କରୋନା ଭାଇରସ୍‌

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୫୦୦୦ ଟଙ୍କା ପ୍ରଦାନ

ଭଣ୍ଡାରିପୋଖରୀ,୨୮।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ବିଜୁ ଯୁବ ଜନତା ଦଳ ପକ୍ଷରୁ ମହାମାରୀ କରୋନା ସଂକ୍ରମଣର ଚିକିତ୍ସା ପାଇଁ ସ୍ଥାନୀୟ ବିଡିଓ ଉମେଶ ଚନ୍ଦ୍ର ମଲିକଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ୨୫୦୦୦ ଟଙ୍କାର ଚେକ୍‌ ପୂର୍ବତନ ପଞ୍ଚାୟତ...

ନିରାଶ୍ରୟଙ୍କୁ ଦିଆଗଲା ରନ୍ଧାଖାଦ୍ୟ ଆଳୁ, ପିଆଜ ବିକ୍ରି କଲା ୧୪ ଏସ୍‌ଏଚ୍‌ଜି

ବାଲେଶ୍ୱର ଅଫିସ,୨୮।୩: -କରୋନା ଭୂତାଣୁ ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ ଘୋଷଣା କରାଯାଇଛି। ଦୋକାନ ବଜାର ସବୁ ବନ୍ଦ ହୋଇଯାଇଥିବାରୁ ନିରାଶ୍ରୟ, ଅସହାୟ ଓ ଭିକାରୀମାନେ ଖାଇବାକୁ ନ ପାଇ ବହୁତ ହଇରାଣ ହେଉଛନ୍ତି। ଏହାକୁ ନଜରରେ...

ମହିଳା ଛିଙ୍କି ଦେବାରୁ ଦୋକାନୀ ଫିଙ୍ଗିଦେଲେ ୨୬ ଲକ୍ଷ ଟଙ୍କାର ଖାଦ୍ୟ ସାମଗ୍ରୀ

ଓ୍ବାଶିଂଟନ୍‌: କରୋନା ଭୂତାଣୁ ସମଗ୍ର ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି। ଏନେଇ ଅଧିକାଂଶ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଫଳରେ ଲୋକେ ଘରେ ରହୁଛନ୍ତି। ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ପଡ଼ିଲେ ଘରୁ ବାହାରକୁ ଯିବା ପାଇଁ ସରକାରଙ୍କ ପକ୍ଷରୁ ପରାମର୍ଶ ଦିଆଯାଇଛି।...

ଟାୟାର ଜାଳି ରାସ୍ତା ବନ୍ଦ କଲେ ଗ୍ରାମବାସୀ

ବାରିପଦା ଅଫିସ,୨୮ା୩: କରୋନା ଭାଇରସ୍‌କୁ ନେଇ ଜିଲାର ବିଭିନ୍ନ ଗ୍ରାମର ଲୋକେ ବେଶ ସଚେତନ ହୋଇ ପଡ଼ିଥିବା ଦେଖିବାକୁ ମିଳୁଛି। ଗ୍ରାମବାସୀ ନିଜେ ନିଜକୁ ଲକଡାଉନ କରି ଘରେ ରହୁଥିବା ବେଳେ ଗାଁ ମୁଣ୍ଡକୁ ମଧ୍ୟ ସିଲ୍‌ କରି ଦେଇଛନ୍ତି।...

କରୋନା ରୋଗୀଙ୍କ ସହ କଣ୍ଟାକ୍ଟ କ’ଣ, କାହାକୁ ରହିଛି ସଂକ୍ରମିତ ହେବାର ଆଶଙ୍କା

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଆକ୍ରାନ୍ତଙ୍କ ସହ କଣ୍ଟାକ୍ଟ ବା ସମ୍ପର୍କ ନେଇ ଶନିବାର ଗୀତଗୋବିନ୍ଦ ସଦନରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଡାକ୍ତର ବିଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯେଉଁମାନେ ସଂକ୍ରମିତ ବ୍ୟକ୍ତି, ସଂକ୍ରମିତ ପରିବେଶ ସମ୍ପର୍କରେ ଆସିଥିବେ, ସେମାନେ...

ଲକ୍‌ଡାଉନ୍‌ ମାନୁନାହାନ୍ତି, ଔଷଧ ଆଣିବା ବାହାନାରେ ବାହାରେ ବୁଲୁଛନ୍ତି ଲୋକେ

ବାଲିଗୁଡ଼ା,୨୮।୩(ଡି.ଏନ୍‌.ଏ.): କରୋନା ସଂକ୍ରମଣ ରୋକିବାକୁ ସାରାଦେଶ ଲକ୍‌ଡାଉନ୍‌ କରାଯାଇଛି। କେବଳ ଜରୁରୀ ସମୟରେ ଓ ଅତ୍ୟାବଶ୍ୟକ ସାମଗ୍ରୀ ଆଣିବା ପାଇଁ ଲୋକମାନେ ବାହାରକୁ ଯିବା ପାଇଁ ସରକାରୀ ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଆଖପାଖ ବ୍ଲକ...

ତୃତୀୟ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ୧୧୨ ଜଣ: ବିମାନର ୩୨ଜଣ, ୭ ବିଧାନସଭା କର୍ମଚାରୀ….

ଭୁବନେଶ୍ୱର,୨୮।୩(ବ୍ୟୁରୋ): ରାଜ୍ୟରେ ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଶନିବାର ଅପରାହ୍ନ ସୁଦ୍ଧା ମୋଟ ୨୫୬ଟି ସାମ୍ପୁଲ ପରୀକ୍ଷା ପାଇଁ ପଠାଯାଇଛି। ସେଥିରୁ ପୂର୍ବଭଳି ୩ଜଣ ପଜିଟିଭ୍‌ ହିଁ ଅଛନ୍ତି। ପ୍ରଥମ ଦୁଇ କରୋନା ଆକ୍ରାନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି।...

କରୋନା ସଂକ୍ରମିତଙ୍କ ସଂଖ୍ୟା: ଭାରତରେ ୯୦୮, ରାଜ୍ୟରେ ବଢ଼ିନାହିଁ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତ ରାଷ୍ଟ୍ର ସଂଖ୍ୟା ୧୯୯ରେ ପହଞ୍ଚିଛି। ରୋଗରେ ଆକ୍ରାନ୍ତଙ୍କ ସଂଖ୍ୟା ଶୁକ୍ରବାର ୫ଲକ୍ଷ ୩୭ହଜାର ୧୭୧ ଥିବା ବେଳେ ଶନିବାର ଏହା ୬ଲକ୍ଷ ୧ ହଜାର ୫୨୦ରେ ପହଞ୍ଚିଛି। ଏଥିରେ ଶୁକ୍ରବାର ୨୪,୧୨୬ ଜଣଙ୍କ ମୃତ୍ୟୁ...

ଖୋଲା ରହିପାରିବ ପଶୁଖାଦ୍ୟ ଦୋକାନ, ତେଜରାତି ଦୋକାନୀ ବି ରଖିପାରିବେ: ବାଗ୍‌ଚୀ

ଭୁବନେଶ୍ୱର,୨୮।୩(ବ୍ୟୁରୋ): ବିଦେଶ ଫେରନ୍ତାଙ୍କ ପଞ୍ଜିକରଣ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୧୦୪ ନଂ. ଜାରି କରାଯାଇଛି। ତେବେ ରବିବାର ଏହି ନମ୍ବର ବନ୍ଦ ରହିବ। ଏହାର କ୍ଷମତା ବୃଦ୍ଧି, ରକ୍ଷଣାବେକ୍ଷଣ ଏବଂ ବୈଷୟିକ ଉନ୍ନତିିକରଣ କାର୍ଯ୍ୟ ପାଇଁ ୨୯ ସକାଳ...

ହେଲ୍ପଲାଇନ୍‌ ନଂ. ଜାରି: ଫସି ରହିଥିବା ଓଡ଼ିଆ, ଓଡ଼ିଶାରେ ଥିବା ବାହାର ରାଜ୍ୟର ଶ୍ରମଜୀବୀଙ୍କୁ ଯୋଗାଯୋଗ କରିବାକୁ ଅନୁରୋଧ

ଭୁବନେଶ୍ୱର,୨୮।୩(ବ୍ୟୁରୋ): କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭାରତରେ ଏହାର ପ୍ରଭାବକୁ ରୋକିବା ଲାଗି ସରକାର ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ବିଭିନ୍ନ ରାଜ୍ୟରେ ଓଡ଼ିଆମାନେ ଫସି ରହିଛନ୍ତି। ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ...

ଏହି ମହିଳା ୫୪ ବର୍ଷ ପୂର୍ବେ ଉଦ୍ଭାବନ କରିଥିଲେ ସାନିଟାଇଜର: ଯାହା ବର୍ତ୍ତମାନ କରୋନା ଜୀବାଣୁଠୁୁ କରୁଛି ରକ୍ଷା

କରୋନା ସମଗ୍ର ବିଶ୍ୱବାସୀଙ୍କୁ ଆତଙ୍କିତ କରିରଖିଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ି ଚାଲିଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ୁଛି। ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ସଂକ୍ରମଣ ବର୍ତ୍ତମାନ ସାରା ଦେଶକୁ ବ୍ୟାପିସାରିଛି। ଏ...

ଗଛ ଉପରେ ସେଲ୍ଫ କ୍ୱାରାଣ୍ଟାଇନ୍‌ରେ ରହିଲେ ବାହାର ରାଜ୍ୟରୁ ଫେରିଥିବା ଶ୍ରମିକ

ପୁରୁଲିଆ,୨୮।୩: ସମସ୍ତଙ୍କୁ ଡରାଉଛି କରୋନା ଭାଇରସର ସଂକ୍ରମଣ। ତେବେ ବିଦେଶରୁ ଫେରିଥିବା ଲୋକେ କ୍ୱାରାଣ୍ଟାଇନ୍‌ରେ ରହିବାକୁ ସରକାର ପରାମର୍ଶ ଦେଇଛନ୍ତି। ଏମିତି କରାଗଲେ ସଂକ୍ରମଣକୁ ରୋକାଯାଇ ପାରିବ ବୋଲି କୁହାଯାଇଛି। ଏବେ ପଶ୍ଚିମବଙ୍ଗ ପୁରୁଲିଆ ବଳରାମପୁର ଅଞ୍ଚଳରେ ଥିବା ଭାଙ୍ଗିଡି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri