କରୋନା ଭାଇରସ୍‌

କରୋନା ସଂକ୍ରମଣ ଆଶଙ୍କା, କନ୍‌ଭେନସନ୍‌ ହଲ୍‌ରେ ହେବ ବିଧାନସଭା କାର୍ଯ୍ୟ: ବାଚସ୍ପତି

ଭୁବନେଶ୍ୱର,୨୭।୩(ବ୍ୟୁରୋ):  କରୋନା ସଂକ୍ରମଣ ଆଶଙ୍କାରେ ବିଧାନସଭା କାର୍ଯ୍ୟକୁ ସ୍ଥାନାନ୍ତର କରାଯିବ। ଲୋକସେବା ଭବନ କନ୍‌ଭେନସନ୍‌ ହଲ୍‌ରେ ଏହି କାର୍ଯ୍ୟ ହେବ। ବଜେଟ ଅଧିବେଶନର ବାକି କାର୍ଯ୍ୟ ଦିବସ କନ୍‌ଭେନସନ୍‌ ହଲ୍‌ରେ ହେବ ବୋଲି ଶୁକ୍ରବାର ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର...

ଆମେରିକୀୟଙ୍କ ପ୍ରବେଶକୁ ମେକ୍ସିକୋର ବିରୋଧ

ମେକ୍ସିକୋ ସିଟି,୨୭ା୩(ପି.ଟି.): ମେକ୍ସିକୋ ନାଗରିକମାନଙ୍କ ପ୍ରବେଶକୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଜୋର୍‌ଦାର ବିରୋଧ କରିଆସୁଥିଲେ। ମେକ୍ସିକୀୟମାନଙ୍କ ଯୋଗୁ ଆମେରିକାରେ ଅର୍ଥନୈତିକ ଓ ସାମାଜିକ ସମସ୍ୟା ସୃଷ୍ଟି ହେଉଥିବା ଅଭିଯୋଗ କରି ସେମାନଙ୍କ ପ୍ରବେଶ ବନ୍ଦ ଲାଗି ଟ୍ରମ୍ପ୍‌ ସୀମାରେ...

କରୋନା କଟକଣା ଉଲ୍ଲଙ୍ଘନ: ସାପ୍ତାହିକ ହାଟରେ ପ୍ରବଳ ଭିଡ଼

ଆରଡ଼ି,୨୭।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକର ବେତାଳିଗାଁଠାରେ ଶୁକ୍ରବାର ସକାଳେ ସାପ୍ତାହିକ ହାଟ ବସିଥିଲା। ଏହି ହାଟରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲ। ଲୋକେ ସାମାଜିକ ଦୂରତା ବାବଦରେ ଜାଣି ନ ଥିବା କହିଥିବା ବେଳେ କେବଳ କିଛି ବ୍ୟକ୍ତି...

ଭାରତର ସମସ୍ତ ରାଜ୍ୟପାଳଙ୍କୁ ସମ୍ବୋଧନ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୭।୩: ସାରା ଦେଶରେ ମହାମାରୀ କରୋନା ଭାଇରସ୍‌ର ପ୍ରକୋପ ଦିନକୁ ଦିନ ବୃଦ୍ଧି ପାଇଛି। କରୋନା ସହ ମୁକାବିଲା ପାଇଁ କେନ୍ଦ୍ର ସରକାର ସାରାଦେଶରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଇତିମଧ୍ୟରେ ଶୁକ୍ରବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଭିଡିଓ କନ୍‌ଫରେନ୍ସିଂ ଜରିଆରେ...

ଘରଘର ବୁଲି ହିତାଧିକାରୀଙ୍କୁ ଭତ୍ତା ବାଣ୍ଟୁଛନ୍ତି ଅଧିକାରୀ, ସାମାଜିକ ଦୂରତ୍ୱ ରକ୍ଷା କରିବାକୁ ଦେଉଛନ୍ତି ପରାମର୍ଶ

ରାଇକିଆ,୨୭।୩(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ବ୍ଲକ ଭତ୍ତା ଟଙ୍କା ବଣ୍ଟନ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । କରୋନା ସଂକ୍ରମଣ ଆଶଙ୍କାରେ ରାଇକିଆ ସହର ତିନିଦିନ ହେଲା ଲକ୍‌ଡାଉନ୍‌ ଅଛି । ରାସ୍ତା ଘାଟ ଶୂନ୍‌ଶାନ ଏବଂ ଚଳପ୍ରଚଳ ସମ୍ପୂର୍ଣ୍ଣ ବନ୍ଦ...

ଲକ୍‌ଡାଉନ୍‌ ଉଲ୍ଲଙ୍ଘନକାରୀ ୧୧ ଜଣଙ୍କ ନାମରେ ମାମଲା

ପାଟପୁର,୨୭।୩(ଡି.ଏନ୍‌.ଏ.): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଏହାର ମୁକାବିଲା ଲାଗି ସରକାରଙ୍କ ପକ୍ଷରୁ ସମଗ୍ର ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହି ନିୟମକୁ ଉଲ୍ଲଙ୍ଘନ କରି ଗଞ୍ଜାମ ଜିଲା ପାଟପୁର ପୋଲିସ ଦୁଇଟି ମାମଲା ରୁଜୁ କରି ୧୧ଜଣଙ୍କୁ ଗୁରୁବାର...

