ନଏଡାରେ ନୂଆ ଜିଲାପାଳ ଭାବେ ନିଯୁକ୍ତ ହେଲେ ପାରା ବ୍ୟାଡମିଣ୍ଟନ ଚାମ୍ପିୟନ
ନଏଡା,୩୧।୩: ନଏଡାରେ ଲଗାତର ଭାବେ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ନେଇ ଉତ୍ତରପ୍ରଦେଶ ସରକାର ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ଏହାରି ଭିତରେ ନଏଡାକୁ କରୋନା କବଳରୁ ରକ୍ଷା କରିବା ପାଇଁ ଆଇଏଏସ୍ ଅଧିକାରୀ ତଥା ପାରା…
ରାଇକିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ବଣ୍ଟାଗଲା ରାଶନ
ରାଇକିଆ,୩୧।୩(ଡି.ଏନ୍. ଏ.): କରୋନା ଯୋଗୁ ଦେଶରେ ଲକ୍ଡାଉନ ଘୋଷଣା ପରେ କନ୍ଧମାଳ ଜିଲା ରାଇକିଆ ବ୍ଲକରେ ସୁରକ୍ଷା ଦୃଷ୍ଟିରୁ ପ୍ରତି ପଞ୍ଚାୟତରେ ୱାର୍ଡ ସ୍ତରରେ ରାଶନ ବଣ୍ଟନ ପାଇଁ ପଦକ୍ଷେପ ନିଆଯାଇଛି। ଲୋକେ ଯେପରି ଘର ପାଖରେ ସୁବିଧାରେ ପାଇ ପାରିବେ…
ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଫଣ୍ଡକୁ ସହଯୋଗର ହାତ ବଢାଇ ନାନା ପାଟେକର ଦେଲେ ଭଲ ଉପଦେଶ
ମୁମ୍ବାଇ,୩୧।୩: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାରେ। ଭାରତରେ ବି ବେଳକୁ ବେଳ କରୋନା ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଏକେ କରୋନା ପାଇଁ ସମସ୍ତେ ସହାୟତାର ହାତ ବଢାଇଛନ୍ତି। ବଲିଉଡ୍ର ଭେଟେରାନ ଆକ୍ଟର ନାନା ପାଟେକର ତାଙ୍କ…
ଗୋପ ପରିବା ବଜାର ମେଳଣ ପଡ଼ିଆକୁ ସ୍ଥାନାନ୍ତର
ଗୋପ,୩୧।୩(ଡି.ଏନ୍.ଏ.): ସାରା ବିଶ୍ୱରେ ଏବେ କରୋନାକୁ ନେଇ ଆତଙ୍କ ଲାଗି ରହିଛି। ଏ ନେଇ ରାଜ୍ୟ ସରକାର ଲୋକଙ୍କୁ ଘରେ ରହିବା ସହ ସାମାଜିକ ଦୂରତା ପ୍ରତି ଦୃଷ୍ଟି ଦେବାକୁ ଅନୁରୋଧ କରୁଛନ୍ତି। ମାତ୍ର ପୁରୀ ଜିଲା ଗୋପ ଥାନା ଅଞ୍ଚଳରେ…
ଚୈତ୍ର ମଙ୍ଗଳବାର: କରୋନାରୁ ରକ୍ଷା ଲାଗି ମା’ତାରାତାରିଣୀଙ୍କ ପୀଠରେ ହେଲା ସ୍ବତନ୍ତ୍ର ପୂଜା
ପୁରୁଷୋତ୍ତମପୁର, ୩୧।୩(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତି ପୀଠ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିରରେ ଚୈତ୍ର ମଙ୍ଗଳବାର ଚତୁର୍ଥ ପାଳି ଯାତ୍ରା ଅବସରରେ ଜନଶୂନ୍ୟ ହୋଇପଡିଛି। ମା’ ତାରାତାରିଣୀ ଦୁଇ ଭଉଣୀ ମା’ ଶୀତଳାଙ୍କ ବେଶରେ ସଜ୍ଜିତ ହୋଇଛନ୍ତି। ମାତ୍ର କରୋନାକୁ…
ଜୁନ୍ ୩୦ ଯାଏ ବଢ଼ିଲା ଡ୍ରାଇଭିଂ ଲାଇସେନ୍ସ, ଗାଡ଼ି ପଞ୍ଜୀକରଣ ଅବଧି
ଭୁବନେଶ୍ୱର, ୩୧।୩(ବ୍ୟୁରୋ): ଯାନବାହନଗୁଡ଼ିକର ଲାଇସେନ୍ସ, ଫିଟ୍ନେସ, ପଞ୍ଜୀକରଣ ଓ ଅନ୍ୟାନ୍ୟ କାଗଜପତ୍ରର ଅବଧିକୁ ଆସନ୍ତା ଜୁନ୍ ୩୦ ତାରିଖ ଯାଏ ବୃଦ୍ଧି କରାଯାଇଛି। ଫେବୃୟାରୀ ଶେଷ ସୁଦ୍ଧା ଯେଉଁ ଯାନବାହନଗୁଡ଼ିକର କାଗଜପତ୍ର ଓ ଚାଳକମାନଙ୍କର ଡ୍ରାଇଭିଂ ଲାଇସେନ୍ସ ଅବଧି ସମାପ୍ତ ହୋଇଥିଲା…
ପଞ୍ଚମଥର ବି ବଲିଉଡ୍ ଗାୟିକାଙ୍କ କରୋନା ସଂକ୍ରମିତ ରିପୋର୍ଟ ଆସିଲା ପିଜିଟିଭ
ଲକ୍ଷ୍ନୌ,୩୧।୩: ବଲିଉଡ୍ ସିଙ୍ଗର କନିକା କପୁର କରୋନା ଭାଇରସରେ ସଂକ୍ରମିତ ହୋଇଥିବା ଖବର ସମସ୍ତଙ୍କୁ ଜଣା। ତେବେ ପଞ୍ଚମଥର ବି ତାଙ୍କ ରିପୋର୍ଟ ପଜିଟିଭ ଆସିବା ତାଙ୍କ ପ୍ରଶଂସକଙ୍କୁ ଚିନ୍ତାରେ ପକାଇ ଦେଇଛି। କନିକା ଏବେ ଲକ୍ଷ୍ନୌର ସଞ୍ଜୟ ଗାନ୍ଧୀ ପୋଷ୍ଟ…
ଘରେ ବସି ମିଳିବ ଜରୁରୀ ସାମଗ୍ରୀ: ପ୍ରଶାସନ ଜାରି କଲା ହେଲ୍ପଲାଇନ୍ ନମ୍ବର
ନଏଡା,୩୧।୩: ଦେଶରେ କରୋନା ଭାଇରସ୍ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାରି ଭିତରେ କରୋନା ସଙ୍କଟକୁ ରୋକିବା ପାଇଁ ସାରା ଦେଶରେ ଲକ୍ଡାଉନ୍ ଜାରି କରାଯାଇଛି। ଏହି ଘଡିସନ୍ଧି ମୁହୂର୍ତ୍ତରେ ଉତ୍ତରପ୍ରଦେଶ ନଏଡାର ପ୍ରଶାସନ ଲୋକଙ୍କ ପାଇଁ ଏକ…
କରୋନା ସଚେତନତା ପାଇଁ ନିଜ ଘୋଡ଼ାକୁ ଭାଇରସ ଭଳି ରଙ୍ଗେଇଲେ ପୋଲିସ
କୁର୍ନୁଲ,୩୧।୩: କରୋନା ଭାଇରସର ସଂକ୍ରମଣରୁ ବଞ୍ଚିବାକୁ ସାରା ବିଶ୍ୱ ସଂଘର୍ଷ କରୁଥିବା ବେଳେ ସରକାରୀ ସ୍ତରରେ ଏହାକୁ ନେଇ ଆମ ଦେଶରେ ମଧ୍ୟ ସଚେତନତା ସୃଷ୍ଟି କରାଯାଉଛି। ଆନ୍ଧ୍ର ପ୍ରଦେଶର ଜଣେ ପୋଲିସକର୍ମୀ କରୋନା ସଚେତନତା ପାଇଁ ଏକ ଭିନ୍ନ ଉପାୟ…
ଫ୍ରାନ୍ସ୍ରେ କରୋନାର ମୃତ୍ୟୁ ତାଣ୍ଡବ: ମହଙ୍ଗା ପଡ଼ିଲା ଚର୍ଚ୍ଚର ସାମୁହିକ ପ୍ରାର୍ଥନା
ପ୍ୟାରିସ୍,୩୧।୩: କରୋନା ସଂକ୍ରମଣ ଯୋଗୁ ଫ୍ରାନ୍ସ୍ରେ ମୃତ୍ୟୁର ତାଣ୍ଡବ ଜାରି ରହିଛି। ଇତିମଧ୍ୟରେ ଏଠାରେ ମୃତ୍ୟୁ ସଂଖ୍ୟା ୩,୦୨୪ ଛୁଇଁଛି। ଗୋଟିଏ ଦିନରେ ଏଠାରେ ୪୧୮ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଦେଶରେ ୨୦,୯୪୬ ସଂକ୍ରମିତ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେମାନଙ୍କ…
ପିଏମ୍ କେୟାର୍ସ ଫଣ୍ଡକୁ ୫୦୦କୋଟି ଦାନ କଲା ରିଲାଏନ୍ସ
ନୂଆଦିଲ୍ଲୀ,୩୧।୩: କରୋନା ସହ ମୁକାବିଲା ପାଇଁ ଦେଶର ବିଶିଷ୍ଟ ଶିଳ୍ପପତି ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରି ମଙ୍ଗଳବାର ପିଏମ୍ କେୟାର୍ସ ଫଣ୍ଡକୁ ୫୦୦କୋଟି ଟଙ୍କା ଦାନ କରିବ ବୋଲି ଘୋଷଣା କରିଛି। ଏହାପୂର୍ବରୁ ରିଲାଏନ୍ସ ପକ୍ଷରୁ କୋଭିଡ୍-୧୯ର ରୋଗୀଙ୍କ ଚିକିତ୍ସା…
ଭାରତ ପାଇଁ କରୋନା ଟାଇମ୍ ବମ୍ ପାଲଟିଲା ନିଜାମୁଦ୍ଦିନ୍ର ଧାର୍ମିକ ସମାବେଶ
ନିଜାମୁଦ୍ଦିନ୍,୩୧।୩: ଭାରତରେ କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଦିଲ୍ଲୀର ନିଜାମୁଦ୍ଦିନ୍ଠାରେ ହୋଇଥିବା ମୁସଲମାନ୍ଙ୍କ ମରକଜ୍ ତବଲିଗି ଜମାତ୍ ଧାର୍ମିକ ସମାବେଶ ଭାରତ ପାଇଁ କରୋନା ଟାଇମ୍ ବମ୍ ପାଲଟିଥିବା କୁହାଯାଉଛି। ଏଥିରେ ୪୦୦ରୁ ଅଧିକ ଲୋକ ସାମିଲ୍…
Archives


