କରୋନା ଭାଇରସ୍‌

ଦାଦନଙ୍କୁ ସମସ୍ତ ସହାୟତା ଯୋଗାଇ ଦିଆଯିବ: ଶାହା

ନୂଆଦିଲ୍ଲୀ,୨୯ା୩(ପି.ଟି.): ୨୧ ଦିନିଆ ଲକ୍‌ଡାଉନ ବେଳେ ଦାଦନ ଶ୍ରମିକମାନଙ୍କୁ ସମସ୍ତ ପ୍ରକାର ସହାୟତା ଯୋଗାଇଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଶନିବାର କହିଛନ୍ତି। ନିଜ ରାଜ୍ୟକୁ ଫେରି ନ ପାରି ବିଭିନ୍ନ ସ୍ଥାନରେ ଅଟକି ରହିଥିବା ଦାଦନ ଶ୍ରମିକ…

୪ ଲକ୍ଷ ଲୋକଙ୍କୁ ଖାଦ୍ୟ ଯୋଗାଇଲେ ଦିଲ୍ଲୀ ସରକାର

ନୂଆଦିଲ୍ଲୀ,୨୯ା୩(ପି.ଟି.): ଲକ୍‌ଡାଉନ ସମୟରେ ନିଜ ନିଜ ରାଜ୍ୟକୁ ଫେରି ନ ଯାଇ ଦିଲ୍ଲୀରେ ରହିବା ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଦାଦନ ଶ୍ରମିକମାନଙ୍କୁ ଅନୁରୋଧ କରିଛନ୍ତି। ଏଥିପାଇଁ ଦିଲ୍ଲୀ ସରକାର ୮୦୦ରୁ ଅଧିକ ସ୍ଥାନରେ ସେମାନଙ୍କ ପାଇଁ ମଧ୍ୟାହ୍ନ ଓ ରାତ୍ର…

ଭାରତରେ ସଂକ୍ରମିତଙ୍କ ସଂଖ୍ୟା ହଜାରେ ଟପିଲା

ନୂଆଦିଲ୍ଲୀ,୨୯ା୩: ଭାରତରେ ବିଭିନ୍ନ କଟକଣା ସତ୍ତ୍ୱେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିଚାଲିଛି। ଶନିବାର ସନ୍ଧ୍ୟା ସୁଦ୍ଧା ଭାରତରେ ୨୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୧୦୦୩ରେ ପହଞ୍ଚିଛି। ଗତ ଦୁଇଦିନରେ ସଂକ୍ରମିତଙ୍କ ସଂଖ୍ୟା ୨୦୦ରୁ ଉର୍ଦ୍ଧ୍ୱ ହୋଇଥିବା…

ସାଂସଦ ପାଣ୍ଠିରୁ ସବୁ ଭାଜପା ଏମ୍‌ପି କୋଟିଏ ଦେବେ

ନୂଆଦିଲ୍ଲୀ,୨୯ା୩: କରୋନା ଭାଇରସ୍‌ର ମୁକାବିଲା କରିବା ଲାଗି ସମସ୍ତ ଭାଜପା ଏମ୍‌ପି ସେମାନଙ୍କ ଅଞ୍ଚଳର ବିକାଶ ଲାଗି ଉଦ୍ଦିଷ୍ଟ ବାର୍ଷିକ ବିକାଶ ପାଣ୍ଠି(ଏମ୍‌ପି ଲ୍ୟାଡ୍‌)ରୁ କୋଟିଏ ଟଙ୍କା ଲେଖାଏ କେନ୍ଦ୍ରୀୟ ରିଲିଫ ପାଣ୍ଠିକୁ ଦାନ କରିବେ ବୋଲି ଭାଜପା ଅଧ୍ୟକ୍ଷ ଜେ.ପି.…

ଜରୁରୀ ସହାୟତା ପାଣ୍ଠି ଗଠନ କଲେ ମୋଦି

ନୂଆଦିଲ୍ଲୀ,୨୯ା୩(ପି.ଟି.): କରୋନା ସଂକ୍ରମଣ ରୋକିବା ସହ ପରିସ୍ଥିତିର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ଜରୁରିକାଳୀନ ସହାୟତା ପାଣ୍ଠି ଗଠନ ଲାଗି ଶନିବାର ଘୋଷଣା କରିଛନ୍ତି। ସୁସ୍ଥ ଭାରତ ଗଠନରେ ପ୍ରଧାନମନ୍ତ୍ରୀଙ୍କ ନାଗରିକ ସହାୟତା ଓ ଜରୁରୀ ସ୍ଥିତିରେ ରିଲିଫ…

ଆଗକୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୨୯ା୩(ପି.ଟି.): କରୋନା ଭୂତାଣୁ ଭାରତରେ ଗୋଷ୍ଠୀ ସଂକ୍ରମଣ ପର୍ଯ୍ୟାୟକୁ ଆସିଥିବା ଆଶଙ୍କା କରାଯାଉଥିବାବେଳେ ଆଗାମୀ ଦିନରେ ସୃଷ୍ଟି ହେବାକୁ ଯାଉଛି ବଡ଼ ଚ୍ୟାଲେଞ୍ଜ। ଏହାର ମୁକାବିଲା ପାଇଁ ସରକାର ସ୍ବାସ୍ଥ୍ୟ ଭିତ୍ତିଭୂମିର ଉନ୍ନତି ଉପରେ ଜୋର୍‌ ଦେଉଛନ୍ତିି। ବିଭିନ୍ନ ରାଜ୍ୟରେ ସଂକ୍ରମିତ…

ନିରନ୍ତର କୋଇଲା ଯୋଗାଣ ନେଇ ପଦକ୍ଷେପ

ଲକ୍‌ଡାଉନ ସମୟରେ ଜରୁରୀକ୍ଷେତ୍ରଗୁଡିକୁ ନିରନ୍ତର କୋଇଲା ଯୋଗାଣ ଜାରି ରଖିବା ଲାଗି କୋଇଲା ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ଏବେ ଦେଶର ଶକ୍ତି ଉତ୍ପାଦନକାରୀ ପ୍ଲାଣ୍ଟଗୁଡିକରେ ୪୧.୮ ନିୟୁତ ଟନ୍‌ କୋଇଲା ଗଚ୍ଛିତ ରହିଛି। ଏହା ଆଗାମୀ ୨୪…

ପେମେଣ୍ଟ ଲାଗି ବିଦ୍ୟୁତ୍‌ ବିତରଣ କମ୍ପାନୀଙ୍କୁ ୩ମାସ ସମୟ

ବିଦ୍ୟୁତ୍‌ ଉତ୍ପାଦନ କମ୍ପାନୀଗୁଡିକୁ ବକେୟା ଦେୟ ପ୍ରଦାନ ଲାଗି ବିତରଣ କମ୍ପାନୀଙ୍କୁ ୩ ମାସ ଅଧିକ ସମୟ ଦିଆଯାଇଛି। ଲକ୍‌ଡାଉନ ସମୟରେ ବିତରଣ କମ୍ପାନୀଗୁଡିକ ଚବିଶ ଘଣ୍ଟିଆ ବିଦ୍ୟୁତ ଯୋଗାଣ କରିବା ଲାଗି ଏଭଳି ପଦକ୍ଷେପ ସମ୍ପର୍କରେ ସରକାର ଶନିବାର ଘୋଷଣା…

ସମ୍ପୂର୍ଣ୍ଣ ଟିକେଟ ବାତିଲ ଅର୍ଥ ଫେରାଇବ ରେଲଓ୍ବେ

ନୂଆଦିଲ୍ଲୀ, ୨୯। ୩: କୋଭିଡ-୧୯ ସଂକ୍ରମଣକୁ ରୋକିବା ଲାଗି ଏବେ ସାରା ଦେଶରେ ପାସେଞ୍ଜର ଟ୍ରେନ ଚଳାଚଳକୁ ବନ୍ଦ କରାଯାଇଛି। ସମସ୍ତ ରେଳଯାତ୍ରୀଙ୍କ ଟିକେଟକୁ ଆଗାମୀ ଏପ୍ରିଲ ୧୪ ଯାଏ ବାତିଲ କରି ଦିଆଯାଇଛି। ୨୧ ମାର୍ଚ୍ଚରୁ ଏପ୍ରିଲ ୧୪ ପର୍ଯ୍ୟନ୍ତ…

କୋଭିଡ୍‌-୧୯ ମୁକାବିଲା: ଟାଟା ସନ୍ସ ଦେଲା ୧୦୦୦ କୋଟି

ନୂଆଦିଲ୍ଲୀ, ୨୯। ୩: କୋଭିଡ ଲଢେଇ ଲାଗି ସାରା ଦେଶର ଉଦ୍ୟୋଗପତି ନିଜର ଯୋଗଦାନ ରଖୁଛନ୍ତି। କରୋନା ମୁକାବିଲା ଲାଗି ଟାଟା ଟ୍ରଷ୍ଟ ପକ୍ଷରୁ ୫୦୦ କୋଟି ଟଙ୍କା ପ୍ରଦାନ ନେଇ ଘୋଷଣା କରାଯାଇଛି। ଟାଟା ଗ୍ରୁପର ସେବା ନିବୃତ୍ତ ଅଧ୍ୟକ୍ଷ…

୧୫୦ କୋଟିର ପାଣ୍ଠି ଗଠନ କଲା ଆଇଟିସି

ନୂଆଦିଲ୍ଲୀ, ୨୯। ୩: କରୋନା ମୁକାବିଲା ପଦକ୍ଷେପ ସ୍ବରୂପ ପ୍ରମୁଖ ବାଣିଜି୍ୟକ ଗ୍ରୁପ ଆଇଟିସି ପକ୍ଷରୁ ୧୫୦ କୋଟି ଟଙ୍କାର ପାଣ୍ଠି ଘୋଷଣା କରାଯାଇଛି। କମ୍ପାନୀ ଏହାର ‘ନେଶନ ଫାଷ୍ଟ ସବ୍‌ ସାଥ ବଢେ’ କାର୍ଯ୍ୟକ୍ରମ ଅଧୀନ ସମାଜର ନିଷ୍ପେଷିତ ବର୍ଗର…

ସୁରଟରେ ଅଟକିଛନ୍ତି ଶତାଧିକ ଓଡ଼ିଆ

ଆଠମଲ୍ଲିକ/ଛେଣ୍ଡିପଦା, ୨୯।୩(ଡି.ଏନ.ଏ.) – ଲକ୍‌ଡାଉନ ଯୋଗୁ ଅନୁଗୋଳ ଜିଲା ଆଠମଲ୍ଲିକ ଓ ଛେଣ୍ତିପଦା ବ୍ଲକର ଶତାଧିକ ଦାଦନ ସୁରଟରେ ଫସି ରହିଛନ୍ତି। ଟଙ୍କା ଅଭାବରୁ ସେମାନେ ଖାଇବାକୁ ପାଉ ନ ଥିବା ଏକ ଭିଡିଓରେ ଜଣାଇଛନ୍ତି। ଆଠମଲ୍ଲିକ ବ୍ଲକ କନ୍ତପଡା ପଞ୍ଚାୟତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?