କରୋନା ଭାଇରସ୍‌

କରୋନା ସଙ୍କଟରେ ସହାୟତା ପାଇଁ ଅଣ୍ଟା ଭିଡ଼ିଛି ଭାରତୀୟ ରେଲଓ୍ବେ

ନୂଆଦିଲ୍ଲୀ,୩୧।୩: ସାରା ଭାରତରେ କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି।  ଏଥିରୁ ଦୂରେଇ ରହିବା ପାଇଁ ସାମାଜିକ ଦୂରତା ଅବଲମ୍ବନ କରିବା ଅପରିହାର୍ଯ୍ୟ। ତେଣୁ ସରକାରଙ୍କ ପକ୍ଷରୁ ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରି...

କରୋନା ପ୍ରତିହତ ପାଇଁ ସହରରେ ସାନିଟାଇଜର ସ୍ପ୍ରେ କଲା ଏନ୍‌ଏସି

ବିଜେପୁର, ୩୧।୩(ଡି.ଏନ୍‌.ଏ.): କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ବ୍ୟକ୍ତିଗତ ସଚେତନତା ହିଁ ଏକମାତ୍ର ବିକଳ୍ପ। ତେଣୁ ସରକାର ଲକ୍‌ଡାଉନ ଘୋଷଣା କରି ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ସଚେତନତା ସୃଷ୍ଟି କରୁଛନ୍ତି। ଜନସାଧାରଣଙ୍କ ଧନଜୀବନର ସୁରକ୍ଷା ପାଇଁ ସରକାର...

ରେନିକୋଟ, ସନ୍‌ଗ୍ଲାସ୍‌ ପିନ୍ଧି କରୋନା ସହ ଯୁଦ୍ଧ କରୁଛନ୍ତି ଡାକ୍ତର

ସିଲିଗୁଡି,୩୧।୩: ସାରା ବିଶ୍ୱରେ ୩୭ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ନେଇସାରିଥିବା କରୋନା ଭାଇରସ୍‌ ଏବେ ଭାରତରେ ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଭାରତରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୩୭ ହୋଇଥିବା ବେଳେ ସେଥିମଧ୍ୟରୁ ୩୯ଜଣଙ୍କର ମୃତ୍ୟୁ ଘଟିସାରିଛି। ଇତିମଧ୍ୟରେ କରୋନା...

ହୋମ୍‌ ଆଇସୋଲେଶନରେ ଥିବା ବ୍ୟକ୍ତିଙ୍କ ଆତ୍ମହତ୍ୟା

ଦମତାରି,୩୧।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଛି। ତେବେ ଛତିଶଗଡ଼ ଦମତାରି ତାଗାପାଣି ଅଞ୍ଚଳର ଜରେ ୩୫ ବର୍ଷୀୟ ଯୁବକ ହୋମ୍‌ ଆଇସୋଲେଶନରେ ରହି ଆତ୍ମହତ୍ୟା କରିଥିବା ଜଣାପଡିଛି। ନିକଟରେ ସେ ତାମିଲନାଡୁରୁ ଫେରିଥିବା ବେଳେ...

କୋଭିଡ- ୧୯: ୮୦ ଲକ୍ଷ ଟଙ୍କା ଦେଲେ ରୋହିତ

ମୁମ୍ବାଇ,୩୧।୩(ପି.ଟି.): କୋଭିଡ- ୧୯ ମହାମାରୀ ମୁକାବିଲା ପାଇଁ ଭାରତୀୟ ତାରକା ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ୮୦ ଲକ୍ଷ ଟଙ୍କା ଦାନ କରିଛନ୍ତି। ଏହି ଭୟଙ୍କର ସ୍ବାସ୍ଥ୍ୟ ସଙ୍କଟରୁ ସମସ୍ତଙ୍କୁ ମୁକୁଳାଇବା ହେଉଛି ସମସ୍ତଙ୍କର ଦାୟିତ୍ୱ ବୋଲି ସେ କହିଛନ୍ତି। ଭାରତୀୟ...

କରୋନା ସହିତ ଲଢ଼େଇ: ଗବେଷଣା ପାଇଁ ୪୦୦୦ ସ୍ବାସ୍ଥ୍ୟକର୍ମୀଙ୍କୁ ଦିଆଯିବ ବିସିଜି ଟୀକା

ମେଲବୋର୍ନ,୩୧।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଇତିମଧ୍ୟରେ କୌଣସି ଔଷଧ ପ୍ରସ୍ତୁତ ହୋଇପାରି ନାହିଁ। ପ୍ରତି ଦେଶର ବୈଜ୍ଞାନିକ ଏନେଇ ଗବେଷଣା ଜାରି ରଖିଛନ୍ତି। ତେବେ ଟିବି ପାଇଁ ଦିଆଯାଉଥିବା ପ୍ରତିଷେଧକ...

