କରୋନା ଭାଇରସ୍‌

ନୂଆ ଅତିରିକ୍ତ ଜିଲାପାଳଙ୍କ ଯୋଗଦାନ

ଅନୁଗୋଳ ଅଫିସ, ୨୭।୩ : ଅନୁଗୋଳ ଜିଲାର ନୂତନ ଅତିରିକ୍ତ ଜିଲାପାଳ (ରାଜସ୍ବ) ଭାବେ ସନ୍ତୋଷ କୁମାର ପ୍ରଧାନ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହା ପୂର୍ବରୁ ସେ ଗୃହ ବିଭାଗରେ ଯୁଗ୍ମ ସଚିବ ଭାବେ ଦାୟିତ୍ୱ ତୁଲାଇଥିଲେ। ପ୍ରଧାନଙ୍କ ଯୋଗଦାନ ଫଳରେ…

ସଚେତନ କଲେ ଡିଏସ୍‌ପି

ବନ୍ତଳା,୨୭।୩(ଡି.ଏନ.ଏ.):ବନ୍ତଳା ଥାନା ହମାମିର ଗ୍ରାମରେ କରୋନା ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗାଁ ଯୁବଗୋଷ୍ଠୀଙ୍କ ନେତୃତ୍ୱରେ ଏହାର ଆୟୋଜନ ହୋଇଥିବା ବେଳେ ଏଥିରେ ବନ୍ତଳା ଥାନା ଦାୟିତ୍ୱରେ ଥିବା ଡିଏସ୍‌ପି ସୌରଭ ଓତା ଯୋଗ ଦେଇଥିଲେ। ଗାଁର ପ୍ରବେଶପଥରେ କରାଯାଇଥିବା…

ଅର୍ଡର ଦେଲେ ଘରେ ପହଞ୍ଚତ୍ବ ରାଶନ

ଅନୁଗୋଳ ଅଫିସ, ୨୭।୩: ଲକ୍‌ଡାଉନ୍‌ ବେଳେ ବିଭିନ୍ନ ରାଶନ ସାମଗ୍ରୀ କିପରି ସହଜରେ ଲୋକଙ୍କ ପାଖରେ ପହଞ୍ଚତ୍ପାରିବ ସେଥିପାଇଁ ଜିଲାପାଳ ମନୋଜ କୁମାର ମହାନ୍ତିଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ବିଭିନ୍ନ ପାଇକାରୀ ବିକ୍ରେତାମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ହୋମ୍‌ ଡେଲିଭରି…

ଜୀବାଣୁ ନାଶକ ସିଞ୍ଚନ

ବଅଁରପାଳ,୨୭ା୩(ଡି.ଏନ.ଏ.):ନାଲ୍‌କୋ କଲୋନୀର ବିଭିନ ସ୍ଥାନରେ ଶୁକ୍ରବାର ଜୀବାଣୁ ନାଶକ ସିଞ୍ଚନ କରାଯାଇଛି। କୋଅପରେଟିଭ ଛକ, ଜଗନ୍ନାଥ ମନ୍ଦିର ଛକ, ୩ ମହଲା ଛକରେ ସିଆଇଏସ୍‌ଏଫ୍‌ ସହାୟତାରେ ଏହି କାର୍ଯ୍ୟ କରାଯାଇଛି। ଏଥିସହ କରୋନା ନେଇ ଲୋକଙ୍କୁ ସଚେତନ କରାଯାଇଛି। ନାଲ୍‌କୋ ପ୍ରଶାସନିକ…

ଭୋକରେ ଡହଳବିକଳ ମାନସିକ ରୋଗୀ

ପାଲଲହଡା,୨୭ା୩(ଡି.ଏନ.ଏ.): ଲକ୍‌ଡାଉନ୍‌ ପାଇଁ ବଜାର ବନ୍ଦ। ଚା’ ଦୋକାନଠାରୁ ହୋଟେଲ ଯାଏ ସବୁଥିରେ ପଡ଼ିଛି ତାଲା। ଲୋକେ ଘରୁ ବାହାରୁ ନ ଥିବା ବେଳେ କାମ ନ ପାଇ ଦିନ ମଜୁରିଆ ଘରେ ବସି ରହିଛନ୍ତି। ହେଲେ ଅନୁଗୋଳ ଜିଲା ପାଲଲହଡ଼ା…

ତାମିଲନାଡ଼ୁରେ ଫସିଛନ୍ତି ଶତାଧିକ ଶ୍ରମିକ

ଭଞ୍ଜନଗର,୨୭ା୩(ଡି.ଏନ୍‌.ଏ.): ଦେଶରେ କରୋନା ଭୂତାଣୁର ମୁକାବିଲା ଲାଗି ସରକାର ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଫଳରେ ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବଦାଙ୍ଗି ଗ୍ରାମର ବହୁ ଯୁବକ ତାମିଲନାଡ଼ୁରେ ଫସି ରହିଛନ୍ତି। ପ୍ରାୟ ୨ଶହ ଯୁବକ ସେଠାକୁ ଶ୍ରମିକ ଭାବେ କାମ କରିବାକୁ ଯାଇ…

ଏମ୍‌କେସିଜିରେ ଭର୍ତ୍ତି ହେଲେ କରୋନା ସନ୍ଦିଗ୍ଧ

ବ୍ରହ୍ମପୁର ଅଫିସ,୨୭ା୩-ବ୍ରହ୍ମପୁର ଏମ୍‌କେସିଜି ମେଡିକାଲରେ ଶୁକ୍ରବାର ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି। ତାଙ୍କୁ କରୋନା ୱାର୍ଡର ସ୍ବତନ୍ତ୍ର କକ୍ଷରେ ରଖାଯାଇଛି। ଶନିବାର ସନ୍ଦିଗ୍ଧଙ୍କ ସ୍ବାବ୍‌ ଟେଷ୍ଟ ପାଇଁ ଭୁବନେଶ୍ୱର ଆରଏମ୍‌ଆର୍‌ସିକୁ ପଠାଯିବ ବୋଲି ଅଧୀକ୍ଷକ ପ୍ରଫେସର ଡ଼ା. ସନ୍ତୋଷ କୁମାର…

ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗର ପ୍ରସ୍ତୁତି ସମୀକ୍ଷା କଲେ ଆର୍‌ଡିସି

ବ୍ରହ୍ମପୁର ଅଫିସ,୨୭ା୩-କରୋନା ସଂକ୍ରମଣର ପ୍ରତିରୋଧ ନେଇ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମପୁରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପର ଶୁକ୍ରବାର ସମୀକ୍ଷା କରିଛନ୍ତି ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର ଟି. ଆଓ। ସିଟି ହସ୍ପିଟାଲ, ଏମ୍‌କେସିଜିରେ କରୋନା ସଂକ୍ରମଣ ଚିକିତ୍ସା କେନ୍ଦ୍ର ଓ ରହିବା…

ଦିଗପହଣ୍ଡିରେ ପ୍ରଶାସନ ପକ୍ଷରୁ ମାନବ ଶୃଙ୍ଖଳ

ଦିଗପହଣ୍ଡି,୨୭ା୩(ଡି.ଏନ.ଏ.)-ଗଞ୍ଜାମ ଜିଲା ପ୍ରଶାସନର ନିର୍ଦ୍ଦେଶକ୍ରମେ ଦିଗପହଣ୍ଡି ତହସିଲ ପକ୍ଷରୁ ଶୁକ୍ରବାର ସ୍ଥାନୀୟ ପୁଞ୍ଜିକଁୟା ଛକରେ କରୋନା ସଚେତନତା ପାଇଁ ମାନବ ଶୃଙ୍ଖଳ କରାଯାଇଥିଲା। ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ କରୋନା ଭୟାବହତା ସମ୍ପର୍କରେ ଜନସାଧାରଣଙ୍କୁ ସଚେତନ କରିଥିଲେ।…

ନିରାଶ୍ରୟଙ୍କୁ ମିଳିଲା ରନ୍ଧାଖାଦ୍ୟ

ଆସିକା,୨୭ା୩ (ଡି.ଏନ୍‌.ଏ.): ଜନସାଧାରଣଙ୍କୁ ଘର ପାଖରେ ବିଭିନ୍ନ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଯୋଗାଇବା ଲାଗି ଆସିକା ଏନ୍‌ଏସି ପ୍ରଶାସନ ପକ୍ଷରୁ ପଦକ୍ଷେପ ନିଆଯାଇଛି। ତେଜରାତି ଜିନିଷ, ପରିବା, ଫଳ, ଦୁଗ୍ଧ, ଔଷଧ, ମାଛ ମାଂସ ଏପରିକି ରନ୍ଧାଖାଦ୍ୟ ଉପଲବ୍ଧ ହେଉଥିବା ସ୍ଥାନ…

ପରିବା ବିକିଲେ ଏନ୍‌ଏସି କର୍ମଚାରୀ

ବୁଗୁଡା,୨୭ା୩(ଡି.ଏନ.ଏ.)-ବୁଗୁଡ଼ା ସହରରେ ଲୋକେ ପରିବା କିଣିବା ବେଳେ ସାମାଜିକ ଦୂରତା ବଜାୟ ରଖୁନାହାନ୍ତି। ତେଣୁ ଶୁକ୍ରବାର ଏନ୍‌ଏସି ପ୍ରଶାସନ ପକ୍ଷରୁ କର୍ମଚାରୀମାନେ ଗାଡିିରେ ପରିବା ନେଇ ବିକ୍ରୟ କରୁଥିବା ଦେଖାଯାଇଥିଲା। ସ୍ଥାନୀୟ ରଘୁନାଥ ସାହିରେ ନିର୍ଦ୍ଦିଷ୍ଟ ବ୍ୟବଧାନରେ ଲୋକେ ଠିଆ ହୋଇ…

ହାଟରେ ସାମାଜିକ ଦୂରତ୍ୱ ଶିଖାଇଲେ ଏସ୍‌ପି

ଫୁଲବାଣୀ ଅଫିସ, ୨୭ା୩-ହାଟରେ କିଭଳି ସାମାଜିକ ଦୂରତ୍ୱ ବଜାୟ ରଖିହେବ ସେ ସମ୍ପର୍କରେ ଲୋକଙ୍କୁ କନ୍ଧମାଳ ଏସ୍‌ପି ପ୍ରତୀକ ଗୀତା ସିଂ ଶିଖାଇଛନ୍ତି। ହାଟପଦାରେ ପାଖାପାଖି ହୋଇ ବସୁଥିବା ବ୍ୟବସାୟୀଙ୍କୁ ଭାଗ ଭାଗ କରି ବସାଇ ହାଟର ପରିସୀମାକୁ ବୃଦ୍ଧି କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?