କରୋନା ଭାଇରସ୍‌

ଭାରତରେ କରୋନା ଆତଙ୍କ: ମୃତ୍ୟୁ ସଂଖ୍ୟା ୨୩; ସଂକ୍ରମିତଙ୍କ ସଂଖ୍ୟା ୯୦୦ ଟପିଲା

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ କୋକୁଆ ଭୟ ସୃଷ୍ଟି କରିଛି। ଭାରତରେ ଅବସ୍ଥା ଧୀରେଧୀରେ ସଙ୍କଟଜନକ ହେବାରେ ଲାଗିଛି। ଭାରତ ଦ୍ୱିତୀୟ ଷ୍ଟେଜ୍‌ରୁ ତୃତୀୟ ଷ୍ଟେଜ୍‌ ଆଡ଼କୁ ଯାଉଥିବା କୁହାଯାଉଛି। ଗତ ୧୮ ଦିନ ମଧ୍ୟରେ ଦେଶରେ ୨୩ ଜଣ…

କ୍ୱାରାଣ୍ଟାଇନ୍‌ରୁ ଖସିଯାଇ ୯୦ ବର୍ଷୀୟା ବୃଦ୍ଧାଙ୍କୁ ହତ୍ୟାକଲେ ଯୁବକ

ମଦୁରାଇ,୨୮।୩: ତାମିଲନାଡୁ ଥେନି ଜିଲାରେ ଜଣେ ୩୪ ବର୍ଷ ବୟସ୍କ ଯୁବକ କ୍ୱାରାଣ୍ଟାଇନରୁ ଖସିଯାଇଛନ୍ତି। ଉକ୍ତ ଯୁବକ ଜଣଙ୍କ ଶ୍ରୀଲଙ୍କାରୁ ଫେରିବା ପରେ ତାଙ୍କ ଘରେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ହେଲେ ଶୁକ୍ରବାର ବିଳମ୍ବିତ ରାତିରେ ସେ ଉଲଗ୍ନ ଅବସ୍ଥାରେ ଘରୁ ଉଠି…

ଟୋକିଓ ଅଲିମ୍ପିକ୍ସ: ନୂଆ ତାରିଖ ସମସ୍ତଙ୍କୁ ଖୁସି କରି ନ ପାରେ

ପ୍ୟାରିସ,୨୮।୩ (ଏଏଫ୍‌ପି): କୋଭିଡ-୧୯ ସଂକ୍ରମଣ କାରଣରୁ ଟୋକିଓ ୨୦୨୦ ଅଲିମ୍ପିକ୍ସକୁ ଗୋଟିଏ ବର୍ଷ ଘୁଞ୍ଚାଇ ଦିଆଯାଇଛି। ଖୁବ୍‌ଶୀଘ୍ର ଏହି ମେଗା ଇଭେଣ୍ଟର ନୂଆ ତାରିଖ ଘୋଷଣା ହେବ ବୋଲି ଆଶା କରାଯାଉଛି। ତେବେ ଘୋଷିତ ହେବାକୁ ଥିବା ନୂଆ ତାରିଖ ସମସ୍ତଙ୍କୁ…

କରୋନା ଚିକିତ୍ସାକୁ ନେଇ ନର୍ସଙ୍କ ସହ ସିଧାସଳଖ କଥା ହେଲେ ମୋଦି

ପୁଣେ,୨୮।୩: ଦେଶର ବିପତ୍ତି ସମୟରେ ଏବେ କରୋନା ଯୋଦ୍ଧା ସାଜିଥିବା ନର୍ସଙ୍କ ସହ ସିଧାସଳଖ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ପୁଣେ, ନାଇଡୁ ହସ୍ପିଟାଲର ଜଣେ ସିନିଅର ନର୍ସଙ୍କ ପର୍ସନାଲ ନମ୍ବରକୁ ଫୋନ୍‌ କରି କଥା…

କବାଟ ନବ୍‌-ମୋବାଇଲ୍‌-ଲାପଟପ୍‌ ଦ୍ୱାରା ବି ହୋଇପାରେ କରୋନା ସଂକ୍ରମଣ !

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ଆତଙ୍କ ସୃଷ୍ଟି କରିଛି। ଏହାର ସଂକ୍ରମଣ ନେଇ ବିଭିନ୍ନ ସମୟରେ ବହୁ ଗୁଜବ ମଧ୍ୟ ଶୁଣିବାକୁ ମିଳୁଛି। ତେବେ ସଂକ୍ରମିତଙ୍କ ସହିତ ସିଧାସଳଖ ସମ୍ପର୍କରେ ଆସିଲେ ଏହାର ସଂକ୍ରମଣ ହୋଇଥାଏ। ତେବେ କବାଟ ନବ୍‌-ମୋବାଇଲ୍‌-ଲାପଟପ୍‌…

କରୋନା ମୁକାବିଲା: ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ପୁରୁଷୋତ୍ତମପୁର ତହସିଲ କର୍ମଚାରୀଙ୍କ ସହାୟତା

ପୁରୁଷୋତ୍ତମପୁର, ୨୮।୩(ଡି.ଏନ୍‌.ଏ.): କରୋନା(କୋଭିଡ-୧୯)ର ମୁକାବିଲା ଲାଗି ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତହସିଲ କର୍ମଚାରୀମାନେ ଆଗେଇ ଆସିଛନ୍ତି। ତହସିଲଦାର ଅରୁଣ କୁମାର ନାୟକ, ଅତିରିକ୍ତ ତହସିଲଦାର ସୁୁନୀଲ କୁମାର ଟୁଡୁଙ୍କ ସମେତ କାର୍ଯ୍ୟରତ ସମସ୍ତ ୪୮ କର୍ମଚାରୀ ସେମାନଙ୍କ ଗୋଟିଏ ଦିନର ଦରମା…

କରୋନା ପାଇଁ ଟ୍ରେନ୍‌ ବଗିକୁ ଆଇସୋଲେଶନ ଓ୍ବାର୍ଡରେ କରାଗଲା ପରିବର୍ତ୍ତନ

ନୂଆଦିଲ୍ଲୀ,୨୮।୩: କରୋନା ଭାଇରସ କବଳରେ ଭାରତ। ଏବେ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୯ଶହ ଛୁଇଁବାକୁ ଯାଉଥିବା ବେଳେ ମୃତକଙ୍କ ସଂଖ୍ୟା ୨୦ ଅତିକ୍ରମ କରି ସାରିଲାଣି। ବିଶେଷଜ୍ଞଙ୍କ ମତ ଅନୁଯାୟୀ ଏହା ଆଗକୁ ବୃଦ୍ଧି ପାଇପାରେ। ଏହାକୁ ଦେଖି ବିଭିନ୍ନ ସ୍ଥାନରେ…

ଲକ୍‌ଡାଉନ: ବିନା କାମରେ ବାହାରେ ବୁଲୁଥିବା ଲୋକଙ୍କ ବାଇକ୍‌ ଜବତ କଲା ପୋଲିସ

ବ୍ରହ୍ମପୁର ଅଫିସ, ୨୮।୩: କରୋନା ସଂକ୍ରମଣକୁ ରୋକିବା ପାଇଁ ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ଡାଉନ ଜାରି ରହିଛି। ତେବେ ଲକ୍‌ ଡାଉନର ୬ ଦିନ ପରେ ମଧ୍ୟ ବ୍ରହ୍ମପୁରବାସୀ ପ୍ରଶାସନର କଟକଣାକୁ ଅବମାନନା କରୁଛନ୍ତି। ପ୍ରଶାସନର ଅନୁରୋଧ ସତ୍ତ୍ୱେ ବିନା…

ଲକ୍‌ଡାଉନ୍‌: ରାଜରାସ୍ତାରେ ନୀଳଗାଈ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ଯୋଗୁ ଏବେ ସବୁ ଦେଶ ଲକ୍‌ଡାଉନ୍‌ ହୋଇ ଯାଇଥିବାରୁ ଲୋକମାନେ ଘର ଭିତରେ ରହୁଛନ୍ତି। ସେଥିପାଇଁ ଚାରିଆଡେ ରାସ୍ତାଘାଟ ଶୂନଶାନ୍‌ ହୋଇଯାଇଛି। ଲୋକେ କେହି ପଦାକୁ ବାହାରୁ ନାହାନ୍ତି। ତେଣୁ ପ୍ରକୃତିର ବିଭିନ୍ନ ରୂପକୁ ଏବେ ଦେଖିବାକୁ…

ବରଦାନ ସାବ୍ୟସ୍ତ ହୋଇପାରେ ଆଣ୍ଟିବଡିଜ୍‌

ନ୍ୟୁୟର୍କ: କରୋନା ପୀଡ଼ିତ ହୋଇ ସୁସ୍ଥ ହୋଇଥିବା ରୋଗୀଙ୍କ ବ୍ଲଡ୍‌ ପ୍ଲାଜ୍‌ମା କ’ଣ ଏହି ମହାମାରୀ ସହ ଲଢ଼ିବାରେ ସହାୟକ ହେବ? କରୋନାର ଭୟାବହତା ଆଗରେ ବିଶ୍ୱବାସୀ ଅସହାୟ ହୋଇପଡ଼ିଥିବାବେଳେ ଏପରି ଏକ ପ୍ରଶ୍ନ ଏବେ ଦେଖାଇଛି ଆଶାର କିରଣ। ନ୍ୟୁୟର୍କର…

‘ଏବେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା’

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ରାଜ୍ୟରେ ତୃତୀୟ କରୋନା ରୋଗୀ ଚିହ୍ନଟ ହେବା ପରେ ଗୋଷ୍ଠୀ ବା ତୃତୀୟ ପର୍ଯ୍ୟାୟ ସଂକ୍ରମଣ ଆଶଙ୍କା ଦେଖାଦେଇଛି। ଆଗରୁ କେବଳ ବିଦେଶରୁ ଆସୁଥିବା ବ୍ୟକ୍ତି କରୋନା ସଂକ୍ରମଣର ଶିକାର ହେଉଥିଲେ। କିନ୍ତୁ ଏବେ ଦିଲ୍ଲୀ, ହରିୟାଣାରୁ ଫେରୁଥିବା ବ୍ୟକ୍ତି…

କରୋନା ଭାଇରସ: ପାଖରେ ବସିଲେ ହୋଇପାରେ ୬ମାସ ଜେଲ

ସିଙ୍ଗାପୁର,୨୮।୩: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତାଗ୍ରସ୍ତ। ଏଥିରୁ ମୁକୁଳିବାକୁ ସମସ୍ତେ ବାଟ ଖୋଜୁଥିବା ବେଳେ ଏପଟେ କିନ୍ତୁ ଏହା ବଢି ବଢି ଚାଲିଛି। ଚାଇନା ପରେ ଏବେ ଇଟାଲୀ ଓ ଆମେରିକାରେ ମୃତକଙ୍କ ସଂଖ୍ୟା ବଢୁଥିବାରୁ ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?