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ଫଣ୍ଡକୁ ୨୫ ଲକ୍ଷ ଟଙ୍କା ଦାନ କଲେ ଲତା

ମୁମ୍ବାଇ,୩୧।୩: କରୋନା ଯୁଦ୍ଧରେ ଜିତିବାକୁ ସମସ୍ତଙ୍କର ଚେଷ୍ଟା ଜାରି ରହିଛି। କରୋନା ମୁକାବିଲା ପାଇଁ ବଳିଉଡ୍‌ର ବହୁ ସେଲିବ୍ରିଟି ସହଯୋଗର ହାତ ବଢାଇଥିବା ବେଳେ ମଙ୍ଗଳବାର ଏଥିରେ ସାମିଲ ହୋଇଛନ୍ତି ଭାରତରତ୍ନ ଲତା ମଙ୍ଗେସକର। ସୁର ସାମ୍ରାଜ୍ଞୀ ଲତା ମହାରାଷ୍ଟ୍ର...

ନଏଡାରେ ନୂଆ ଜିଲାପାଳ ଭାବେ ନିଯୁକ୍ତ ହେଲେ ପାରା ବ୍ୟାଡମିଣ୍ଟନ ଚାମ୍ପିୟନ

ନଏଡା,୩୧।୩: ନଏଡାରେ ଲଗାତର ଭାବେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଉତ୍ତରପ୍ରଦେଶ ସରକାର ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ଏହାରି ଭିତରେ ନଏଡାକୁ କରୋନା କବଳରୁ ରକ୍ଷା କରିବା ପାଇଁ ଆଇଏଏସ୍‌ ଅଧିକାରୀ ତଥା...

ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ବଣ୍ଟାଗଲା ରାଶନ

ରାଇକିଆ,୩୧।୩(ଡି.ଏନ୍‌. ଏ.): କରୋନା ଯୋଗୁ ଦେଶରେ ଲକ୍‌ଡାଉନ ଘୋଷଣା ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ସୁରକ୍ଷା ଦୃଷ୍ଟିରୁ ପ୍ରତି ପଞ୍ଚାୟତରେ ୱାର୍ଡ ସ୍ତରରେ ରାଶନ ବଣ୍ଟନ ପାଇଁ ପଦକ୍ଷେପ ନିଆଯାଇଛି। ଲୋକେ ଯେପରି ଘର ପାଖରେ ସୁବିଧାରେ ପାଇ...

ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଣ୍ଡକୁ ସହଯୋଗର ହାତ ବଢାଇ ନାନା ପାଟେକର ଦେଲେ ଭଲ ଉପଦେଶ

ମୁମ୍ବାଇ,୩୧।୩: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାରେ। ଭାରତରେ ବି ବେଳକୁ ବେଳ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଏକେ କରୋନା ପାଇଁ ସମସ୍ତେ ସହାୟତାର ହାତ ବଢାଇଛନ୍ତି। ବଲିଉଡ୍‌ର ଭେଟେରାନ ଆକ୍ଟର ନାନା ପାଟେକର...

ଗୋପ ପରିବା ବଜାର ମେଳଣ ପଡ଼ିଆକୁ ସ୍ଥାନାନ୍ତର

ଗୋପ,୩୧।୩(ଡି.ଏନ୍‌.ଏ.): ସାରା ବିଶ୍ୱରେ ଏବେ କରୋନାକୁ ନେଇ ଆତଙ୍କ ଲାଗି ରହିଛି। ଏ ନେଇ ରାଜ୍ୟ ସରକାର ଲୋକଙ୍କୁ ଘରେ ରହିବା ସହ ସାମାଜିକ ଦୂରତା ପ୍ରତି ଦୃଷ୍ଟି ଦେବାକୁ ଅନୁରୋଧ କରୁଛନ୍ତି। ମାତ୍ର ପୁରୀ ଜିଲା ଗୋପ ଥାନା...

ଚୈତ୍ର ମଙ୍ଗଳବାର: କରୋନାରୁ ରକ୍ଷା ଲାଗି ମା’ତାରାତାରିଣୀଙ୍କ ପୀଠରେ ହେଲା ସ୍ବତନ୍ତ୍ର ପୂଜା

ପୁରୁଷୋତ୍ତମପୁର, ୩୧।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ଚୈତ୍ର ମଙ୍ଗଳବାର ଚତୁର୍ଥ ପାଳି ଯାତ୍ରା ଅବସରରେ ଜନଶୂନ୍ୟ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମା’ ଶୀତଳାଙ୍କ ବେଶରେ ସଜ୍ଜିତ ହୋଇଛନ୍ତି। ମାତ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri