କରୋନା ଭାଇରସ୍‌

ଥମୁନି ଦାଦନଙ୍କ ଗଣପଳାୟନ

ନୂଆଦିଲ୍ଲୀ,୩୦ା୩(ପି.ଟି.): କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ଲକ୍‌ଡାଉନ୍‌ ଡାକରା ପଞ୍ଚମ ଦିନରେ ପହଞ୍ଚତ୍ଛି। ସାମ୍ପ୍ରତିକ ଅଚଳାବସ୍ଥା ଦେଶର ବଡ଼ ବଡ଼ ସହରରେ ନିୟୋଜିତ ଦାଦନ ଶ୍ରମିକମାନଙ୍କ ଦୁର୍ଦ୍ଦଶାକୁ ବହୁଗୁଣିତ କରିଛି। ଫଳରେ ସେମାନେ ନିଜ କର୍ମକ୍ଷେତ୍ର ଛାଡ଼ି…

୨୪ ଘଣ୍ଟାରେ ଗଲା ୮ ଜୀବନ: ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୦ା୩(ପି.ଟି.): ଲକ୍‌ଡାଉନ ସତ୍ତ୍ୱେ ଦିନକୁ ଦିନ ଅଧିକ ଭୟଙ୍କର ହେଉଛି କରୋନା। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣଙ୍କ ଜୀବନ ନେଲାଣି ଏହି ଭୂତାଣୁ। ଦେଶରେ ମୃତ୍ୟୁସଂଖ୍ୟା ୨୭ରେ ପହଞ୍ଚିବା ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ମହାରାଷ୍ଟ୍ରରେ ସର୍ବାଧିକ…

ଦିନକୁ ୮ଘଣ୍ଟା ଡ୍ୟୁଟି କରିବେ ପୋଲିସ କର୍ମଚାରୀ: ସପ୍ତାହରେ ଦିନେ ଛୁଟି

କଟକ ଅଫିସ,୩୦ା୩: କରୋନା ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଓଡ଼ିଶାରେ ବି ଏହାର ପ୍ରଭାବ ଦେଖିବାକୁ ମିଳୁଛି। ଲକ୍‌ଡାଉନ୍‌କୁ କାର୍ଯ୍ୟକାରୀ କରିବାର ଗୁରୁଦାୟିତ୍ୱ ପୋଲିସ କର୍ମଚାରୀଙ୍କ ଉପରେ ରହିଛି। ଦିନତମାମ୍‌ ସେମାନଙ୍କୁ ବିଭିନ୍ନ ଛକ…

ଜରୁରୀ ସାମଗ୍ରୀ ପରିବହନ କରିବ ପୂର୍ବତଟ ରେଳପଥ

ଭୁବନେଶ୍ୱର,୩୦ା୩(ବ୍ୟୁରୋ): କରୋନା ସଂକ୍ରମଣ ମୁକାବିଲା ଲାଗି ସମଗ୍ର ଦେଶରେ ୨୧ ଦିନିଆ ଲକ୍‌ଡାଉନ୍‌ ଜାରି ରହିଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀର ପରିବହନରେ ସମସ୍ୟା ସୃଷ୍ଟି ହୋଇଛି। ଏଭଳିସ୍ଥିତିରେ ପୂର୍ବତଟ ରେଳପଥ ଜରୁରୀକାଳୀନ ସାମଗ୍ରୀର ପରିବହନ ଲାଗି ସହଯୋଗର ହାତ ବଢାଇଛି। ରେଳପଥ ପକ୍ଷରୁ…

ଲକ୍‌ଡାଉନ୍‌ ନିୟମକୁ ଫୁ: ମାଛ ମାର୍କେଟରେ ଭିଡ଼

ପୁରୀ ଅଫିସ,୩୦ା୩: ସମଗ୍ର ଦେଶରେ ଏବେ ୨୧ ଦିନିଆ ଲକ୍‌ଡାଉନ ଚାଲିଛି। କରୋନା ଭାଇରସ୍‌ ମୁକାବିଲା ପାଇଁ ଏଭଳି ଏକ ପଦକ୍ଷେପ ନିଆଯାଇଛି। ପୁରୀ ଜିଲା ପ୍ରଶାସନ ଲକ୍‌ଡାଉନ କଟକଣାକୁ କିପରି କଡ଼ାକଡ଼ି ଭାବେ ପାଳନ କରାଯିବ ସେ ଦିଗରେ ଉଦ୍ୟମ…

ବାଙ୍ଗାଲୋରରେ ଫସିଛନ୍ତି ଓଡ଼ିଆ: ବିସ୍କୁଟ ଖାଇ ବିତୁଛି ଦିନ

ବିଶୋଇ,୩୦ା୩(ଡି.ଏନ୍‌.ଏ.)- ‘ସାର ଆମକୁ ଆମ ଘରକୁ ନେଇ ଯାଆନ୍ତୁ। ଘର କଥା ମନେ ପଡୁଛି । ପାଖରେ ଟଙ୍କା ନାହିଁ ବିସ୍କୁଟ ଖାଇ ଦିନ କଟୁଛି’ ଏହିଭଳି କୋହଭରା କଣ୍ଠରେ ଗୁହାରି କରିଛନ୍ତି ବାଙ୍ଗାଲୋରରେ ଫଶି ରହିଥିବା ଓଡ଼ିଆ ଯୁବକମାନେ। ଉଦ୍ଧାର…

ଖୋଲା ରହିବ ସବୁ ବ୍ୟାଙ୍କ ଶାଖା

ନୂଆଦିଲ୍ଲୀ,୩୦। ୩: ଲକ୍‌ଡାଉନ ସମୟରେ ସବୁ ରାଷ୍ଟ୍ରାୟତ୍ତ ବ୍ୟାଙ୍କଗୁଡିକର ଶାଖା ଖୋଲାରହିବ। ବ୍ୟାଙ୍କିଙ୍ଗ ସେବାରେ ଲୋକମାନଙ୍କୁ ଯେଭଳି କୌଣସି ଅସୁବିଧା ନ ଆସେ ସେ ଦିଗରେ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ବ୍ୟାଙ୍କିଙ୍ଗ ସଂକ୍ରାନ୍ତ ବିଭିନ୍ନ ପ୍ରସଙ୍ଗ…

ଲକ୍‌ଡାଉନ: ଡିଜିଟାଲ ଇଣ୍ଡିଆ ପାଇଁ ବଡ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୩୦। ୩: ଡିଜିଟାଲ ଇଣ୍ଡିଆ ଯୋଗୁ ଆପ୍‌ ସେବା ଯୋଗାଣ କରୁଥିବା କମ୍ପାନୀଗୁଡିକ ଏବେ ସମସ୍ୟାରେ ରହିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭାଇରସ ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ୨୧ ଦିନିଆ ଲକ୍‌ଡାଉନ ଘୋଷଣା କରିଥିବା ବେଳେ ଏହା…

ଜାହାଜ କଣ୍ଟେନର ରହିଣି ଶୁଳ୍କ ଆଦାୟ ହେବନି

ନୂଆଦିଲ୍ଲୀ,୩୦। ୩: ମାର୍ଚ୍ଚ ୨୨ରୁ ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ବନ୍ଦରଗୁଡିକରେ କଣ୍ଟେନର ରହଣି ଶୁଳ୍କ ଆଦାୟ ନ କରିବା ଲାଗି କେନ୍ଦ୍ର ଜାହାଜ ମନ୍ତ୍ରଣାଳୟ ପକ୍ଷରୁ ବନ୍ଦରଗୁଡିକୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ଦରଗୁଡିକରେ ମାଲ ପରିବହନକୁ ସୁରୁଖୁରୁରେ ସମ୍ପନ୍ନ କରିବା ଲାଗି…

ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଦେଲେ ଅଚ୍ୟୁତ

ଭଞ୍ଜନଗର,୨୯।୩(ଡି.ଏନ.ଏ)-କନ୍ଧମାଳ ଏମ୍‌ପି ଅଚ୍ୟୁତ ସାମନ୍ତ କରୋନା ମୁକାବିଲା ପାଇଁ ଏମ୍‌ପି ଲ୍ୟାଡରୁ ଅଢ଼େଇ କୋଟି ଟଙ୍କା ଅନୁମୋଦନ କରିଛନ୍ତି। ଏହି ଅର୍ଥରୁ କନ୍ଧମାଳକୁ ୧ କୋଟି ୧୦ଲକ୍ଷ, ବୌଦ୍ଧକୁ ୭୦ ଲକ୍ଷ, ଗଞ୍ଜାମକୁ ୩୫ ଲକ୍ଷ ଓ ନୟାଗଡ଼ ଜିଲାକୁ ୩୫…

କରୋନା କଟକଣା ବେଳେ ଚାଲିଛି ଜୁଆଖେଳ: ଧରାପଡିଲେ ୪

ରୂପ୍‌ସା, ୨୯।୩(ଡି.ଏନ.ଏ.)-କରୋନା କଟକଣା ସତ୍ତ୍ୱେ ବାଲେଶ୍ୱର ଜିଲା ରୂପ୍‌ସା ଥାନା ଲଛମନଖୁଣ୍ଟା ଅଞ୍ଚଳରେ ଗାଁ ପୋଖରୀ ହୁଡ଼ାରେ ଅବାଧରେ ଜୁଆ ଖେଳ ଚାଲିଥିବା ଅଭିଯୋଗ ହୋଇଥିଲା। ଶନିବାର ରାତିରେ ପୋଲିସ ଚଢ଼ାଉ କରି ଜୁଆ ଆଡ୍ଡାରୁ ୪ଜଣଙ୍କୁ ଗିରଫ କରିବା ସହ…

ବାହାର ରାଜ୍ୟରେ ଫସିଛନ୍ତି ମୟୂରଭଞ୍ଜର ଶତାଧିକ ଯୁବକ

ବାରିପଦା ଅଫିସ, ୨୯ା୩- ମୟୂରଭଞ୍ଜ ଜିଲାର ବିିଭିନ୍ନ ଅଞ୍ଚଳରୁ ଅନ୍ୟ ରାଜ୍ୟକୁ କାମ କରିବାକୁ ଯାଇଥିବା ଶତାଧିକ ଯୁବକ ଲକଡାଉନ ଯୋଗୁଁ ଫସି ରହିଛନ୍ତି। ଉଦ୍ଧାର ପାଇଁ ସେମାନେ ଭିଡ଼ିଓ ପୋଷ୍ଟ କରି ଆକୁଳ ନିବେଦନ କରିଛନ୍ତି। ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?