କରୋନା ଭାଇରସ୍‌

ଅନ୍ଧବିଶ୍ୱାସ: ୧୨ ଘଣ୍ଟା କୀର୍ତ୍ତନ କଲେ ଗାଁ ମାଡ଼ିବନି କରୋନା, ଜଣେ ଗିରଫ

ଗୋଷାଣୀ,୧ା୪(ଡି.ଏନ୍‌.ଏ.): ମହାମାରୀ କରୋନାର ମୁକାବିଲା ପାଇଁ ସରକାର ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ଅନେକ ପଦକ୍ଷେପ ନିଆଯାଇଛି। ବିଶେଷକରି ଗୁଜବ ଓ ଅନ୍ଧବିଶ୍ୱାସ ଠାରୁ ଦୂରେଇ ରହିବାକୁ ବାରମ୍ବାର ସଚେତନ କରାଯାଉଛି। ଏଭଳି କାର୍ଯ୍ୟ କଲେ ଗିରଫ କରାଯିବ ବୋଲି...

କରୋନା ଭାଇରସ୍‌: ମେଡିକାଲ ଷ୍ଟାଫ୍‌ ଓ ସଫେଇ କର୍ମଚାରୀଙ୍କ ପାଇଁ ଦିଲ୍ଲୀ ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୪: ଦିଲ୍ଲୀରେ କରୋନା ଭାଇରସ୍‌ ବିରୋଧରେ ଯୁଦ୍ଧ ଲଢ଼ୁଥିବା ମେଡିକାଲ ଷ୍ଟାଫ୍‌ଙ୍କଠାରୁ ଆରମ୍ଭ କରି ସଫେଇ କର୍ମଚାରୀମାନଙ୍କ ପାଇଁ ଦିଲ୍ଲୀ ସରକାର ଏକ ବଡ଼ ଘୋଷଣା କରିଛନ୍ତି। ଯଦି କରୋନା ଯୁଦ୍ଧରେ କୌଣସି କର୍ମଚାରୀଙ୍କ ମୃତ୍ୟୁ ହୋଇଯାଏ ତେବେ ଦିଲ୍ଲୀ...

ଲକ୍‌ଡାଉନ୍‌ରେ କେତେକ ଘରେ ରାମାୟଣ ଦେଖୁଥିବାବେଳେ ଗରିବ ଭିଟାମାଟିକୁ ଫେରିବା ପାଇଁ କରୁଛନ୍ତି ପ୍ରୟାସ: କପିଲ୍‌ ସିବଲ୍‌

ନୂଆଦିଲ୍ଲୀ,୧।୪: ଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଲକ୍‌ଡାଉନ୍‌ ସମୟରେ କେତେକ ଘରେ ବସି ରାମାୟଣ ଦେଖୁଥିବାବେଳେ ବାହାର ରାଜ୍ୟକୁ କାମଧନ୍ଧା ପାଇଁ ଯାଇଥିବା ଲୋକେ ଭିଟାମାଟିକୁ ଫେରିବାର...

ଦାନ୍ତରେ ନଖ କାମୁଡ଼ିବା ଅଭ୍ୟାସ: କରୋନାକୁ ଆଣିବ ଡ଼ାକି !

ନୂଆଦିଲ୍ଲୀ୍‌,୧।୪: ସାରା ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦାନ୍ତରେ ନଖ କାମୁଡୁଥିବା ଲୋକଙ୍କୁ ସାବଧାନତା ଅବଲମ୍ବନ କରିବାକୁ ପଡ଼ିବ। କାରଣ ଏହି ଅଭ୍ୟାସ ଦ୍ୱାରା ସହଜରେ କରୋନା ସଂକ୍ରମଣ ହୋଇଥାଏ। ନ୍ୟୁୟର୍କର କାଲିଫର୍ନିଆର ଲେଙ୍ଗୋନ ମେଡ଼ିକାଲ...

କରୋନା ସହ ଲଢ଼େଇ: ଏପ୍ରିଲ୍‌ ୧୪ ପର୍ଯ୍ୟନ୍ତ ନିଜକୁ ପ୍ରସ୍ତୁତ କରୁଛନ୍ତି ସରକାର; ବଢୁଥିବା ତାପମାତ୍ରା ବି ସୁହାଇବ

ନୂଆଦିଲ୍ଲୀ,୧।୪: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ଭାରତରେ ଆତଙ୍କ ଦେଖାଦେଇଛି। ସାମାଜିକ ଦୂରତା ଅବଲମ୍ବନ କରିବା ଲାଗି ସରକାର ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି। ତେବେ ପ୍ରକୃତପକ୍ଷେ ସରକାର କରୋନା ସହିତ ଲଢ଼େଇ ପାଇଁ ନିଜକୁ...

ଦିଲ୍ଲୀରୁ କେରଳ: ଦେଶର ୧୦ଟି ଅଞ୍ଚଳ ଘୋଷିତ ହୋଇପାରେ କରୋନା ସଂକ୍ରମଣ ହଟ୍‌ସ୍ପଟ୍‌ !

ନୂଆଦିଲ୍ଲୀ,୧।୪: ସାରା ପୃଥିବୀରେ କରୋନା ସଂକ୍ରମଣ ନେଇ ଭୟଙ୍କର ସ୍ଥିତି ଦେଖାଦେଇଛି। ଏପରିସ୍ଥଳେ ସାମାଜିକ ଦୂରତା, ହାତ ଧୋଇବା ଏବଂ ସାନିଟାଇଜର ବ୍ୟବହାର କରିବା ଉପରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ଗୁରୁତ୍ୱାରୋପ କରାଯାଇଛି। ଭାରତରେ କରୋନା ସଂକ୍ରମଣ ବଢ଼ିବାରେ...

ମୌଲାନା ସାଦ୍‌ଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ ,୧।୪: ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ ଘଟଣାରେ ମୌଲାନା ମହମ୍ମଦ୍‌ ସାଦ୍‌ଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି। ଦେଶରେ କରୋନା ସଂକ୍ରମଣକୁ ରୋକିବା ଲାଗି ୧୪୪ ଧାରା ଲାଗୁ ହୋଇଥିଲେ ମଧ୍ୟ ମୌଲାନା ଏହାକୁ ଖାତିର ନ କରି...

କରୋନା ସହାୟତା: ଗୋଟିଏ ଦିନର ଦରମା ଦେଲେ ଏନ୍‌ଏଲ୍‌ୟୁ କର୍ମଚାରୀ

କଟକ ଅଫିସ, ୧।୪: ରାଜ୍ୟ ସରକାର କରୋନା ମୁକାବିଲା ପାଇଁ ସ୍ବତନ୍ତ୍ର ପାଣ୍ଠି ସଂଗ୍ରହ କରୁଛନ୍ତି। ବିଭିନ୍ନ ସୂତ୍ରରୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସିଧାସଳଖ ସହାୟତା ମିଳିବାରେ ଲାଗିଛି। ଏହି କ୍ରମରେ କଟକରେ ଥିବା ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ(ଏନ୍‌ଏଲ୍‌ୟୁ)ର ଶିକ୍ଷକ...

ଗୀତରେ କରୋନା ସଚେତନତା କଲା ବରଗଡ଼ ପୋଲିସ

ବରଗଡ଼ ଅଫିସ୍‌,୧।୪-ଘାତକ କରୋନା ଭୂତାଣୁ ସଂକ୍ରମଣ ଏବେ ବିଶ୍ୱବ୍ୟାପୀ ଚିନ୍ତା ପାଲଟିଛି । ଏହାକୁ ପ୍ରତିହତ ଏ ପର୍ଯ୍ୟନ୍ତ କୌଣସି ଔଷଧ ବାହାରି ପାରି ନଥିବା ଯୋଗୁ କରୋନାକୁ ମୁକାବିଲା କରିବା ପାଇଁ ଦେଶବ୍ୟାପୀ ଲକ୍‌ ଡାଉନ୍‌ କଟକଣା ଲାଗୁ...

କୋଭିଡ-୧୯: କର୍ମଚାରୀଙ୍କ ଦରମା କାଟିଲା ନ୍ୟୁଜିଲାଣ୍ଡ ରଗ୍‌ବୀ

ଓ୍ବେଲିଂଟନ,୧।୪(ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣ କାରଣରୁ ନ୍ୟୁଜିଲାଣ୍ଡ ରଗ୍‌ବୀ (ଏନ୍‌ଜେଡ୍‌ଆର) ପାଖାପାଖି ୬୦ ମିଲିୟନ ଆମେରିକୀୟ ଡଲାର କ୍ଷତି ସହିବ ବୋଲି ଆଶଙ୍କା ପ୍ରକାଶ କରିଛି। ଫଳରେ ନୁଜିଲାଣ୍ଡ ରଗ୍‌ବୀ ତା’ର ସମସ୍ତ କର୍ମଚାରୀଙ୍କ ଦରମା କାଟିବାକୁ ନିଷ୍ପତ୍ତି ନେଇଛି। ଯଦି...

୧୯ ଦିନ ଧରି ନିଜାମୁଦ୍ଦିନ୍‌ ପାଲଟିଥିଲା କରୋନା ସଂକ୍ରମଣର କେନ୍ଦ୍ର !

ନୂଆଦିଲ୍ଲୀ,୧।୪: ନିଜାମୁଦ୍ଦିନ୍‌ର ତବଲିଗ୍‌ ଜମାତ୍‌ ନେଇ ଏବେ ସାରା ଦେଶରେ ଚର୍ଚ୍ଚା ଆରମ୍ଭ ହୋଇଛି। ଜମାତ୍‌ ମାର୍ଚ୍ଚ ୧୬ରୁ ୨୪ ପର୍ଯ୍ୟନ୍ତ ହେବାର ଯୋଜନା ଥିଲା। ତେବେ ଏଠାରେ ମାର୍ଚ୍ଚ ୧୩ଠାରୁ ଲୋକଙ୍କ ସମାବେଶ ଆରମ୍ଭ ହୋଇଥିଲା। ମାର୍ଚ୍ଚ ୧୩ରୁ...

ଆଳିରେ ନିଜାମୁଦ୍ଦିନ ଫେରନ୍ତା ଚିହ୍ନଟ: ଆଇସୋଲେଶନରେ ରଖିଲା ପୋଲିସ

ଆଳି,୧।୪(ଡି.ଏନ୍‌.ଏ.): କରୋନା ସଂକ୍ରମଣକୁ ନେଇ ଚର୍ଚ୍ଚାରେ ରହିଆସୁଥିବା ନିଜାମୁଦ୍ଦିନ ଧର୍ମସଭାରେ ଓଡ଼ିଶାରୁ କେତେଜଣ ମୌଲାନା ଯୋଗ ଦେଇଥିଲେ। ସେମାନଙ୍କ ମଧ୍ୟରୁ ଆଳି ଅଞ୍ଚଳର ଜନୈକ ମୌଲାନାଙ୍କୁ ଚିହ୍ନଟ କରାଯାଇଛି। ତାଙ୍କୁ କେନ୍ଦ୍ରାପଡ଼ା ଜିଲା ପୋଲିସ ହସ୍ପିଟାଲ ଆଇସୋଲେଶନରେ ରଖିଥିବା ଜଣାପଡିଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri