ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲମ୍ବା ଧାଡ଼ି
ବନ୍ତ,୩୦।୩(ଡି.ଏନ୍.ଏ.): କରୋନା କଟକଣା ପରେ ଭଦ୍ରକ ଜିଲା ବନ୍ତ ସଦର ମହକୁମାରେ ଅବସ୍ଥିତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଲୋକଙ୍କ ଭିଡ଼ ଦେଖିବାକୁ ମିଳିଛି। ସକାଳୁ ଲୋକମାନେ ଡାକ୍ତରଖାନା ସମ୍ମୁଖରେ ଲମ୍ବା ଧାଡ଼ି ଲଗାଉଛନ୍ତି। ସାମାଜିକ ଦୂରତା ପାଳନ ନେଇ ଡାକ୍ତରଖାନା ପକ୍ଷରୁ...
ଭାରତରେ ୧୧୭୩ କରୋନା ସଂକ୍ରମିତ: ମୃତ୍ୟୁ ସଂଖ୍ୟା ୩୨
ନୂଆଦିଲ୍ଲୀ,୩୦।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍ଡାଉନ୍ ଘୋଷଣା କରାଯାଇଛି। ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୭୩ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୩୨ ଛୁଇଁଛି। ପଶ୍ଚିମବଙ୍ଗର ୫୪...
ଆଇସୋଲେଶନରେ ରହୁନାହାନ୍ତି ବିଦେଶ ଫେରନ୍ତା: ଗ୍ରାମବାସୀ ଭୟଭୀତ
ବନ୍ତ,୩୦।୩(ଡି.ଏନ୍.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ବିଦେଶ ଏବଂ ଅନ୍ୟ ରାଜ୍ୟରୁ ଆସୁଥିବା ବ୍ୟକ୍ତିମାନଙ୍କୁ ଆଇସୋଲେଶନରେ ରହିବା ପାଇଁ ପରାମର୍ଶ ଦେଉଥିଲେ ମଧ୍ୟ ତାହାକୁ ଲୋକେ ସଠିକ୍ ଭାବେ ପାଳନ କରୁ ନ ଥିବା ଦେଖାଯାଇଛି। ସେହିସବୁ ଲୋକଙ୍କ ପାଇଁ...
ମୋଦିଙ୍କ ୨୧ ଦିନ ଲକ୍ଡାଉନ୍: କରୋନା ସଂକ୍ରମିତ ଦେଶଙ୍କ ପାଇଁ ଏକ ଆଦର୍ଶ
ଓ୍ବାଶିଂଟନ,୩୦।୩: ଏବେ ବିଶ୍ୱର ଅଧିକାଂଶ ଦେଶ କରୋନା ଭାଇରସ ସହ ଲଢେଇ କରି ଚାଲିଛନ୍ତି। ତେବେ କରୋନା ସଂକ୍ରମଣକୁ ରୋକିବାକୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେଉଁ ପଦକ୍ଷେପ ନେଇଛନ୍ତି ତାହାକୁ ଏବେ ପ୍ରଶଂସା କରୁଛନ୍ତି କେତେଜଣ ସମାଜିକ କର୍ମୀ।...
ଲକ୍ଡାଉନ୍ ଅବଧି ବୃଦ୍ଧି ଗୁଜବକୁ ନେଇ ପ୍ରତିକ୍ରିୟା ରଖିଲେ କ୍ୟାବିନେଟ ସଚିବ
ନୂଆଦିଲ୍ଲୀ,୩୦।୩: ସାରା ଦେଶରେ କରୋନା ଭାଇରସ୍ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସାରା ଦେଶରେ ଲକ୍ଡାଉନ୍ ଘୋଷଣା କରଯାଇଛି। ତେବେ ଏହି ଲକ୍ଡାଉନ୍ର ଅବଧି ଆଗକୁ ବୃଦ୍ଧି ପାଇବ ବୋଲି ଯେଉଁ ଗୁଜବ...
କରୋନା ଗାଁର ଦୁଃଖ: ଲୋକେ ଆସିବାକୁ ଡରୁଛନ୍ତିି !
ଲକ୍ଷ୍ନୌ,୩୦।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଭାରତରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଉତ୍ତରପ୍ରଦେଶର କରୋନା ଗାଁର ଗ୍ରାମବାସୀଙ୍କ ଦୁଃଖ କହିଲେ ନ ସରେ। ତାଙ୍କ ଗାଁ ନାମ ଥିବା ଏଭଳି...
କରୋନା ନେଲାଣି ୩୩ ହଜାର ୫୦୯ ଲୋକଙ୍କ ଜୀବନ
ନୂଆଦିଲ୍ଲୀ/ଓ୍ବାଶିଂଟନ,୩୦।୩: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ପ୍ରତିଦିନ ଲୋକଙ୍କ ମୃତ୍ୟୁ ଘଟି ଚାଲିଛି। ଫଳରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନା ସଂକ୍ରମଣ ଇତିମଧ୍ୟରେ ୧୯୯ ଦେଶରେ ପହଞ୍ଚିଛି। ବହୁ ଦେଶର ସରକାର ସଂକ୍ରମଣ ରୋକିବା...
କେମ୍ବ୍ରିଜ ବିଶ୍ୱବିଦ୍ୟାଳୟ ଗବେଷକଙ୍କ ଯୁକ୍ତି: ଭାରତରେ ୪୯ ଦିନର ଲକ୍ଡାଉନ୍ ଜରୁରୀ
ନୂଆଦିଲ୍ଲୀ,୩୦ା୩: କରୋନା ଭାଇରସ୍ ଯୋଗୁ ବିଶ୍ୱ ଏବେ ଆତଙ୍କିତ ହୋଇପଡ଼ିଛି। ଏହି ମହାମାରୀକୁ ରୋକିବା ଲାଗି ବିଭିନ୍ନ ଦେଶ ପକ୍ଷରୁ ଭିନ୍ନ ଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ବିଶେଷକରି ଅଧିକାଂଶ ଦେଶ ଲକ୍ଡାଉନ୍ ଉପରେ ଗୁରୁତ୍ୱ ଦେଇଛନ୍ତି। ଭାରତରେ ମଧ୍ୟ...
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୭୧, ସୁସ୍ଥ ହେଲେ ୯୯
ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସୋମବାର ସକାଳ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପହଞ୍ଚିଛି ୧୦୭୧ରେ। ବଡ ଖବର ହେଉଛି ଏଥିରେ ୯୯ ଜଣ ସୁସ୍ଥ ହାଇଥିବା ଜଣାପଡିଛି। ସେହିପରି...
ଟ୍ରମ୍ପ୍ଙ୍କ ଆସନ ଟଳମଳ: ଆମେରିକା ସ୍ଥିତି ଅସମ୍ଭାଳ
ଓ୍ବାଶିଂଟନ,୩୦ା୩: କୋଭିଡ୍-୧୯ ମାଡ଼ରେ ବିଶ୍ୱର ସର୍ବାଧିକ କ୍ଷତିଗ୍ରସ୍ତ ରାଷ୍ଟ୍ର ପାଲଟିବାକୁ ଯାଉଛି ଶକ୍ତିଶାଳୀ ଆମେରିକା। ମହାମାରୀ କରୋନା ବିଶ୍ୱବ୍ୟାପୀ କାୟା ବିସ୍ତାର କରି ମୁଣ୍ଡ ପରେ ମୁଣ୍ଡ ନେଇ ଚାଲିଥିବାବେଳେ ଏହାକୁ ‘ଚାଇନା ଭୂତାଣୁ’ ବୋଲି କଟାକ୍ଷ କରୁଥିବା ରାଷ୍ଟ୍ରପତି...
ଅସୁବିଧା ସମୟରେ ଭଡାଟିଆଙ୍କୁ ସାହା ହେଲେ ଘର ମାଲିକ
ନଏଡା,୩୦।୩: ମହାମାରୀ କରୋନା ଭାଇରସ୍ ସହ ମୁକାବିଲା ପାଇଁ ସମସ୍ତେ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏହି ଘଡିସନ୍ଧି ମୁହୂର୍ତ୍ତରେ କେତେକ ଲୋକ ନିଜର ମାନବିକତାର ପରିଚୟ ମଧ୍ୟ ଦେଉଛନ୍ତି। ଲକ୍ଡାଉନ୍ ସମୟରେ ଯାହାର ଯେତିକି ସାମାର୍ଥ୍ୟ ସେ ସେହି ଅନୁସାରେ...
ଲକ୍ଡାଉନ ବିରୋଧୀ ଅଭିନବ ଲଢ଼େଇ
ନୂଆଦିଲ୍ଲୀ, ୩୦। ୩: କରୋନା ଯୋଗୁ ବର୍ତ୍ତମାନ ସାରା ବିଶ୍ୱରେ ଲକ୍ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ହ୍ରାସ ହୋଇଛି। ଏଭଳି ସମୟରେ କମ୍ପାନୀଗୁଡିକ ଚାପରେ ରହିବା ଫଳରେ ଛଟେଇ ସ୍ଥିତି ଉପୁଜିବା ଆଶଙ୍କା କରାଯାଉଛି। ବିଭିନ୍ନ ଦେଶ ପ୍ୟାକେଜ ଘୋଷଣା...
Archives


