ଡାଉନ ସତ୍ତ୍ୱେ ରାଜ୍ୟରେ ଖାଉଟି ସାମଗ୍ରୀର ଅଭାବ ନାହିଁ। ରାଜ୍ୟରେ ପର୍ଯ୍ୟାପ୍ତ ପରିମାଣର ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରହିଛି ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ମାତ୍ର ବଜାରରେ ଏବେଠାରୁ କଳାବଜାର…
ରାଉରକେଲା ହାଇଟେକ ମେଡିକାଲ କଲେଜ ହେବ କରୋନା ହସ୍ପିଟାଲ
କଟକ ଅଫିସ, ୧।୪: କୋଭିଡ-୧୯ ଭୂତାଣୁ ଏବେ ଷ୍ଟେଜ-୨ରେ ଥିବାବେଳେ କାଳେ ଗୋଷ୍ଠୀ ସଂକ୍ରମଣ ହେବ ଆଶଙ୍କା କରି ରାଜ୍ୟ ସରକାରଙ୍କ ତରଫରୁ ଗୋଟିଏ ପରେ ଗୋଟିଏ ସ୍ବତନ୍ତ୍ର କରୋନା ହସ୍ପିଟାଲ ପବ୍ଲିକ ପ୍ରାଇଭେଟ ପାର୍ଟନରଶିପ (ପିପିପି) ମୋଡ୍ରେ କାର୍ଯ୍ୟକ୍ଷମ କରାଯାଉଛି।…
ଏସ୍ସିବିରେ ଚତୁର୍ଥ କରୋନା ପଜିଟିଭ୍
କଟକ ଅଫିସ, ୨।୪: ଭଦ୍ରକର ଜଣେ ୨୯ ବର୍ଷୀୟ ଯୁବକ କରୋନା ଭୂତାଣୁରେ ଆକ୍ରାନ୍ତ ହୋଇଥିବା ମଙ୍ଗଳବାର ରାତିରେ ଜଣାପଡ଼ିଥିଲା। ଭୁବନେଶ୍ୱର ଏମ୍ସରେ ତାଙ୍କ ନମୁନା ପରୀକ୍ଷା ବେଳେ କରୋନା ପଜିଟିଭ୍ ମିଳିଥିଲା। ବୁଧବାର ଭୋରୁ ତାଙ୍କୁ କଟକ ଏସ୍ସିବି ମେଡ଼ିକାଲ୍…
ଓଡ଼ିଶାରେ ୫ମ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର, ୨।୪(ବ୍ୟୁରୋ): ଓଡ଼ିଶାରେ ବୁଧବାର ଆଉ ଜଣେ ବ୍ୟକ୍ତିଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛି। ଏହାସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫ରେ ପହଁଚିଛି। ୫ମ ସଂକ୍ରମିତ ଜଣକ ଭୁବନେଶ୍ୱର ସୂର୍ଯ୍ୟନଗର ଅଞ୍ଚଳର ବୋଲି ଜଣାପଡିଛି। ତାଙ୍କ ବୟସ ୬୦ ବର୍ଷ।…
ସାଧାରଣ ରୋଗ ପାଇଁ ଡାକ୍ତରଖାନା ମନା
ହିଞ୍ଜିଳିକାଟୁ,୧ା୪(ଡି.ଏନ୍.ଏ.): କରୋନା ସତର୍କତାମୂଳକ ପଦକ୍ଷେପ ସ୍ବରୂପ ଲକ୍ଡାଉନ୍ ଜାରି ରହିଥିବା ବେଳେ ଜରୁରୀ କାମ ନ ଥିଲେ ଲୋକେ ବାହାରକୁ ନ ବାହାରିବା ପାଇଁ କଟକଣା ହୋଇଛି। ଯେ କାୈଣସି ସମୟରେ ଡାକ୍ତରଖାନା ଯିବାକୁ ଅନୁମତି ରହିଛି। ପ୍ରେସକ୍ରିପଶନ ଦେଖି ପୋଲିସ…
ଗୋପରେ ନିଜାମୁଦ୍ଦିନରୁ ଫେରନ୍ତା ଚିହ୍ନଟ
ଗୋପ,୧।୪(ଡି.ଏନ୍.ଏ.): କରୋନା ଭାଇରସ୍ ସଂକ୍ରମଣକୁ ନେଇ ଚର୍ଚ୍ଚାରେ ରହିଆସୁଥିବା ନିଜାମୁଦ୍ଦିନ ଧର୍ମସଭାରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ କେତେଜଣ ବ୍ୟକ୍ତି ଯୋଗଦେଇଥିଲେ। ଇତିମଧ୍ୟରେ ଗୋପର ୨ଜଣ ବ୍ୟକ୍ତି ନିଜାମୁଦ୍ଦିନ ଧର୍ମସଭାରେ ଯୋଗଦେଇଥିବା ଜଣାପଡ଼ିଛି। ବୁଧବାର ଅପରାହ୍ନରେ ବ୍ଲକ ପ୍ରଶାସନ ପକ୍ଷରୁ ୨ଜଣ ଯୁବକଙ୍କୁ…
Archives


