କରୋନା ଭାଇରସ୍‌

ରାଜ୍ୟ ସରକାରଙ୍କ ନିଷ୍ପତ୍ତି: କରୋନା ଯୋଗୁ ମୁଖ୍ୟମନ୍ତ୍ରୀ-ମନ୍ତ୍ରୀ-ବିଧାୟକଙ୍କ ୭୦%, ଅଫିସରଙ୍କ ୫୦% ଦରମା ସ୍ଥଗିତ

ଭୁବନେଶ୍ୱର,୩୧।୩(ବ୍ୟୁରୋ): କରୋନା ଏବଂ ଲକ୍‌ଡାଉନ୍‌ ପାଇଁ ବଡ଼ ବଡ଼ିଆମାନଙ୍କ ଦରମା କଟିବ। ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ, ବିଧାୟକଙ୍କ ୭୦% ଦରମା ସ୍ଥଗିତ ରହିବ। ଗ୍ରସ୍‌ ସାଲାରୀର ୭୦% ଡେଫରମେଣ୍ଟ ପାଇଁ ମଙ୍ଗଳବାର ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏଥିଯୋଗୁ ସେମାନେ ଦରମାର ୩୦%…

ଖୋଲା ରହିବ ପଶୁ ଖାଦ୍ୟ ଦୋକାନ, ଚିକିତ୍ସାକାରୀ କ୍ଲିନିକ୍‌

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଲକ୍‌ଡାଉନ୍‌ ସମୟରେ ପଶୁ ଚିକିତ୍ସାକାରୀ କ୍ଲିନିକ, ପଶୁ ଖାଦ୍ୟ ବିତରଣକାରୀ ଦେକାନ ଖୋଲା ରହିବ। ଏଗୁଡ଼ିକ ଅତ୍ୟାବଶ୍ୟକ ସେବା ଏବଂ ବସ୍ତୁ ଅନ୍ତର୍ଗତ ଥିବାରୁ ଦୋକାନଗୁଡ଼ିକ ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିବା ମଙ୍ଗଳବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ…

କରୋନା UPDATE: ବିଶ୍ୱରେ ୨୪ ଘଣ୍ଟାରେ ୪ହଜାରରୁ ଊର୍ଦ୍ଧ୍ୱ ମୃତ; ଭାରତରେ ୧୨୫୧ ସଂକ୍ରମିତ, ଓଡ଼ିଶାରେ ୪୭୩ ନମୂନାର ଆସିଛି ରିପୋର୍ଟ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ସମଗ୍ର ବିଶ୍ୱରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ସୋମବାର୧୯୯ ଦେଶ ଏବଂ ୨ ଜାହାଜରେ କରୋନା ସଂକ୍ରମଣ ହୋଇଥିବା ବେଳେ ମଙ୍ଗଳବାର ଏହା ୨୦୦ ଦେଶରେ ପହଞ୍ଚିଛି। ୭ଲକ୍ଷ ୨୪ ହଜାର ୭୫୯ଜଣ ସଂକ୍ରମିତ ଥିବା…

ଲକ୍‌ଡାଉନ୍‌ ନିୟମ କୋହଳ କରିବାର ସମୟ ଆସିନାହିଁ, ସତର୍କତା ନ ରଖିଲେ ନିଆଁ ମାଡ଼ିବାର ସମ୍ଭାବନା: ବାଗ୍‌ଚୀ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ବର୍ତ୍ତମାନ ସମୟରେ ଓଡ଼ିଶାରେ ୩ କରୋନା ପଜିଟିଭ ମାମଲା ରହିଛି। ହେଲେ ଏହି ୩-୩୦-୩୦୦-୩୦୦୦ ପର୍ଯ୍ୟନ୍ତ ଯିବା ବା ନଯିବା ଆପଣଙ୍କ ଏବଂ ମୋ’ ହାତରେ ରହିଛି। ଭାରତୀୟ ମହାନଗରୀ ଜନସଂଖ୍ୟାର ଘନତ୍ୱ ଯୁକ୍ତରାଷ୍ଟ୍ର ଆମେରିକାର ଯେକୌଣସି ସହର ଘନତ୍ୱଠାରୁ…

କରୋନା ଭୟ: ରାସ୍ତାରେ ଶୋଉଥିବା ଲୋକଙ୍କୁ ୫-ଷ୍ଟାର ହୋଟେଲରେ ରଖିବେ ସରକାର

କାନବେରା,୩୧।୩: ସାରା ବିଶ୍ୱରେ ମହାମାରୀ କରୋନା ଭାଇରସ୍‌ ଆତଙ୍କ ଖେଳିଯାଇଛି। କରୋନାକୁ ବ୍ୟାପିବାରୁ ରୋକିବା ପାଇଁ ସବୁ ଦେଶ ଭିନ୍ନ ଭିନ୍ନ ଉପାୟରେ ଉଦ୍ୟମ ଚଳାଇଛନ୍ତି। ଇତିମଧ୍ୟରେ କରୋନା ଭାଇରସ୍‌ରୁ ବର୍ତ୍ତିବା ପାଇଁ ଅଷ୍ଟ୍ରେଲିଆର ପର୍ଥ ସହର ଏକ ନିଆରା ଉଦ୍ୟମ…

ଅଯଥା କଥାରେ ସମୟ ନଷ୍ଟ କରୁଛନ୍ତି ଟ୍ରମ୍ପ: ସୋନମ

ମୁମ୍ବାଇ: ବଲିଉଡ୍‌ ନାୟିକା ସୋନମ କପୁର ଏବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପକୁ ନେଇ କରିଥିବା ଟୁଇଟ୍‌ ଭାଇରାଲ ହେବାରେ ଲାଗିଛି। ବିଶ୍ୱରେ କରୋନା ମହାମାରୀ ସମସ୍ତଙ୍କ ମୁଣ୍ଡ ବିଗାଡିଥିବା ବେଳେ ଆମେରିକାରେ ଏହା ଏବେ ତାଣ୍ଡବ ରଚିଛି। ଚାଇନାରୁ ଆରମ୍ଭ…

ସଂକ୍ରମିତ ରୋଗୀଙ୍କ ତଥ୍ୟ ଲୁଚାଇବାରୁ ଘରୋଇ ହସ୍ପିଟାଲକୁ ସିଲ୍‌ କଲା ପ୍ରଶାସନ

ଗ୍ରେଟରନଏଡା,୩୧।୩: ଉତ୍ତରପ୍ରଦେଶର ଗ୍ରେଟରନଏଡାସ୍ଥିତ ଏକ ଘରୋଇ ହସ୍ପିଟାଲକୁ ପ୍ରଶାସନ ପକ୍ଷରୁ ମଙ୍ଗଳବାର ସିଲ୍‌ କରାଯାଇଛି। କରୋନା ପଜିଟିଭ୍‌ ରୋଗୀଙ୍କ ତଥ୍ୟ ଲୁଚାଇଥିବା ଅଭିଯୋଗରେ ଏହି ସିଲ୍‌ କରାଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗ୍ରେଟରନଏଡାରେ ଥିବା ସଞ୍ଜିବନୀ ହସ୍ପିଟାଲରେ ଜଣେ କରୋନା ଭାଇରସ୍‌ ସଂକ୍ରମିତ…

କରୋନା ଯୋଗୁ ଭାଙ୍ଗିଯିବ ବିଶ୍ୱର ଆର୍ଥିକ ମେରୁଦଣ୍ଡ: ଜାତିସଂଘ

ଓ୍ବାଶିଂଟନ,୩୧।୩: କରୋନା ସଂକ୍ରମଣ ଏବେ ସାରା ବିଶ୍ୱପାଇଁ ଚିନ୍ତାର କାରଣ ପାଲଟି ଯାଇଛି। ଏବେ ସାରା ବିଶ୍ୱ କରୋନାକୁ ନେଇ ଏକ ପ୍ରକାର ଠପ୍‌ ହୋଇ ଯାଇଛି କହିଲେ ଚଳେ। ଏହାକୁ ଦେଖି ଜାତିସଂଘ କହିଛି ଚଳିତ ବର୍ଷ କରୋନା ଯୋଗୁ…

