କରୋନା ଭାଇରସ୍‌

୩ୟ ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଠାବ ଚିନ୍ତା

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ଓଡ଼ିଶାରେ ୩ୟ କରୋନା ସଂକ୍ରମିତ ରୋଗୀ ଚିହ୍ନଟ ହେବାପରେ ଗୋଷ୍ଠୀ ସଂକ୍ରମଣ ଆଶଙ୍କା ପ୍ରକାଶ ପାଇଛି। ସଂକ୍ରମିତ ବ୍ୟକ୍ତି ଜଣକ ଭୁବନେଶ୍ୱରର ହୋଇଥିବାବେଳେ ସେ ସର୍ବାଧିକ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି। ସେମାନେ ହେଲେ ପରିବାର ସଦସ୍ୟ, ସମ୍ପର୍କୀୟ, ବିମାନ…

କୋଟିଏ ଲୋକଙ୍କ ପିଛା ଉତ୍ତରାଖଣ୍ଡରେ ୩୦୮ ଭେଣ୍ଟିଲେଟର

ନୂଆଦିଲ୍ଲୀ,୨୮।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି କରିଛି। ଏହାକୁ ରୋକିବା ଲାଗି ଦେଶରେ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ସମ୍ପ୍ରତି ଭାରତ ସଂକ୍ରମଣ ଦ୍ୱିତୀୟ ଷ୍ଟେଜ୍‌ରେ ରହିଥିବାବେଳେ ତୃତୀୟ ଷ୍ଟେଜ୍‌କୁ ଯିବାର ଆଶଙ୍କା ଦେଖାଦେଇଛି। ତେବେ ସଂକ୍ରମିତଙ୍କୁ…

ଲକ୍‌ଡାଉନ ଉଲ୍ଲଂଘନକାରୀଙ୍କ ପାଇଁ ଦଣ୍ଡନୀୟ ଦଫା

ଭୁବନେଶ୍ୱର, ୨୮ା୩: ସମ୍ପ୍ରତି ସାରା ଦେଶରେ ୨୧ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଯଦି କୌଣସି ଜରୁରୀ କାମ ନ ପଡ଼େ ତେବେ ବାହାରକୁ ନ ଆସି ଘର ଭିତରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁମାନେ ଏହି ନିର୍ଦ୍ଦେଶକୁ ଖାମଖିଆଲି ଭାବେ…

କରୋନା ସଂକ୍ରମଣରେ ୨୭ ହଜାର ୩୬୫ ମୃତ: ଇଟାଲି-ସ୍ପେନ୍‌-ଫ୍ରାନ୍ସ୍‌ରେ ଗଡ଼ିଲାଣି ୧୬,୨୬୭ ମୁଣ୍ଡ

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୮।୩: କରୋନା ସଂକ୍ରମଣ ସାରା ପୃଥିବୀରେ ସୃଷ୍ଟି କରିଛି କୋକୁଆ ଭୟ । ଇତିମଧ୍ୟରେ କରୋନା ସଂକ୍ରମିତଙ୍କ ମଧ୍ୟରୁ ୨୭ ହଜାର ୩୬୫ ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଇଟାଲି-ସ୍ପେନ୍‌-ଫ୍ରାନ୍ସ୍‌ରେ ୧୬,୨୬୭ଜଣ ଲୋକଙ୍କ ମୃତ୍ୟୁ ହୋଇଛି। ଇଟାଲିରେ ସଂକ୍ରମିତଙ୍କ ସଂଖ୍ୟା ୮୬ ହଜାର…

ଜୀବନ ଯୁଦ୍ଧରେ ହାରିଗଲେ କରୋନା ସହ ଲଢୁଥିବା ୪୫ ଡାକ୍ତର

ରୋମ,୨୮।୩: କରୋନା ମହାମାରୀ ଏବେ ଇଟାଲୀରେ କାୟା ବିସ୍ତାର କରିଥିବା ବେଳେ ଏଠାରେ ମୃତ୍ୟୁ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି। ଇଟାଲୀରେ ଏବେ ମୃତକଙ୍କ ସଂଖ୍ୟା ୯ ହଜାର ଅତିକ୍ରମ କରିଥିବା ବେଳେ ଏହା ସମଗ୍ର ବିଶ୍ୱ ପାଇଁ ଚିନ୍ତାର…

ଠେଙ୍ଗା ଧରି ଗାଁ ମୁଣ୍ଡରେ ପହରା

କେନ୍ଦ୍ରାପଡା ଅଫିସ, ୨୮ା୩: କେନ୍ଦ୍ରାପଡା ଜିଲାର ବହୁ ପାଣି ପାଇପ୍‌ ମିସ୍ତ୍ରି ଦେଶବିଦେଶରେ ଅଛନ୍ତି। ଏମାନଙ୍କ ମଧ୍ୟରୁ ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ବିଦେଶରୁ ୫୦୮ ଓ ରାଜ୍ୟ ବାହାରୁ ୫୭୪୯ ଜଣ ଘରକୁ ଫେରିଛନ୍ତି। ବିଦେଶାଗତ ଏହି ଲୋକମାନେ ଗ୍ରାମରେ ବୁଲାବୁଲି…

ଲକ୍‌ଡାଉନ୍‌ରେ ଘରୁ ନ ବାହାରିବା ପାଇଁ ଲୋକଙ୍କୁ ହାତ ଯୋଡ଼ିଲେ ଟ୍ରାଫିକ୍‌ ପୋଲିସ

ବିଜୟଓ୍ବାଡ଼ା,୨୮।୩: କରୋନା ସଂକ୍ରମଣଠାରୁ ଦୂରେଇ ରହିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏପରସ୍ଥଳେ ଲୋକେ ସରକାରଙ୍କ ନିର୍ଦ୍ଦେଶ ବେ ଖାତିର କରି ଘରେ ନ ରହି ବାହାରକୁ ବାହାରୁଛନ୍ତି। ଏନେଇ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡ଼ାରେ ଟ୍ରାଫିକ…

କରୋନା ପଜିଟିଭ ଗୁଜବ କରି ୪ ଗିରଫ

ଜଗତ୍‌ସିଂହପୁର ଅଫିସ/ଏରସମା,୨୮ା୩(ସ୍ବ.ପ୍ର.): କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ନେଇ ହ୍ବାଟ୍‌ସଆପ୍‌ରେ ଗୁଜବ କରି ଗିରଫ ହୋଇଛନ୍ତି ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅଞ୍ଚଳର ୪ଜଣ। ସେମାନେ ହେଲେ ଏରସମା ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ପଏଦା ଗ୍ରାମର ମାନସ ରଞ୍ଜନ ସେଠୀ,…

ସପ୍ତାହକୁ ଥରେ ବସିବ ହାଟ

ରଘୁନାଥପୁର,୨୮ା୩(ଡି.ଏନ.ଏ.): ଜଗତ୍‌ସିଂହପୁର ଜିଲା ରଘୁନାଥପୁର ବ୍ଲକ ଅଞ୍ଚଳରେ ଲକ୍‌ଡାଉନକୁ ଅନେକେ ମାନୁ ନ ଥିବା ଦେଖିବାକୁ ମିଳିଛି। ତେଣୁ ପ୍ରଶାସନ କଠୋର ହୋଇଛି। ବ୍ଲକ ଅଧୀନ ରଘୁନାଥପୁର, ରେଢୁଆ ଓ ଜଇପୁର ହାଟରେ ଲୋକଙ୍କ ଗହଳି ହେଉଥିବାରୁ ଏହାକୁ ସପ୍ତାହରେ ୨…

ଦୁଇ ହୋଲ୍‌ସେଲରଙ୍କ ନାମରେ ମାମଲା

ଯାଜପୁର ଅଫିସ,୨୮ା୩: ଯାଜପୁର ସହରର ବିରଜାହାଟ ନିକଟରେ ଥିବା ଦୁଇ ହୋଲ୍‌ସେଲରଙ୍କ ନାମରେ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲାପାଳଙ୍କ କୋର୍ଟରେ ମାମଲା ରୁଜୁ ହୋଇଛି। ହୋଲ୍‌ସେଲର ଦୁଇଜଣ ହେଲେ ସଞ୍ଜୟ ସାହୁ ଓ ଧନେଶ୍ୱର ସାହୁ। ଏସମ୍ପର୍କରେ ଅତିରିକ୍ତ ଜିଲା ଯୋଗାଣ ଅଧିକାରୀ…

ନହକା ଛକକୁ ପରିବା ବଜାର ସ୍ଥାନାନ୍ତର

ଯାଜପୁର ଅଫିସ,୨୮ା୩: ଯାଜପୁର ଜିଲାର ଅନ୍ୟତମ ସହର ବ୍ୟାସନଗର ଗ୍ରୀନ୍‌ ମାର୍କେଟସ୍ଥିତ ପରିବା ବଜାରରେ ଆବଶ୍ୟକ ସ୍ଥାନ ଅଭାବରୁ ଗ୍ରାହକଙ୍କ ମଧ୍ୟରେ ସାମାଜିକ ଦୂରତା ବଜାୟ ରହି ପାରୁ ନ ଥିଲା। ଫଳରେ ଏଠାରେ କରୋନା ସଂକ୍ରମଣର ଆଶଙ୍କା କରି ସହରର…

ଶ୍ରୀମନ୍ଦିରରେ ଦେଖିବାକୁ ମିଳୁନାହାନ୍ତି ମାଙ୍କଡ଼

ପୁରୀ ଅଫିସ,୨୮ା୩: ଶ୍ରୀମନ୍ଦିର ଯଦି ଆସିଛନ୍ତି ନିଶ୍ଚିତ ବହୁ ସଂଖ୍ୟାରେ ମାଙ୍କଡ଼ ଦେଖିଥିବେ। ବେଢା ପରିସରସ୍ଥ ବିଭିନ୍ନ ମନ୍ଦିର ଉପରେ ହେଉ ଅବା ଗଛରୁ ଗଛ ଏମାନେ ଡିଅଁ। ମାରୁଥାନ୍ତି। କେତେବେଳେ ଭକ୍ତଙ୍କ ହାତରୁ ଭୋଗ ପୁଡ଼ିଆ ଝାମ୍ପି ନିଅନ୍ତି ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?