କରୋନା ଲାଗି ସ୍ଥାନାନ୍ତର ହେଉଛନ୍ତି ଭିକାରି

ଭଦ୍ରକ ଅଫିସ,୨୭।୩: ଭଦ୍ରକ ପୌରପାଳିକା ପକ୍ଷରୁ ରାସ୍ତାପାର୍ଶ୍ୱରେ ଭିକ୍ଷାବୃତ୍ତି କରୁଥିବା ସମସ୍ତ ଭିକାରିଙ୍କୁ ଉଦ୍ଧାର କରାଯାଇ ମଠସାହିସ୍ଥିତ ବିଦ୍ୟାଳୟରେ ରଖାଯାଇଛି। ଭଦ୍ରକ ପୌରପାଳିକା ନିର୍ବାହୀ ଅଧିକାରୀ ମନୋରମା ଭୂୟାଁଙ୍କ ଉପସ୍ଥିତିରେ ସହରର ବନ୍ତ ଛକ ପୋଲ ତଳ ଓ ଆରଡ଼ି...

ଲକ୍‌ଡାଉନ୍‌ରେ ଦର୍ଶକଙ୍କ ପାଇଁ ଖୁସିଖବର: ଶନିବାରଠାରୁ ପୁନଃ ପ୍ରସାରଣ ହେବ ରାମାୟଣ

ନୂଆଦିଲ୍ଲୀ,୨୭।୩: ଦେଶରେ କରୋନା ଭାଇରସ୍‌ ପ୍ରକୋପ ଜାରି ରହିଛି। ଏଥିରୁ ବର୍ତ୍ତିବା ପାଇଁ କେନ୍ଦ୍ରସରକାର ସାରା ଦେଶରେ ୨୧ଦିନ ଯାଏଁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏଭଳି ସ୍ଥିତିରେ ଘରେ ରହି ଲୋକଙ୍କୁ ସମୟ କାଟିବା କଷ୍ଟକର ହୋଇପଡ଼ିଛି। କରୋନା ଯୋଗୁ...

ଝାରସୁଗୁଡ଼ା ବ୍ଲଡ୍‌ବ୍ୟାଙ୍କ୍‌ରେ ରକ୍ତ ଅଭାବ

ଝାରସୁଗୁଡ଼ା ଅଫିସ,୨୭।୩: କରୋନା ଭୂତାଣୁ ସଂକ୍ରମଣରୁ ଲୋକଙ୍କୁ ରକ୍ଷା କରିବା ପାଇଁ ସମଗ୍ର ଭାରତରେ ୨୧ ଦିନ ପାଇଁ ଲକ୍‌ ଡାଉନ ଘୋଷଣା କରାଯାଇଛି। କୌଣସି ଜରୁରୀ କାମ ନ ଥିଲେ ଘରୁ ନ ବାହାରିବାକୁ ସମସ୍ତଙ୍କୁ ପରାମର୍ଶ ଦିଆଯାଇଛି...

ଘରେ ଜଳୁନି ଚୁଲି, ଚିନ୍ତାରେ ଦିନମଜୁରିଆ

ଖୋର୍ଦ୍ଧା ଅଫିସ,୨୭ା୩: ସମ୍ପ୍ରତି କରୋନା ଭୂତାଣୁ ସଂକ୍ରମଣ ରୋକିବା ନେଇ ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଏହାଦ୍ୱାରା ଦିନମଜୁରିଆ ତଥା ଗରିବ ଶ୍ରେଣୀର ଲୋକେ ପ୍ରଭାବିତ ହୋଇଛନ୍ତି। ସେମାନେ କାମଧନ୍ଦା ପାଉ ନ ଥିବାରୁ ଅସୁବିଧାରେ ଚଳୁଛନ୍ତି। ଅଧିକାଂଶ ଲୋକଙ୍କ...

୧୮ ମୁଖ୍ୟମନ୍ତ୍ରୀଙ୍କୁ ମମତାଙ୍କ ଚିଠି

ନୂଆଦିଲ୍ଲୀ, ୨୭ା୩: ୨୧ ଦିନିଆ ଲକ୍‌ଡାଉନ୍‌ ଚାଲିଥିବାବେଳେ ପଶ୍ଚିମବଙ୍ଗର ଲୋକେ ଦେଶର ବିଭିନ୍ନ ରାଜ୍ୟରେ ଫସିରହିଛନ୍ତି। ସେମାନଙ୍କୁ ମୌଳିକ ସୁବିଧା ଯୋଗାଇଦେବା ପାଇଁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୧୮ଟି ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ଚିଠି ଲେଖି ଅନୁରୋଧ କରିଛନ୍ତି।

୧୪ ଯାଏ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବନ୍ଦ

ନୂଆଦିଲ୍ଲୀ, ୨୭ା୩: କରୋନା ଭାଇରସ୍‌ର ପ୍ରକୋପ କମାଇବା ଲାଗି ଦେଶବ୍ୟାପୀ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ଏବେ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ ଲଗାଯାଇଥିବା କଟକଣାକୁ ଏପ୍ରିଲ ୧୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଭାରତରେ ପୂର୍ବରୁ ସପ୍ତାହକ ଲାଗି ଏହି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri