କରୋନା ଭାଇରସ୍‌

ପଞ୍ଚାୟତରେ ସରିନି ଆଇସୋଲେଶନ ସେଣ୍ଟର

ଅନୁଗୋଳ ଅଫିସ, ୨୯।୩ – କରୋନା ସଂକ୍ରମଣ ଏବେ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯିବା ସହ ଏହାର ମୁକାବିଲାକୁ ଅଧିକ ଶାଣିତ କରିବାକୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଅନୁଗୋଳ ଜିଲା ପ୍ରଶାସନ ମଧ୍ୟ ଏ ନେଇ ଘନ…

ନଗଦ ଉପଲବ୍ଧରେ ହେବନି ଅସୁବିଧା

ନୂଆଦିଲ୍ଲୀ, ୨୯। ୩: ବର୍ତ୍ତମାନ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଥିବା ବେଳେ ଆର୍ଥତ୍କ କାର୍ଯ୍ୟକଳାପ ଠପ୍‌ ହୋଇଯାଇଛି। ବ୍ୟାଙ୍କ ଜରୁରିକାଳୀନ ସେବା ମଧ୍ୟରେ ରହିଥିବାରୁ ଶାଖାଗୁଡିକୁ ବନ୍ଦ କରାଯାଇନାହିଁ। ବର୍ତ୍ତମାନ ଲକ୍‌ଡାଉନ ଯୋଗୁ ବଜାରରେ ନଗଦ ଉପଲବ୍ଧତା ବାଧାପ୍ରାପ୍ତ ହେବାର…

କରୋନା ସନ୍ଦିଗ୍ଧଙ୍କ ପାଇଁ ୧୬୧ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର

ସୋନପୁର,୨୯।୩(ନି.ପ୍ର.) କରୋନା ସଂକ୍ରମଣକୁ ଆଖି ଆଗରେ ରଖି ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଉଛି। କରୋନା ସନ୍ଦିଗ୍ଧଙ୍କୁ ରଖିବା ପାଇଁ ଜିଲାର ୬ଟି ବ୍ଲକର ବିଭିନ୍ନ ପଞ୍ଚାୟତ ଓ ୩ଟି ସହରରେ ମୋଟ ୧୬୧ଟି ଅସ୍ଥାୟୀ ଚିକିତ୍ସା କେନ୍ଦ୍ର…

ବନ୍ଦ ହେଲା ଅନ୍‌ଲାଇନ୍‌ ଟିକେଟ ବ୍ୟବସ୍ଥା

ଅନୁଗୋଳ ଅଫିସ, ୨୯।୩ – କରୋନା ରୋକିବାକୁ ଲୋକଙ୍କ ମଧ୍ୟରେ ସାମାଜିକ ଦୂରତା ରକ୍ଷା କରାଯିବା ଅତ୍ୟନ୍ତ ଆବଶ୍ୟକ। ଏପରି କି ପରିବା ଦୋକାନ ଠାରୁ ମେଡିସିନ ଦୋକାନ ଯାଏ ସବୁଠି ଲକ୍ଷ୍ମଣରେଖା ଟଣାଯାଇଛି। ତେବେ ଶନିବାରଠାରୁ ଜିଲା ମୁଖ୍ୟ ଚିକିତ୍ସାଳୟରେ…

ପ୍ରସ୍ତୁତ ରୁହ : ବାତ୍ରା

ନୂଆଦିଲ୍ଲୀ, ୨୯ା୩ (ପି.ଟି.)- ପରିସ୍ଥିତିରେ ସୁଧାର ଆସିଲେ କୋଭିଡ୍‌-୧୯ ଯୋଗୁ ସ୍ଥଗିତ ରହିଥିବା ଟୋକିଓ ଅଲିମ୍ପିକ୍ସ କ୍ୱାଲିଫିକେଶନ ଇଭେଣ୍ଟଗୁଡ଼ିକ ଅନୁଷ୍ଠିତ ହେବ। ହେବାକୁଥିବା ଟୁର୍ନାମେଣ୍ଟଗୁଡ଼ିକର ଏକ ତାଲିକା ପ୍ରସ୍ତୁତ କରିବା ଲାଗି ସମ୍ପୃକ୍ତ ଜାତୀୟ କ୍ରୀଡ଼ା ମହାସଂଘ (ଏନ୍‌ଏସ୍‌ଏଫ୍‌)ଗୁଡ଼ିକୁ ଭାରତୀୟ ଅଲିମ୍ପିକ…

ସଂକ୍ରମଣ ରୋକିବାକୁ ଏନ୍‌ଟିପିସିର ସତର୍କତା

ତାଳଚେର, ୨୯।୩(ନି.ପ୍ର.) – କରୋନାଜନିତ ସ୍ବାସ୍ଥ୍ୟ ସଙ୍କଟକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା କଣିହଁାସ୍ଥିତ ଏନ୍‌ଟିପିସି ପକ୍ଷରୁ ଓଡ଼ିଶା ତଥା ଦେଶର ଅନ୍ୟ ରାଜ୍ୟକୁ ନିରବଚ୍ଛିନ୍ନ ବିଜୁଳି ଯୋଗାଣ ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏଥିପାଇଁ ପ୍ଲାଣ୍ଟର ସିଜିଏମ୍‌ଙ୍କ ନେତୃତ୍ୱରେ ଏକ…

ଲକ୍‌ଡାଉନ ଉଲ୍ଲଂଘନକାରୀଙ୍କୁ ଉଠ୍‌ବସ୍‌ କଲା ପୋଲିସ

ବିନିକା,୨୯ା୩(ଡି.ଏନ୍‌.ଏ.) ଲକ୍‌ଡାଉନ୍‌ ନିୟମକୁ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି ସୁବର୍ଣ୍ଣପୁର ଜିଲା ବିନିକା ଥାନା ପୋଲିସ। ବିନା କାରଣରେ ରାସ୍ତାକୁ ଆସୁଥିବା ଯୁବକଙ୍କୁ ଉଠ୍‌ବସ କରିଛି। ବିନିକା-ସୋନପୁର ମୁଖ୍ୟରାସ୍ତାର ଡଭଲା ଛକରେ ଶନିବାର ଏପରି ଦୃଶ୍ୟ…

ଭୋକିଲା, ଗରିବଙ୍କୁ ମିଳିଲା ୨ ଓଳି ରନ୍ଧା ଖାଦ୍ୟ

ସୋନପୁର,୨୯।୩(ନି.ପ୍ର.) ସୁବର୍ଣ୍ଣପୁର ସହରରେ ଶନିବାର ଆହାର କେନ୍ଦ୍ର ପକ୍ଷରୁ ଭୋକିଲା ପେଟକୁ ଦୁଇ ଓଳି ଅନ୍ନ ଯୋଗାଇବା ଅଭିଯାନ ଆରମ୍ଭ ହୋଇଛି । ବାହାରେ ବୁଲୁଥିବା ଅସହାୟଙ୍କ ହାତ ସାବୁନରେ ଧୋଇ ଦେବା ସହ ମଧ୍ୟାହ୍ନରେ ଓ ରାତିରେ ଭୋଜନ ଦିଆଯାଇଛି…

ଟ୍ରଲର ଉପରେ କଟୁଛି ଦିନ

ଢେଙ୍କାନାଳ ଅଫିସ, ୨୯।୩ – ଗାଡ଼ି ଗଡ଼ିଲେ ପେଟକୁ ଦିମୁଠା ମିଳେ। ପରିବାର ଚଳେ। ଗାଡ଼ି ବନ୍ଦ ତ ଦାନାପାଣି ସବୁ ବନ୍ଦ। ପରିବାରକୁ ପଛକରି ସେମାନେ ଚାଲିଆସନ୍ତି। କେତେବେଳେ ପୁଣି ଫେରିବେ କିଛି ଠିକ୍‌ ଠିକଣା ନ ଥାଏ। ଏମିତି…

ବିସିସିଆଇ ଦେଲା ୫୧କୋଟି

ନୂଆଦିଲ୍ଲୀ, ୨୯ା୩ (ପି.ଟି.)- କୋଭିଡ୍‌-୧୯ ମହାମାରୀ ମୁକାବିଲା ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଶନିବାର ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୫୧କୋଟି ଟଙ୍କା ଦାନ କରିଛି। ଏହି ମାରାତ୍ମକ ଭାଇରସ୍‌ ଯୋଗୁ ଇତିମଧ୍ୟରେ ସମଗ୍ର ବିଶ୍ୱରେ ପାଖାପାଖି ୨୮,୦୦୦ ଲୋକ…

ବହିରାଗତଙ୍କୁ ଗଁ। ମନା

ଢେଙ୍କାନାଳ ଅଫିସ, ୨୯।୩ – ଦିନକୁ ଦିନ ଅଧିକ ଭୟାବହ ହେଉଛି କରୋନା। ସଂକ୍ରମଣରେ ମୃତକ ଏବଂ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ସଙ୍ଗରୋଧ, ସାମାଜିକ ଦୂରତା, ସ୍ବଚ୍ଛତା ଏବଂ ସତର୍କତା ଉପରେ ବିଶେଷ ଗୁରୁତ୍ୱ ଦେଉଛନ୍ତି ସରକାର।…

ନିରାଶ୍ରୟଙ୍କୁ ବଣ୍ଟାଗଲା ଖାଦ୍ୟ

ଢେଙ୍କାନାଳ ଅଫିସ, ୨୯।୩ – ଲକ୍‌ଡାଉନ କଟକଣା ଲାଗୁ କରାଯିବା ପରେ ସବୁଠାରୁ ବେଶି ପ୍ରଭାବିତ ହୋଇଛନ୍ତି ଗରିବ ଏବଂ ଅସହାୟ। ମୂଲ ମଜୁରି କରି ଚଳୁଥିବା ଶତାଧିକ ପରିବାର ଦିନକୁ ଦୁଇଓଳି ଖାଇବା ପାଇଁ ସଂଘର୍ଷ କରୁଛନ୍ତି। ସେମାନେ ଦୟନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?