କରୋନା ଭାଇରସ୍‌

ସକ୍ରିୟ ମାମଲା ୬୦ ହଜାର ତଳେ…

ନୂଆଦିଲ୍ଲୀ, ୬।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୬ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୫ ହଜାର ୪୭୬…

୬ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୫।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୬ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୫ ହଜାର ୯୨୧…

ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୫।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୦୯୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୫।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୭ ପିଲା ଅଛନ୍ତି। ସେହିପରି ୮୪ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୬୧ଜଣ ଲୋକାଲ କେସ ରହିଛି। ଏ ନେଇ ରାଜ୍ୟ ସୂଚନା…

ଦେଶରେ ୧୨-୧୭ ବର୍ଷ ବୟସର କିଶୋରଙ୍କ ଟିକାକରଣ ପାଇଁ ମିଳିଲା ଅନୁମତି

ନୂଆଦିଲ୍ଲୀ,୫ ।୩: କରୋନା ଟିକାକରଣକୁ ନେଇ ଦେଶ ବେଳକୁ ବେଳ ନୂଆ ସଫଳତା ହାସଲ କରିବାରେ ଲାଗିଛି । ଇତିମଧ୍ୟରେ ପିଲାମାନଙ୍କ ଟିକାକରଣକୁ ନେଇ ଏକ ବଡ ନିଷ୍ପତ୍ତି ନିଆଯାଇଛି । ଡିସିଜିଆଇର ବିଶେଷ ବିଶେଷଜ୍ଞ ସମିତି ୧୨-୧୭ ବର୍ଷର କିଶୋରମାନଙ୍କ…

ଆଉ ୬ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୪ା୩(ବ୍ୟୁରୋ): ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉଥିବା ବେଳେ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ଆଉ ୬ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧାରୁ ୩…

ଆଜି ରାଜ୍ୟରୁ ୧୨୮ ଆକାନ୍ତ ଚିହ୍ନଟ, ଏମାନଙ୍କ ମଧ୍ୟରେ ୨୨ ଶିଶୁ

ଭୁବନେଶ୍ୱର,୪ା୩(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୧୨୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୫,୬୧୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୩ ଜଣ ଚିହ୍ନଟ ହୋଇଥିବା…

୯୭ ପ୍ରତିଶତରୁ ଊର୍ଦ୍ଧ୍ୱ ବୟସ୍କ ନେଲେଣି ଟିକାର ପ୍ରଥମ ଡୋଜ

ନୂଆଦିଲ୍ଲୀ,୩।୩: ଦେଶରେ କରୋନା ମହାମାରୀକୁ ଦୂର କରିବା ଲାଗି ଦ୍ରୁତ ଗତିରେ କରାଯାଇଥିବା ଟିକାକରଣକୁ ନେଇ ଏକ ଖୁସିଖବର ସାମ୍ନାକୁ ଆସିଛି। ଦେଶ ୧୦୦ ପ୍ରତିଶତ କରୋନା ଟିକାର ପ୍ରଥମ ଡୋଜ ଲକ୍ଷ୍ୟ ଆଡ଼କୁ ଗତି କରୁଛି। ଜନସଂଖ୍ୟାର ୯୭ ପ୍ରତିଶତରୁ…

ରାଜ୍ୟରୁ ସୁସ୍ଥ ହେଲେ ଆଉ ୩୩୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟରୁ ଗୁରୁବାର ଆଉ ୩୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୧୨,୭୪,୭୫୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏ ନେଇ ଟୁଇଟ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…

୭ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩।୩ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗିଛି। ଦୈନିକ ସଂକ୍ରମଣ ୭ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ ୬ ହଜାର ୫୬୧…

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୮ଜଣ ପିଲା ଅଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୮୬ ଥିବା ବେଳେ ଲୋକାଲ କେସ ୫୭ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ…

ହଂକଂରେ କରୋନା ଅଣାୟତ୍ତ, ପୁଣି ଲକ୍‌ଡାଉନ୍‌ ଆଶଙ୍କା, ମୃତଦେହ ରଖିବାକୁ ସ୍ଥାନର ଅଭାବ…

ହଂକଂ,୧।୩ : ହଂକଂରେ କରୋନା ମହାମାରୀ ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ଦୈନିକ ସଂକ୍ରମଣ ସହିତ ମୃତ୍ୟୁ ସଂଖ୍ୟା ସଙ୍କଟ ସୃଷ୍ଟି କରିଛି। ମୃତ ଦେହଗୁଡ଼ିକୁ ରଖିବା ପାଇଁ ଶବାଗାରରେ ସ୍ଥାନର ଅଭାବ ଦେଖାଦେଇଛି। ହଂକଂର ବହୁ ଲୋକ କରୋନା ଟିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri