କରୋନା ଭାଇରସ୍‌

ଖସିଲା କରୋନା ଗ୍ରାଫ୍‌: ଆଜି ୧୦୪ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୧ା୩(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୧୦୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୪୫୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୧ ଜଣ ଚିହ୍ନଟ ହୋଇଥିବା…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୩୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୦ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୧୩୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୨୮୫ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଶେଷ ମୁହାଁ ତୃତୀୟ ଲହର…

ନୂଆଦିଲ୍ଲୀ, ୧୦।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୪ ହଜାର ୧୮୪…

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୭୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୯ା୩(ବ୍ୟୁରୋ): ବୁଧବାର ରାଜ୍ୟରୁ ଆଉ ୧୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୧୨,୭୬,୧୫୦ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍‌ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ତଳମୁହାଁ…

ନୂଆଦିଲ୍ଲୀ, ୯।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୪ ହଜାର ୫୭୫…

ଖସୁଛି ସଂକ୍ରମଣ: ଆଜି ୧୨୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୯।୩(ବ୍ୟୁରୋ): ରାଜ୍ୟରେ ବୁଧବାର ୧୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୫ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭୫ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ…

ଆସିବନି ଚତୁର୍ଥ ଲହର, ଭାରତରେ କରୋନା ଶେଷ ମୁହାଁ, ବିଶେଷଜ୍ଞଙ୍କ ରିପୋର୍ଟ…

ନୂଆଦିଲ୍ଲୀ,୮।୩ : ଭାରତରେ କରୋନାର ତୃତୀୟ ଲହର କ୍ରମାଗତ ଭାବରେ ଦୁର୍ବଳ ହେଉଛି। ବର୍ତ୍ତମାନ ସାରା ଦେଶରେ କରୋନା ସକ୍ରିୟ ମାମଲା ମଧ୍ୟ ୫୦ ହଜାରକୁ ଖସି ଆସିଛି। ଏଭଳି ପରିସ୍ଥିତିରେ କରୋନା ସମ୍ବନ୍ଧରେ ସ୍ବାସ୍ଥ୍ୟ ବିଶେଷଜ୍ଞମାନଙ୍କ ପକ୍ଷରୁ ଜାରି ହୋଇଥିବା…

ରାଜ୍ୟରେ ସୁସ୍ଥ ହେଲେ ୨୨୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୮।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହାର କମୁଥିବା ବେଳେ ସୁସ୍ଥ ହାର ବଢୁଛି। ତେବେ ରାଜ୍ୟରେ ଆଉ ୨୨୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ…

କରୋନା ମୃତ୍ୟୁ କ୍ଷତିପୂରଣ, ନକଲି ମେଡ଼ିକାଲ ପ୍ରମାଣପତ୍ର ନେଇ ସୁପ୍ରିମ୍‌କୋର୍ଟଙ୍କ ଚିନ୍ତା ପ୍ରକଟ…

ନୂଆଦିଲ୍ଲୀ,୭।୩ : କରୋନା ମୃତ୍ୟୁ କ୍ଷତିପୂରଣ କ୍ଷେତ୍ରରେ ନକଲି ମେଡ଼ିକାଲ ପ୍ରମାଣ ପତ୍ର ଦାଖଲକୁ ନେଇ ସୁପ୍ରିମ୍‌କୋର୍ଟ ଚିନ୍ତା ପ୍ରକଟ କରିଛନ୍ତି। କୋର୍ଟ କହିଛନ୍ତି ଯେ, ଏଭଳି ପ୍ରମାଣପତ୍ର ଦ୍ୱାରା ଅଯୋଗ୍ୟ ଲୋକେ ଅନୁକମ୍ପାମୂଳକ କ୍ଷତିପୂରଣ ନେଉଛନ୍ତି। ଏହା ଅତ୍ୟନ୍ତ ଚିନ୍ତାର…

ପୁଣି ଏନ୍ତୁଡ଼ିଶାଳକୁ ଫେରିଲା କରୋନା, ସତର୍କ ସୂଚନା ଜାରି…

ବେଜିଂ,୭।୩ : କରୋନା ପୁଣି ଥରେ ଏହାର ଏନ୍ତୁଡ଼ିଶାଳ ଚାଇନାକୁ ଫେରିଛି। ଚାଇନାର ଗଣମାଧ୍ୟମ ଅନୁଯାୟୀ, ମହାମାରୀର ଆରମ୍ଭ ଉହାନରେ ହୋଇଥିଲା। ତେବେ ସମ୍ପ୍ରତି ଦେଶରେ ଗୋଟିଏ ଦିନରେ ସର୍ବାଧିକ ସଂଖ୍ୟକ ମାମଲା ରିପୋର୍ଟ ହୋଇଛି। ଚାଇନାରେ ସମ୍ପ୍ରତି ଗୋଟିଏ ଦିନରେ…

୫ ହଜାର ତଳେ ଦୈନିକ ସଂକ୍ରମଣ, ମୃତ୍ୟୁ ସଂଖ୍ୟା ଶହେରୁ କମ୍‌…

ନୂଆଦିଲ୍ଲୀ, ୭।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୪ ହଜାର ୩୬୨…

ଆଜି ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ, ସମ୍ବଲପୁରରୁ ସର୍ବାଧିକ

ଭୁବନେଶ୍ୱର,୭ା୩(ବ୍ୟୁରୋ): ସୋମବାର ରାଜ୍ୟରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୬,୦୦୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୬୯ ଜଣ ଚିହ୍ନଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri