କରୋନା ଭାଇରସ୍‌

ଜୋତା-ଚପଲ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ଓ୍ବାଶିଂଟନ,୨୯।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ସାରା ପୃଥିବୀରେ ବିଭିନ୍ନ ରାଷ୍ଟ୍ର ପକ୍ଷରୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦ୍ୱାରା ଜାରି ହୋଇଥିବା ମାର୍ଗଦର୍ଶିକାକୁ ପାଳନ କରାଯାଉଛି। କରୋନା କିଭଳି ସଂକ୍ରମିତ ହେଉଛି ସେ ନେଇ ମଧ୍ୟ ଲୋକଙ୍କୁ ସଚେତନ କରାଯାଇଛି।…

କରୋନା ସଚେତନତା କଲା ଯୁବକ ସଂଘ

ବନ୍ତ,୨୯।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ ନିଳୋକସ୍ଥିତ ନିଳକଣ୍ଠେଶ୍ୱର ୟୁନାଇଟେଡ୍‌ ୟୁଥ୍‌ କ୍ଲବର ସଦସ୍ୟମାନେ ଗ୍ରାମ ପରିକ୍ରମା କରି ଲୋକମାନଙ୍କୁ କରୋନା ସଚେତନତା କରାଇଥିବାର ଦେଖାଯାଇଛି। ବରିଷ୍ଠ ସଦସ୍ୟ ନବ କୁମାର ଲେଙ୍କା, ନାରାୟଣ ଦାଶ, ପ୍ରଫୁଲ୍ଲ ମହାନ୍ତି, ଖଗେଶ୍ୱର ମହାନ୍ତି,…

କରୋନା ଭୟ: ଗାଁ ରାସ୍ତାରେ ପଡ଼ିଲା ବାଡ଼

ଏରସମା, ୨୯।୩ (ସ୍ବ.ପ୍ର.)-ମହାମାରୀ କରୋନା ସଂକ୍ରମଣ ସାରା ବିଶ୍ୱବାସୀଙ୍କୁ ଆତଙ୍କିତ କରିଥିବା ବେଳେ ଭାରତରେ ଅଦ୍ୟାବଧି ଏଥିରେ ୨୫ ଜଣଙ୍କ ମୃତ୍ୟୁ ଘଟିଲାଣି। ଏହାର ସଂକ୍ରମଣ ରୋକିବା ପାଇଁ ସଂଗରୋଧ ଏକମାତ୍ର ବିକଳ୍ପ ବୋଲି ବିଶେଷଜ୍ଞମନେ କହୁଛନ୍ତି। ଏହାକୁ ଦୃଷ୍ଟିରେ ରଖି…

ନିରାଶ୍ରୟଙ୍କ ସାହାରା ସାଜିଲେ ଯୁବକ

ମାର୍ଶାଘାଇ, ୨୯।୩ (ଡି.ଏନ୍‌.ଏ.)-କରୋନା ଭୂତାଣୁ ସଂକ୍ରମଣକୁ ପ୍ରତିହତ କରିବା ପାଇଁ ସାରାଦେଶରେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ କରାଯାଇଛି। ଓଷଧ, ପନିପରିବା, ମାଛ, ମାଂସ ଆଦି ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲୁଥିବା ବେଳେ ଅନ୍ୟ ଦୋକାନ ସବୁ ବନ୍ଦ ରଖିବା ପାଇଁ…

ଇରାନରୁ ଫେରିଲେ ୨୭୫ ଭାରତୀୟ

ଯୋଧପୁର,୨୯।୩: କରୋନା ଭାଇରସ ଯୋଗୁ ଇରାନରେ ଫସି ରହିଥିବା ୨୭୫ ଜଣ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି। ରବିବାର ସକାଳେ ଏକ ସ୍ବତନ୍ତ୍ର ବିମାନରେ ଏମାନେ ରାଜସ୍ଥାନର ଯୋଧପୁରରେ ପହଞ୍ଚିଥିବା ଜଣାପଡିଛି। ଭାରତୀୟ ସେନାଙ୍କ ଦ୍ୱାରା ପ୍ରସ୍ତୁତ ଓ୍ବେଲନେସ୍‌ ସେଣ୍ଟରକୁ ଏମାନଙ୍କୁ ପଠାଇ…

କରୋନାକୁ ନେଇ ଭବିଷ୍ୟବାଣୀ କରିଥିଲେ ମାଇକେଲ ଜ୍ୟାକସନ!

ଲସ୍‌ ଆଞ୍ଜେଲସ୍‌,୨୯।୩: କରୋନା ଭାଇରସ ଏବେ ସାରା ବିଶ୍ୱର ମୁଣ୍ଡ ବିଗାଡିଥିବା ବେଳେ ଏହାକୁ ନେଇ ବିଭିନ୍ନ କଥା ଶୁଣିବାକୁ ପଡିଛି। ତେବେ ପପ୍‌ ଗାୟକ ମାଇକେଲ ଜ୍ୟାକସନଙ୍କ ପୂର୍ବତନ ବଡି ଗାର୍ଡ ମେଟ୍‌ ଫିଡସ୍‌ କହିଛନ୍ତି ମାଇକେଲ୍‌ ଜ୍ୟାକସନ୍‌ ପୂର୍ବରୁ…

ବୃତ୍ତ ଚିହ୍ନରେ ରହି ହାଟ ସାମଗ୍ରୀ କିଣିଲେ ଲୋକେ

ବନ୍ତ,୨୯।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ରବିବାର ସାପ୍ତାହିକ ହାଟରେ ଲୋକେ ଧଳା ଗୋଲେଇ ଭିତରେ ରହି ସାମଗ୍ରୀ କିଣୁଥିବାର ଦେଖାଯାଇଛି। ସାମାଜିକ ଦୂରତା ପାଳନ କରିବା ଉଦ୍ଦେଶ୍ୟରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ବୁଧବାର ହାଟ ପାଳିରେ ଏପରି…

ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ତଦାରଖ କଲେ ଅତିରିକ୍ତ ଜିଲାପାଳ

ବନ୍ତ,୨୯।୩(ଡି.ଏନ୍‌.ଏ.): ଅତିରିକ୍ତ ଜିଲାପାଳ(ରାଜସ୍ବ) ଅରୁଣ କୁମାର ମହାପାତ୍ର ରବିବାର ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ତଦାରଖ କରିଛନ୍ତି। ନିଳୋକ ହାଇସ୍କୁଲସ୍ଥିତ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ରରେ ପାନୀୟ ଜଳ, ପାଇଖାନା, ବିଜୁଳି, ଔଷଧ ସମେତ ସାନିଟାଇଜେସନ୍‌, ସାମାଜିକ ଦୂରତା, ସଙ୍ଗରୋଧ…

କରୋନା ଯୁଦ୍ଧର ସାରଥି ସାଜି ଭୋକିଲାଙ୍କୁ ଗହମ ଦେଲେ ଚାଷୀ

ମୁମ୍ବାଇ,୨୯।୩: କରୋନା ଭାଇରସ କାରଣରୁ ସାରା ଦେଶକୁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ସାଧାରଣ ଖଟିଖିଆ ଶ୍ରମିକ ଦିନକୁ ଦିଓଳି ଖାଦ୍ୟ ଯୋଗାଡ କରିବା କଷ୍ଟକର ବ୍ୟାପାର ହୋଇପଡିଛି। ଏହି ସମୟରେ ଅନ୍ୟକୁ ସାହାଯ୍ୟର ହାତ ବଢାଇବାକୁ କୁହାଯାଉଥିବା ବେଳେ ମହାରାଷ୍ଟ୍ର…

କରୋନା ସହାୟତା: ୯୦ ମିଲିୟନ ୟୁରୋ ପ୍ରଦାନ କରିବେ ରୋନାଲ୍ଡୋ, ଜୁଭେଣ୍ଟସ୍‌

ରୋମ, ୨୯।୩(ଏ.ପି.): ପର୍ତ୍ତୁଗାଲ ଫୁଟବଲ ସୁପରଷ୍ଟାର କ୍ରୀଷ୍ଟିଆନୋ ରୋନାଲ୍ଡୋ, କୋଚ୍‌ ମାଉରିଜିଓ ସାରିଙ୍କ ସମେତ ତାଙ୍କ କ୍ଲବ ଜୁଭେଣ୍ଟସର ଅନ୍ୟ ସଦସ୍ୟମାନେ କରୋନା ବିପତ୍ତି ପାଇଁ ୯୦ ମିଲିୟନ ୟୁରୋ ବା ୧୦୦ ମିଲିୟନ ଆମେରିକୀୟ ଡଲାର ପ୍ରଦାନ କରିବାକୁ ଘୋଷଣା…

କୋଭିଡ-୧୯ରେ ପୀଡ଼ିତ ପ୍ରଥମ ଶିଶୁଙ୍କ ମୃତ୍ୟୁ

ନ୍ୟୁୟର୍କ,୨୯।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ କାୟା ବିସ୍ତାର କରି ସାରିଥିବା ବେଳେ ଆମେରିକାରେ ପ୍ରଥମ କରି ଜଣେ ଶିଶୁର ମୃତ୍ୟୁ ହୋଇଛି। ୧ବର୍ଷରୁ କମ୍‌ ବୟସର ଏହି ଶିଶୁର ମୃତ୍ୟୁ ପରେ ଏହାର କାରଣ ଖୋଜୁଛନ୍ତି ବିଶେଷଜ୍ଞ। କାରଣ…

ଲକ୍‌ଡାଉନ୍‌ ନ ମାନି ୪ ଗିରଫ

ଦାରିଙ୍ଗବାଡ଼ି,୨୯।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବା ନେଇ ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିପାଇଁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଏବଂ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ପୋଲିସ ପକ୍ଷରୁ କଡ଼ାକଡ଼ି ଭାବେ ପାଟ୍ରୋଲିଂ କରାଯିବା ସହ ଦୁଇ ଥାନାର ପୋଲିସ ଏବେ କଠୋର ହୋଇପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?