୨୦୨୨କୁ ଘୁଞ୍ଚିଲା ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌

ପ୍ୟାରିସ୍‌,୩୧।୩ (ଏଏଫ୍‌ପି)- କରୋନା ଭାଇରସ ସଂକ୍ରମଣ ସାରା ବିଶ୍ୱକ୍ରୀଡ଼ାକୁ ପ୍ରଭାବିତ କରିଛି। ଟୋକିଓ ଅଲିମ୍ପିକ୍ସ ଗୋଟିଏ ବର୍ଷ ଘୁଞ୍ଚିଯିବା ପରେ ଅନୁରୂପ ଭାବେ ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌କୁ ମଧ୍ୟ ଘୁଞ୍ଚାଇ ଦିଆଯାଇଛି। ଆମେରିକାର ଅରେଗନ ରାଜ୍ୟସ୍ଥିତ ୟୁଗେନେରେ ୨୦୨୧ରେ ଆୟୋଜନ ହେବାକୁ…

ତବଲିଗ୍‌ ଜମାତ୍‌ର ପ୍ରଭାବ: ୧୨ ଘଣ୍ଟାରେ ଆନ୍ଧ୍ରପ୍ରଦେଶରେ ୧୭ କରୋନା ସଂକ୍ରମିତ ଚିହ୍ନଟ

ବିଶାଖାପଟ୍ଟନମ୍‌,୩୧।୩: ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ୍‌ର ପ୍ରଭାବ ଏବେ ଆନ୍ଧ୍ରପ୍ରଦେଶରେ ଦେଖିବାକୁ ମିଳିଛି। ଗତ ୧୨ ଘଣ୍ଟା ମଧ୍ୟରେ ଏଠାରେ ୧୭ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେମାନେ ଜମାତ୍‌ରେ ଯୋଗଦେଇ ଘରକୁ ଫେରିଥିବା ଲୋକଙ୍କ ଦ୍ୱାରା ସଂକ୍ରମିତ…

କରୋନା ଭାଇରସରେ ମୃତ ବ୍ୟକ୍ତିଙ୍କ ଅନ୍ତିମ ସଂସ୍କାରରେ ସାମିଲ ହେବେ ମାତ୍ର ୩ ଜଣ

ମ୍ୟାଡ୍ରିଡ,୩୧।୩: ସ୍ପେନରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ଦ୍ରୁତ ଗତିରେ ବଢି ଚାଲିଛି। ମିଳିଥିବା ରିପୋର୍ଟ ଅନୁଯାୟୀ, ସୋମବାର ୨୪ ଘଣ୍ଟାରେ ସ୍ପେନରେ ୯୧୩ ଜଣଙ୍କ କରୋନା ସଂକ୍ରମଣରେ ମୃତ୍ୟୁ ହୋଇଥିଲା। ଏବେ ସେଠାରେ ସଂକ୍ରମିତଙ୍କ ସଂଖ୍ୟା ୮୭୯୫୬ ଥିବା ବେଳେ…

ତବଲିଗ୍‌ ଜମାତ୍‌ ଯୋଗୁ ଏସିଆରେ ବ୍ୟାପିଲା କରୋନା: ପାକିସ୍ତାନ-ମାଲେସିଆ ପରେ ଏବେ ଭାରତରେ ସୃଷ୍ଟି କଲା ସଙ୍କଟ

ନୂଆଦିଲ୍ଲୀ/ଇସଲାମାବାଦ୍‌,୩୧।୩: ସାରା ପୃଥିବୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀର ନିଜାମୁଦ୍ଦିନ୍‌ରେ ହୋଇଥିବା ତବଲିଗ୍‌ ଜମାତ ଯୋଗୁ କରୋନା ସଂକ୍ରମିତଙ୍କ ସଂଖ୍ୟାରେ ବୃଦ୍ଧି ଘଟିଛି। ମାଲେସିଆ, ପାକିସ୍ତାନ ଏବଂ ଭାରତରେ ହୋଇଥିବା ତବଲିଗ୍‌ ଜମାତ୍‌ ଯୋଗୁ ଏବେ ସମଗ୍ର ଏସିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri