କରୋନା ଭାଇରସ୍‌

ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ସମସ୍ତ ମୃତକ ଗୋଟିଏ ଜିଲାର

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୭ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। 1.A 28 years old Male of Baragarh District who was…

ଆଜି ରାଜ୍ୟରୁ ୩୪୫ ଆକ୍ରାନ୍ତ ଚିହ୍ନଟ, ଯାଜପୁରରୁ ସର୍ବାଧିକ

ଭୁବନେଶ୍ୱର,୨୫ା୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ୩୪୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୪,୩୨୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୨ ଜଣ ଚିହ୍ନଟ ହୋଇଥିବା…

ଦୈନିକ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୪।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିଲେ ମଧ୍‌ୟ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଦୈନିକ ସଂକ୍ରମଣ…

ଖୁବ୍‌ଶୀଘ୍ର ୨ରୁ ୬ବର୍ଷର ପିଲାଙ୍କୁ ଦିଆଯିବ କରୋନା ଟିକା: କୋର୍ବେଭ୍ୟାକ୍ସର ଟ୍ରାଏଲ ଆରମ୍ଭ

ନୂଆଦିଲ୍ଲୀ,୨୩।୨: କରୋନାକୁ ହରାଇବା ପାଇଁ ଦେଶରେ କରୋନା ଟିକା ଅଭିଯାନ ଜାରି ରହିଛି। କରୋନା ଲଢ଼େଇରେ ଭାରତକୁ ନିକଟରେ ଆଉ ଏକ ଅସ୍ତ୍ର ମିଳିଛି। ବାୟୋଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ କରୋନା ଭାକ୍ସିନ କୋର୍ବେଭ୍ୟାକ୍ସକୁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ଅନୁମୋଦନ…

ରାଜ୍ୟରେ ହ୍ରାସ ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୩।୨(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୪୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୮୩ ଜଣ ପିଲା ଅଛନ୍ତି। ସେହିପରି ୧୯୬ ଜଣ କ୍ୱାରାଣ୍ଟାଇନ୍‌ରୁ ଥିବା ବେଳେ ୧୪୬ ଲୋକାଲ କେସ ରହିଛି। ଏ ନେଇ…

ଦୈନିକ ସଂକ୍ରମଣ-ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା…

ନୂଆଦିଲ୍ଲୀ, ୨୩।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ଟପିିଛି। ଦୈନିକ ସଂକ୍ରମଣ ୧୫ ହଜାର…

ବ୍ରିଟେନରୁ ହଟିବ କଟକଣା

ଇଂଲଣ୍ଡ,୨୩ା୨ : ମହାମାରୀ କରୋନାର ପ୍ରକୋପ ଦୀର୍ଘ ଦୁଇ ବର୍ଷରୁ ଅଧିକ ଦିନ ଧରି ସାରା ବିଶ୍ୱ ଦେଖୁଛି। ତେବେ କୋଭିଡ ସଂକ୍ରମଣ ଦ୍ୱାରା ବ୍ରିଟେନରେ ଅଧିକ ଜୀବନହାନି ହୋଇଥିବାବେଳେ ବର୍ତ୍ତମାନ ଦେଶରୁ କଟକଣା ହଟାଯିବା ନେଇ ନିଷ୍ପତ୍ତି ନେଇଛନ୍ତି ପ୍ରଧାନମନ୍ତ୍ରୀ…

ଦଶମ-ଦ୍ୱାଦଶ ଅଫ୍‌ଲାଇନ ପରୀକ୍ଷା ରଦ୍ଦ ମାମଲା, ବୁଧବାରରୁ ଶୁଣାଣି…

ନୂଆଦିଲ୍ଲୀ,୨୨।୨ : ସିବିଏସଇ, ଆଇସିଏସଇ, ଏନଆଇଓଏସ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି। ଗତ ବର୍ଷ ଏହି ମାମଲାର ଶୁଣାଣି କରିଥିବା ଜଷ୍ଟିସ ଏ.ଏମ୍‌.ଖାନୱିଲକରଙ୍କ ଖଣ୍ଡପୀଠରେ ଏହି…

ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଲା, ଦୈନିକ ସଂକ୍ରମଣ କମିଲା…

ନୂଆଦିଲ୍ଲୀ, ୨୨।୨ : ଦେଶରେ କରୋନା ମହାମାରୀ ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦୈନିକ ସଂକ୍ରମଣ କମିଥିବାବେଳେ ମୃତ୍ୟୁ ସଂଖ୍ୟା ପୁଣି ବଢ଼ିଛି। ଏହି ସମୟରେ ଦୈନିକ ସଂକ୍ରମଣ ୧୫ ହଜାର ତଳେ ରହିଛି। ଏହି ସମୟ ମଧ୍ୟରେ…

ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨୨।୨(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟାରେ ବ୍ରେକ୍‌ ଲାଗୁନି। ଆଜି ଆଉ ୧୦ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ୍ୟୁସଂଖ୍ୟା ୯,୦୩୬କୁ ବୃଦ୍ଧି ପାଇଛି। ଆଜି…

ତଳମୁହାଁ କରୋନା ଗ୍ରାଫ୍‌: ୨ବର୍ଷ ପରେ ମୁମ୍ବାଇରେ ୧୦୦ରୁ କମ୍‌ ଆକ୍ରାନ୍ତ ଚିହ୍ନଟ, ଜଣେ ମୃତ

ମୁମ୍ବାଇ,୨୧।୨: ଦେଶରେ ଏବେ ବି କରୋନା ପ୍ରକୋପ ଜାରି ରହିଛି। ହେଲେ ଦୈନିକ ସଂକ୍ରମଣ ପୂର୍ବପେକ୍ଷା ବହୁତ କମ୍‌ ରହିଛି। ଗତ ୨ବର୍ଷ ହେଲାଣି ମହାରାଷ୍ଟ୍ରରେ ଅଧିକ ସଂକ୍ରମଣ ବ୍ୟାପିଥିବା ବେଳେ ପ୍ରତିଦିନ ହଜାର ହଜାର ସଂଖ୍ୟାରେ ନୂଆ କରୋନା ଆକ୍ରାନ୍ତ…

କର୍ବେଭାକ୍ସ ଟିକାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ,୨୧।୨: କରୋନା ମହାମାରୀ ଯୁଦ୍ଧରେ ଭାରତକୁ ଆଉ ଏକ ଅସ୍ତ୍ର ମିଳିଛି। ଭାରତରେ କରୋନା ବିରୋଧରେ ଲଢ଼େଇ ପାଇଁ ବାୟୋଲୋଜିକାଲ-ଇ ଦ୍ୱାରା ପ୍ରସ୍ତୁତ କରୋନା ଭାକ୍ସିନ କର୍ବେଭ୍ୟାକ୍ସକୁ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ ଅଫ୍‌ ଇଣ୍ଡିଆ(ଡିସିଜିଆଇ) ଅନୁମୋଦନ ପ୍ରଦାନ କରିଛି। ୧୨ରୁ ୧୮ବର୍ଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri