କରୋନା ଭାଇରସ୍‌

କରୋନା ସଂକ୍ରମିତ ପେଟେଇ ଶୋଇଲେ ନିଶ୍ୱାସପ୍ରଶ୍ୱାସ ନେବା ହେବ ସ୍ବାଭାବିକ !

ବେଜିଂ,୨୮।୩: କରୋନା ଭୂତାଣୁ ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ଇତିମଧ୍ୟରେ ପୃଥିବୀର ୧୯୫ ଦେଶରେ କରୋନା ସଂକ୍ରମିତ ହୋଇସାରିଛି। ଗୁରୁତର କରୋନା ସଂକ୍ରମିତ ନିଶ୍ୱାସପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିଥାନ୍ତି। ଏଭଳି ସ୍ଥଳେ ଭେଣ୍ଟିଲେଟର ଆବଶ୍ୟକ ହୋଇଥାଏ। ତେବେ…

ସରକାରଙ୍କୁ ରିଷି କପୁରଙ୍କ ଅନୁରୋଧ: ସନ୍ଧ୍ୟାରେ ଖୋଲାଯାଉ ମଦ ଦୋକାନ

ମୁମ୍ବାଇ,୨୮।୩: କରୋନା ଭାଇରସର ଭୟାବହତାକୁ ଦେଖି ସାରା ଦେଶ ଲକ୍‌ଡାଉନ୍‌ ଥିବା ବେଳେ ଏହାକୁ ନେଇ ସମୟ ସମୟରେ ବଲିଉଡ୍‌ର ଭେଟେରାନ କଳାକାର ରିଷି କପୁର ଟୁଇଟର୍‌ରେ କିଛି ନା କିଛି ଶେୟାର କରୁଥିବା ଦେଖାଯାଇଛି। ଏହି ମାଇକ୍ରୋବ୍ଲଗିଙ୍ଗ ସାଇଟ୍‌ରେ ରିଷି…

ବ୍ରିଟେନ ପ୍ରଧାନମନ୍ତ୍ରୀ ପଦର ଦାୟିତ୍ୱ ନେବେ ବିଦେଶ ସଚିବ

ଲଣ୍ଡନ,୨୮।୩: ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନ୍‌ ଏବେ କରୋନାରେ ପୀଡିତ। ଶୁକ୍ରବାର ତାଙ୍କ ରିପୋର୍ଟରେ କରୋନା ପଜିଟିଭ୍‌ ଆସିବା ପରେ ସେ ସେଲ୍ଫ ଆଇସୋଲେଶନ୍‌ରେ ରହିଛନ୍ତି। ଏନେଇ ଟୁଇଟ କରି ସେ ସମସ୍ତଙ୍କୁ ଜଣାଇଥିଲେ। ତେବେ ସେ ସୁସ୍ଥ ହେବା ପର୍ଯ୍ୟନ୍ତ…

କରୋନା ଭାଇରସ ଭଳି ହେଲମେଟ୍‌ ପିନ୍ଧି ସଚେତନତା ସୃଷ୍ଟି କଲେ ପୋଲିସ

ଚେନ୍ନାଇ,୨୮।୩: କରୋନା ଭାଇରସ ସଂକ୍ରମଣ ସମୟରେ ଘରେ ରହିବା କେତେ ଜରୁରୀ ତାହା ଏପର୍ଯ୍ୟନ୍ତ ଅଧିକାଂଶ ଲୋକେ ବୁଝି ପାରି ନ ଥିବା କୁହାଯାଏ। ସବୁ ରାଜ୍ୟରେ ପୋଲିସ ବାହାରକୁ ବାହାରୁଥିବା ଲୋକଙ୍କୁ ଏ ସମ୍ପର୍କରେ ବୁଝାଉଥିବା ବେଳେ ଅନେକ ଲୋକ…

ମାତ୍ର ୫ ମିନିଟରେ ଚିହ୍ନଟ ହେବେ କରୋନା ପଜେଟିଭ୍‌

ଓ୍ବାଶିଂଟନ,୨୮।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ପୃଥିବୀରେ ବଢ଼ିବାରେ ଲାଗିଛି। କରୋନା ପଜେଟିଭ୍‌ଙ୍କୁ ଚିହ୍ନଟ କରିବା ପାଇଁ ଲ୍ୟାବ୍‌ରେ କରାଯାଉଥିବା ସ୍ବାବ୍‌ ପରୀକ୍ଷାରେ ଅଧିକ ସମୟ ଲାଗୁଥିବାରୁ ଅସୁବିଧା ହେଉଛି। ତେବେ ଆମେରିକାର ଏବୋଟ୍‌ ଲ୍ୟାବ୍‌ ପକ୍ଷରୁ ଏକ ପୋର୍ଟେବୁଲ୍‌…

ଲକ୍‌ଡାଉନ୍‌ ସମୟରେ ଘରେ ରୁଟି ତିଆରି କରୁଛନ୍ତି ହିମାଂଶୀ

ମୁମ୍ବାଇ: ମହାମାରୀ କରୋନା ଭାଇରସ୍‌ ସଂକ୍ରମଣକୁ ବ୍ୟାପିବାରୁ ରୋକିବା ପାଇଁ କେନ୍ଦ୍ର ସରକାର ୨୧ ଦିନ ଯାଏଁ ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଥିଯୋଗୁ ଘରେ ବନ୍ଦୀ ରହିଥିବା ସେଲିବ୍ରିଟିମାନେ ପ୍ରତିଦିନ ନିଜର କୌଣସି ନା କୌଣସି ଭିଡିଓକୁ ଶେୟାର…

ଫେଲ୍‌ ମାରିବ ପ୍ରଧାନମନ୍ତ୍ରୀଙ୍କ ଲକ୍‌ଡାଉନ୍‌: ନୀତୀଶ

ପାଟନା,୨୮।୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି, ଫେଲ୍‌ ମାରିବ ପ୍ରଧାନମନ୍ତ୍ରୀ ମୋଦିଙ୍କ ଲକ୍‌ଡାଉନ୍‌। ତେବେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏବେ ଶ୍ରମିକମାନେ ବିଭିନ୍ନ ରାଜ୍ୟରୁ ଘରମୁହାଁ ହୋଇଛନ୍ତି। ବିଶେଷ କରି…

ଲକ୍‌ ଡାଉନ୍‌ରେ ରାଜସ୍ଥାନ ଶୂନଶାନ୍‌: ଜୟପୁର ସହରରେ ପଶିଲେ ହରିଣ ପଲ

ଜୟପୁର,୨୮।୩: ସାରା ପୃଥିବୀ କରୋନା ଆତଙ୍କରେ ରହିଛି। ଏପରି ସ୍ଥଳେ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଜାରି କରାଯାଇଛି। ଫଳରେ ସମଗ୍ର ଦେଶର ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। ଏଭଳି ସ୍ଥିତି ରାଜସ୍ଥାନରେ ମଧ୍ୟ ଦେଖିବାକୁ ମିଳିଛି। ଜୟପୁର…

କରୋନା ଭାଇରସ୍‌: ଭଡାଟିଆଙ୍କୁ ଭଡା ମାଗିଲେ ଜେଲ୍‌ ଯିବେ ଘର ମାଲିକ

ନଏଡା,୨୮।୩: ସାରା ଦେଶରେ କରୋନା ଯୋଗୁ ଲକ୍‌ଡାଉନ୍‌ ରହିଛି। ଏଥିଯୋଗୁ ଲୋକମାନେ ବାହାରକୁ ବାହାରି ପାରୁ ନ ଥିବା ବେଳେ କେତେକ ନିଜର ଜୀବିକା ମଧ୍ୟ ହରାଇସାରିଲେଣି। ଇତିମଧ୍ୟରେ ତ୍ତରପ୍ରଦେଶର ନଏଡାରେ ରହୁଥିବା ଭଡାଟିଆଙ୍କ ପାଇଁ ଜିଲାପାଳ ଏକ ବଡ଼ ନିଷ୍ପତ୍ତି…

କରୋନା ମୁକାବିଲା: ମାଇକ୍ରୋ ବାୟୋଲୋଜିଷ୍ଟ ପାଇଁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ନିଯୁକ୍ତି ବିଜ୍ଞାପନ

ଭୁବନେଶ୍ୱର,୨୮।୨(ବ୍ୟୁରୋ): କୋଭିଡ-୧୯ ଡିପିଏଚ୍‌ଏଲ୍‌ ଓ ସ୍ବାବ୍‌ ନମୁନା ସଂଗ୍ରହ ପାଇଁ ନିଯୁକ୍ତି ବିଜ୍ଞାପନ ଦିଆଯାଇଛି। ମାଇକ୍ରୋ ବାୟୋଲୋଜିଷ୍ଟ ପାଇଁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଶନିବାର ବିଜ୍ଞାପନ ଦିଆଯାଇଛି। ସ୍ବଳ୍ପମିଆଦ ଭିତ୍ତିରେ ମେଡିକୋ ଓ ନନ୍‌ ମେଡିକୋଙ୍କୁ ନିଯୁକ୍ତି ଦିଆଯିବ। ମେଡିକୋଙ୍କୁ…

କେରଳରେ ପ୍ରଥମ ମୁଣ୍ଡ ନେଲା କରୋନା

କୋଚି,୨୮।୩: କେରଳରେ କରୋନା ଭାଇରସ୍‌ ସଂକ୍ରମଣରେ ପ୍ରଥମ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି। ଶନିବାର କୋଚିର ଏକ ହସ୍ପିଟାଲରେ ଜଣେ ୬୯ବର୍ଷୀୟ ବୃଦ୍ଧଙ୍କ କରୋନାରେ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟସରକାର ସୂଚନା ଦେଇଛନ୍ତି। କେରଳରେ ଏହା ପ୍ରଥମ ମୃତ୍ୟୁ ଘଟଣା ହୋଇଥିବା…

ଲକ୍‌ଡାଉନ୍‌ ପରେ ବି ଚାଲି ଚାଲି ଘରକୁ ଫେରିବାକୁ ଚାହୁଁଛନ୍ତି ଲୋକେ

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣକୁ ରୋକିବାକୁ ସାରା ବିଶ୍ୱ ଏକ ପ୍ରକାର ଲକ୍‌ ଡାଉନ୍‌ ହୋଇଯାଇଛି। ଭାରତ ଏବେ ଏହି ଲକ୍‌ଡାଉନ୍‌ ମାଧ୍ୟମରେ କରୋନା ସହ ଲଢି ପାରିବ ବୋଲି ଆଲୋଚନା ହେଉଥିବା ବେଳେ ଅନ୍ୟପଟେ ବାହାର ରାଜ୍ୟରେ ଥିବା ଦିନ ମଜୁରିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri