କରୋନା ଭାଇରସ୍‌

କୋଭିଡ-୧୯ : ଜୁନ୍‌ ୩୦ ପର୍ଯ୍ୟନ୍ତ ଆଇଟିଟିଏଫ୍‌ ସବୁ ଇଭେଣ୍ଟକୁ ସସ୍‌ପେଣ୍ଡ କଲା

ନୂଆଦିଲ୍ଲୀ,୩୦।୫(ପି.ଟି.): ଅନ୍ତର୍ଜାତୀୟ ଟେବୁଲ ଟେନିସ ଫେଡେରେଶନ (ଆଇଟିଟିଏଫ୍‌) ଜୁନ୍‌ ୩୦ ତାରିଖ ପର୍ଯ୍ୟନ୍ତ ତା’ର ସବୁ ଇଭେଣ୍ଟକୁ ବାତିଲ କରିଛି। କୋଭିଡ-୧୯ ସାରା ବିଶ୍ୱରେ ମହାମାରୀର ରୂପ ନେଇଥିବାରୁ ଆଇଟିଟିଏଫ୍‌ ଏହି ନିଷ୍ପତ୍ତି ନେଇଛି। କେବଳ ସେତିକି ନୁହଁ ବିଶ୍ୱ ର଼୍ୟାଙ୍କିଙ୍ଗ୍‌କୁ…

କରୋନା ଭାଇରସ୍‌ ବିରୋଧରେ ଲଢ଼ିବା ପାଇଁ ସହାୟତାର ହାତ ବଢ଼ାଇଲେ କାର୍ତ୍ତିକ, ବାଦଶାହ

ମୁମ୍ବାଇ: ସାରା ଦେଶରେ କରୋନା ପ୍ରକୋପ ଜାରି ରହିଛି। ଦିନକୁ ଦିନ କରୋନା ଭାଇରସ୍‌ରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। କରୋନା ବିରୋଧରେ ଜାରି ରହିଥିବା ଲଢ଼େଇ ପାଇଁ ବିଭିନ୍ନ…

କୋଭିଡ-୧୯ ସଂକ୍ରମଣ: ପାକ୍‌ ସ୍କ୍ବାଶ୍‌ ଲିଜେଣ୍ଡ ଆଜମ ଖାନ୍‌ ମୃତ

କରାଚୀ, ୩୦।୩(ପି.ଟି.):ପାକିସ୍ତାନର କିମ୍ବଦନ୍ତୀ ସ୍କ୍ବାଶ୍‌ ଖେଳାଳି ଆଜମ ଖାନ୍‌ କରୋନା ଭାଇରସ ସଂକ୍ରମଣରେ ମୃତ୍ୟୁବରଣ କରିଛନ୍ତି। ଲଣ୍ଡନ୍‌ରେ ତାଙ୍କର ଦେହାନ୍ତ ହୋଇଛି। ଏ ନେଇ ତାଙ୍କ ପରିବାର ସୂଚନା ଦେଇଛି। ଆଜମ ୧୯୫୯ରୁ ୧୯୬୧ ପର୍ଯ୍ୟନ୍ତ କ୍ରମାଗତ ଭାବେ ବ୍ରିଟିଶ ଓପନ…

ଏମ୍ସ ଟ୍ରମା ସେଣ୍ଟରରେ ଚିକିତ୍ସିତ ହେବେ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୩୦।୩: କୋଭିଡ-୧୯ର ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ଦେଖିବା ପରେ ଏବେ ଦିଲ୍ଲୀର ଅଲ ଇଣ୍ଡିଆ ଅନଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ୍‌ ସାଇନସେସ୍‌(ଏମ୍ସ)ର ଟ୍ରମା ସେଣ୍ଟର ବିଲଡିଂକୁ କୋଭିଡ-୧୯ ହସ୍ପିଟାଲରେ ପରିବର୍ତ୍ତନ କରାଯିବାକୁ ନିଷ୍ପତ୍ତ ନିଆଯାଇଛି। ମେଡିକାଲ ସୁପରିଣ୍ଟେଣ୍ଡେଣ୍ଟ ଡାକ୍ତର ଡିକେ…

୨୨୫ ଟଙ୍କାରେ ମାତ୍ର ୧୫ ମିନିଟରେ ହୋଇପାରିବ କରୋନା ଚିହ୍ନଟ !

ଢାକା,୩୦।୩: ସାରା ପୃଥିବୀରେ କରୋନା ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ପ୍ରତି ଦେଶର ବୈଜ୍ଞାନିକ କରୋନାକୁ ରୋକିବା ଲାଗି ଔଷଧ ତଥା ଯାଞ୍ଚ୍‌ କିଟ୍‌ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଏପରିସ୍ଥଳେ ବାଂଲାଦେଶ। ଏକ ନୂଆ କରୋନା ଯାଞ୍ଚ୍‌ କିଟ୍‌…

କରୋନା କଟକଣା: ଗାଁ ମୁଣ୍ଡରେ ଲକ୍ଷ୍ମଣରେଖା ଟାଣିଲେ ଗ୍ରାମବାସୀ

ବଲାଙ୍ଗୀର ଅଫିସ,୩୦।୩: ବଲାଙ୍ଗୀର ସହର ଶୂନ୍‌ଶାନ ଥିବା ବେଳେ ଧୀରେ ଧୀରେ ଗ୍ରାମାଞ୍ଚଳର ଲୋକେ ସଚେତନ ହେବାରେ ଲାଗିଛନ୍ତି। ବାହାର ଲୋକଙ୍କୁ ଗାଁ ଭିତରକୁ ପ୍ରବେଶ ନ କରାଇ ଦେବା ପାଇଁ ଗାଁ ମୁଣ୍ଡରେ ଲକ୍ଷ୍ମଣରେଖା ଟାଣିଛନ୍ତି। ଏପରିକି ଜରୁରୀ ଥିଲେ…

ସାନିଟାଇଜର ଅଭାବରୁ ପ୍ରାକୃତିକ ଉପାୟ ଆପଣାଉଛନ୍ତି ଲୋକେ

ଚେନ୍ନାଇ,୩୦।୩: କରୋନା ସଂକ୍ରମଣରୁ ରକ୍ଷା ପାଇବାକୁ ହେଲେ ହାତ ଧୋଇବାକୁ ପରାମର୍ଶ ଦିଆଯାଉଥିବା ବେଳେ ସାନିଟାଇଜର ବ୍ୟବହାର କରିବାକୁ ମଧ୍ୟ କୁହାଯାଉଛି। ହେଲେ ଲୋକଙ୍କ ଆବଶ୍ୟକତାକୁ ଦେଖି ବଜାରରେ ସେହି ପରିମାଣର ସାନିଟାଇଜର ମିଳୁ ନ ଥିବାରୁ ଲୋକେ ଏବେ ପ୍ରାକୃତିକ…

କରୋନା ପ୍ରତିହତ ପାଇଁ ଗାଁ ଗାଁରେ ଶପଥ ପାଠ କରାଇଲା ପୋଲିସ

ଦାରିଙ୍ଗବାଡ଼ି,୩୦।୩(ଡି.ଏନ୍‌.ଏ.): କରୋନା ସଂକ୍ରମିତକୁ ପ୍ରତିହତ କରିବା ପାଇଁ ପୋଲିସ ପ୍ରଶାସନ କଡ଼ା ପଦକ୍ଷେପ ନେଇଛି। ଦିନରାତି ବିଭିନ୍ନ ଗାଁ, ଛକ ବଜାର ବ୍ଲକିଂ ସହ ପାଟ୍ରୋଲିଂ କରି ଅମାନିଆଙ୍କ ବିରୋଧରେ ଦୃଢ଼ ପଦକ୍ଷେପ ନେଉଛି। ସୋମବାର ଆଇଆଇସି କୌଶିକ ମାଝି ପର୍ତ୍ତମାହା…

୬ ମହାଦେଶର ୧୯୯ ଦେଶରେ କରୋନାର ମୃତ୍ୟୁ ତାଣ୍ଡବ: ଆମେରିକା-ୟୁରୋପ-ଇରାନରେ ଆତଙ୍କ

ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହାକୁ ରୋକିବାରେ କୌଣସି ରାଷ୍ଟ୍ର ସକ୍ଷମ ହୋଇପାରୁ ନାହାଁନ୍ତି। ଇତିମଧ୍ୟରେ ଆଣ୍ଟାର୍କଟିକାକୁ ଛାଡ଼ି ଅନ୍ୟ ୬ଟି ମହାଦେଶର ୧୯୯ଟି ଦେଶରେ କରୋନା ମୃତ୍ୟୁର ତାଣ୍ଡବ ରଚିଛି। ସାରା ପୃଥିବୀରେ…

୨୭.୫ ଲକ୍ଷ ମନରେଗା ଶ୍ରମିକଙ୍କ ଖାତାରେ ୬୧୧କୋଟି ଟଙ୍କା ଜମା କଲେ ଯୋଗୀ ସରକାର

ଲକ୍ଷ୍ନୌ, ୩୦।୧: କରୋନା ଭାଇରସ୍‌ ଯୋଗୁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ରହିଛି। ଏଥିରେ ସବୁଠାରୁ ଶ୍ରମିକ ଓ ଦିନ ମଜୁରିଆ ପ୍ରଭାବିତ ହୋଇଛନ୍ତି। ଲକ୍‌ଡାଉନ୍‌ ଯୋଗୁ ବିଭିନ୍ନ ଧରଣର କାର୍ଯ୍ୟ ବନ୍ଦ ରହିଥିବାରୁ ଏମାନେ ନିଜର ଜୀବିକା ହରାଇଛନ୍ତି। ତେବେ…

ଅଭିଭାବକଙ୍କୁ ମିଳିଲା ମଧ୍ୟାହ୍ନଭୋଜନ ଚାଉଳ ଟୋକନ୍‌

ବନ୍ତ,୩୦।୩(ଡି.ଏନ୍‌.ଏ.): କରୋନା ପାଇଁ ରାଜ୍ୟ ସରକାର ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଥିବା ବେଳେ ଛାତ୍ରୀଛାତ୍ରଙ୍କ ପାଇଁ ମଧ୍ୟାହ୍ନଭୋଜନ ଚାଉଳ ପ୍ରଦାନର ବ୍ୟବସ୍ଥା କରିଛନ୍ତି। ସୋମବାର ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ବିଦ୍ୟାଳୟରେ ପ୍ରତ୍ୟେକ ଛାତ୍ରୀଛାତ୍ରଙ୍କ ଅଭିଭାବକମାନେ ବିଦ୍ୟାଳୟରୁ ଟୋକନ୍‌…

ସୋସିଆଲ ଡିଷ୍ଟାନସିଂ ଗାଇଡ୍‌ ଲାଇନ୍ସକୁ ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କଲେ ଟ୍ରମ୍ପ

ଓ୍ବାଶିଂଟନ,୩୦।୩: ଆମେରିକାରେ କରୋନା ଭାଇରସ କାୟା ବିସ୍ତାର କରି ଚାଲିଥିବା ବେଳେ ଏବେ ସେଠାରେ ମୃତ୍ୟୁ ସଂଖ୍ୟା ୨ ହଜାର ଅତିକ୍ରମ କରି ସାରିଲାଣି। ଏହାକୁ ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ଡିଷ୍ଟାନସିଂ ଗାଇଡ୍‌ ଲାଇନକୁ ଏପ୍ରିଲ ୩୦…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?