ଲକ୍ଡାଉନ୍ ଦୁଃଖ: ବିପଦରେ ୩୦୦ ପେଟ୍ ଶପ୍ରେ ଥିବା ଜୀବଜନ୍ତୁ
ଭୁବନେଶ୍ୱର,୧।୪(ବ୍ୟୁରୋ): କରୋନା କଟକଣାରେ ସମସ୍ତ ଜୀବଜଗତ ପ୍ରଭାବିତ। ଏଭଳିସ୍ଥିତିରେ ଜନସାଧାରଣଙ୍କୁ ଅତ୍ୟାବଶ୍ୟକ ସୁବିଧା ସୁଯୋଗ ଯୋଗାଇ ଦିଆଯିବାକୁ ସମସ୍ତ ପ୍ରକାର ଚେଷ୍ଟା କରାଯାଉଛି। ତେବେ ବୁଲା ଜୀବଜନ୍ତୁ, ଗୃହପାଳିତ ପଶୁ ଏବଂ ପୋଷା ଜୀବଜନ୍ତୁଙ୍କ ସୁରକ୍ଷା ମଧ୍ୟ ଆବଶ୍ୟକ ହୋଇପଡ଼ିଛି। ସରକାର…
ନିଜାମୁଦ୍ଦିନ କରୋନା ହଟ୍ସ୍ପଟ : ଓଡ଼ିଶାରୁ ୧୫ ଯୋଗଦେଇଥିବା ଚର୍ଚ୍ଚା
ଭୁବନେଶ୍ୱର,୧।୪(ବ୍ୟୁରୋ): ନୂଆଦିଲ୍ଲୀର ନିଜାମୁଦ୍ଦିନ୍ଠାରେ ହୋଇଥିବା ମୁସଲମାନ୍ଙ୍କ ଧର୍ମସଭାରେ ଓଡ଼ିଶାରୁ ୧୫ଜଣ ଯୋଗଦେଇଥିତ୍ବା ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ଚାଲିଛି। ତେବେ ପ୍ରକୃତପକ୍ଷେ ଓଡ଼ିଶାରୁ କେତେଜଣ ଯାଇଥିଲେ ତାହା ସରକାରଙ୍କ ପକ୍ଷରୁ କିଛି କୁହାଯାଇନାହିଁ। ଏନେଇ ରାଜ୍ୟ ସରକାରଙ୍କ କରୋନା ଭୂତାଣୁ ସଂକ୍ରମଣ ସଚେତନତା…
ଦାଦନଙ୍କ ଗଣପଳାୟନକୁ ରୋକ
ନୂଆଦିଲ୍ଲୀ,୧ା୪: କୋଭିଡ୍-୧୯ ଲକ୍ଡାଉନ ଯୋଗୁ ଲକ୍ଷାଧିକ ଦାଦନ ଶ୍ରମିକ ଜୀବିକା ହରାଇ ନାନା ଦୁର୍ଦ୍ଦଶା ଭୋଗିଛନ୍ତି। ଲକ୍ଷ ଲକ୍ଷ ଶ୍ରମିକ ଦିଲ୍ଲୀ ଛାଡ଼ିବା ପାଇଁ ବାହାରିଥିବାବେଳେ ଏହା ଗୁରୁତର ସଙ୍କଟ ସୃଷ୍ଟି କରିଛି। କେବଳ ଦିଲ୍ଲୀ ନୁହେଁ ବିଭିନ୍ନ ରାଜ୍ୟରେ ମଧ୍ୟ…
ଓଡ଼ିଶାରେ ଚତୁର୍ଥ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୩୧।୩(ବ୍ୟୁରୋ)-ଓଡ଼ିଶାରେ ମଙ୍ଗଳବାର ରାତିରେ ରାଜ୍ୟର ଚତୁର୍ଥ କରୋନା ସଂକ୍ରମିତଙ୍କୁ ଠାବ କରାଯାଇଛି। ଏହି ସଂକ୍ରମିତ ବ୍ୟକ୍ତି ଜଣେ ୨୯ ବର୍ଷୀୟ ଯୁବକ। ଭଦ୍ରକ ଜିଲାରୁ ଆସୁଥିବା ଏହି ଯୁବକ ନିକଟରେ ଦୁବାଇଗସ୍ତ କରିଥିଲେ। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ସ୍ବେଚ୍ଛାସେବୀଙ୍କ ତାଲିକା ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ
ଆସିକା,୩୧ା୩ (ଡି.ଏନ୍.ଏ.): ଲକ୍ଡାଉନ୍ ଲାଗି ଆସିକା ଏନ୍ଏସିରେ ନିରାଶ୍ରୟଙ୍କୁ ଦୈନିକ ରନ୍ଧାଖାଦ୍ୟ ଦିଆଯାଉଛି। ମଙ୍ଗଳବାରଠାରୁ ଆସିକା ବ୍ଲକର ବିଭିନ୍ନ ପଞ୍ଚାୟତରେ ମଧ୍ୟ ନିରାଶ୍ରୟଙ୍କୁ ଅଙ୍ଗନଓ୍ବାଡି କର୍ମୀଙ୍କ ଜରିଆରେ ଖାଦ୍ୟ ବଣ୍ଟା ଆରମ୍ଭ ହୋଇଛି। ମଙ୍ଗଳବାର ବ୍ଲକର ୨୭ ପଞ୍ଚାୟତରେ ୧୩୩୨ଜଣଙ୍କୁ ରନ୍ଧାଖାଦ୍ୟ…
କଳିଙ୍ଗାରେ ସୀମା ସିଲ୍
ଜି.ଉଦୟଗିରି,୩୧ା୩(ଡି.ଏନ.ଏ.)-ଜି.ଉଦୟଗିରି ପୋଲିସ ଗଞ୍ଜାମ ଓ କନ୍ଧମାଳ ଜିଲା ପ୍ରବେଶ ଦ୍ୱାର ଭାବେ ପରିଚିତ କଳିଙ୍ଗା ଚେକ ଗେଟଠାରେ ଜିଲା ସୀମାକୁ ସିଲ କରି ଦେଇଛି। ରାଜ୍ୟ ଓ ଜିଲା ବାହାରୁ ଆସୁଥିବା କାହାକୁ ମଧ୍ୟ ବିନା ଅନୁମତିପତ୍ରରେ ପ୍ରବେଶ କରିବାକୁ ଦିଆଯିବ…
ଅସହାୟଙ୍କୁ ବିଏମ୍ସିର ରାଶନ ବଣ୍ଟନ
ବ୍ରହ୍ମପୁର ଅଫିସ,୩୧ା୩-କରୋନା ସଂକ୍ରମଣକୁ ପ୍ରତିରୋଧ କରିବା ନେଇ ଜିଲାପ୍ରଶାସନ ପକ୍ଷରୁ ଲକ୍ଡାଉନ୍ ଜାରି ରହିଛି। ଏହାର ପ୍ରଭାବରେ ବ୍ରହ୍ମପୁରରେ ରାଜ୍ୟ ବାହାରୁ ଆସି ଫସି ରହିଥିବା ଏବଂ ସହରରେ ଜୀବନ ଜୀବିକା ପ୍ରଭାବିତ ଯୋଗୁ ଅସହାୟ, ଅନାହାରରେ ଦିନ କାଟୁଥିବା ଲୋକଙ୍କୁ…
ରନ୍ଧାଖାଦ୍ୟ ବାଣ୍ଟିଲା ବିଡେକା
ଭଞ୍ଜନଗର,୩୧।୩(ଡି.ଏନ.ଏ.)-ଭଞ୍ଜନଗର ଜଳସଚେନ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ପକ୍ଷରୁ କିଛିଦିନ ହେଲା ସହରରେ ଅସହାୟ ଅବସ୍ଥାରେ ବୁଲୁଥିବା ଲୋକଙ୍କୁ ରନ୍ଧାଖାଦ୍ୟ ପ୍ରଦାନ କରାଯାଉଛି । ଏହି କାର୍ଯ୍ୟକ୍ରମକୁ ଏନ୍ଏସି କର୍ମଚାରୀ ପରିଚାଳନା କରୁଛନ୍ତି।
ନିୟମ ଉଲ୍ଲଂଘନକାରୀଙ୍କୁ କ୍ୱାରାଣ୍ଟାଇନ୍ରେ ରଖିବାକୁ ନିର୍ଦ୍ଦେଶ
ଛତ୍ରପୁର,୩୧ା୩(ଡି.ଏନ.ଏ)-ଲକ୍ଡାଉନ୍କୁ ବେଖାତିର କରି କେତେକ ଯୁବଗୋଷ୍ଠୀ ବାହାରେ ବୁଲିବା ଅଭ୍ୟାସ ଛାଡୁନାହାନ୍ତି। ସମସ୍ତ ପ୍ରଶାସନିକ ଚେଷ୍ଟା ସତ୍ତ୍ୱେ ନ ସୁଧୁରିଲେ ସେମାନଙ୍କୁ ଧରି ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍ରେ ରଖିବାକୁ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। କରୋନା…
ବୌଦ୍ଧ ଜିଲାରେ ୮୨ ସଙ୍ଗରୋଧ କେନ୍ଦ୍ର
ବୌଦ୍ଧ, ୩୧ା୩(ସ୍ବପ୍ର): କରୋନା ସଂକ୍ରମଣ ମୁକାବିଲା ପାଇଁ ବୌଦ୍ଧ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଜିଲାରେ ୩ଟି ବ୍ଲକ ଓ ଏନଏସିରେ ୮୨ଟି ସ୍ଥାନକୁ ସଙ୍ଗରୋଧ କେନ୍ଦ୍ର ଭାବରେ ଚିହ୍ନଟ କରାଯାଇଥିବା ଜିଲାପାଳ ଲଲାଟେନ୍ଦୁ ମିଶ୍ର ସୂଚନା ଦେଇଛନ୍ତି।…
ବ୍ଲକ ପ୍ରଶାସନ ପକ୍ଷରୁ ସଙ୍ଗରୋଧ କେନ୍ଦ୍ର ତଦାରଖ
କେନ୍ଦୁଝର ୩୧ା୩(ସ୍ବ.ପ୍ର.)-କେନ୍ଦୁଝର ସଦର ବ୍ଲକର ବିଭିନ୍ନ ପଞ୍ଚାୟତରେ ଖୋଲାଯାଇଥିବା ସଙ୍ଗରୋଧ କେନ୍ଦ୍ର ଗୁଡିକର ସଦର ବିଡିଓ ଜଗନ୍ନାଥ ହନୁମାନ ଓ ଏବିଡିଓ ଭାଗବତ ନାଏକ ତଦାରଖ କରିଛନ୍ତି। ବରଦାପାଳ ପଞ୍ଚାୟତର ସରକାରୀ ଏସଏସଡି ବାଳିକା ଉଚ୍ଚବିଦ୍ୟାଳୟ, ବାଉରୀପଦା ପଞ୍ଚାୟତ କେମ୍ପସଡା ନୋଡାଲ…
ରାଜଧାନୀରେ କରୋନା ସତର୍କତା: ସର୍ବସାଧାରଣସ୍ଥାନକୁ ସଂକ୍ରମଣ ମୁକ୍ତ କରିବାକୁ ବିଶୋଧକ ସ୍ପ୍ରେ
ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜଧାନୀରେ କରୋନା ସତର୍କତାମୂଳକ ପଦକ୍ଷେପ ସ୍ବରୂପ ସର୍ବସାଧାରଣସ୍ଥାନକୁ ସଂକ୍ରମଣମୁକ୍ତ କରିବାକୁ ପଦକ୍ଷେପ ଗ୍ରହଣ କରାଯାଉଛି। ଏହି କ୍ରମରେ ବିଏମ୍ସିର ନିର୍ଦ୍ଦେଶ କ୍ରମେ ଭୁବନେଶ୍ୱରର ବାପୁଜି ନଗର, ସିଆର୍ପି, ବରମୁଣ୍ଡା ଅଞ୍ଚଳକୁ ମଙ୍ଗଳବାର ବିଶୋଧକ ସ୍ପ୍ରେ କରାଯାଇଛି। ସକାଳେ ବାପୁଜିନଗରରୁ ରାଜମହଲ…
Archives


